Latest Odisha News

BREAKING NEWS

Browsing Category

ଫିଚର

ପନ୍ତଙ୍କ ଦମଦାର ଶତକ: ଭାରତ 338/7

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା  ଟେଷ୍ଟ ମ୍ୟାଚରେ ଆଜି ଦମଦାର ଶତକ କରିଛନ୍ତି ପନ୍ତ । ଛକା ଚଉକା ବର୍ଷା କରି ପନ୍ତ ଶତକ ଅର୍ଜନ କରିଛନ୍ତି । ସବୁ ବୋଲରଙ୍କୁ ପିଟିଚାଲିଥିଲେ ପନ୍ତ । ପ୍ରଥମ ଉଇକେଟ କିପର ଭାବେ ରେକର୍ଡ 89 ବଲରେ ଶତକ କରିଛନ୍ତି ପନ୍ତ । 111…

ବେଙ୍ଗାଲୁରୁ ଜଗନ୍ନାଥ ମନ୍ଦିରରେ ରଥଯାତ୍ରା

ବେଙ୍ଗାଲୁରୁ : ବେଙ୍ଗାଲୁରୁର ଆଗରାଠାରେ  ପବିତ୍ର ରଥଯାତ୍ରା ପର୍ବ ପାଳନ କରାଯାଇଛି। ଏଠାରେ ବଢି ଭୋରରୁ ମଂଗଳ ଆଳତୀ, ଅବକାଶ, ମଇଲମ, ସୂର୍ଯ୍ୟପୂଜା, ଦ୍ଵାରପାଳ ପୂଜା ଓ ସାହାଣମେଲା ଆଦି ରୀତିନୀତିକୁ ଯଥାବିଧି ସମ୍ପନ୍ନ କରାଯାଇଥିଲା। ଦିନ ୧୨ ଟା ୧୫ରେ ଚାରି ଠାକୁରଙ୍କ ପହଣ୍ଡି ବିଜେ ଆରମ୍ଭ…

ପୁଟିନଙ୍କ ସହ ମୋଦୀ ଟେଲିଫୋନରେ କଥା ହେଲେ

ନୂଆଦିଲ୍ଲୀ:  ଋଷ ୟୁକ୍ରେନ ଯୁଦ୍ଧ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଆଜି ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଟେଲିଫୋନ ବାର୍ତ୍ତାଳାପ କରିଛନ୍ତି । ଉଭୟ ନେତା ରାଷ୍ଟ୍ରପତି ପୁଟିନଙ୍କ ଡିସେମ୍ବର, ୨୦୨୧ରେ ଭାରତ ଗସ୍ତ ବେଳେ ନିଆଯାଇଥିବା ନିଷ୍ପତ୍ତିଗୁଡିକର…

ଜୁନ୍ ୨୦୨୨ରେ ୧,୪୪,୬୧୬ କୋଟି ଟଙ୍କାର ସମୁଦାୟ ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ:  ଜୁନ୍ ୨୦୨୨ରେ ସମୁଦାୟ ସଂଗୃହୀତ ଜିଏସ୍‌ଟି ରାଜସ୍ୱ ୧,୪୪,୬୧୬ କୋଟି ଟଙ୍କା ରହିଛି ।  ଯେଉଁଥିରେ ସିଜିଏସ୍‌ଟିର ପରିମାଣ ୨୫,୩୦୬ କୋଟି ଟଙ୍କା , ଏସ୍‌ଜିଏସ୍‌ଟିର ପରିମାଣ ୩୨,୪୦୬ କୋଟି ଟଙ୍କା, ଆଇଜିଏସ୍‌ଟିର ପରିମାଣ ୭୫,୮୮୭ କୋଟି ଟଙ୍କା (ମାଲ୍ ଆମଦାନୀ ଊପରେ ସଂଗୃହୀତ…

କୋଭିଡରେ ଜୀବନ ହରାଇଥିବା ସାମ୍ବାଦିକଙ୍କ ପରିବାରଙ୍କୁ ମିଳିବ ସହାୟତା

ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଶ୍ରୀ ଅପୂର୍ବ ଚନ୍ଦ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜର୍ଣ୍ଣାଲିଷ୍ଟ ୱେଲଫେୟାର ସ୍କିମ କମିଟିର ପ୍ରସ୍ତାବକୁ ମଞ୍ଜୁର କରାଯାଇଛି । ଏହା ଅନ୍ତର୍ଗତ ଜୀବନ ହରାଇଥିବା 35 ଜଣ ସାମ୍ବାଦିକ ପରିବାରଙ୍କୁ  ଆର୍ଥିକ ସହାୟତା ପ୍ରଦାନ…

ରଥଯାତ୍ରା ଅବସରରେ ଓଡିଶା ଏଫସିର ମହିଳା ଟିମ ଘୋଷଣା

ଭୁବନେଶ୍ୱର: ଫୁଟବଲ ପ୍ରେମୀଙ୍କ ପାଇଁ ଖୁସି ଖବର । ରଥଯାତ୍ରା ପରି ଶୁଭ ଦିନରେ ଇଣ୍ଡିଆନ ସୁପର ଲିଗର ଟିମ ଓଡିଶା ଏଫସି ଏହାର ମହିଳା ଦଳ ଘୋଷଣା କରିଛି । କ୍ରିସପିନ ଛେତ୍ରୀଙ୍କୁ ମହିଳା ଦଳର ମୁଖ୍ୟ କୋଚ ନିଯୁକ୍ତ କରାଯାଇଛି । ନିକଟରେ ସମ୍ପନ୍ନ ହୋଇଥିବା ଇଣ୍ଡିଆନ ଓମ୍ୟାନ ଲିଗରେ ମୁଦୁରାଇର…

ମାଲେସିଆ ଓପନ ବ୍ୟାଡମିଂଟନ: କ୍ୱାର୍ଟର ଫାଇନାଲରେ ଶେଷ ହେଲା ସିନ୍ଧୁଙ୍କ ଅଭିଯାନ

ନୂଆଦିଲ୍ଲୀ: ମାଲେସିଆ ଓପନ ବ୍ୟାଡମିଂଟନରେ ଭାରତର ଷ୍ଟାର ଖେଳାଳି ପିଭି ସିନ୍ଧୁଙ୍କ ଅଭିଯାନ ଶେଷ ହୋଇଛି । ମହିଳା ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲ ମ୍ୟାଚରେ ସିନ୍ଧୁ ବିଶ୍ୱର ଏକ ନମ୍ବର ଖେଳାଳି ଚାଇନିଜ ତାଇପେର ତାଇଜୁ ୟିଙ୍ଗଙ୍କ ନିକଟରୁ ୨୧-୧୩, ୧୫-୨୧ ଓ ୧୩-୨୧ରେ ପରାଜିତ ହୋଇଥିଲେ । ପ୍ରଥମ…

ରାଷ୍ଟ୍ରପତି ନିର୍ବାଚନ: ଓଡିଆ ଝିଅ ଦ୍ରୌପଦୀଙ୍କୁ ସମର୍ଥନ କରିବ ଶିରୋମଣୀ ଅକାଳୀ ଦଳ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସ୍ଥିତି ଦିନକୁ ଦିନ ମଜଭୁତ ହେବାରେ ଲାଗିଛି । ଆଜି ଓଡିଆ ଝିଅ ଦ୍ରୌପଦୀଙ୍କୁ ଶିରୋମଣୀ ଅକାଳୀ ଦଳ ସମର୍ଥନ କରିବ ବୋଲି ଘୋଷଣା କରିଛି । ଶିଖ ବିରୋଧୀ କଂଗ୍ରେସ ପ୍ରାର୍ଥୀଙ୍କୁ ସମର୍ଥନ କରିବାରେ ପ୍ରଶ୍ନ ଉଠୁ…

[ଦେଖନ୍ତୁ ଭିଡିଓ] ମହଙ୍ଗା ପଡ଼ିଲା ନାଗକୁ ଗେଲ । ଚୋଟ ପରେ ଚୋଟ ମାରିଲା ନାଗ ସାପ

ନବରଙ୍ଗପୁର : ମହଙ୍ଗା ପଡ଼ିଲା ନାଗକୁ ଗେଲ। ନିଶାରେ ନାଗକୁ କରୁଥିଲେ ଗେଲ। ଚୋଟ ପରେ ଚୋଟ ମାରିଚାଲିଲା ନାଗ ସାପ । ଏହିଭଳି ଛାତିଥରା ଦୃଶ୍ୟ ଦେଖିବାକୁ ମିଳିଛି ନବରଙ୍ଗପୁର ପାପଡାହାଣ୍ଡି ଜାମ୍ବଗୁଡାରେ । ମଦ ନିଶାରେ ଯୁବକ ଜଣକ ନାଗକୁ ଧରି ଖେଳୁଥିବା ବେଳେ ପଡିଛି ମହଙ୍ଗା । ଆଉ ଏବେ…

ପବିତ୍ର ରଥ ଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଶୁଭେଚ୍ଛା ଜଣାଇଛନ୍ତି । ପ୍ରଭୁ ଜଗନ୍ନାଥ ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରନ୍ତୁ । ସୁଖ ସମୃଦ୍ଧି ସହ ଉତ୍ତମ ସ୍ବାସ୍ଥ୍ୟ ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା…