Latest Odisha News

BREAKING NEWS

Browsing Category

ଫିଚର

ରଥଯାତ୍ରା ଅବସରରେ ଓଡିଶା ଏଫସିର ମହିଳା ଟିମ ଘୋଷଣା

ଭୁବନେଶ୍ୱର: ଫୁଟବଲ ପ୍ରେମୀଙ୍କ ପାଇଁ ଖୁସି ଖବର । ରଥଯାତ୍ରା ପରି ଶୁଭ ଦିନରେ ଇଣ୍ଡିଆନ ସୁପର ଲିଗର ଟିମ ଓଡିଶା ଏଫସି ଏହାର ମହିଳା ଦଳ ଘୋଷଣା କରିଛି । କ୍ରିସପିନ ଛେତ୍ରୀଙ୍କୁ ମହିଳା ଦଳର ମୁଖ୍ୟ କୋଚ ନିଯୁକ୍ତ କରାଯାଇଛି । ନିକଟରେ ସମ୍ପନ୍ନ ହୋଇଥିବା ଇଣ୍ଡିଆନ ଓମ୍ୟାନ ଲିଗରେ ମୁଦୁରାଇର…

ମାଲେସିଆ ଓପନ ବ୍ୟାଡମିଂଟନ: କ୍ୱାର୍ଟର ଫାଇନାଲରେ ଶେଷ ହେଲା ସିନ୍ଧୁଙ୍କ ଅଭିଯାନ

ନୂଆଦିଲ୍ଲୀ: ମାଲେସିଆ ଓପନ ବ୍ୟାଡମିଂଟନରେ ଭାରତର ଷ୍ଟାର ଖେଳାଳି ପିଭି ସିନ୍ଧୁଙ୍କ ଅଭିଯାନ ଶେଷ ହୋଇଛି । ମହିଳା ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲ ମ୍ୟାଚରେ ସିନ୍ଧୁ ବିଶ୍ୱର ଏକ ନମ୍ବର ଖେଳାଳି ଚାଇନିଜ ତାଇପେର ତାଇଜୁ ୟିଙ୍ଗଙ୍କ ନିକଟରୁ ୨୧-୧୩, ୧୫-୨୧ ଓ ୧୩-୨୧ରେ ପରାଜିତ ହୋଇଥିଲେ । ପ୍ରଥମ…

ରାଷ୍ଟ୍ରପତି ନିର୍ବାଚନ: ଓଡିଆ ଝିଅ ଦ୍ରୌପଦୀଙ୍କୁ ସମର୍ଥନ କରିବ ଶିରୋମଣୀ ଅକାଳୀ ଦଳ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସ୍ଥିତି ଦିନକୁ ଦିନ ମଜଭୁତ ହେବାରେ ଲାଗିଛି । ଆଜି ଓଡିଆ ଝିଅ ଦ୍ରୌପଦୀଙ୍କୁ ଶିରୋମଣୀ ଅକାଳୀ ଦଳ ସମର୍ଥନ କରିବ ବୋଲି ଘୋଷଣା କରିଛି । ଶିଖ ବିରୋଧୀ କଂଗ୍ରେସ ପ୍ରାର୍ଥୀଙ୍କୁ ସମର୍ଥନ କରିବାରେ ପ୍ରଶ୍ନ ଉଠୁ…

[ଦେଖନ୍ତୁ ଭିଡିଓ] ମହଙ୍ଗା ପଡ଼ିଲା ନାଗକୁ ଗେଲ । ଚୋଟ ପରେ ଚୋଟ ମାରିଲା ନାଗ ସାପ

ନବରଙ୍ଗପୁର : ମହଙ୍ଗା ପଡ଼ିଲା ନାଗକୁ ଗେଲ। ନିଶାରେ ନାଗକୁ କରୁଥିଲେ ଗେଲ। ଚୋଟ ପରେ ଚୋଟ ମାରିଚାଲିଲା ନାଗ ସାପ । ଏହିଭଳି ଛାତିଥରା ଦୃଶ୍ୟ ଦେଖିବାକୁ ମିଳିଛି ନବରଙ୍ଗପୁର ପାପଡାହାଣ୍ଡି ଜାମ୍ବଗୁଡାରେ । ମଦ ନିଶାରେ ଯୁବକ ଜଣକ ନାଗକୁ ଧରି ଖେଳୁଥିବା ବେଳେ ପଡିଛି ମହଙ୍ଗା । ଆଉ ଏବେ…

ପବିତ୍ର ରଥ ଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଶୁଭେଚ୍ଛା ଜଣାଇଛନ୍ତି । ପ୍ରଭୁ ଜଗନ୍ନାଥ ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରନ୍ତୁ । ସୁଖ ସମୃଦ୍ଧି ସହ ଉତ୍ତମ ସ୍ବାସ୍ଥ୍ୟ ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା…

ରଥଯାତ୍ରା ଦେଖିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ  ଆଜି ରଥଯାତ୍ରା ଦେଖୁଛନ୍ତି  ।   ପୁରୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ ରଥରେ ଦର୍ଶନ କରିଛନ୍ତି । ମୁଖଞମନ୍ତ୍ରୀ ପ୍ରଥମେ ପରିକ୍ରମା ମାର୍ଗ ବୁଲି ଦେଖିଛନ୍ତି ।  । https://www.youtube.com/watch?v=FC7IceAS8-s

LIVE ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା

ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା।  ନିର୍ଦ୍ଧାରିତ ସମୟରେ ମହାପ୍ରଭୁଙ୍କ ସମସ୍ତ ରୀତିନୀତି  ଆରମ୍ଭ ହୋଇଛି  । https://twitter.com/ani_digital/status/1542726562344501248 ନବଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଶ୍ରୀଜିଉ।…

ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ

ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ ଘଟିଛି । ଆଜି ସକାଳେ ମହାପ୍ରଭୁଙ୍କ ରଥଯାତ୍ରା ଖବର ସଂଗ୍ରହ ପାଇଁ ଯାଉଥିବା ବେଳେ  ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ ହୋଇଛି । ଏନେଇ ସାମ୍ବାଦିକ ଜଗତରେ ଶୋକପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀ ବି ଗଭୀର…

ଛାତ୍ରୀଙ୍କୁ ଅସଦଚାରଣ ଅଭିଯୋଗରେ ବିଶ୍ୱବିଦ୍ୟାଳୟର ପ୍ରଫେସର ଗିରଫ

ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ବିଭାଗର ଛାତ୍ରୀଙ୍କୁ ଅସଦାଚରଣ କରିଥିବା ମାମଲାରେ ଓଡ଼ିଆ ବିଭାଗର ପ୍ରଫେସର ସଦାନନ୍ଦ ନାୟକଙ୍କୁ ଗୋପାଳପୁର ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଅଭିଯୋଗ ଅନୁଯାୟୀ ଗତ ମେ’ ୨୧ତାରିଖ ଦିନ ଯାଜପୁର ଜିଲ୍ଲା…

ଜୁଲାଇ ୧୮ ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ: ଗୁରୁବାର ଲୋକସଭା ସଚିବାଳୟ ଦ୍ୱାରା ଏକ ପ୍ରେସ ବିଜ୍ଞପ୍ତି ଜାରି ହୋଇଛି। ଏଥିରେ କୁହାଯାଇଛି ଯେ ଚଳିତ ବର୍ଷର ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୧୮ ରୁ ଆରମ୍ଭ ହେବ। ସଂସଦର ଉଭୟ ଗୃହ ଜୁଲାଇ ୧୮ରୁ ଆରମ୍ଭ ହେବ ଏବଂ ଅଗଷ୍ଟ ୧୩ ରେ ଶେଷ ହେବ । ମୌସୁମୀ ସାଧାରଣତଃ ଜୁଲାଇର ତୃତୀୟ…