Latest Odisha News

BREAKING NEWS

Browsing Category

ଫିଚର

ରାମ ଭଜନ ବାଜିବା ମାତ୍ରେ ନାଚିଲେ କୋହଲି

କେପଟାଉନ: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟ ଅବସରରେ ବିରାଟ କୋହଲି ରାମ ସିୟା ରାମ ଭଜନରେ ନାଚୁଥିବା ଦେଖିବାକୁ ମିଳିଥିଲା । ଜାନୁୟାରୀ ୨୨ରେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ହେବ । ଏହି ଦିବ୍ୟ ବାତାବରଣ ନେଇ ସାରା ଦେଶ ଝୁମି ଉଠିଛି । କୋହଲି ବି ଏଥିରୁ ବାଦ…

କରନ ନିଜେ ମାନିଲେ, ଫିଲ୍ମର ନେଗେଟିଭ ରେଟିଂରୁ ବଂଚିବା ପାଇଁ ନକଲି ରିଭ୍ୟୁ କରାଇଥାନ୍ତି

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଓ ବିବାଦୀୟ ଫିଲ୍ମମେକର କରନ ଜୋହରଙ୍କ ଏକ ବୟାନ ଏବେ ଚର୍ଚ୍ଚାର କାରଣ ସାଜିଛି । ଫିଲ୍ମର ନେଗେଟିମ ରେଟିଂରୁ ବଂଚିବା ପାଇଁ ନକଲି ରିଭ୍ୟୁ କରାଇଥାଏ ବୋଲି ସେ ଏକ କାର୍ଯ୍ୟକ୍ରମରେ ନିଜେ ସ୍ୱୀକାର କରିଛନ୍ତି । ଏହା ଫଳରେ ଫିଲ୍ମ ଭଲ ହୋଇ ନ ଥିଲେ ମଧ୍ୟ ଦର୍ଶକ…

ଭାରତ ବିପକ୍ଷରେ ଦକ୍ଷିଣ ଆଫ୍ରିକାର ଟେଷ୍ଟରେ ସର୍ବନିମ୍ନ ସ୍କୋର: ସିରାଜଙ୍କ ଘାତକ ବୋଲିଂରେ ୫୫ରେ ଅଲଆଉଟ

କେପଟାଉନ: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଭାରତୀୟ ପେସ ବୋଲିଂ ବାହିନୀ ଘାତକ ବୋଲିଂ କରିଛନ୍ତି । ମହମ୍ମଦ ସିରାଜଙ୍କ ୬ ୱିକେଟ ବଳରେ ଟିମ ଇଣ୍ଡିଆ ୫୫ ରନରେ ଦକ୍ଷିଣ ଆଫ୍ରିକାକୁ ଅଲଆଉଟ କରି ଦେଇଛି । ଯଶପ୍ରୀତ ବୁମରାହ ଓ ମୁକେଶ କୁମାର ୨ଟି ଲେଖାଁଏ ୱିକେଟ ନେଇଥିଲେ ।…

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଯାଉ: ବିଜେପି

ଭୁବନେଶ୍ୱର: ଓଡ଼ିଶାର ଅନ୍ୟତମ ପ୍ରଜ୍ଞାପୁରୁଷ ତଥା ଲକ୍ଷ ଲକ୍ଷ ଆଦିବାସୀମାନଙ୍କର ଆଶାର ପ୍ରାଣକେନ୍ଦ୍ର ଥିବା ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାକୁ ଆଜି ୧୫ବର୍ଷ ବିତିଗଲାଣି । କିନ୍ତୁ ବଡ ଆଶ୍ଚର୍ଯ୍ୟର ବିଷୟ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାର ତଦନ୍ତ କମିଶନ ରିପୋର୍ଟ…

ପାହାଡ଼ି ଗ୍ୟାଙ୍ଗର ୮ ଲୁଟେରା ଗିରଫ, ମୋବାଇଲ ଚୋରି କରି ଖାଲି କରୁଥିଲେ ଆକାଉଣ୍ଟ

ଭୁବନେଶ୍ବର: ପୋଲିସ ହାତରେ ପାହାଡି ଗ୍ୟାଙ୍ଗ । ୨୨ ଟି ମୋବାଇଲ୍‌ ସହ ୧ ଲକ୍ଷ ୩୦ ହଜାର ଟଙ୍କା ଜବତ କଲା କମିଶନରେଟ ପୋଲିସ । ତେବେ ଗିରଫ ସମସ୍ତ ୮ ଜଣ ଲୁଟେରା ଝାଡ଼ଖଣ୍ଡର ହୋଇଥିବା ସୂଚନା ଦେଇଛି ପୋଲିସ । ସୂଚନା ଅନୂସାରେ, ଏହି ପାହାଡି ଗ୍ୟାଙ୍ଗ ଦୀର୍ଘ କିଛି ଦିନ ହେବ ମୋ ବସ୍ ଓ…

ବୈଦେଶିକ ମନ୍ତ୍ରଣାଳୟର ନୂଆ ମୁଖପାତ୍ର ହେଲେ ରଣଧୀର ଜୈସୱାଲ, ଅରିନ୍ଦମ ବାଗଚିଙ୍କୁ ଏହି ବଡ ଦାୟିତ୍ୱ

ନୂଆଦିଲ୍ଲୀ: ଭାରତୀୟ ବୈଦେଶିକ ମନ୍ତ୍ରଣାଳୟର ନୂଆ ମୁଖପାତ୍ର ହେଲେ ରଣଧୀର ଜୈସୱାଲ । ସେହିପରି ବର୍ତ୍ତମାନ ପର୍ଯ୍ୟନ୍ତ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟରେ ମୁଖପାତ୍ର ଭାବରେ କାର୍ଯ୍ୟ କରୁଥିବା ଅରିନ୍ଦମ ବାଗଚି ଙ୍କୁ ଆଉ ଏକ ନୂତନ ଦାୟିତ୍ବ ପ୍ରଦାନ କରାଯାଇଛି । ଏନେଇ ଅରିନ୍ଦମ ବାଗଚି ତାଙ୍କ…

ରାଜ୍ୟରେ ଆଉ ୫ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୭ କୁ ବୃଦ୍ଧି

ଭୁବନେଶ୍ବର: ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ଦିନ କୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ମଧ୍ୟ ଧୀରେ ଧୀରେ ଉପରମୁହାଁ ହେଉଛି ସଂକ୍ରମିତଙ୍କ ଗ୍ରାଫ । ଆଜି ମଧ୍ୟ ରାଜ୍ୟରେ ଆଉ ୫ ନୂଆ ଆକ୍ତାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ବର୍ତ୍ତମାନ ରାଜ୍ୟରେ କୋରୋନା ସଂକ୍ରମିତଙ୍କ…

ପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ପାଇଁ ରାବଣ ଦେଶରୁ ଆସିଛି ଜଳ, ଅନେକ ମୁସଲିମ ଦେଶରୁ ମଧ୍ୟ ଆସିଛି ଜଳ

ନୂଆଦିଲ୍ଲୀ: ଅଯୋଧ୍ୟା ମନ୍ଦିର ପାଇଁ ରାମଲାଲାର ମୂର୍ତ୍ତି ଚୂଡାନ୍ତ ହୋଇଛି । ଆସନ୍ତା ୧୭ ତାରିଖରେ ତାହା ସାର୍ବଜନୀନ ହେବ। ସେହି ଦିନ ଏକ ନଗର ଭ୍ରମଣ କାର୍ଯ୍ୟକ୍ରମ ମଧ୍ୟ ଅଛି | ଆସନ୍ତା ଜାନୁଆରୀ ୨୨ରେ ଭବ୍ୟ ଅଯୋଧ୍ୟା ମନ୍ଦିରରେ ପ୍ରଭୁ ରାମଲାଲାଙ୍କର ପ୍ରାଣ ପ୍ରତିଷ୍ଠା ହେବ । ସେଥିପାଇଁ…

ପୁଣି ମଝି ଚିଲିକାରେ ଫସିଲା ଡଙ୍ଗା,ଡଙ୍ଗାରେ ଅଛନ୍ତି ୨୫ ଯାତ୍ରୀ

କୃଷ୍ଣପ୍ରସାଦ: ପୁଣି ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଚିଲିକାରେ ଫସି ରହିଛି ଡଙ୍ଗା । ସାତପଡ଼ାରୁ ଜହ୍ନିକୁଦା ଯିବାବେଳେ ଫସି ରହିଲା ଡଙ୍ଗା । ଡଙ୍ଗାରେ ୨୫ ଯାତ୍ରୀ ଙ୍କ ସହ ୧୦ଟି ବାଇକ ଥିବା ସୂଚନା । ଉଦ୍ଧାର କରିବା ପାଇଁ ସ୍ଥାନୀୟ ପ୍ରଶାସନକୁ…

ଆଦାନୀ ହିଣ୍ଡେନବର୍ଗ ମାମଲା: ସେବି ତଦନ୍ତକୁ ସମର୍ଥନ, ଏସଆଇଟି ତଦନ୍ତକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଦାନୀ-ହିଣ୍ଡେନବର୍ଗ ମାମଲାରେ ସିକ୍ୟୁରିଟିଜ୍ ଆଣ୍ଡ୍ ଏକ୍ସଚେଞ୍ଜ ବୋର୍ଡ ଅଫ୍ ଇଣ୍ଡିଆ (ସେବି) ତଦନ୍ତରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ସୁପ୍ରିମକୋର୍ଟ ତାଙ୍କ ରାୟରେ କହିଛନ୍ତି ଯେ ସେବିରୁ ଏସ୍ଆଇଟି (ସ୍ପେଶାଲ ଇନଭେଷ୍ଟିଗେସନ୍ ଟିମ୍)କୁ ତଦନ୍ତ…