Latest Odisha News

BREAKING NEWS

Browsing Category

ଫିଚର

ଶ୍ରୀଲଙ୍କା ରାଷ୍ଟ୍ରପତି ଭବନକୁ ଧସେଇ ପଶିଲେ ବିକ୍ଷୋଭକାରୀ, ଭୟରେ ସରକାରୀ ବାସଭବନ ଛାଡ଼ିଲେ ଗୋଟାବାୟ

କଲୋମ୍ବୋ: ଆର୍ଥିକ ସଙ୍କଟରେ ପଡ଼ିଥିବା ଶ୍ରୀଲଙ୍କାରେ ଜନ ଅସନ୍ତୋଷ ତେଜିଛି । ସରକାର ବିରୋଧରେ ପ୍ରଦର୍ଶନ କରୁଛନ୍ତି ଲୋକେ । ପୂର୍ବରୁ ମଧ୍ୟ ଲୋକେ ରାସ୍ତାକୁ ଓହ୍ଲାଇଥିଲେ କିନ୍ତୁ ଏବେ ଯେଉଁଭଳି ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ତାହା ହୁଏତ କେହି କେବେ ଆକଳନ କରିନଥିବେ।…

ଶ୍ରୀଲଙ୍କାରେ ରାଜନୈତିକ ସଙ୍କଟ: ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ

କଲୋମ୍ବୋ: ଶନିବାର ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ରାନିଲ ୱିକ୍ରେମେସିଂହେ (Ranil Wickremesinghe) । ପୂର୍ବରୁ ସେ ଇସ୍ତଫା ଦେବେ ବୋଲି କହିଥିଲେ। ଦେଶରେ ସର୍ବଦଳୀୟ ସରକାର ପାଇଁ ରାସ୍ତା ପ୍ରସ୍ତୁତ କରି ଇସ୍ତଫା ଦେବେ ବୋଲି କହିଥିଲେ। ପ୍ରଧାନମନ୍ତ୍ରୀଙ୍କ…

ବକରିଦରେ ଗୋବଂଶ ହତ୍ୟା ଉପରେ ମହାରାଷ୍ଟ୍ରରେ କଟକଣା: ଡିଜିପିକୁ ନିର୍ଦ୍ଦେଶ ଦେଲେ ବାଚସ୍ପତି ନାର୍ଭେକର

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ରାହୁଲ ନାର୍ଭେକର ଶନିବାର ବକରିଦରେ ଯେପରି ଗୋବଂଶକୁ ହତ୍ୟା କରା ନ ଯିବ ସେ ନେଇ ଡିଜିପିକୁ କଡା ନିର୍ଦ୍ଦେଶ ଦେଇଛନ୍ତି । ଗୋବଂଶର ମାଂ ବିକ୍ରି କରିବା ଏବଂ ରଖିବା ଲୋକଙ୍କୁ ୫ ବର୍ଷ ଜେଲ ଏବଂ ୧୦ ହଜାର ପର୍ଯ୍ୟନ୍ତ ଜରିମାନା କରାଯିବ । ୭ଜୁନରେ…

ଅମରନାଥ ଗୁମ୍ଫା ନିକଟରେ ବାଦଲ ଫଟା ବର୍ଷା । ୧୬ ଜଣଙ୍କ ମୃତ୍ୟୁ, ୪୦ ନିଖୋଜ

ଅନନ୍ତନାଗ: ଅମରନାଥ ଗୁମ୍ଫା ନିକଟରେ ଅଘଟଣ । ବାଦଲ ଫଟା ବର୍ଷା ଯୋଗୁଁ ପ୍ରାୟ ୧୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ପ୍ରାୟ ୪୦ ଜଣ ନିଖୋଜ ରହିଥିବା ସୂଚନା । ଏନଡିଆରଏଫ, ଏସଡିଆରଏଫ ଏବଂ ଆଇଟିବିପି ଟିମ୍ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି  । ଜମ୍ମୁ-କାଶ୍ମୀରର ପବିତ୍ର ଅମରନାଥ ଗୁମ୍ଫା ପାଖରେ…

ବ୍ରହ୍ମପୁର ଆସୁଛନ୍ତି ଧର୍ମେନ୍ଦ୍ର, ବନ୍ଦେ ମାତରଂ ଭବନ କରିବେ ଉଦଘାଟନ

ବ୍ରହ୍ମପୁର: ଆସନ୍ତାକାଲି ରବିବାର ବ୍ରହ୍ମପୁର ସହର ଉପକଣ୍ଠରେ 'ବନ୍ଦେ ମାତରଂ ଭବନ'ର ଉଦଘାଟନ କରିବେ କେନ୍ଦ୍ର ଶିକ୍ଷା, ଦକ୍ଷତା କୌଶଳ ଓ ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ପ୍ରଥମେ ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋଳନ୍ଥରା ସ୍ଥିତ ଈଶାଣେଶ୍ଵର ମନ୍ଦିର…

ଜାଲ୍ ପ୍ରମାଣପତ୍ର ଦେଇ ପିଇଟି ଚାକିରି, ୧୦ ଶିକ୍ଷକଙ୍କ ନାଁରେ ଏତଲା ଦେଲେ DEO

ଅନୁଗୁଳ: ଜିଲ୍ଲାର ବିଭିନ୍ନ ସ୍କୁଲରେ ଜାଲ ପ୍ରମାଣପତ୍ର ଦେଇ ପିଇଟି ଚାକିରି କରିଥିବା ଘଟଣା ସାମନାକୁ ଆସିଛି । ଏ ନେଇ ଥାନାରେ ଅଭିଯୋଗ କରିଛନ୍ତି ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀ । ଅନୁଗୁଳ ମଡେଲ୍ ପୋଲିସ୍ ଷ୍ଟେସନରେ ହୋଇଥିବା ଅଭିଯୋଗ ଅନୁସାରେ, ପଞ୍ଚାୟତ ହାଇସ୍କୁଲ୍ ବରପଦାରେ କାର୍ଯ୍ୟରତ…

ରାଜ୍ୟରେ ୫ ଶହ ଟପିଲା ଦୈନିକ କରୋନା ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବଢ଼ି ଚାଲିଛି । ଦୀର୍ଘ ମାସ ପରେ ଦୈନିକ ସଂକ୍ରମଣ ୫୦୦ ପାର୍ କରିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ୨୨ ଜିଲ୍ଲାରୁ ୫୧୨ଟି କୋଭିଡ୍ ସଂକ୍ରମଣ ମାମଲା ଆସିଛି । କ୍ୱାରେଣ୍ଟାଇନରୁ ୩୦୦ଟି ମାମଲା ଚିହ୍ନଟ ହୋଇଥିବା ବେଳେ ୨୧୨ଟି ମାମଲା ସ୍ଥାନୀୟ…

ଜନ୍ମବେଦିରୁ ରତ୍ନବେଦୀକୁ ଆସିବେ ମହାପ୍ରଭୁ

ପୁରୀ:  ଆଜି ଠାକୁରେ ଜନ୍ମବେଦିରୁ ଫେରିବେ ରତ୍ନବେଦୀକୁ ।  ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଜନ୍ମବେଦୀରୁ । ନାକଚଣା ଦ୍ୱାରରୁ ରଥରେ ବସି ସିଂହଦ୍ୱାର ପହଞ୍ଚିବେ ।   ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ  ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର, ଅଳିଅଳି ଭଉଣୀ ମା’ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ…

ବାଦଲ ଫଟା ବର୍ଷାରେ ୧୫ ଅମରନାଥ ଯାତ୍ରୀଙ୍କ ମୃତ୍ୟୁ

ଜମ୍ମୁ: ଶୁକ୍ରବାର ସନ୍ଧ୍ୟାରେ ଜମ୍ମୁ- କଶ୍ମୀର ଅମରନାଥର ପବିତ୍ର ଗୁମ୍ଫା ମନ୍ଦିର ନିକଟରେ ବାଦଲଫଟା ବର୍ଷା ହୋଇ ପ୍ରାୟ ୧୫ ଜଣଙ୍କର ମୃତ୍ୟୁ ଘଟିଛି।  ଏଥିସହ ଅନେକ ତୀର୍ଥଯାତ୍ରୀ ନିଖୋଜ ହୋଇଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ ।  ଉଦ୍ଧାର କାର୍ଯ୍ୟରେ ପୁଲିସ, ଏନଡିଆରଏଫ  ଓ ଭାରତୀୟ ସେନା…

ଆଗାମୀ ୫ ବର୍ଷରେ ଦେଶରେ ପେଟ୍ରୋଲ ହେବ ବ୍ୟାନ !

ମୁମ୍ବାଇ: ଦେଶରେ ପେଟ୍ରୋଲ ନିଷିଦ୍ଧ ହେବା କଥା ସାଧାରଣ ଲୋକ କଳ୍ପନା ବି କରିପାରିବେ ନି । କିନ୍ତୁ ଏବେ ଏହା ଭାବିବାକୁ ହେବ। କାରଣ ମୋଦୀ ସରକାରର ସବୁଠୁ ଭଲ ମନ୍ତ୍ରୀର ଆଓ୍ୱାର୍ଡ (ଘରୋଇ ସଂସ୍ଥା ଦ୍ୱାରା ପ୍ରଦାନ କରାଯାଇଛି) ପାଇଥିବା ତଥା ନିଜ ପ୍ରତିଶ୍ରୁତି ପୂରଣ କରିବାରେ ବିଶ୍ୱାସ…