Latest Odisha News

BREAKING NEWS

Browsing Category

ଫିଚର

ଧରା ପଡିଲେ ଜମତାରା ଗ୍ୟାଙ୍ଗ, ୪ ଅଭିଯୁକ୍ତଙ୍କୁ ଗିରଫ କଲା କେନ୍ଦୁଝର ପୋଲିସ

କେନ୍ଦୁଝର: କେନ୍ଦୁଝର ପୋଲିସର ବଡ ସଫଳତା । ସାଇବର କ୍ରାଇମ ପାଇଁ ବ୍ୟବହାର ହେଉଥିବା ନକଲି ୪ ହଜାର ସିମକାର୍ଡ଼ ବିକ୍ରି କରିଥିବା ୪ଜଣ ଅପରାଧୀଙ୍କୁ ଗିରଫ କରିଛି କେନ୍ଦୁଝର ଜିଲ୍ଲା ପୋଲିସ । ଏହି ୪ ହଜାରରୁ ଉର୍ଦ୍ଧ୍ଵ ନକଲି ସିମ୍ କାର୍ଡ଼ ଝାଡଖଣ୍ଡ, ବିହାର, ରାଜସ୍ଥାନ ଆଦି ରାଜ୍ୟର ସାଇବର୍…

କ୍ଷୁଦ୍ରତମ ରାମ ମନ୍ଦିର କଲେ ଉଦୟପୁରର କଳାକାର

ଉଦୟପୁର: ଅଯୋଧ୍ୟାରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ ହୋଇଯାଇଛି । ଏଥିନେଇ ଭାରତ ରାମମୟ ହୋଇ ଉଠିଛି । ଯିଏ ଯାହାର ଶୈଳୀରେ ଏହି ଉତ୍ସବ ମନେଇବାରେ ବ୍ୟସ୍ତ । ଉଦୟପୁରର ପୀୟୁଷ ପ୍ରତାପ ସିଂ ଗହମଠାରୁ କ୍ଷୁଦ୍ର ରାମ ମନ୍ଦିର କଳାକୃତି ପ୍ରସ୍ତୁତ କରିଛନ୍ତି । ଏହାର ଓଜନ ୦.୦୨୦…

ଆସନ୍ତାକାଲିଠୁ ପାଗ ବଦଳିବ, ୩୧ ଯାଏଁ ରାଜ୍ୟରେ ଜାରି ରହିବ କୋହଲା ପାଗ ସାଙ୍ଗକୁ ଥଣ୍ଡା ପବନ

ଭୁବନେଶ୍ବର: ରାଜ୍ୟରେ ଏବେ ବର୍ଷା ସାଙ୍ଗକୁ ଲାଗି ରହିଛି କୋହଲା ପାଗ । ଯାହାଫଳରେ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ବର୍ତ୍ତମାନ ସମୟରେ ପଶ୍ଚିମ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଶୀତରେ ଥରୁଛି ଦକ୍ଷିଣ ଓଡ଼ିଶା । ଉପକୂଳ ଓଡ଼ିଶାରେ ସ୍ଥାନେ ସ୍ଥାନେ ବର୍ଷା ସାଙ୍ଗକୁ…

ରାମ ମନ୍ଦିରକୁ ନେଇ ପ୍ରଧାମନ୍ତ୍ରୀଙ୍କୁ ଦିଗବିଜୟ ସିଂହଙ୍କ ୪ଟି ପ୍ରଶ୍ନ

ନୂଆଦିଲ୍ଲୀ: ରଘୁନନ୍ଦନ ରାମଲାଲାଙ୍କର ଭବ୍ୟ ପ୍ରାଣ ପ୍ରତିଷ୍ଠା ପରେ ଥମିବାରେ ନାଁ ନେଉନି ରାଜନୀତି। ଶାସକ ଦଳକୁ ବିରୋଧୀ ଟାର୍ଗେଟ କରିବାରେ କୌଣସି ସୁଯୋଗ ହାତ ଛଡ଼ା କରୁନାହାନ୍ତି। ଏହି କ୍ରମରେ କଂଗ୍ରେସ ନେତା ଦିଗବିଜୟ ସିଂ ରାମଲାଲାଙ୍କ ସମର୍ପଣ ସମାରୋହକୁ ନେଇ ପ୍ରଶ୍ନ ଉଠାଇଛନ୍ତି।…

ରାହୁଲ ଗାନ୍ଧିଙ୍କୁ ଗିରଫ କରାଯିବ: ଆସାମ ମୁଖ୍ୟମନ୍ତ୍ରୀ

ଆସାମ: ଲଗାତାର କିଛି ଦିନ ହେବ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ଓ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ନେ଼ଇ ଚାଲିଥିବା ଆରୋପ ପ୍ରତ୍ୟାରୋପ ମଧ୍ୟରେ କଥା ପହଞ୍ଚିଛି ରାହୁଲଙ୍କ ଗିରଫଦାରୀରେ। ହିମନ୍ତ କହିଛନ୍ତି, ରାହୁଲ ଗାନ୍ଧିଙ୍କୁ ଗିରଫ କରାଯିବ । ତାଙ୍କ କହିବା କଥା ଯେ,…

ସମଲେଇ ପ୍ରକଳ୍ପ ଲୋକାର୍ପଣ: ୨୭ରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ବର: ଆସନ୍ତା ୨୭ତାରିଖରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ସେଦିନ ଚତୁର୍ଥ ଶନିବାର ଥିବାରୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ଥିବା ବେଳେ ସମସ୍ତ ଶିକ୍ଷାନୁଷ୍ଠାକୁ ବନ୍ଦ ଘୋଷାଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀ…

ଆଜି ଠାରୁ ହାଇଦ୍ରାବାଦ ଟେଷ୍ଟ, ଘରୋଇ ଦଳର ଏଭଳି ରହିଛି ରେକର୍ଡ

ହାଇଦ୍ରାବାଦ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ଟିକିଆ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଆଜି ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଆରମ୍ଭ ହେବ। ୬ ବର୍ଷ ପରେ ହାଇଦ୍ରାବାଦରେ ଏକ ଆନ୍ତର୍ଜାତୀୟ ଟେଷ୍ଟ ମ୍ୟାଚ୍ ଖେଳାଯାଉଛି। ଶେଷ ଥର ପାଇଁ ଟିମ୍ ଇଣ୍ଡିଆ ୨୦୧୮ରେ…

ଅବସର ଘୋଷଣା କଲେ ଅନ୍ତର୍ଜାତୀୟ ମହିଳା ବକ୍ସର ମେରି କମ

ନୂଆଦିଲ୍ଲୀ: ଭାରତର ଅନ୍ତର୍ଜାତୀୟସ୍ତରର ଷ୍ଟାର ମହିଳା ବକ୍ସର ମେରି କମ ଅବସର ଘୋଷଣା କରିଛନ୍ତି। ମେରି କମଙ୍କ ଏହି ଘୋଷଣା ପ୍ରଶଂସକଙ୍କୁ ଝଟକା ଦେଇଛି। ଅତ୍ୟଧିକ ବୟସକୁ ଅବସରର କାରଣ ଦର୍ଶାଇଛନ୍ତି ମେରି। ମେରି କମ୍ ୬ଥର ବିଶ୍ୱ ଚାମ୍ପିଅନ୍ ଏବଂ ୨୦୧୨ ଅଲିମ୍ପିକ୍ ପଦକ ବିଜେତା। ତାଙ୍କର…

ରାମଲଲାଙ୍କ ଜୀବନ୍ତ ଆଖି ଓ ହସର ରହସ୍ୟ ଖୋଲିଲେ ଯୋଗୀରାଜ

ଅଯୋଧ୍ୟା: ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ଭକ୍ତମାନେ ପ୍ରଭୂଙ୍କ ଚେହେରା ଦେଖି ବିଭୋର ହୋଇ ଉଠିଛନ୍ତି । ଶ୍ରରାମଙ୍କ ବାଳସ୍ୱରୂପ ମୂର୍ତିର ଜୀବନ୍ତ ଆଖି ଓ ହସ ଅନେକଙ୍କୁ ଭାବପ୍ରବଣ କରି ଦେଇଛି । ମୂର୍ତି ତିଆରି କରିଥିବା କାରୀଗର ଅରୁଣ ଯୋଗୀରାଜ ଢ଼ଳଢ଼ଳ ଆଖିର ରହସ୍ୟ ଖୋଲିଛନ୍ତି । ସେ…

ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ ୨୫ରୁ, ମନେ ଅଛି ତ ଭେସଲିନ ବିବାଦ..

ନୂଆଦିଲ୍ଲୀ: ଭାରତ ଓ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ କ୍ରିକେଟ ସିରିଜ ୨୫ରୁ ଆରମ୍ଭ ହେବ । ଯେବେ ବି ଏହି ଦୁଇ ଦେଶ ମଧ୍ୟରେ ଟେଷ୍ଟ ସିରିଜ ଆରମ୍ଭ ହୁଏ ସେତେବେଳେ ଇଂଲଣ୍ଡ ଟିମର ଭେସଲିନ ବିବାଦ ମନେ ପଡି ଯାଇଥାଏ । ୧୯୭୬ରେ ଇଂଲଣ୍ଡ ଟିମ ଭାରତ ଗସ୍ତରେ ୫ ମ୍ୟାଚ ବିଶିଷ୍ଟ ସିରିଜ…