Latest Odisha News

BREAKING NEWS

Browsing Category

ଫିଚର

ଜିତିଲା ରୋହିତ ବାହିନୀ: ଇଂଲଣ୍ଡକୁ ହରାଇଲା 50 ରନରେ

ଇଂଲଣ୍ଡ ବିପକ୍ଷ ପ୍ରଥମ ଟ୍ବେଣ୍ଟି-୨୦କୁ ୫୦ ରନ୍‌ରେ ଜିତିଛି  ଭାରତ। ପ୍ରଥମେ ଟିମ୍ ଇଣ୍ଡିଆ ୧୯୯ ରନ୍‌ର ବିଜୟ ଲକ୍ଷ୍ୟ ଦେଇଥିଲା । ଇଂଲଣ୍ଡ  ୧୪୮ ରନ୍‌ କରି ଶୋଚନୀୟ ପରାସ୍ତ ହୋଇଥିଲା । ଭାରତର ପୁରୁଖା ଦ୍ରୁତ ବୋଲର ଭୁବନେଶ୍ବର କୁମାର ପ୍ରଥମେ ପ୍ରଥମ ଓଭରର ପଞ୍ଚମ ବଲ୍‌ରେ  ଜୋସ୍…

ପହଁଚିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ: ନବୀନ ନିବାସରରେ କରିବେ ମଧ୍ୟାହ୍ନ ଭୋଜନ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ  ଭୁବନେଶ୍ବରରେ ପହଁଚିଛନ୍ତି ।  ସକାଳେ ଦିଲ୍ଲୀରୁ ବାହାରି ଭୁବନେଶ୍ବର  ବିମାନବନ୍ଦରରେ ଆସି ପହଁଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି । ବିଜେପି ସଭାପତି ସମୀର ମହାନ୍ତିଙ୍କ ସହ ଅନେକ ବିଜେପି ନେତା…

ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟ ସ୍ଥିର ଅଛି

ନୂଆଦିଲ୍ଲୀ: ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟ ସ୍ଥିର ଅଛି । ଏମ୍ସରେ ଚିକିତ୍ସିତ ହେଉଥିବା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି ବୋଲି ଖବର ପ୍ରକାଶିତ ହୋଇଥିଲା ।   ଲାଲୁଙ୍କ ଶରୀର ନିସ୍ତେଜ ହେବାରେ ଲାଗିଛି …

ଓଡିଶା ଏଫସି ସହ ଚୁକ୍ତିବଦ୍ଧ ହେଲେ ସଲ କ୍ରେସ୍ପୋ

ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗର ୯ମ ସଂସ୍କରଣ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଇଛି ଓଡିଶା ଏଫସି । ଦଳକୁ ଆହୁରି ମଜଭୁତ କରିବା ପାଇଁ ଗୁରୁବାର ସ୍ପେନର ମିଡଫିଲ୍ଡର ସଲ କ୍ରେସ୍ପୋଙ୍କ ସହ କ୍ଲବ ଚୁକ୍ତି କରିଛି । ୨୫ ବର୍ଷୀୟ ଏହି ଷ୍ଟାର ଖେଳାଳି ପ୍ରାରମ୍ଭିକ ପର୍ଯ୍ୟାୟରେ ୧ ବର୍ଷ…

ଦନ୍ତା ହାତୀର ଗଳିତ ଶବ ଜବତ

ବ୍ରହ୍ମପୁର:ଗଂଜାମ ଜିଲାର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ ବନାଞ୍ଚଳର କାନବିନ୍ଧା ଜଙ୍ଗଲରୁ ଗୁରୁବାର ସନ୍ଧ୍ୟାରେ ଏକ ଦନ୍ତା ହାତୀର ଗଳିତ ମୃତ ଦେହ ଠାବ କରାଯାଇଛି । ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ତେବେ ହାତୀର ଦୁଇଟି ଦାନ୍ତକୁ କାଟି ନିଅ।ଯାଇଥିବା ଜଣାପଡିଛି । ତେବେ…

ପ୍ରଥମ ଆରବ ମହିଳା ଭାବେ ଗ୍ରାଣ୍ଡସ୍ଲାମ ଟେନିସ ଫାଇନାଲରେ ପ୍ରବେଶ କରି ଇତିହାସ ରଚିଲେ ଓନ୍ସ

ଲଣ୍ଡନ: ଟ୍ୟୁନିସିଆର ଓନ୍ସ ଜାବେଉର ଚଳିତ ୱିମ୍ବେଲଡେନ ଟେନିସ ଟୁର୍ଣ୍ଣାମେଂଟର ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରି ଇତିହାସ ରଚିଛନ୍ତି । ସେ ଆଫ୍ରିକା ଏବଂ ଆରବ ଦେଶର ପ୍ରଥମ ମହିଳା ଭାବେ ଏହି ସଫଳତା ହାସଲ କରିଛନ୍ତି । ଜାବେଉର ସେମିଫାଇନାଲରେ ତାଜ୍ୟାନା ମାରିୟାଙ୍କୁ ୬-୨, ୩-୬, ୬-୧…

କଂଗ୍ରେସ ନେତା ରାଜ ବବ୍ବରଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ

ଲକ୍ଷ୍ନୌ: କଂଗ୍ରେସ ନେତା ରାଜ ବବ୍ବରଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ ହୋଇଛି । ଜଣେ ସରକାରୀ କର୍ମଚାରୀଙ୍କୁ ମାଡ଼ ମାରିବା ମାମଲାରେ ତାଙ୍କୁ ଲକ୍ଷ୍ନୌର ଏକ କୋର୍ଟ ଦୁଇ ବର୍ଷ ଜେଲ ଦଣ୍ଡ ସହ ୮ହଜାର ୫୦୦ ଟଙ୍କା ଜୋରିମନା ଶୁଣାଇଛନ୍ତି । ୧୯୯୬ ମେ' ନିର୍ବାଚନ ସମୟରେ ରାଜ୍ ଜଣେ ନିର୍ବାଚନ…

ଗଞ୍ଜାମ ଜିଲାପାଳଙ୍କ ନାଁରେ ଫେକ୍‌ ହ୍ୱାଟ୍ସଆପ୍ ନମ୍ବର

ବ୍ରହ୍ମପୁର: ରାଜ୍ୟରେ ଜଣଙ୍କ ପରେ ଜଣେ ବରିଷ୍ଠ ଆଇପିଏସ୍‌ ଏବଂ ଆଇଏଏସ୍‌ ଅଧିକାରୀମାନେ ସାଇବର ଅପରାଧର ଶିକାର ହେବାରେ ଲାଗିଛନ୍ତି । ଏହି ତାଲିକାରେ ସଦ୍ୟତମ ସାମିଲ ହୋଇଯାଇଛନ୍ତି ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା । ତାଙ୍କ ନାମରେ ଫେକ୍‌ ହ୍ୱାଟ୍ସଆପ୍ ନମ୍ବର କରାଯାଇ ସେଥିରେ…

[ଦେଖନ୍ତୁ ଭିଡିଓ] ଖାଣ୍ଟି ଓଡ଼ିଆଣୀ ବେଶରେ ନଜର ଆସିବେ ରାଣୀ ପଣ୍ଡା

ଭୁବନେଶ୍ୱର : କେତେବେଳେ କିଛି ବିବାଦ ନେଇ ତ ଆଉ କେତେବେଳେ ସମାଜ ସେବା ପାଇଁ। ଆଉ କେବେ କିଛି ଲୋକଙ୍କୁ ଟାର୍ଗେଟ କରି ଚର୍ଚ୍ଚା ସାଉଁଟିଥାନ୍ତି। କିଛି ଲୋକ ତ ତାଙ୍କ ବିବାଦୀୟ ରାଣୀ ପଣ୍ଡା ବୋଲି ମଧ୍ୟ କୁହନ୍ତି ।  ନିଜର ରୋକ୍ ଠୋକ୍ କଥା ପାଇଁ ସବୁବେଳେ ଚର୍ଚ୍ଚା ପରିସରକୁ ଆସୁଥିବା ରାଣୀ…

[ଦେଖନ୍ତୁ ଭିଡିଓ] ଜଗାର ପସନ୍ଦ ମାଉସୀ ମାଆ ଘର ପୋଡ଼ ପିଠା

ପୁରୀ : ସ୍ନେହମୟୀ ଗୁଣ୍ଡିଚା ମାଉସୀ ମହାପ୍ରଭୁଙ୍କ ପାଇଁ ତିଆରି କରିଛନ୍ତି ପୋଡ଼ପିଠା , ଖାଦ୍ୟପ୍ରିୟ ମହାପ୍ରଭୁଙ୍କ ପାଖେ ଲାଗି ହେବ ପୋଡ଼ପିଠା  ।  ଦିନକ ପରେ ବାହୁଡ଼ା ଯାତ୍ରା ।  ବାହୁଡ଼ିବେ ମହାପ୍ରଭୁ । ମହାପ୍ରଭୁଙ୍କ  ବାହୁଡା ଯାତ୍ରାରେ ମାଉସୀ ମା’ ମନ୍ଦିରରେ ଶ୍ରୀଜିଉଙ୍କୁ ଲାଗି ହୁଏ…