Latest Odisha News

BREAKING NEWS

Browsing Category

ଫିଚର

କାଲି ମହାରାଷ୍ଟ୍ରରେ ବହୁମତ ପରୀକ୍ଷା, ସରକାର ବଞ୍ଚାଇବାକୁ ପାୱାରଙ୍କ ଘରେ ଘନ ଘନ ବୈଠକ

ମୁମ୍ବାଇ: ମହାରାଷ୍ଟ୍ର ରାଜନୀତି ରୋଚକ ମୋଡ଼ରେ ପହଞ୍ଚିଛି । ରାଜ୍ୟପାଳ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡାକିଛନ୍ତି । ଆସନ୍ତାକାଲି ଉଦ୍ଧବ ଠାକରେଙ୍କ ସରକାର ବହୁମତ ସାବ୍ୟସ୍ତ କରିବ । ମହାବିକାଶ ଅଘାଡ଼ି ମେଣ୍ଟରୁ ୩୯ ବିଧାୟକ ସମର୍ଥନ ପ୍ରତ୍ୟାହାର କରି ନେଇଥିବା ରାଜ୍ୟପାଳ କହିଛନ୍ତି ।…

ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌: ନିବେଶକଙ୍କୁ ସମ୍ବୋଧନ କରିବେ ନବୀନ

ଓଡ଼ିଶା ସମ୍ବାଦ ବ୍ୟୁରୋ: ରୋମରୁ ଆସି ଦୁବାଇରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ  ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌ରେ ଯୋଗ ଦେବେ  । ପୁଞ୍ଜି ନିବେଶକାରୀଙ୍କୁ ସମ୍ବୋଧନ କରି ଓଡ଼ିଶା ଆସି ଏଠାରେ ପୁଞ୍ଜି ନିବେଶ କରିବା ପାଇଁ ଆଲୋଚନା କରିବେ ।…

ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ: ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଭକ୍ତି । 14 ଦିନ ପରେ ମହାପ୍ରଭୁଙ୍କ ନବ ଯୈାବନ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଗହଳି ହୋଇଛି । ବଡ଼ ଦାଣ୍ଡରେ ଗହଳି ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଆଜି ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ…

4 ରନରେ ଜିତିଲା ଇଣ୍ଡିଆ, ପାଣି ପିଆଇ ଦେଲା ଆୟରଲ୍ୟାଣ୍ଡ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭାରତ  ଆୟରଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ଟି-20ରେ ଭାରତ  4 ରନରେ ଆୟରଲ୍ୟାଣ୍ଡକୁ ପରାସ୍ତ କରିଛି ।   ନିର୍ଦ୍ଧାରିତ ୨୦ ଓଭରରେ ୭ ଓ୍ବିକେଟ ହରାଇ 225 ରନ କରିଥିଲା  ଭାରତ । ଏହାର ଜବାବରେ ଆୟରଲ୍ୟାଣ୍ଡ 5 ଉଇକେଟ ହରାଇ 221 ରନ କରିବାକୁ ସକ୍ଷମ ହୋଇଛି । ଭାରତ …

ଆସ୍ଥାଭୋଟ ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି କଲେ ଦେବେନ୍ଦ୍ର ଫଡନାବୀସ

ଓଡ଼ିଶା ସମ୍ବାଦ ବ୍ୟୁରୋ: ମହାରାଷ୍ଟ୍ରରେ ଆସ୍ଥାଭୋଟ ପାଇଁ  ଦାବି କରିଛନ୍ତି ଫଡନାବୀସ ।  ବିଜେପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ରାଜ୍ୟପାଳ ଭଗତ ସିଂ ଖୋସିୟାରିଙ୍କୁ ଭେଟି ବିଧାସଭାରେ ଆସ୍ଥାଭୋଟ ପାଇଁ ଦାବି କରିଛନ୍ତି ।  ଫଡନାବୀସଙ୍କ ସହିତ କିଛି ସ୍ବାଧୀନ…

କହ୍ନେୟାଲାଲ ହତ୍ୟାକାରୀଙ୍କୁ କଠୋର ଦଣ୍ଡ ଦିଆଯିବ : ଅଶୋକ ଗେହଲୋଟ

ଓଡ଼ିଶା ସମ୍ବାଦ ବ୍ୟୁରୋ: ରାଜସ୍ଥାନର ଉଦୟପୁରରେ ଜଣେ ସିଲେଇ ଦୋକାନୀଙ୍କ ମୁଣ୍ଡକାଟ ଘଟଣାକୁ କଡା ନିନ୍ଦା କରିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ । ତାଙ୍କ ସରକାର ଏପରି ହତ୍ୟାକାରୀଙ୍କୁ କଠୋର ଦଣ୍ଡ ଦେବ ବୋଲି ସେ କହିଛନ୍ତି ।…

ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ମୋର୍ଗାନ

ଲଣ୍ଡନ: ଇଂଲଣ୍ଡ ବିଶ୍ୱକପ ବିଜୟୀ ଦଳର ଅଧିନାୟକ ଇଅନ ମୋର୍ଗାନ ଆଜି ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ୩୫ ବର୍ଷୀୟ ଏହି କ୍ରିକେଟର ଖରାପ ଫର୍ମ ଏବଂ ଫିଟନେସ ସମସ୍ୟା ଯୋଗୁ ସେ ବାଧ୍ୟ ହୋଇ କ୍ରିକେଟକୁ ଅଲବିଦା କହିଛନ୍ତି । ଇଂଲଣ୍ଡ କ୍ରିକେଟ ବୋର୍ଡ ପକ୍ଷରୁ ମୋର୍ଗାନଙ୍କୁ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

ମହାରାଷ୍ଟ୍ରରେ କ୍ଷମତା ସଂକଟ ଏବେ ଭିନ୍ନ ମୋଡ ନେବାକୁ ଯାଉଛି । ସରକାର ଗଠନ ନେଇ ଚର୍ଚ୍ଚା ଆରମ୍ଭ । ଦିଲ୍ଲୀ ଗସ୍ତରେ ଫଡନଭିସ୍, ଶାହାଙ୍କୁ ଭେଟି ପ୍ରସ୍ତୁତ କରିପାରନ୍ତି ରଣନୀତି ! ସେପଟେ  ସଂଜୟ ରାୱତଙ୍କ ପାଇଁ ବଢିଲା ଅଡୁଆ, ହାଜର ହେବାକୁ ଦ୍ୱିତୀୟ ନୋଟିସ ପଠାଇଲା ପ୍ରବର୍ତ୍ତନ…

ରିଲିଆନ୍ସ ଜିଓ ବୋର୍ଡରୁ ମୁକେଶ ଅମ୍ବାନୀଙ୍କ ଇସ୍ତଫା, ଜାଣନ୍ତୁ କାରଣ…

ମୁମ୍ବାଇ: ଇସ୍ତଫା ଦେଲେ ମୁକେଶ ଅମ୍ବାନୀ । ରିଲାଏନ୍ସ ଇଣ୍ଡଷ୍ଟ୍ରୀଜ୍, ରିଲାଏନ୍ସ ଜିଓ ଇନଫୋକମ୍ ଲିମିଟେଡର ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଇଛନ୍ତି ମୁକେଶ ଅମ୍ବାନୀ । ଏବେ ବୋର୍ଡର ଅଣ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ଅଧ୍ୟକ୍ଷ ଭାବେ ମୁକେଶ ଅମ୍ବାନୀଙ୍କ ପୁଅ ଆକାଶ ଅମ୍ବାନୀଙ୍କୁ…

ବିଦ୍ରୋହୀ ବିଧାୟକଙ୍କୁ ମନାଇବାକୁ ଉଦ୍ଧବଙ୍କ ପ୍ରୟାସ, କଲେ ଭାବପୂର୍ଣ୍ଣ ନିବେଦନ

ମୁମ୍ବାଇ: ମହାରାଷ୍ଟ୍ରରେ ସରକାର ସଂକଟ ଭିତରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ବିଦ୍ରୋହୀ ବିଧାୟକଙ୍କୁ ମନାଇବା ଲାଗି ଆଉ ଏକ ପ୍ରୟାସ କରିଛନ୍ତି । ଜାରି କରିଛନ୍ତି ଏକ ଭାବ ପ୍ରବଣ ଭିଡିଓ । ଯେଉଁଥିରେ ଉଦ୍ଧବ ଠାକରେ କହିଛନ୍ତି, ଆଲୋଚନା ମାଧ୍ୟମରେ ହୋଇ ପାରିବ ସମାଧାନ । ସେଥିପାଇଁ କେବଳ…