Latest Odisha News

BREAKING NEWS

Browsing Category

ଫିଚର

ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଗୁଳି ମାରିଥିବା ବ୍ୟକ୍ତି କିଏ ?

ଟୋକିଓ: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ନାରା ନାମକ ସହରରେ ଉଦବୋଧନ ଦେବା ସମୟରେ ତାଙ୍କୁ ଆକ୍ରମଣ କରାଯାଇଥିଲା। ଆକ୍ରମଣକାରୀ ଅତି ନିକଟରୁ ତାଙ୍କ ଉପରକୁ ଦୁଇଟି ଗୁଳି ଚଳାଇଥିଲା। ତେବେ ସନ୍ଦିଗ୍ଧ ଆକ୍ରମଣକାରୀଙ୍କୁ ଗିରଫ କରାଯାଇଛି। ସିଞ୍ଜୋ ଆବେ ଗୁଳିର ଶିକାର ହେବା ପରେ…

ମୁଖ୍ୟମନ୍ତ୍ରୀଙ୍କୁ ଭାଇ କହି ସମ୍ବୋଧନ କଲେ ଦ୍ରୌପଦୀ, ବିଜେଡି କହିଲା ଭଉଣୀକୁ ଉପହାର ଦେଇଛନ୍ତି ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାଇ କହି ସମ୍ବୋଧନ କଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ବିଧାନସଭାରେ ବିଜେଡି ବିଧାୟକ ଏବଂ ସାଂସଦଙ୍କୁ ସମ୍ବୋଧନ କରିବା ବେଳେ ଦ୍ରୌପଦୀ ଏପରି କହିଛନ୍ତି । ଏଥିସହ ସେ ବିଜେଡି-ବିଜେପି ମେଣ୍ଟ ସରକାରରେ ମନ୍ତ୍ରୀ ଥିବା…

ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଉପରକୁ ଗୁଳିମାଡ, ମୋଦୀ ସମେତ ବାଇଡେନ ଏବଂ ଅନ୍ୟାନ୍ୟ ନେତା କଲେ ନିନ୍ଦା

ଟୋକିଓ: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି । ଏକ ସାଧାରଣ ସଭାରେ ଉଦବୋଧନ ଦେଉଥିବା ବେଳେ ହଠାତ୍ ତାଙ୍କ ପଛରେ ଠିଆ ହୋଇଥିବା ଜଣେ ବ୍ୟକ୍ତି ତାଙ୍କୁ ଆକ୍ରମଣ କରିଥିଲେ, ଏହା ପରେ ସିଞ୍ଜୋ ଆବେ ତଳେ ପଡ଼ି ଯାଇଥିଲେ । ଏହି ସମୟରେ ତାଙ୍କୁ…

ସିଞ୍ଜୋ ଆବେଙ୍କୁ ଗୁଳିମାଡ, ଅବସ୍ଥା ସଂକଟାପନ୍ନ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଗୁଳିମାଡ । ସିଞ୍ଜେଙ୍କ ମୁଣ୍ଡରେ ବାଜିଛି ଗୁଳି, ବେକରେ ବାଜିଛି ଗୁଳି । ଭାଷଣ ଦେଉଥିବା ବେଳେ ଗୁଳିମାଡ ହୋଇଥିବା ସୂଚନା । ଗୁଳିମାଡ କରିଥିବା ଦୃର୍ବୃତ୍ତକୁ ଗିରଫ କରିଛି ପୋଲିସ ।  ସିଞ୍ଜୋ ଆବେ ପଶ୍ଚିମ…

ଜିତିଲା ରୋହିତ ବାହିନୀ: ଇଂଲଣ୍ଡକୁ ହରାଇଲା 50 ରନରେ

ଇଂଲଣ୍ଡ ବିପକ୍ଷ ପ୍ରଥମ ଟ୍ବେଣ୍ଟି-୨୦କୁ ୫୦ ରନ୍‌ରେ ଜିତିଛି  ଭାରତ। ପ୍ରଥମେ ଟିମ୍ ଇଣ୍ଡିଆ ୧୯୯ ରନ୍‌ର ବିଜୟ ଲକ୍ଷ୍ୟ ଦେଇଥିଲା । ଇଂଲଣ୍ଡ  ୧୪୮ ରନ୍‌ କରି ଶୋଚନୀୟ ପରାସ୍ତ ହୋଇଥିଲା । ଭାରତର ପୁରୁଖା ଦ୍ରୁତ ବୋଲର ଭୁବନେଶ୍ବର କୁମାର ପ୍ରଥମେ ପ୍ରଥମ ଓଭରର ପଞ୍ଚମ ବଲ୍‌ରେ  ଜୋସ୍…

ପହଁଚିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ: ନବୀନ ନିବାସରରେ କରିବେ ମଧ୍ୟାହ୍ନ ଭୋଜନ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ  ଭୁବନେଶ୍ବରରେ ପହଁଚିଛନ୍ତି ।  ସକାଳେ ଦିଲ୍ଲୀରୁ ବାହାରି ଭୁବନେଶ୍ବର  ବିମାନବନ୍ଦରରେ ଆସି ପହଁଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି । ବିଜେପି ସଭାପତି ସମୀର ମହାନ୍ତିଙ୍କ ସହ ଅନେକ ବିଜେପି ନେତା…

ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟ ସ୍ଥିର ଅଛି

ନୂଆଦିଲ୍ଲୀ: ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟ ସ୍ଥିର ଅଛି । ଏମ୍ସରେ ଚିକିତ୍ସିତ ହେଉଥିବା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି ବୋଲି ଖବର ପ୍ରକାଶିତ ହୋଇଥିଲା ।   ଲାଲୁଙ୍କ ଶରୀର ନିସ୍ତେଜ ହେବାରେ ଲାଗିଛି …

ଓଡିଶା ଏଫସି ସହ ଚୁକ୍ତିବଦ୍ଧ ହେଲେ ସଲ କ୍ରେସ୍ପୋ

ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗର ୯ମ ସଂସ୍କରଣ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଇଛି ଓଡିଶା ଏଫସି । ଦଳକୁ ଆହୁରି ମଜଭୁତ କରିବା ପାଇଁ ଗୁରୁବାର ସ୍ପେନର ମିଡଫିଲ୍ଡର ସଲ କ୍ରେସ୍ପୋଙ୍କ ସହ କ୍ଲବ ଚୁକ୍ତି କରିଛି । ୨୫ ବର୍ଷୀୟ ଏହି ଷ୍ଟାର ଖେଳାଳି ପ୍ରାରମ୍ଭିକ ପର୍ଯ୍ୟାୟରେ ୧ ବର୍ଷ…

ଦନ୍ତା ହାତୀର ଗଳିତ ଶବ ଜବତ

ବ୍ରହ୍ମପୁର:ଗଂଜାମ ଜିଲାର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ ବନାଞ୍ଚଳର କାନବିନ୍ଧା ଜଙ୍ଗଲରୁ ଗୁରୁବାର ସନ୍ଧ୍ୟାରେ ଏକ ଦନ୍ତା ହାତୀର ଗଳିତ ମୃତ ଦେହ ଠାବ କରାଯାଇଛି । ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ତେବେ ହାତୀର ଦୁଇଟି ଦାନ୍ତକୁ କାଟି ନିଅ।ଯାଇଥିବା ଜଣାପଡିଛି । ତେବେ…

ପ୍ରଥମ ଆରବ ମହିଳା ଭାବେ ଗ୍ରାଣ୍ଡସ୍ଲାମ ଟେନିସ ଫାଇନାଲରେ ପ୍ରବେଶ କରି ଇତିହାସ ରଚିଲେ ଓନ୍ସ

ଲଣ୍ଡନ: ଟ୍ୟୁନିସିଆର ଓନ୍ସ ଜାବେଉର ଚଳିତ ୱିମ୍ବେଲଡେନ ଟେନିସ ଟୁର୍ଣ୍ଣାମେଂଟର ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରି ଇତିହାସ ରଚିଛନ୍ତି । ସେ ଆଫ୍ରିକା ଏବଂ ଆରବ ଦେଶର ପ୍ରଥମ ମହିଳା ଭାବେ ଏହି ସଫଳତା ହାସଲ କରିଛନ୍ତି । ଜାବେଉର ସେମିଫାଇନାଲରେ ତାଜ୍ୟାନା ମାରିୟାଙ୍କୁ ୬-୨, ୩-୬, ୬-୧…