Latest Odisha News

BREAKING NEWS

Browsing Category

ଫିଚର

ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଦୁବାଇରେ ନବୀନଙ୍କ ଆହ୍ୱାନ, କହିଲେ- ୨୦ ବର୍ଷରେ କେମିତି ବଦଳିଛି ଓଡ଼ିଶା ?

ଭୁବନେଶ୍ୱର: ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଟାଲି ପରେ ଦୁବାଇରେ ପହଞ୍ଚିଛନ୍ତି । ଦୁବାଇରେ ବୁଧବାର ଇନଭେଷ୍ଟର୍ସ ମିଟ୍ କାର୍ଯ୍ୟକ୍ରମରେ ସାମିଲ୍ ହେବେ ମୁଖ୍ୟମନ୍ତ୍ରୀ । ଏହି ଇନଭେଷ୍ଟର୍ସ ମିଟ୍ କାର୍ଯ୍ୟକ୍ରମକୁ ଓଡ଼ିଶା ସରକାର ଓ ଫିକ୍କି (FICCI) ମିଳିତ ଭାବେ ଆୟୋଜନ…

G7 ରେ ଯୋଗ ଦେଇ ଆବୁଧାବି ଗଲେ ପ୍ରଧାନମନ୍ତ୍ରୀ

ଜି୭ ଶିଖର ସମ୍ମିଳନୀରେ ଭାଗଦେଇ ଜର୍ମାନିରୁ ଫେରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଜର୍ମାନୀ ଛାଡିବା ବେଳେ ଟୁଇଟ କରି କହିଛନ୍ତି ଯେ  ଜି-7 ବୈଠକ ବେଶ ଫଳପ୍ରଦ ହୋଇଛି । ସମ୍ମିଳନୀରେ  ବିଶ୍ବ ର ଅନେକ ନେତାଙ୍କ ସହ ଯୋଗାଯୋଗ କରିଥିଲେ  ମୋଦି । ମୋଦି ଲେଖିଛନ୍ତି  ମ୍ୟୁନିଚରେ…

[ଦେଖନ୍ତୁ ଭିଡିଓ] ଆସିଲା କି ଚତୁର୍ଥ ଲହର ? ରାଜ୍ୟରେ ୩ ଅଙ୍କ ଛୁଇଁଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ୨୩ ତାରିଖରେ ୭୩, ୨୪ ତାରିଖରେ ୬୧, ୨୫ ତାରିଖରେ ୬୨, ୨୬ ତାରିଖରେ ୬୮, ୨୭ ତାରିଖରେ ୬୯ ଆଉ ୨୮ ତାରିଖରେ ୧୧୩ । ରାଜ୍ୟରେ ପ୍ରତିଦିନ ବଢ଼ି ଚାଲିଛି କୋଭିଡ୍ ସଂକ୍ରମଣ ମାମଲା । କିଛି ମାସ ଧରି ଦୈନିକ ସଂକ୍ରମଣ ୨ ଅଙ୍କ ରହୁଥିବା ବେଳେ ଗତ ୨୪ ଘଣ୍ଟାରେ ୧୧୩ ଆକ୍ରାନ୍ତ ଚିହ୍ନଟ…

ଆସିଲା ରାଇମୋହନଙ୍କ ପୋଷ୍ଟମର୍ଟମ ରିପୋର୍ଟ, ଜାଣନ୍ତୁ ମୃତ୍ୟୁର କାରଣ

ଭୁବନେଶ୍ୱର: ଅଭିନେତା ରାଇମୋହନ ପରିଡ଼ାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି । ଯେଉଁଥିରେ ରାଇମୋହନଙ୍କ ମୃତ୍ୟୁ ଶ୍ୱାସରୁଦ୍ଧ ଯୋଗୁଁ ହୋଇଥିବା କୁହାଯାଉଛି । ତେବେ ରାଇମୋହନ ଯଦି ଆତ୍ମହତ୍ୟା କରିଛନ୍ତି ତାହେଲେ ତାଙ୍କୁ ଏଥିପାଇଁ କିଏ ପ୍ରବର୍ତ୍ତାଇ ଥିଲା । କାହା ଚାପରେ ନା ବାଧ୍ୟ ବାଧକତାରେ…

ଟି ୨୦ ଦ୍ବିତୀୟ ମ୍ୟାଚରେ ଜିିତିବ ଭାରତ: ପାଣ୍ଡ୍ୟା

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଭାରତ ଓ ଆୟରଲାଣ୍ଡ ମଧ୍ୟରେ ଆଜି  ୨ୟ  ଟି-20 ମ୍ୟାଚ ଖେଳାଯିବ । ଡବଲିନରେ ୨ୟ ମ୍ୟାଚ୍‍ରେ  ସଞ୍ଜୁ ସାମ୍‌ସନ କିମ୍ବା ରାହୁଲ ତ୍ରିପାଠୀ ଖେଳିପାରନ୍ତି।  ବାମହାତି ପେସ୍ ବୋଲର ଅର୍ଶଦୀପ ସିଂହ ଖେଳିବାର ଯଥେଷ୍ଟ ସମ୍ଭାବନା ଅଛି। ଭୁବନେଶ୍ବର କୁମାର ଓ ଯୁଜବେନ୍ଦ୍ର…

G7 ସମ୍ମିଳନୀରେ ଖାଦ୍ୟ ନିରାପତ୍ତା ପ୍ରସଙ୍ଗରେ ମତ ରଖିଲେ ପ୍ରଧାନମନ୍ତ୍ରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଜର୍ମାନୀରେ ଅନୁଷ୍ଠିତ G7 ସମ୍ମିଳନୀରେ ଷ୍ଟ୍ରଙ୍ଗର ଟୁଗେଦର ମେସେଜ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  । ଏହା ସହ ଜି-7 ନେତାଙ୍କୁ  ଖାଦ୍ୟ ନିରାପତ୍ତାକୁ ସମାଧାନ କରିବା ଏବଂ ଲିଙ୍ଗଗତ ସମାନତାକୁ ଆଗକୁ ବଢ଼ାଇବା  ଉପରେ ଅଧିବେଶନରେ ବକ୍ତବ୍ୟ ରଖିଛନ୍ତି ।…

ନୀଳ କୁର୍ତ୍ତା ପିନ୍ଧି ଆବୁଧାବିର ଶେଖ୍ ଜାୟେଦ ମସଜିଦ୍ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ରୋମ ପରେ ଆବୁଧାବିରେ ଭ୍ରମଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଧଳା କୁର୍ତ୍ତା ପିନ୍ଧୁଥିବା ନବୀନ ନୀଳ କୁର୍ତ୍ତା ପିନ୍ଧି ଆବୁଧାବିର ମାର୍ବଲ କାରୁକାର୍ଯ୍ୟପୂର୍ଣ୍ଣ ଶେଖ୍ ଜାୟେଦ ମସଜିଦ୍ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ।…

ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେଇପାରେ ଜେଏମଏମ

ନୂଆଦିଲ୍ଲୀ:  ଏନ୍‌ଡିଏର ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଙ୍କୁ  ଗୋଟିଏ ପରେ ଗୋଟିଏ ଦଳ ସମର୍ଥନ କରିବାର ଲାଗିଛନ୍ତି । ଏହି କ୍ରମରେ ଜେଏମଏମ ମଧ୍ୟ ସମର୍ଥନ ଦେଇପାରେ ବୋଲି କୁହାଯାଉଛି । ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସାକ୍ଷାତ କରିବା ପରେ ଏହି ଚର୍ଚା…

ରାମ ଗୋପାଳ ବର୍ମା ଯିବେ ଜେଲ?

ଲକ୍ଷ୍ନୈା:  ,ରାଷ୍ଟ୍ରପତି ପ୍ରାର୍ଥୀ  ଦ୍ରୈାପଦୀ ମୁର୍ମୁଙ୍କୁ ନେଇ ବିବାଦୀୟ ଟୁଇଟ କରିଥିବା ଚଳଚ୍ଚିତ୍ର ନିର୍ଦେଶକ ରାମ ଗୋପାଳ ବର୍ମାଙ୍କୁ ୟୁପି ପୋଲିସ ଗିରଫ କରିପାରେ । ତାଙ୍କ ନାମରେ ମାମଲା ଦାଖଲ ହୋଇଛି ।  ପାଣ୍ଡବ, ଏବଂ କୈାରବଙ୍କ ସହ ମୁର୍ମୁଙ୍କୁ ଜୋଡି  ବିବାଦୀୟ ଟୁଇଟ୍‌…

ଓଡିଶା ମୁହାଁଇବେ କର୍ପୋରେଟ କମ୍ପାନୀ: ମଧ୍ୟପ୍ରାଚ୍ୟର ନିବେଶକଙ୍କ ସହ ସିଧାସଳଖ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ନବୀନ…

ଆବୁଧାବି: ଦୁବାଇରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଟିମ୍ ଓଡ଼ିଶା। ଆଗାମୀ ୨୯ ରେ ଆୟୋଜନ ହେବ ମେକ ଇନ ଓଡ଼ିଶା କନକ୍ଲେଭ  । ମଧ୍ୟପ୍ରାଚ୍ୟର ନିବେଶକଙ୍କ ସହ ସିଧାସଳଖ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଖାଦ୍ୟ ପ୍ରକ୍ରିୟାକରଣରୁ ନେଇ ଡାଉନଷ୍ଟ୍ରିମ ଇଣ୍ଡଷ୍ଟ୍ରିରେ ବ୍ୟାପକ…