Latest Odisha News

BREAKING NEWS

Browsing Category

ଫିଚର

ତିନିଦିନିଆ ‘ଅଖିଳ ଭାରତୀୟ ଶିକ୍ଷା ସମାଗମ’ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ବାରାଣସୀ: ଜାତୀୟ ଶିକ୍ଷା ନୀତିର ମୂଳ ଆଧାର ଶିକ୍ଷାକୁ ଏକ ସଂକୀର୍ଣ୍ଣ ଚିନ୍ତାଧାରାରୁ ବାହାର କରିବା । ଶିକ୍ଷାକୁ  ଏକବିଂଶ ଶତାବ୍ଦୀର ଆଧୁନିକ ଚିନ୍ତାଧାରା ସହିତ ଯୋଡିବା ବୋଲି ଗୁରୁବାର ଉତ୍ତର ପ୍ରଦେଶର ବାରାଣସୀ ଠାରେ ତିନିଦିନିଆ ‘ଅଖିଳ ଭାରତୀୟ ଶିକ୍ଷା ସମାଗମ’କୁ ଉଦଘାଟନ କରିବା ଅବସରରେ…

ଭାରତ ମୁହାଁ ଶ୍ରୀଲଙ୍କା ଶରଣାର୍ଥୀ; ତାମିଲନାଡୁ ଶିବିରରେ ଆଶ୍ରୟ ନେଇଛନ୍ତି ଶତାଧିକ

ରାମେଶ୍ୱରମ: ଶ୍ରୀଲଙ୍କାର ସଂକଟ ପରିସ୍ଥିତି ପାଇଁ ଦେଶ ଛାଡ଼ି ପଳାୟନ କଲେଣି ଦେଶବାସୀ । ତାମିଲନାଡୁରେ ଶତାଧିକ ଶରଣାର୍ଥୀ ଆସି ଆଶ୍ରୟ ନେଇଛନ୍ତି । ମଙ୍ଗଳବାର ଆଠ ଜଣ ଶ୍ରୀଲଙ୍କା ନାଗରିକ ଜଳପଥରେ ଆସି ଭାରତ ଉପକୂଳରେ ପହଞ୍ଚିଛନ୍ତି । ଜଳପଥରେ ଡଙ୍ଗା ନେଇ ଅସୁରକ୍ଷିତ ଭାବେ ଆସୁଥିବା ବେଳେ…

ରାଜ ବାବରଙ୍କୁ ୨ ବର୍ଷର ଦଣ୍ଡାଦେଶ

ନୂଆଦିଲ୍ଲୀ: କଂଗ୍ରେସର ପୂର୍ବ ପ୍ରଦେଶ ଅଧ୍ୟକ୍ଷ ରାଜ ବାବରଙ୍କୁ ଏମପି-ଏମଏଲଏ କୋର୍ଟ ୬୫୦୦ ଟଙ୍କା ଜରିମାନା ଓ ୨ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି । ବଜୀରଗଂଜ କୋତୱାଲୀରେ ତାଙ୍କ ବିରୋଧରେ ଏଫଆଇଆର ରୁଜୁ କରାଯାଇଥିଲା । ମତଦାନ କେନ୍ଦ୍ର ମଧ୍ୟରେ ପ୍ରବେଶ କରି ପୋଲିଂ ଏଜେଂଟଙ୍କ ସମେତ ଡ୍ୟୁଟିରେ…

ପ୍ରଥମ ଅରୁଣ ଜେଟଲୀ ସ୍ମାରକୀ ବକ୍ତୃକ୍ତାମାଳା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 8 ଜୁଲାଇ  ସଂଧ୍ୟା ୬.୩୦ରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଆୟୋଜିତ ପ୍ରଥମ ଅରୁଣ ଜେଟଲୀ ସ୍ମାରକୀ ବକ୍ତୃକ୍ତାମାଳା (ଏଜେଏମ୍‍ଏଲ୍‍) ରେ ଯୋଗଦେବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ସମାବେଶକୁ ସମ୍ବୋଧିତ କରିବେ । ଏଥିରେ  ମୁଖ୍ୟ…

ମିଶନ ବାତ୍ସଲ୍ୟ ଯୋଜନା : ଶିଶୁଙ୍କ ସୁରକ୍ଷା ପାଇଁ ଏକ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ:  ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟ ୨୦୦୯ -୧୦ ମସିହାରୁ ଶିଶୁ ମାନଙ୍କର କଲ୍ୟାଣ ତଥା ପୁନଃଥଇଥାନ ନିମନ୍ତେ ଏକ କେନ୍ଦ୍ର ପ୍ରାୟୋଜିତ ଯୋଜନା “ମିଶନ୍ ବାତ୍ସଲ୍ୟ” କାର୍ଯ୍ୟକାରୀ କରୁଛନ୍ତି ।  ଯାହା ପୂର୍ବରୁ ଶିଶୁ ସୁରକ୍ଷା ସେବା (ସିପିଏସ୍‌) ଯୋଜନା ଥିଲା । ମିଶନ ବାତ୍ସଲ୍ୟର…

ଡାକ ବିଭାଗ ପକ୍ଷରୁ ଦୀନ ଦୟାଲ ସ୍ପର୍ଶ ଯୋଜନା ଆରମ୍ଭ

ନୂଆଦିଲ୍ଲୀ: ଷଷ୍ଠରୁ ନବମ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ବାର୍ଷିକ ଛାତ୍ର ବୃତ୍ତି ପ୍ରଦାନ କରିବା ପାଇଁ ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ଦୀନ ଦୟାଲ ସ୍ପର୍ଶ ଯୋଜନା ଆରମ୍ଭ କରାଯାଇଛି । ସଉକ ଭାବେ ଡାକ ଟିକଟ ସଂଗ୍ରହ ଏବଂ ଗବେଷଣାକୁ ପ୍ରୋତ୍ସାହନ ଦେବା ଲାଗି ଏହି ଛାତ୍ର ବୃତ୍ତି…

କଂଗ୍ରେସ ଏମପି ହଜେଇ ଦେଲେ ୧.୫ ଲକ୍ଷ ଟଙ୍କାର କଲମ

ନୂଆଦିଲ୍ଲୀ: ବିପକ୍ଷ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନା ଏକ କାର୍ଯ୍ୟକ୍ରମରେ ଜଣେ କଂଗ୍ରେସ ଏମପି ତାଙ୍କ ଦାମିକିଆ କଲମ ହଜେଇ ଦେଇଛନ୍ତି । କନ୍ୟାକୁମାରୀର ଏହି ଏମପିଙ୍କ ନାମ ହେଲା ବିଜୟ ବସନ୍ତ ଏବଂ ତାଙ୍କ କଲମର ମୂଲ୍ୟ ୧.୫ ଲକ୍ଷ ଟଙ୍କା ହେବ ।  ଅଭିଯୋଗ କରାଯିବ ପରେ ଏହି ଦାମୀ…

[ଦେଖନ୍ତୁ ଭିଡିଓ] ୧୪ ଲକ୍ଷରୁ ଅଧିକ ଟଙ୍କାର ଜାଲ୍ ନୋଟ ଜବତ, ୨ ଜଣଙ୍କୁ ବାନ୍ଧିଲା STF

ଭୁବନେଶ୍ୱର: ବଡ଼ ପରିମାଣର ଜାଲ୍ ନୋଟ୍ ବରଗଡ଼ରୁ ଜବତ ହୋଇଛି । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବିପୁଳ ପରିମାଣର ନକଲି ନୋଟ୍ ଜବତ କରିଛି ଏସଟିଏଫ୍ । ବରଗଡ଼ ଜିଲ୍ଲା ବରପାଲି ଅଞ୍ଚଳରୁ ୧୪ ଲକ୍ଷ ୨୯ ହଜାର ୫୦୦ ଟଙ୍କାର ନକଲି ନୋଟ୍ ଜବତ ହୋଇଥିବା ବେଳେ ମାମଲାରେ ୨ ଜଣ ଗିରଫ ହୋଇଛନ୍ତି । ଗିରଫଙ୍କ…

ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଷ୍ଟିଲ ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଷ୍ଟିଲ ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ନେଇଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଆରସିପି ସିଂ ବୁଧବାର ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଗୁରୁବାର ଶ୍ରୀ ସିଂଙ୍କ ରାଜ୍ୟସଭା ସାଂସଦ ପଦର କାର୍ଯ୍ୟକାଳ ଶେଷ…

[ଦେଖନ୍ତୁ ଭିଡିଓ] ଔଷଧୀୟ ଗୁଣରେ ଭର୍ତ୍ତି କାଇ ଚଟଣୀ, GI ଟ୍ୟାଗ୍ ପାଇଁ ଆବେଦନ

ବାରିପଦା: ଆଦିବାସୀ ଖାଦ୍ୟ କାଇ ଚଟଣୀ ବା ଲାଲ୍ ପିମ୍ପୁଡି ଚଟଣୀକୁ ନେଇ ଏବେ ବେଶ୍ ଚର୍ଚ୍ଚା । କାଇ ଚଟଣୀକୁ ଜିଆଇ ଟ୍ୟାଗ୍ ପାଇଁ ଆରମ୍ଭ ହୋଇଯାଇଛି ପ୍ରୟାସ । ମୟୂରଭଞ୍ଜ ଜିଲ୍ଲାର ଆଦିବାସୀ ସମ୍ପ୍ରଦାୟ ଲାଲ୍ ପିମ୍ପୁଡ଼ି ତଥା କାଇକୁ ସୁସ୍ୱାଦ ଖାଦ୍ୟ ଭାବେ ଗ୍ରହଣ କରିଥାନ୍ତି । ଏପରିକି ଥଣ୍ଡା…