Latest Odisha News

BREAKING NEWS

Browsing Category

ଫିଚର

ସିନ୍ଦେ ସମର୍ଥକ ସିଲ କଲେ ମହାରାଷ୍ଟ୍ର ଶିବସେନା ଅଫିସ

ମୁମ୍ବାଇ:ମହାରାଷ୍ଟ୍ର ମହାନାଟକରେ ଏକନାଥ ସିନ୍ଦେଙ୍କ ଗ୍ରୁପ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛନ୍ତି । ଇତି ମଧ୍ୟରେ ଖବର ଅନୁସାରେ ମହାରାଷ୍ଟ୍ର ଶିବସେନା ଅଫିସ ହାତେଇବା ପାଇଁ ୨ ଗୋଷ୍ଠୀ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଲାଗିଥିଲା । ତେବେ ସିନ୍ଦେ ଗୋଷ୍ଠୀ ଅଫିସକୁ ସିଲ କରିଛି । ମରାଠୀରେ…

ମହାରାଷ୍ଟ୍ର ବାଚସ୍ପତି ନିର୍ବାଚନ:ରାହୁଲ ନାର୍ବେକର ହେଲେ ବାଚସ୍ପତି

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭାରେ ରାହୁଲ ନାର୍ବେକର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ବିଜେପି ପ୍ରାର୍ଥୀ ରାହୁଲଙ୍କୁ 164 ବିଧାୟକଙ୍କ ସମର୍ଥନ ମିଳିଛି ।  ତାଙ୍କୁ ବାଚସ୍ପତି ଭାବେ ଘୋଷଣା କରାଯାଇଛି । https://twitter.com/ANI/status/1543482395243847680…

ବୁମ୍ରାଙ୍କ ପ୍ରଦର୍ଶନକୁ ଅନନ୍ୟ କହିଲେ ରବି ଶାସ୍ତ୍ରୀ

ବର୍ମିଂହାମ: ଇଂଲଣ୍ଡର ଏଜବାଷ୍ଟନ୍ ଟେଷ୍ଟରେ ଟିମ୍ ଇଣ୍ଡିଆର କ୍ୟାପଟେନ ଜସପ୍ରୀତ ବୁମ୍ରାଙ୍କ ପ୍ରଶଂସନୀୟ ପ୍ରଦର୍ଶନ । ଶନିବାର ପଞ୍ଚମ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନରେ ଇଂଲଣ୍ଡର ପେଶ ବୋଲର ଷ୍ଟୁଆର୍ଟ ବ୍ରଡ଼ ଗୋଟିଏ ଓଭରରେ ୩୫ ରନ ଦେଇଛନ୍ତି । ଇନିଂସର ୮୪ ତମ ଓଭରରେ ବୁମ୍ରା ବ୍ରଡଙ୍କ ଏହି…

ହାଜର ହେଲେନି ନୂପୁର ଶର୍ମା, ଜାରି ହେଲା ଲୁକ୍ ଆଉଟ୍ ନୋଟିସ

କୋଲକାତା: ପ୍ରଫେଟ ମହମ୍ମଦଙ୍କ ବିରୋଧରେ ବିବାଦୀୟ ବୟାନ ଦେଇଥିବା ବିଜେପି ମୁଖପାତ୍ର ନୂପୁର ଶର୍ମାଙ୍କ ବିରୋଧରେ ଲୁକ୍ ଆଉଟ୍ ନୋଟିସ୍ ଜାରି କରିଛି କୋଲକାତା ପୋଲିସ । ପ୍ରଫେଟ ମହମ୍ମଦଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିବାରୁ ନୂପୁରଙ୍କ ବିରୋଧରେ ପୁଲିସ ଏଫଆଇଆର ରୁଜୁ କରିଛି। ଏଥିସହ…

ବାଚସ୍ପତି ନିର୍ବାଚନ: ସଣ୍ଡେରେ ସିନ୍ଦେ ଦେଖାଇବେ ଦମ୍?

ମୁମ୍ବାଇ : ମହାରାଷ୍ଟ୍ର ରାଜନୀତିରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ। କେବଳ ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ହୋଇଗଲେ କିମ୍ବା ଦେବେନ୍ଦ୍ର ଫଡନାଭିସ୍ ଉପମୁଖ୍ୟମନ୍ତ୍ରୀ ହୋଇଗଲେ ମହାରାଷ୍ଟ୍ର ରାଜନୀତିର ମହାନାଟକ ଶେଷ ହୋଇନି । ବରଂ ଆଜି ସଣ୍ଡେରେ (ରବିବାର) ସିନ୍ଦେ ନିଜ ନେତୃତ୍ୱ ଦେଖାଇବାର…

ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ

ପୁରୀ: ଜନ୍ମବେଦୀ ଆଡ଼ପମଣ୍ଡପରେ ଚତୁର୍ଦ୍ଧା ବିଗ୍ରହ। ଆଜି ଠାରୁ ଶ୍ରଦ୍ଧାଳୁ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରିବେ । ଏଥିସହ ଆଜି ବାହାରିବ ପ୍ରଥମ ଆଡ଼ପ ଅବଢ଼ା।  ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଦ୍ଵିତୀୟ ଦିନରେ ରଥାରୂଢ଼ ଶ୍ରୀବିଗ୍ରହଙ୍କ ସମସ୍ତ ନୀତିକାନ୍ତି ସରିବା…

 ରାଗିଂ ପାଇଁ ପୁଣି ଜଣେ ମେଧାବୀ ଛାତ୍ରୀଙ୍କ ଜୀବନ ଗଲା!

ଭୁବନେଶ୍ବର: ବିଜେବି କଲେଜ୍ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାକୁ ନେଇ ମିଳିଛି ସୁସାଇଡ ନୋଟ୍ । ସିଧା ସିଧା ସେଥିରେ ଲେଖା ଅଛି ସିନିୟର ଛାତ୍ରୀଙ୍କ ରାଗିଂ ପାଇଁ ସେ ଜୀବନ ହାରୁଛନ୍ତି । ସେଥିରେ ଯଦିଓ ସେ କାହାର ନାମ ଲେଖିନାହାଁନ୍ତି କିନ୍ତୁ କଲେଜରେ ଯେ ରାଗିଂ ହେଉଛି ଏବଂ ତାହା…

ଧନୁଷଙ୍କ କ୍ୟାପ୍ଟେନ ମିଲରର ଟିଜର ରିଲିଜ, ଅଳ୍ପ ସମୟ ମଧ୍ୟରେ ହେଲା ଭାଇରାଲ

ମାଡ୍ରାସ: ଦକ୍ଷିଣ ଭାରତର ସୁପରଷ୍ଟାର ଧନୁଷଙ୍କ ଆଗାମୀ ଫିଲ୍ମ କ୍ୟାପ୍ଟେନ ମିଲର ଏବେ ରିଲିଜ ନ ହେବା ପୂର୍ବରୁ ଦର୍ଶକଙ୍କ ଉତ୍କଣ୍ଠା ବଢ଼ାଇ ସାରିଛି । ଆଜି ଫିଲ୍ମର ଟିଜର ରିଲିଜ ହୋଇଥିଲା । ଏହା ଖୁବ କମ ସମୟ ମଧ୍ୟରେ ଭାଇରାଲ ହୋଇ ଯାଇଥିଲା । ୧୯୩୦ରୁ୪୦ ଦଶକର ଏହା ଏକ ପରିୟଡ ଡ୍ରାମା ଉପରେ…

“କହ୍ନେୟାଲାଲ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ହେଉଛି ବିଜେପି ସଦସ୍ୟ”

ଉଦୟପୁର: ରାଜସ୍ଥାନର ଉଦୟପୁର ସ୍ଥିତ ଟେଲର ଦୋକାନୀ କହ୍ନେୟାଲାଲଙ୍କ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ହେଉଛନ୍ତି ବିଜେପି ସଦସ୍ୟ । ବରିଷ୍ଠ କଂଗ୍ରେସ ନେତା ତଥା ଏଆଇସିସି ମିଡିଆ ଅଧ୍ୟକ୍ଷ ପଓ୍ବନ ଖେରା ଏହି ଆରୋପ ସହ ପ୍ରମାଣ ପାଇଁ କିଛି ଫେସବୁକ ଫଟୋ ପୋଷ୍ଟ ସେୟାର କରିଛନ୍ତି ।…

ହାଇଦ୍ରାବାଦରେ ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ, ମୋଦିଙ୍କୁ ଦେଖା କଲେନି କେ ସି ଆର୍

ଓଡ଼ିଶା ସମ୍ବାଦ ବ୍ୟୁରୋ: ହାଇଦ୍ରାବାଦରେ ‘ବିଜେପି’ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଭା ଆୟୋଜନ କରିଛି । ଏହାର ମୂଳ ଲକ୍ଷ୍ୟ ହେଉଛି ତେଲେଙ୍ଗନାରେ ବିଜେପିର ଶକ୍ତି ବୃଦ୍ଧି କରିବା । ଗତ କିଛି ଦିନ ଧରି ତେଲେଙ୍ଗନାରେ ବିଜେପିର ଯୋଶ ବଢ଼ିଥିବାର ଦେଖାଯାଉଛି । ତେବେ ବିଜେପିର ଶକ୍ତି ବୃଦ୍ଧିକୁ…