Latest Odisha News

BREAKING NEWS

Browsing Category

ଫିଚର

ମମତାଙ୍କ ମଞ୍ଚରେ ଫାଟ: ଯୋଗ ଦେଲେନି ନବୀନ

ଦିଲ୍ଲୀ : ମମତା ବାନାର୍ଜୀଙ୍କୁ ଲାଗିଛି ଝଟକା । ତୃଣମୂଳ ନେତ୍ରୀଙ୍କ ସବୁ ଯୋଜନା ପାଣି ଫୋଟକା ପରି ମିଳେଇ ଯାଇଛି । ଯୁଦ୍ଧ କରିବା ପୂର୍ବରୁ ସେନାପତିମାନେ ମମତାଙ୍କ ଯୁଦ୍ଧକୁ ପସନ୍ଦ କରିନାହାଁନ୍ତି । ମମତାଙ୍କ ବୈଠକକୁ ସାରା ଦେଶ ଅନାଇ ରହିଥିବା ବେଳେ ତାହା ଫୁସ ହୋଇଯାଇଛି ।  ବିଜେପି…

ବିରୋଧୀ ବୈଠକରେ ମିଳିତ ପ୍ରାର୍ଥୀ; ଏନଡିଏକୁ ସମର୍ଥନ ଦେଇପାରେ ବିଜେଡି

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ପାଇଁ ବୁଧବାର ଜାତୀୟ ନିର୍ବାଚନ କମିଶନ ବିଜ୍ଞପ୍ତି ଜାରି କରିଛନ୍ତି । ସେପଟେ ଏନଡିଏ ବିରୋଧୀ ଗୋଷ୍ଠୀଙ୍କୁ କନଷ୍ଟିଚ୍ୟୁସନ କ୍ଲବରେ ଏକାଠି କରିଛନ୍ତି ମମତା । ଏଥିରେ ପ୍ରାୟ ୧୭ଟି ଦଳ ଯୋଗ ଦେଇଥିଲେ । ସମାଜବାଦୀ ପାର୍ଟିର ଅଖିଳେଶ ଯାଦବ, ଏନସିପିର ଶରଦ…

ଆୟର୍ଲାଣ୍ଡ ବିପକ୍ଷ ସିରିଜରେ ଅଧିନାୟକ ହେବେ ହାର୍ଦ୍ଦିକ !

ମୁମ୍ବାଇ: ଆଗାମୀ ଆୟର୍ଲାଣ୍ଡ ବିପକ୍ଷ ଟି୨୦ ସିରିଜରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଭାରତୀୟ କ୍ରିକେଟ ଦଳର ନେତୃତ୍ୱ ଦାୟିତ୍ୱ ପ୍ରଦାନ କରାଯିବା ନେଇ ଆଲୋଚନା ଚାଲିଛି । ଇଂଲଣ୍ଡ ଗସ୍ତ ପୂର୍ବରୁ ଆଘାତ ସମସ୍ୟାରେ ପଡିଥିବା ଉପ ଅଧିନାୟକ କେଏଲ ରାହୁଲ ଇଂଲଣ୍ଡ ବିପକ୍ଷ ବକେୟା ଏଜବେଷ୍ଟନ ଟେଷ୍ଟରେ…

ଦିଲ୍ଲୀ ପୁଲିସର ଦମନଲୀଳାକୁ କଂଗ୍ରେସର ଦୃଢ଼ ନିନ୍ଦା

ଭୁବନେଶ୍ୱର  : କେନ୍ଦ୍ରର ମୋଦୀ ସରକାରଙ୍କର ଏକଛତ୍ରବାଦ ନୀତି ଓ ପୁଲିସ୍‌ର ଦମନଲୀଳାକୁ  ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଦୃଢ଼ ନିନ୍ଦା କରିଛି । ଏହା ଗଣତାନ୍ତ୍ରିକ ବିଧି ବ୍ୟବସ୍ଥାର ପରିପନ୍ଥି ବୋଲି ପ୍ରଦେଶ କଂଗ୍ରେସର ସଭାପତି  ଶରତ ପଟ୍ଟନାୟକ କହିଛନ୍ତି । ଗଣମାଧ୍ୟମକୁ ସମ୍ବୋଦ୍ଧିତ କରି…

ଜାତୀୟ ମୁଏଥାଇ ପ୍ରତିଯୋଗିତା ୧୬ ଜୁନରୁ: ଓଡିଶା ଦଳ ଘୋଷିତ

ଭୁବନେଶ୍ୱର: ୧୬ରୁ ୨୨ ଜୁନ ପର୍ଯ୍ୟନ୍ତ ମଧ୍ୟପ୍ରଦେଶରେ ଆୟୋଜିତ ହେବ ଜାତୀୟ ମୁଏଥାଇ ପ୍ରତିଯୋଗିତା । ଏଥିପାଇଁ ଓଡିଶାର ୪୮ ଜଣିଆ ଦଳ ଘୋଷଣା କରାଯାଇଛି । ସେମାନଙ୍କ ସହ ୧୦ ଅଫିସିଆଲ ରହିବେ । ଆନ୍ତର୍ଜାତୀୟ ଅଲିମ୍ପିକ କମିଟି ଦ୍ୱାରା ସ୍ୱୀକୃତ ପାଇଥିବା ଇଂଟରନ୍ୟାଶନାଲ ଫେଡେରେଶନ ଅଫ ମୁଏଥାଇ…

ଫିଲ୍ମ ମେକର ଡେଭିଡ ଧାୱନ ଡାକ୍ତରଖାନାରେ ଭର୍ତି

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଫିଲ୍ମମେକର ଡେଭିଡ ଧାୱନଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଛି । ଏହି ଖବର ପାଇବା ମାତ୍ରେ ତାଙ୍କ ପୁତ୍ର ବରୁଣ ଧାୱନ ବାପାଙ୍କ ସ୍ୱାସ୍ଥ୍ୟାବସ୍ଥା ଜାଣିବା ମାତ୍ରେ ଯୁଗ ଯୁଗ ଜିୟୋ ଫିଲ୍ମର ପ୍ରମୋଶନ ଅଧାରୁ ଛାଡି…

[ଦେଖନ୍ତୁ ଭିଡିଓ] ବର୍ଷାଙ୍କ ଏକାଧିକ ପରିଚୟପତ୍ରର ତଦନ୍ତ ଦାବି କରି ଇଡିର ଦ୍ୱାରସ୍ଥ ହେଲେ ଅନୁଭବ ମହାନ୍ତି

କଟକ: କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ମାମଲା କୋର୍ଟରେ ବିଚରାଧିନ ରହିଛି । ଅନ୍ୟପଟେ ବର୍ଷାଙ୍କ ଏକାଧିକ ପରିଚୟପତ୍ରର ତଦନ୍ତ ଦାବି କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଦ୍ୱାରସ୍ଥ ହୋଇଛନ୍ତି ଅନୁଭବ । ଓଡ଼ିଶା…

ରଥଖଳାରେ ଅଘଟଣ, ୨ ଜଣ ସେବକ ଆହତ

ପୁରୀ: ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଥିବା ବେଳେ ଅଘଟଣ ଘଟିଛି । ରଥ କାମ କରୁଥିବା ସମୟରେ ପୃଥକ ପୃଥକ ଦୁର୍ଘଟଣାରେ ୨ ସେବକ ଆହତ ହୋଇଛନ୍ତି । ରଥ ନିର୍ମାଣରେ ନିୟୋଜିତ ଦୁଇ ସେବକଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠା ଯାଇଛି । ସକାଳୁ ଭୋଇ ସେବକ ବିଷ୍ଣୁ ଭୋଇ ଛ କାଠ…

ପୁଣି ମହଙ୍ଗା ମାଡ଼, ନୂଆ ଗ୍ୟାସ୍ ସଂଯୋଗ ପାଇଁ ଦେବାକୁ ପଡ଼ିବ ଅଧିକ ଟଙ୍କା

ନୂଆଦିଲ୍ଲୀ: ଦିନକୁ ଦିନ ବିଭିନ୍ନ ସାମଗ୍ରୀର ଦର ବଢ଼ି ଚାଲିଛି । ଗତ କିଛିମାସ ମଧ୍ୟରେ ରୋଷେଇ ଘରେ ବ୍ୟବହୃତ ବିଭିନ୍ନ ଜିନିଷର ଦର ବଢ଼ିଥିବା ବେଳେ ଏବେ ନୂଆ ଘରୋଇ ଗ୍ୟାସ୍ ସଂଯୋଗ ନେବା ମଧ୍ୟ ମହଙ୍ଗା ହୋଇଛି । ଆସନ୍ତାକାଲି ଜୁନ୍ ୧୬ ତାରିଖରୁ ତୈଳ କମ୍ପାନୀ ଗ୍ୟାସ୍ ସଂଯୋଗ କ୍ଷେତ୍ରରେ…

ଆଗାମୀ ୪୮ ଘଣ୍ଟାରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା

ଭୁବନେଶ୍ୱର: ଅନୁକୂଳ ହେଉଛି ପାଗ । ଆଗାମୀ ୪୮ ଘଣ୍ଟାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ସମ୍ଭାବନା । ଏବେ ଦକ୍ଷିଣ ଓଡ଼ିଶାରେ କିଛି ଅଞ୍ଚଳରେ ପ୍ରାକ୍-ମୌସୁମୀ ବର୍ଷା ଆରମ୍ଭ ହୋଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପ୍ରବେଶ କରିବା ପାଇଁ ପାଗ ଅନୁକୂଳ ଥିବା ଟ୍ୱିଟ୍…