Latest Odisha News

BREAKING NEWS

Browsing Category

ଫିଚର

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ମଙ୍ଗଳବାର ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ୨୦୨୨ ଆଇଟି ପଲିସିକୁ କ୍ୟାବିନେଟ ଅନୁମୋଦନ କରିଛି । ଏଥିସହ ଖୋର୍ଦ୍ଧା ବରୁଣେଇପେ ପାଇକ ବିଦ୍ରୋହ ସ୍ମାରକୀ ପାଇଁ ରାଜ୍ୟ ସରକାର ମାଗଣାରେ ୯ ଏକର ୬୫୮ ଡିସିମିଲ୍ ଜମି ଯୋଗାଇ ଦେବାକୁ ନିଷ୍ପତ୍ତି…

ନୁପୂରଙ୍କୁ ମାରିବା ପାଇଁ ୧୧ ଇଂଚର ଛୁରୀ ଧରି ପାକିସ୍ତାନରୁ ଆସିଥିଲା ଆତତାୟୀ

ନୂଆଦିଲ୍ଲୀ: ଶ୍ରୀଗଙ୍ଗାନଗର ଜିଲା ନିକଟରେ ଥିବା ହିନ୍ଦୁମଲକୋଟ ବର୍ଡର ନିକଟରେ ବର୍ଡର ସିକ୍ୟୁରିଟି ଫୋର୍ସ ଜଣେ ଆତତାୟୀକୁ ଧରିଛି । ଆନ୍ତର୍ଜାତୀୟ ବର୍ଡର ଡେଇଁ ସେ ଭାରତରେ ପଶିବା ପାଇଁ ଉଦ୍ୟମ କରୁଥିଲା । ପ୍ରାରମ୍ଭିକ ତଦନ୍ତରେ ସେ ବିଜେପିର ପୂର୍ବତନ ପ୍ରବକ୍ତା ନୁପୂର ଶର୍ମାଙ୍କୁ ମାରିବା…

ଏସିଆନ ଗେମ୍ସର ନୂତନ ତାରିଖ ଘୋଷଣା

ହାଙ୍ଗଝୁ: ଚୀନର ହାଙ୍ଗଝୁରେ ହେବାକୁ ଥିବା ଏସିଆନ ଗେମ୍ସର ନୂତନ ତାରିଖ ଘୋଷଣା କରାଯାଇଛି । ଏଥର ଏହା ଆସନ୍ତା ବର୍ଷ ୨୩ ସେପ୍ଟମ୍ବରରୁ ୮ ଅକ୍ଟୋବର ପର୍ଯ୍ୟନ୍ତ ଆୟୋଜିତ ହେବ ବୋଲି ଅଲିମ୍ପିକ କାଉନସିଲ ଅଫ ଏସିଆ ପକ୍ଷରୁ ବିଧିବଦ୍ଧ ଭାବେ ଜଣାଇ ଦିଆଯାଇଛି । ପୂର୍ବରୁ ଏହା ଚଳିତ ବର୍ଷ ୧୦ରୁ ୨୫…

ପାଇକ ସ୍ମାରକୀ ନିର୍ମାଣ ଲାଗି ମାଗଣା ଜମି ଦେବେ ସରକାର

ଭୁବନେଶ୍ୱର: ଖୋର୍ଦ୍ଧା ବରୁଣେଇ ପାହାଡ଼ ପାଦ ଦେଶରେ ପାଇକ ସ୍ମାରକୀ ନିର୍ମାଣ ଲାଗି ମାଗଣା ଜମି ଦେବେ ରାଜ୍ୟ ସରକାର । ଏନେଇ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । ଖୋର୍ଦ୍ଧା ତହସିଲ୍ ଅନ୍ତର୍ଗତ ଖୋର୍ଦ୍ଧା ମୌଜାର ବରୁଣେଇ ପାହାଡ଼ ପାଦ ଦେଶରେ ୯ ଏକର ୬୫୮ ଡିସିମିଲ୍ ଜାଗା ବିନା…

୨୦ ମିନିଟ ସମୟ ଦିଅ କୋହଲିଙ୍କୁ ଫର୍ମକୁ ଫେରାଇ ଆଣିବି

ମୁମ୍ବାଇ: ଇଂଲଣ୍ଡ ବିପକ୍ଷ ଦିନିକିଆ କ୍ରିକେଟ ସିରିଜରେ ଭାରତ ବିଜୟୀ ହୋଇଥିଲେ ମଧ୍ୟ ଏବେ ବି ବିରାଟ କୋହଲିଙ୍କ ଫର୍ମ ଚିନ୍ତାର କାରଣ ସାଜିଛି । ଏହି ଅବସରରେ ଲିଟିଲ ମାଷ୍ଟର ସୁନୀଲ ଗାଭାସ୍କର କହିଛନ୍ତି ମୋତେ ୨୦ ମିନିଟ ସମୟ ଦିଅ ମୁଁ କୋହଲିଙ୍କୁ ଫର୍ମକୁ ଫେରାଇ ଆଣିବି । ଅଫ ଷ୍ଟମ୍ପ…

ଦାଦନ ରୋକିବାକୁ କି ନିଷ୍ପତ୍ତି ନେଲା ରାଜ୍ୟ କ୍ୟାବିନେଟ ?

ଭୁବନେଶ୍ୱର: ରାଜ୍ୟରେ ଦାଦନଙ୍କ ସଂଖ୍ୟା ବଢ଼ୁଥିବା ବେଳେ ନୂଆ ଯୋଜନାକୁ ଅନୁମୋଦନ କରିଛି ରାଜ୍ୟ କ୍ୟାବିନେଟ୍ । ନୂତନ ରାଜ୍ୟ କ୍ଷେତ୍ର ଯୋଜନା ଆରମ୍ଭ ହେବ । ମହାତ୍ମା ଗାନ୍ଧୀ ଜାତୀୟ ନିର୍ମାଣ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ରାଜ୍ୟ ସହାୟତାକୁ ଅନୁମୋଦନ ମିଳିଛି । ବଲାଙ୍ଗିର,…

୧୭ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । କୋରାପୁଟ, ରାୟଗଡ଼ା, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରେ ଜଳ ଜୀବନ ମିଶନରେ ବୃହତ୍ତ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ।…

ଫିଲ୍ମମେକର ମଣି ରତ୍ନମ ଅସୁସ୍ଥ, ଡାକ୍ତରଖାନାରେ ଭର୍ତି

ମାଡ୍ରାସ: ପ୍ରତିଷ୍ଠିତ ଫିଲ୍ମମେକର ମଣି ରତ୍ନମ ହଠାତ ଗୁରୁତର ଭାବେ ଅସୁସ୍ଥ ହୋଇ ପଡିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଛି । ସେଠାରେ ଟେଷ୍ଟ ପରେ ତାଙ୍କୁ କୋଭିଡ ରିପୋର୍ଟ ମଧ୍ୟ ପଜିଟିଭ ଆସିଛି । ତାଙ୍କ ପତ୍ନୀ ସୁହାସିନୀ ମଣି ରତ୍ନମ ଏହି ସୂଚନା ଦେଇଛନ୍ତି । ମଣି ରତ୍ନମ ଏବେ…

ଜେଲରୁ ଚମ୍ପଟ ମାରିଲେ ଦୁଇ କଏଦୀ, ଜଳକା ସାଜିଲା ପାଲଲହଡା ପୋଲିସ

ଅନୁଗାଳ: ପାଚେରୀ ଡେଇଁ ପାଲଲହଡା ଉପଖଣ୍ଡ କାରାଗାରରୁ ଦୁଇ ବିଚରାଧୀନ କଏଦୀ ଫେରାର। ଗତକାଲି ବିଳମ୍ବିତ ରାତିରେ ଦୁଇ କଏଦୀ ଫେରାର ହୋଇଥିବା ସୂଚନା ରହିଛି । ଜଣେ ଡ଼ିମିରିଆ ଗ୍ରାମର ବସନ୍ତ ମହାକୁଳ ଏବଂ ଅନ୍ୟ ଜଣେ ଓଡ଼ଶ ଗ୍ରାମର ନେଣ୍ଟୁ ନାଏକ। କଏଦୀ ମାନେ ରାତ୍ରି ଭୋଜନ କରିବା ପରେ ନିଜ…

ଫାଇଭ୍ ଟି ସଚିବଙ୍କ ବାସଭବନ ନିକଟରେ ବିକ୍ଷୋଭ, ରୁଚିକା ମହାନ୍ତିଙ୍କ ମା’ ଗିରଫ

ଭୁବନେଶ୍ୱର: ରୁଚିକା ମହାନ୍ତିଙ୍କ ମା ଓ ନବ ନିର୍ମାଣ ସଂଗଠନର କର୍ମକର୍ତ୍ତା ଗିରଫ । ରାଜ୍ୟ ସରକାରଙ୍କ ଫାଇଭ୍ ଟି ସଚିବ ଭି.କେ ପାଣ୍ଡିଆନଙ୍କ ସରକାରୀ ବାସଭବନ ନିକଟରେ ବିକ୍ଷୋଭ କରିବାକୁ ଯାଉଥିବା ବେଳେ ପୁଲିସ ତାଙ୍କୁ ଗିରଫ କରିଛି । ବିଜେବି କଲେଜର ପ୍ରଥମ ବର୍ଷର ଛାତ୍ରୀ ରୁଚିକା…