Latest Odisha News

BREAKING NEWS

Browsing Category

ଫିଚର

CSR ପାଣ୍ଠିର ଉପଯୁକ୍ତ ବିନିଯୋଗ ଓ ସ୍ଥାନୀୟ ନିଯୁକ୍ତି ଆମ ଅଧୀକାର

ଓଡ଼ିଶା ସମ୍ବାଦ ବ୍ୟୁରୋ: ସାଂସଦ  ମହେଶ ସାହୁଙ୍କ ନେତୃତ୍ତ୍ବରେ NALCO CSR ପାଣ୍ଠିର ଉପଯୁକ୍ତ ବିନିଯୋଗ ତଥା ପାରିପାର୍ଶ୍ବିକ ଉନ୍ନତି ଓ ସ୍ଥାନୀୟ ନିଯୁକ୍ତି ଦାବିରେ ଏକ ପ୍ରତିବାଦ ସଭା ଓ ଶାନ୍ତିପୂର୍ଣ ଆନ୍ଦୋଳନ ଆୟୋଜନ କରାଯାଇଛି ।  ସାଂସଦଙ୍କ ସମ୍ପର୍କ ସଂଯୋଜକ ଓ ସଂଗ୍ରାମ ସଂଯୋଜକ…

ସ୍କୁଲରେ ପଢ଼ା ସମୟରେ ସାମ୍ବାଦିକତା ଜରୁରୀ କି ?

ଭୁବନେଶ୍ବର: ଟୁଙ୍ଗୁରୁ ଭୋଳ ଖବରକୁ ନେଇ ସାମ୍ବାଦିକମାନେ ପ୍ରବଳ ଗାଳି ଖାଇବା ପରେ ଆଉ ଏକ ପ୍ରସଙ୍ଗ ଏବେ ଚର୍ଚା ଚାଲିଛି । ତାହା ହେଉଛି ସ୍କୁଲ ଭିତରକୁ ସାମ୍ବାଦିକମାନେ ବିନା ଅନୁମତିରେ ପ୍ରବେଶ କରିପାରିବେ କି ନାହିଁ । ଛାତ୍ରଛାତ୍ରୀଙ୍କୁ ପ୍ରଶ୍ନ ପଚାରିପାରିବେ କି ନାହିଁ ।…

ଜନସଂଖ୍ୟା ବୃଦ୍ଧି ରୋକିବାକୁ ନାଗାଲାଣ୍ଡ ମନ୍ତ୍ରୀଙ୍କ ମନ୍ତ୍ର

ନିକଟରେ ତାଙ୍କ "ଛୋଟ ଆଖି" ମନ୍ତବ୍ୟକୁ ନେଇ ସୋସିଆଲ ମିଡିଆରେ ହିଟ୍ ହୋଇଥିବା ନାଗାଲାଣ୍ଡ ମନ୍ତ୍ରୀ ତେମଜେନ୍ ଇମ୍ନାଙ୍କ ବକ୍ତବ୍ୟ ଭାଇରାଲ ହେବାରେ ଲାଗିଛି । ଦେଶରେ ହୁତ ହୁତ ହୋଇ ବଢ଼ୁଥିବା ଜନସଂଖ୍ୟା ପାଇଁ ସେ ଅନ୍ୟକୁ ଦାୟୀ କରିନାହାଁନ୍ତି । ଏଥିପାଇଁ ସେ ନିଜେ ଏକ ଫର୍ମୁଲା ବାହାର…

ଗୋଟିଏ ବର୍ଗର ଜନସଂଖ୍ୟା ବଢ଼ିଲେ ଅରାଜକତା ସୃଷ୍ଟି ହେବ: ଯୋଗୀ

ଲକ୍ଷ୍ନୈା: ବିଶ୍ୱ ଜନସଂଖ୍ୟା ଦିବସ ଅବସରରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବଡ଼ କଥା କହିଛନ୍ତି । ସେ କହିଛନ୍ତି ଦେଶରେ ପରିବାର ଯୋଜନା, ଜନସଂଖ୍ୟା ସ୍ଥିରତା ଚର୍ଚ୍ଚା ହେଉଛି । ତେବେ ଆମକୁ ମନେ ରଖିବାକୁ ହେବ ଯେ ଜନସଂଖ୍ୟାକୁ ନିୟନ୍ତ୍ରଣ କରିବା ପାଇଁ ପ୍ରୟାସ ସଫଳ ହେବା…

ହିମାଳୟର ଆଉ ଏକ ରହସ୍ୟମୟ ସ୍ଥାନ ଜ୍ଞାନଗଂଜ

ନୂଆଦିଲ୍ଲୀ: ଭାରତ ଏକ ରହସ୍ୟମୟ ଦେଶ । ଆପଣମାନେ ଜାଣିଲେ ଆଶ୍ଚର୍ଯ୍ୟ ହେବ ଯେ, ଭାରତରେ ଏ ଭଳି ଏକ ସ୍ଥାନ ଅଛି ଯେଉଁଠାରେ ମୃତ୍ୟୁ ଆସେ ନାହିଁ । ହିମାଳୟ ପାଦ ଦେଶରେ ଥିବା ଏହି ରହସ୍ୟମୟ ସ୍ଥାନର ନାମ ହେଲା ଜ୍ଞାନଗଂଜ ମଠ । ଏହା ଅଂଚଳର ଅନ୍ୟ ନାମ ହେଲା ଶାଂଗ୍ରୀଲା ଓ ଶମ୍ଭାଲା । ସାଧାରଣ…

ସୋନିଆ ଗାନ୍ଧୀଙ୍କୁ ପୁଣି ଇଡିର ସମନ

ନୂଆଦିଲ୍ଲୀ: ଇଡି ପୁଣି ଜେରା ପାଇଁ ସମନ କରିଛି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ  । ଜୁଲାଇ 21ରେ ପୁଣି ହାଜର ହେବା ପାଇଁ କହିଛି ଇଡି ।  ଏବେ ପ୍ରବର୍ତ୍ତନ ନିର୍ଦ୍ଦେଶଳାୟ ପୁଣିଥରେ ସମନ ଜାରି କରିଛି।  ପୂର୍ବରୁ ଇଡି ନ୍ୟାସନାଲ ହେରାଲ୍ଡ ଖବର କାଗଜ ସହ ଜଡ଼ିତ ମାମଲାରେ ରାହୁଲ…

ରଥ ଉପରେ ଶେଷ ହେଲା ଅଧରପଣା ନୀତି, କାଲି ନୀଳାଦ୍ରି ବିଜେ

ପୁରୀ: ରଥ ଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି ଶେଷ ହୋଇଛି । ରଥାରୁଢ଼ ଚତୁର୍ଦ୍ଧା ମୂର୍ତ୍ତିଙ୍କଠାରେ ଲାଗି ହୋଇଛି ସୁସ୍ୱାଦୁ, ସୁବାସିତ ପଣା । ୩ ଗୋଟି ରଥରେ ୩ଟି ଲେଖାଏ ମୋଟ ୯ଟି ମାଟି ତୁମ୍ଭରେ ଏହି ପଣା ଲାଗି ପରମ୍ପରା ଅନୁସାରେ ହୋଇଛି । ରଥ ଉପରେ ପଣା ଲାଗି ପରେ ସେହିଠାରେ ହିଁ ହାଣ୍ଡିକୁ…

ରାଜ୍ୟଗୋଷ୍ଠୀ କ୍ରୀଡା: ଭାରତ ପକ୍ଷରୁ ଖେଳିବେ ବେକହାମ, ରୋନାଲ୍ଡୋ

ନୂଆଦିଲ୍ଲୀ: ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ ୨୮ ଜୁଲାଇରୁ ବର୍ମିଂହାମରେ ଆରମ୍ଭ ହେବ । ଏହି ମେଗା ଇଭେଂଟରେ ୧୦୭ ମହିଳାଙ୍କ ସମେତ ଭାରତର ୨୧୫ ଆଥଲେଟ ଅଂଶଗ୍ରହଣ କରୁଛନ୍ତି । ୧୦୭ଜଣିଆ ଷ୍ଟାଫ ଦଳ ସହିତ ବର୍ମିଂହାମ ଯିବେ । ତେବେ ସବୁଠାରୁ ମଜା କଥା ଭାରତ ପକ୍ଷରୁ ଏଥିର ବେକହାମ ଓ ରୋନାଲ୍ଡୋ…

ରାଜଧାନୀରେ ରାଜ୍ୟର ଅଧା କୋଭିଡ୍ ସଂକ୍ରମଣ, ବଢ଼ିଲା କଟକଣା

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବା ବେଳେ ଶୀର୍ଷରେ ରହିଛି ଖୋର୍ଦ୍ଧା ଜିଲ୍ଲା । ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୭୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୨୦୩…

ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

ପୁରୀ: ସମୁଦ୍ର ସ୍ନାନ ବେଳେ ଅଘଟଣ । ଗାଧୋଇବା ବେଳେ ସମୁଦ୍ରରେ ଭାସିଗଲେ ଯୁବକ । ଯାଜପୁର ଜିଲ୍ଲା ମାଳସାହି ଅଞ୍ଚଳର ଆୟୁଷ ଜେନା ସମୁଦ୍ରରେ ଭାସି ଯାଇଛନ୍ତି । ଆୟୁଷ ଚୈତନ୍ୟ ଛକ ବେଳାଭୂମି ସେକ୍ଟର ୯ରେ ସ୍ନାନ ବେଳେ ଭାସି ଯାଇଥିବା ବେଳେ ଅଗ୍ନିଶମ କର୍ମଚାରୀ ଓ ଲାଇଫ ଗାର୍ଡ ନିଖୋଜ…