Latest Odisha News

BREAKING NEWS

Browsing Category

ଫିଚର

ନୂଆ ସରକାର ଗଠନ ପରେ ଏନସିପି ସୁପ୍ରିମୋଙ୍କୁ ଆୟକର ବିଭାଗର ନୋଟିସ୍

ମୁମ୍ବାଇ: ମହାରାଷ୍ଟ୍ର ଆରମ୍ଭ ହେବ କି ପ୍ରତିଶୋଧ ରାଜନୀତି ? ରାଜ୍ୟରେ ଶିବସେନାରେ ବିଦ୍ରୋହ ଭିତରେ ଶିବସେନା ସାଂସଦ ସଞ୍ଜୟ ରାଉତଙ୍କୁ ଇଡି ନୋଟିସ କରି ହାଜର ହେବାକୁ କହିଥିଲା। ଏହି ସମୟରେ ମନ୍ତ୍ରୀଥିବା ଅନୀଲ ପରବ ଇଡିରେ ହାଜର ହୋଇ ବେଆଇନ କାରବାର ସଂପର୍କିତ ମାମଲାର ଉତ୍ତର…

ଖୋର୍ଦ୍ଧାରୋଡ୍ ରେଳ ଷ୍ଟେସନ ନୂଆ ବିଲଡିଂର ଲୋକାର୍ପଣ

ଖୋର୍ଦ୍ଧା : ଖୋର୍ଦ୍ଧାରୋଡ୍ ରେଳ ଷ୍ଟେସନ ନୂଆ ବିଲଡିଂର ଲୋକାର୍ପଣ ।   କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ କରିବା ଅବସରରେ  କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ । ଏହା ସହ …

ରଥ ଯାତ୍ରା ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି  ଏମ ଭେଙ୍କୟା ନାଇଡୁ ରଥ ଯାତ୍ରା ଅବସରରେ  ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି  ।  ରଥଯାତ୍ରାର ଶୁଭ ଅବସରରେ ଆମ ଦେଶର ଲୋକମାନଙ୍କୁ ମୁଁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି । ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବିବେଚନା କରାଯାଉଥିବା…

କାହିଁକି ମୁଖ୍ୟମନ୍ତ୍ରୀ ହେଲେନି ଫଡନାଭିସ

ମୁମ୍ବାଇ: ମହାରାଷ୍ଟ୍ରରେ ବିଜେପିର ସବୁଠୁ ଅଧିକ ବିଧାୟକ ଥିବାବେଳେ ଦେବେନ୍ଦ୍ର ଫଡନାଭିସ କାହିଁକି ମୁଖ୍ୟମନ୍ତ୍ରୀ ହେଲେନି? ଏହି ଚର୍ଚା ଏବେ ସବୁଠି । ସବୁ ସଂଭାବନା ଥିବା ବେଳେ ଦେବେନ୍ଦ୍ର ମୁଖ୍ୟମନ୍ତ୍ରୀ ହୋଇନାହାଁନ୍ତି ।  ତେବେ ଉତ୍ତର ଖୋଜିବାକୁ ଗଲେ ଆମକୁ ଗତ ଦୁଇବର୍ଷର ରାଜନୈତିକ…

PSLV-C 53 ସଫଳତା : 3 ଉପଗ୍ରହ କକ୍ଷପଥରେ ସ୍ଥାପିତ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଶ୍ରୀହାରିକୋଟା ଦ୍ୱିତୀୟ ଲଞ୍ଚିଂ ପ୍ୟାଡରୁ ଏକକାଳୀନ ମହାକାଶକୁ 3 ଟି ଉପଗ୍ରହ ଉତକ୍ଷେପଣ କରିଛି ଇସ୍ରୋ । ଏହି ଉତକ୍ଷେପଣ ସଫଳ ହୋଇଥିବା ଇସ୍ରୋ ପକ୍ଷରୁ କୁହାଯାଇଛି । ଏହି ତିନୋଟି ଉପଗ୍ରହ ଠିକ୍ ସମୟରେ ମହାକାଶରେ ସେମାନଙ୍କର କକ୍ଷପଥରେ ପହଞ୍ଚି ଥିବା ଇସ୍ରାେ…

ବୁମରାହ ହେଲେ ଭାରତର ୩୬ତମ ଟେଷ୍ଟ ଅଧିନାୟକ

ବର୍ମିଂହାମ: ପେସ ବୋଲର ଯଶପ୍ରୀତ ବୁମରାହଙ୍କୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ପାଇଁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ନିଯୁକ୍ତ କରାଯାଇଛି । ରିଷଭ ପନ୍ତ ଉପଅଧିନାୟକ ଦାୟିତ୍ୱ ତୁଲାଇବେ । ଜୁଲାଇ ୧ରୁ ଏହି ଏକମାତ୍ର ଟେଷ୍ଟଟି ଖେଳାଯିବ । ବୁମରାହ ଆନ୍ତର୍ଜାତୀୟ ଟେଷ୍ଟ କ୍ରିକେଟରେ ଭାରତର ୩୬ତମ…

ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ

ଓଡ଼ିଶା ସମ୍ବାଦ ବ୍ୟୁରୋ: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ । ରାଜ୍ୟପାଳ ଭଗତ ସିଂହ କୋଶିୟାରୀ ତାଙ୍କୁ ଶପଥପାଠ କରାଇଛନ୍ତି । ବାଲାସାହେବ ଠାକରେଙ୍କ ନାମ ନେଇ ମୁଖ୍ୟମନ୍ତ୍ରୀ ଭାବେ  ଶପଥ ନେଇଛନ୍ତି  ସିନ୍ଦେ ।  ବିଦ୍ରୋହୀ ଶିବସେନା ନେତା ଏକନାଥ ସିନ୍ଦେ…

ମହାରାଷ୍ଟ୍ରର ନୂଆ ଚାଣକ୍ୟ :ଦେବେନ୍ଦ୍ର ଫଡନାଭିସ ହେଲେ ଉପ-ମୁଖ୍ୟମନ୍ତ୍ରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ:   ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।  ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଦେବେନ୍ଦ୍ରଙ୍କ ସହ ଆଲୋଚନା କରିବା ପରେ ଦେବେନ୍ଦ୍ର ମନ ବଳାଇଥିଲେ । ପୂର୍ବରୁ ଦେବେନ୍ଦ୍ର ମନ୍ତ୍ରୀମଣ୍ଡଳରେ ସାମିଲ ହେବେନାହିଁ…

୪୦ ଟଙ୍କିକିଆ ଔଷଧରେ ଚିକିତ୍ସିତ ହେଉଛନ୍ତି ଧୋନୀ

ରାଂଚୀ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଚିକିତ୍ସା ଏବେ ଚର୍ଚ୍ଚାର କାରଣ ସାଜିଛି । ଧୋନୀ ଏବେ କିଛି ଦିନ ହେବ ଆଣ୍ଠୁ ସମସ୍ୟାରେ ପୀଡିତ । ସେ ଏହାର ଚିକିତ୍ସା ବଡ ଡାକ୍ତରଖାନା ଓ ଚିକିତ୍ସକଙ୍କ ପାଖରେ କରିବା ବଦଳରେ ରାଂଚୀର ଜଙ୍ଗଲକୁ ଦୌଡୁଛନ୍ତି । ଆଜ୍ଞା…

ବିଚାର ବିଭାଗୀୟ ହାଜତକୁ ଗଲେ ଠକେଇ ଅଭିଯୋଗରେ ଗିରଫ ଘରୋଇ ନ୍ୟୁଜ୍ ଚ୍ୟାନେଲ୍ ସମ୍ପାଦକ

ଭୁବନେଶ୍ୱର: ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(EOW) ଏକ ଘରୋଇ ନ୍ୟୁଜ୍ ଚ୍ୟାନେଲର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି । ଗିରଫ ପରେ ଅର୍ଦ୍ଧେନ୍ଦୁଙ୍କୁ ଇଓଡବ୍ଲୁ କୋର୍ଟ ଚାଲାଣ କରିଥିଲା । ଜାମିନ୍ ନାମଞ୍ଜୁର ହେବାରୁ କୋର୍ଟ ଜୁଲାଇ ୧୩ ପର୍ଯ୍ୟନ୍ତ…