Latest Odisha News
Browsing Category

ଫିଚର

ବେଙ୍ଗାଲୁରରେ ଭାରତର ପ୍ରଥମ ଏୟାର କଣ୍ଡିସନ ଷ୍ଟେସନ ଉଦଘାଟନ କରିବେ ମୋଦି

ବାଙ୍ଗାଲୋର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକ ଗସ୍ତ କରିବେ । ଅପରାହ୍ନ ପ୍ରାୟ ୧୨.୩୦ରେ, ପ୍ରଧାନମନ୍ତ୍ରୀ ଇଣ୍ଡିଆନ ଇନଷ୍ଟିଚୁ୍ୟଟ ଅଫ ସାଇନ୍ସ (ଆଇଆଇଏସସି) ବେଙ୍ଗାଲୁରୁ ପରିଦର୍ଶନ କରିବେ, ଯେଉଁଠାରେ ସେ ସେଣ୍ଟର ଫର ବ୍ରେନ ରିସର୍ଚ୍ଚ (ସିବିଆର)କୁ ଉଦଘାଟନ କରିବେ ଏବଂ…

ଅକଲ ତେରି ଚାଲ୍ ମେରି, ଧଳା ଜହରର ମହିଳା ସର୍ଦ୍ଦାର ରିନା ଜେନା ଗିରଫ

ଭୁବନେଶ୍ୱର: ନିଶା କାରବାରରେ ଗୁଲାବି ଗ୍ୟାଙ୍ଗ୍ । ଭୁବନେଶ୍ୱର ଛାଇଗଲେଣି ଲେଡି ପେଡଲର । କଲୋନିଠୁ ଛକ ହାଇପ୍ରୋଫାଇଲ ହୋଟେଲ ହେଉ ବା ବସ୍ତି ଭୁବନେଶ୍ୱର ଚାରିଆଡେ ବ୍ରାଉନସୁଗାର ଲେଡିଙ୍କ ନେଟୱର୍କ। ପୋଲିସଠୁ ବର୍ତ୍ତିବାକୁ ନିଶା କାରବାର ଆପଣାଇଛନ୍ତି କିଛି ମହିଳା ଓ ଯୁବତୀ। ଯାହାକି ସହଜରେ…

ଜାତୀୟ ଜୁନିୟର ରଗବୀ: ଓଡିଶା ବାଳିକା ଟିମକୁ ରୌପ୍ୟ

ପାଟନା: ଏଠାରେ ଚାଲିଥିବା ଜାତୀୟ ଜୁନିୟର ରଗବୀ ଚାମ୍ପିୟନଶିପରେ ଓଡିଶା ବାଳିକା ଟିମ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ବାଧ୍ୟ ହୋଇଛନ୍ତି । ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଓଡିଶା ୭-୨୪ରେ ଆୟୋଜକ ଟିମ ବିହାରଠାରୁ ହାରି ଯାଇଥିଲା । ଅପରାଜେୟ ଓଡିଶା ଶେଷ ହର୍ଡଲ୍ସ ପାର କରିବାରେ ବିଫଳ…

8 ମାସରେ 6 କ୍ୟାପ୍ଟେନ୍ ଏକ ଚ୍ୟାଲେଞ୍ଜ୍ : ଦ୍ରାବିଡ

ବାଙ୍ଗାଲୋର:  ଭାରତୀୟ କ୍ରିକେଟ ଟିମରେ 8 ମାସରେ 6 ଜଣ କ୍ୟାପ୍ଟେନ ଦେଖିବାକୁ ମିଳିଲାଣି । ବିରାଟ କୋହଲିଙ୍କ ପରେ ଏହି ପରିବର୍ତ୍ତନ ଜାରି ରହିଛି । ନୂଆ କ୍ୟାପ୍ଟେନ ମଧ୍ୟ ନିଜର ନେତୃତ୍ବର ପରିଚୟ ଦେଇଛନ୍ତି ।  ଭାରତରେ କ୍ରିକେଟ ପାଇଁ ଏହା ଭଲ ଖବର ଏବଂ  ଅତ୍ୟନ୍ତ ରୋମାଞ୍ଚକର ବୋଲି…

୧୩ ବର୍ଷର ସର୍ବ କନିଷ୍ଠ ପିତାର ଦୁଃଖଭରା ସତ୍ୟ କାହାଣୀ

ଲଣ୍ଡନ: ପିତୃ ଦିବସରେ ଆମେ ଆମ ଜନ୍ମଦାତାଙ୍କୁ ମନେ ପକାଉଛି । ତେବେ ଆପଣମାନେ ଜାଣିଲେ ଆଶ୍ଚର୍ଯ୍ୟ ହେବେ ଯେ, ଲଣ୍ଡନର ୧୩ ବର୍ଷ ବୟସ୍କ ଛୋଟ ପିଲାଟିଏ କିପରି ସର୍ବ କନିଷ୍ଠ ବାପା ହୋଇଥିଲା । ଏଲଫି ପ୍ୟାଟେନଙ୍କୁ ଯେତେବେଳେ ୧୨ ବର୍ଷ ବୟସ ହୋଇଥିଲା, ତାଙ୍କ ଘରକୁ ଜଣେ ୧୫ ବର୍ଷର ଝିଅ(କାଳ୍ପନିକ…

ଚେସ ଅଲିମ୍ପିଆଡ: ମଶାଲ ଶୋଭାଯାତ୍ରାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଇନ୍ଦିରା ଗାନ୍ଧୀ ଇନଡୋର ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚେସ ଅଲିମ୍ପିଆଡର ମଶାଲ ଶୋଭାଯାତ୍ରାର ଶୁଭାରମ୍ଭ କରିଛନ୍ତି । ତାମିଲନାଡୁର ମହାବଳରପୁରମରେ ଜୁଲାଇ ୨୮ରୁ ଅଗଷ୍ଟ ୧୦ ପର୍ଯ୍ୟନ୍ତ ଏହା ଆୟୋଜିତ ହେବ । ଆନ୍ତର୍ଜାତୀୟ ଚେସ ସଂଘର ସଭାପତି ଆରକାଡୀ ଡୋଭରକୋଭିଚ…

ବର୍ଷା ପାଇଁ ସିରିଜ ରହିଲା ଡ୍ର : ଭୁବନେଶ୍ବର ମ୍ୟାନ ଅଫ୍ ଦ ସିରିଜ୍

ବାଙ୍ଗାଲୋର: ବର୍ଷା ପାଇଁ ଟି 20 ସିରିଜ ଡ୍ର ହୋଇଛି । ଆଜି  ବାଙ୍ଗାଲୋର ଚିନ୍ନାସ୍ବାମୀ ଷ୍ଟାଡିୟମରେ 7ଟା 50ରେ ଖେଳ ଆରମ୍ଭ ହୋଇଥିଲା । ପଡିଆରେ ପାଣି ଜମିଥିବାରୁ ଖେଳ ବିଳମ୍ଭରେ କରିବା ପାଇଁ ନିଷ୍ପତ୍ତି ହୋଇଥିଲା । ଦକ୍ଷିଣ ଆଫ୍ରିକା ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା…

ରାଜନୀତିରେ ଫସିଯାଉଛି ଭଲ କାମ: ମୋଦି

 ନୂଆଦିଲ୍ଲୀ: ଅଗ୍ନିପଥ ଯୋଜାନକୁ ନେଇ ଶେଷରେ ପ୍ରଧାନମନ୍ତ୍ରୀ ମୋଦି ମତ ରଖିଛନ୍ତି । ଦେଶର ଉନ୍ନତି ପାଇଁ ଦେଶବାସୀଙ୍କ ଉନ୍ନତି ପାଇଁ ବିକାଶ ପାଇଁ ଯେଉଁ ସଂସ୍କାରମୂଳକ ପଦକ୍ଷେପ ନେଲେ ବି ବିରୋଧୀମାନେ ତାହାକୁ ବିରୋଧ କରିବାକୁ ମୋଦି ନିନ୍ଦା କରିଛନ୍ତି । ରାଜନୀତିକ କାରଣରୁ ଭଲକାମକୁ…

ବଜ୍ରପାତରେ ଗୋଟିଏ ପରିବାରର ୪ ଜଣଙ୍କ ମୃତ୍ୟୁ

ନୂଆପଡ଼ା: ମୁଣ୍ଡ ଗୁଞ୍ଜିବାକୁ ଛାତ ଦରକାର । ଏମାନେ ବି ସେଇ ଛାତ ତିଆରି କରୁଥିଲେ ମୁଣ୍ଡ ଗୁଞ୍ଜିବାକୁ । ହେଲେ ବିଧିର ବିଧାନ ଥିଲା ଅଲଗା । ସିଡ଼ି ଘରେ ଆଜବେଷ୍ଟ୍ସ ପକାଇବା ବେଳେ ବଜ୍ରପାତରେ ଗୋଟିଏ ପରିବାରର ୪ ଜଣଙ୍କ ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ନୂଆପଡ଼ା ଜିଲ୍ଲା କୋମନା…

ଆସନ୍ତୁ ଜାଣିବା ଯୁବରାଜଙ୍କ ପୁତ୍ରର ନାମ କଣ ଦିଆଗଲା

ଚଣ୍ଡୀଗଡ: ପିତୃ ଦିବସରେ କ୍ରିକେଟର ଯୁବରାଜ ସିଂ ଏବଂ ତାଙ୍କ ପତ୍ନୀ ହେଜେଲ କୀଚ ପୁଅର ନାମ କରଣ କରିଛନ୍ତି । ତାଙ୍କ ପୁଅର ନାମ ସେମାନେ ଓରିଅନ କୀଚ ସିଂ ରଖିଛନ୍ତି । ଟୁଇଟରରେ ଯୁବରାଜ ପୁଅର ଫଟୋ ଶେୟାର କରି ଏ ସମ୍ପର୍କରେ ପ୍ରଶଂସକଙ୍କୁ ଜଣାଇଛନ୍ତି । ପୁଅର ନାମ ପ୍ରକାଶ କରିବା ପରେ…