Latest Odisha News

BREAKING NEWS

Browsing Category

ଫିଚର

ଇଂଲଣ୍ଡକୁ ୩୭୮ ରନର ଟାର୍ଗେଟ ଦେଲା ଭାରତ

ବର୍ମିଂହାମ: ଚଳିତ ୫ମ ଟେଷ୍ଟର ୪ର୍ଥ ଦିବସରେ ଭାରତ ୩୭୮ ରନର ଟାର୍ଗେଟ ଇଂଲଣ୍ଡ ସମ୍ମୁଖରେ ରଖିଛି । ପ୍ରଥମ ଇନିଂସରେ ୧୪୬ ରନର ଇନିଂସ ଖେଳିଥିବା ରିଷଭ ପନ୍ତ ଦ୍ୱିତୀୟ ଇନିଂସରେ ଆକର୍ଷଣୀୟ ୫୭ ରନ ସଂଗ୍ରହ କରିଥିଲେ । ଏହା ତାଙ୍କ ଟେଷ୍ଟ କ୍ୟାରିୟରର ୧୦ମ ଅର୍ଦ୍ଧ ଶତକ ଥିଲା । ଅନ୍ୟମାନଙ୍କ…

ସିଦ୍ଧୁ ମୁସେୱାଲା ହତ୍ୟା ମାମଲା: ଗିରଫ ହେଲା ୧୯ ବର୍ଷୀୟ ଶାର୍ପ ଶୁଟର ଅଙ୍କିତ

ଚଣ୍ଡୀଗଡ: ଗାୟକ ସିଦ୍ଧୁ ମୁସେୱାଲ ହତ୍ୟା ମାମଲାରେ ଦିଲ୍ଲୀ ପୋଲିସ ଆଜି ଆଉ ଜଣେ ଶାର୍ପ ଶୁଟର ଏବଂ ତାର ସାଙ୍ଗକୁ ଗିରଫ କରିଛି । ୧୯ ବର୍ଷୀୟ ଅଙ୍କିତ ଶିର୍ଶାର ଏହା ପ୍ରଥମ ହତ୍ୟା ଥିଲା । ମୁସେୱାଲ ଛାତିକୁ ସେ ଦୁଇ ହାତରେ ବନ୍ଧୁକ ଧରି ଗୁଳି ମାରିଥିଲା । ପୋଲିସ ମଧ୍ୟ ଅଙ୍କିତର କାର୍ଯ୍ୟକଳାପ…

ବାଇକକୁ ପିଟିଲା ଟ୍ରକ୍, ୪ ଜଣଙ୍କ ମୃତ୍ୟୁ

ନୂଆପଡ଼ା: ୩୫୩ ନମ୍ବର ଜାତୀୟ ରାଜପଥରେ ବଡ଼ ଧରଣର ଦୁର୍ଘଟଣା ଘଟିଛି । ଉଦ୍ୟାନବନ୍ଧ କ୍ରୀଷ୍ଣା ଠାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ଓଡି ୦୨ ଡି ୩୭୬୯ ନମ୍ବର ବିଶିଷ୍ଟ ନୀଳ ରଙ୍ଗର ବାଇକରେ ୫ ଜଣ ଯାଉଥିବା ବେଳେ ଏକ ଟ୍ରକ୍ ସହ ଧକ୍କା…

ED ପାଇଁ ମହାରାଷ୍ଟ୍ରରେ ଗଠନ ହେଲା ସରକାର, ବିଧାନସଭାରେ ଏମିତି କହିଲେ ଫଡନାବିସ୍

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭାରେ ବହୁମତ ଜିତିବାରେ ସଫଳ ହୋଇଛି ଏକନାଥ ସିନ୍ଦେଙ୍କ ସରକାର । ବହୁମତ ସାବ୍ୟସ୍ତ ପରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାବିସ୍ ମହାବିକାଶ ଅଘାଡ଼ି ମେଣ୍ଟ ଉପରେ ଶାଣିତ ଆକ୍ରମଣ କରିଛନ୍ତି । ବିଧାନସଭାରେ ଇଡି… ଇଡି ନାରା ବିରୋଧୀ ଦେଉଥିବା ବେଳେ ଅସନ୍ତୋଷ…

‘ଓଡ଼ିଶା ସମ୍ବାଦ’ର ଖବର କପି ପେଷ୍ଟ କରୁଛି ‘ଗଞ୍ଜାମ ପୋଷ୍ଟ’ ନାମକ ଓ୍ୱେବସାଇଟ୍

ଭୁବନେଶ୍ୱର: ନକଲି ପ୍ରତି ସାବଧାନ ! ଖବରର ପ୍ରତିଯୋଗିତା ଭିତରେ ସାମ୍ନାକୁ ଆସିଛି କିଛି ଅସାଧୁ ସାମ୍ବାଦିକଙ୍କ କପି ପେଷ୍ଟ କାରନାମା । 'ଓଡ଼ିଶା ସମ୍ବାଦ' ନିଜ ପାଠକଙ୍କୁ ୨୪ ଘଣ୍ଟା ଅନବରତ ସଠିକ୍ ଏବଂ ନିର୍ଭୁଲ ଖବର ଯୋଗାଇବାରେ ପ୍ରୟାସ କରୁଛି। କିନ୍ତୁୁ ଏହାରି ଭିତରେ 'ଗଞ୍ଜାମ ପୋଷ୍ଟ'…

‘ମମିତା ମେହେର ହତ୍ୟା ମାମଲାରେ କେବଳ ଗୋବିନ୍ଦ ସାହୁ ଅଭିଯୁକ୍ତ’

ଭୁବନେଶ୍ୱର: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ କେବଳ ଗୋବିନ୍ଦ ସାହୁ ଅଭିଯୁକ୍ତ । ଗୃହ ବିଭାଗ ତରଫରୁ ବିଧାନସଭାରେ ଏପରି ସ୍ପଷ୍ଟୀକରଣ ରଖାଯାଇଛି। ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାର କାନ୍ତି ବେହେରା ଶୂନ୍ୟକାଳରେ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ପ୍ରଶ୍ନର ଉତ୍ତର ଦେଇ ଗୃହକୁ…

ରାଜ୍ୟରେ କେତେ ଜଣ ରହିଛନ୍ତି ଅନୁପ୍ରବେଶକାରୀ ?

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି ଅନୁପ୍ରବେଶକାରୀଙ୍କ ସଂଖ୍ୟା । ଏବେ ଏହି ଅନୁବ୍ରବେଶକାରୀ ବାଂଲାଦେଶୀଙ୍କ ସଂଖ୍ୟା ୩୭୪୦ରେ ପହଞ୍ଚିଛି । କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତର ଦେଇ ଏହା କହିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାର କାନ୍ତି ବେହେରା । ସେ କହିଛନ୍ତି,…

ବିଧାନସଭାରେ ଉଠିଲା ରୁଚିକା ଆତ୍ମହତ୍ୟା ପ୍ରସଙ୍ଗ, ଆତ୍ମହତ୍ୟା ସଂଖ୍ୟା ଦେଖାଇ ସରକାରକୁ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ୱର: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ପ୍ରସଙ୍ଗ ବିଧାନସଭାର ଶୂନ୍ୟକାଳରେ ଉଠିଛି । ବିରୋଧୀ ଦଳ ବିଜେବି ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ  ସିବିଆଇ ତଦନ୍ତ ଦାବି କରିଛି। ଏଥିସହ ରାଜ୍ୟରେ ରାଙ୍ଗିକୁ ରୋକିବା ପାଇଁ ଆଇନ୍ ଆସିବା ଦରକାର ବୋଲି ଦାବି କରିଛନ୍ତି।…

ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା: ସିଦ୍ଧାର୍ଥଙ୍କୁ ମିଳିଲା ଜାମିନ

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ଏବଂ ଡ୍ରଗ୍ସ କେସରେ ତାଙ୍କ ରୁମମେଟ ସିଦ୍ଧାର୍ଥ ପିଠାନୀଙ୍କୁ ଆଜି ଜାମିନ ମିଳିଛି । ସୁଶାନ୍ତ ସିଂ କେସରେ ନାର୍କୋଟିକ୍ସ କଂଟ୍ରୋଲ ବ୍ୟୁରୋ ଗତ ବର୍ଷ ମେ ୨୮ରେ ତାଙ୍କୁ ଗତ ବର୍ଷ ଗିରଫ କରିଥିଲା । ବିଚାରପତି ଭାରତୀ ଡାଙ୍ଗରେ ୫୦,୦୦୦ ଟଙ୍କା…

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ସୂଚନା, ଜାଣନ୍ତୁ କେବେ ପ୍ରକାଶ ପାଇବ ରେଜଲ୍ଟ…

ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଏନେଇ ଆଜି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ୬ ତାରିଖ ଦିନ ଗୋଟାଏ ବେଳେ ଦଶମ ଶ୍ରେଣୀ ରେଜଲ୍ଟ ପ୍ରକାଶ ପାଇବ । ଚଳିତବର୍ଷ ଏପ୍ରିଲ୍ ୨୯ରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇ…