Latest Odisha News

BREAKING NEWS

Browsing Category

ଫିଚର

ଚହଲ ଏବଂ ପଟେଲଙ୍କ ଦମଦାର ବୋଲିଂ, ବିଶାଖପାଟଣାରେ ବାଜି ମାରିଲା ଭାରତ

ଅମରାବତୀ: ଭାରତ-ଦକ୍ଷିଣ ଆଫ୍ରିକା ଶୃଙ୍ଖଳାର ତୃତୀୟ ମ୍ୟାଚରେ ଭାରତ ବିଜୟୀ ହୋଇଛି । ବିଶାଖପାଟଣାରେ ଖେଳାଯାଉଥିବା ଏହି ମ୍ୟାଚକୁ ଭାରତ ୪୮ ରନରେ ବିଜୟ ହାସଲ କରିଛି। ପୂର୍ବରୁ ଦିଲ୍ଲୀ ଏବଂ ବାରବାଟୀରେ ଦକ୍ଷିଣ ଆଫ୍ରିକା ଘରୋଇ ଟିମ୍ ବିପକ୍ଷରେ ବିଜୟୀ ହୋଇ ୨-୦ରେ ଅଗ୍ରଣୀ ଥିଲା। ଏବେ ୫ଟି…

ପେନସନ୍‌ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ୪୨୦ ଖଣ୍ଡ ଚିଠି

ବ୍ରହ୍ମପୁର: ପେନସନ ବୃଦ୍ଧି ପାଇଁ ଅଭିନବ ଉପାୟରେ ପ୍ରତିବାଦ ବ୍ରହ୍ମପୁରରେ ମଙ୍ଗଳବାର ଦେଖିବାକୁ ମିଳିଛି । ଅଲ ଓଡ଼ିଶା ଇପିଏଫ୍‍ ପେନସନରର୍ସ ଆସୋସିଏଶନ୍‍ ଗଞ୍ଜାମ ଜିଲା ଶାଖା ତରଫରୁ ଏଭଳି ଉଦ୍ୟମ ହୋଇଛି । ବ୍ରହ୍ମପୁର ମୁଖ୍ୟ ଡାକଘର ନିକଟରେ ଏକତ୍ରିତ ହୋଇ ଜିଲା ସଭାପତି ପ୍ରତାପ ଚନ୍ଦ୍ର…

ବ୍ରହ୍ମପୁର ଉପକଣ୍ଠରେ ୮ଟିକିଆ ହାତୀପଲ

ବ୍ରହ୍ମପୁର: କୁକୁଡ଼ାଖଣ୍ଡି ବ୍ଲକର ଦକ୍ଷିଣପୁର ଘାଇ ପାଖରେ ୮ ଟିକିଆ ହାତୀପଲ ବୁଲାବୁଲି କରୁଛନ୍ତି । ଏହି ହାତୀପଲକୁ ନେଇ ଆଖାପାଖର ଅଞ୍ଚଳବାସୀଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି । ବିଶେଷକରି ଫସଲ ନଷ୍ଟ ଏବଂ ହାତୀପଲର ଜନବସତି ମୁହାଁକୁ ନେଇ ସେମାନେ ନାନା ଆଶଙ୍କାରେ ରହିଛନ୍ତି । ଅପରପକ୍ଷେ ବନ…

ପୁଣି ଆସନ୍ତାକାଲି ରାହୁଲ ଗାନ୍ଧିଙ୍କୁ ଜେରା କରିବ ଇଡି

ନୂଆଦିଲ୍ଲୀ: ଆସନ୍ତାକାଲି ପୁଣି ରାହୁଲ ଗାନ୍ଧିଙ୍କୁ ଜେରା କରିବ ଇଡି  ।  ନ୍ୟାସନାଲ ହେରାଲ୍ଡ ମାମଲାରେ ଲଗାତାର ଦ୍ୱିତୀୟ ଦିନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଆଠ ଘଂଟାରୁ ଅଧିକ ସମୟ ପଚରାଉଚରା କରିଛି ।  ସୋମବାର, ଇଡି ଦୁଇଟି ପର୍ଯ୍ୟାୟରେ 10…

ରଣବୀର-ଆଲିୟାଙ୍କ ବ୍ରହ୍ମାସ୍ତ୍ରରେ ଶାହାରୁଖଙ୍କ ଭୂମିକାର ହେଲା ଖୁଲାସା!

ମୁମ୍ବାଇ: ରଣବୀର କାପୁର ଓ ଆଲିଆ ଭଟ୍ଟ ଅଭିନୀତ ବ୍ରହ୍ମାସ୍ତ୍ର ଫିଲ୍ମର ଟିଜର ଏବେ ରିଲିଜ ହୋଇଛି । ଫଳରେ ଦର୍ଶକଙ୍କ ଉତ୍କଣ୍ଠା ଏହି ଫିଲ୍ମ ପ୍ରତି ଆହୁରି ବଢ଼ିଛି । ଟିଜରରେ ଶାହାରୁଖ ଖାଁଙ୍କୁ ଦେଖିବାକୁ ମିଳିଥିବା ପ୍ରଶଂସକମାନେ ଦାବୀ କରିଛନ୍ତି । କେତେକ ୱେବସାଇଟରେ ପ୍ରକାଶିତ ରିପୋର୍ଟ…

୪୮,୩୯୦.୫୨ କୋଟି ଟଙ୍କାରେ ନିଲାମ ହେଲା ଆଇପିଏଲ ମିଡିଆ ରାଇଟ୍ସ

ମୁମ୍ବାଇ: ଇଣ୍ଡିଆନ ପ୍ରିମିୟର ଲିଗର ଆଗାମୀ ୫ ବର୍ଷ ପାଇଁ ମିଡିଆ ରାଇଟ୍ସ ନିଲାମ ହୋଇଛି । ୨୦୨୩ରୁ ୨୭ ପର୍ଯ୍ୟନ୍ତ ଏହି ନିଲାମୀରେ ବିସିସିଆଇକୁ ମିଳିଛି ୪୮,୩୯୦.୫୨ କୋଟି ଟଙ୍କା । ଡିଜନୀ ଷ୍ଟାର ଭାରତୀୟ ମହାଦ୍ୱୀପର ଟିଭି ରାଇଟ୍ସ ବାବାଦକୁ ୨୩,୫୭୫ କୋଟି ଟଙ୍କା ଦେବ । ଭାୟକମ ୧୮ ଡିଜିଟାଲ…

ସୂର୍ଯ୍ୟରେ ବିସ୍ଫୋରଣ: ଏସିଆ, ଜାପାନରେ ପ୍ରଭାବ

ନୂଆଦିଲ୍ଲୀ: କିଛି ମାସ ହେବ ସୂର୍ଯ୍ୟରେ ଛୋଟ ବଡ ବିକିରଣ ଜନିତ ବିସ୍ଫୋରଣ ଘଟିବାରେ ଲାଗିଛି । ସୋମବାର ଏଠାରେ ଏକ ବଡ ଧରଣର ବିସ୍ଫୋରଣ ଘଟିଛି । ଯାହାର ପ୍ରଭାବ ଦକ୍ଷିଣ ପୂର୍ବ ଏସିଆରେ ଦେଖିବାକୁ ମିଳିଛି । ଜାପାନ ଏବଂ ଏହାର ଆଖପାଖ କେତେକ ଅଂଚଳରେ ରେଡିଓ ବ୍ଲାକଆଉଟ ଦେଖିବାକୁ ମିଳିଥିଲା ।…

ଯୁବକଙ୍କୁ ସେନାରେ ଭର୍ତ୍ତି ନେଇ ଆରମ୍ଭ ହେଲା ଅଗ୍ନିପଥ ସ୍କିମ୍, ଜାଣନ୍ତୁ କ’ଣ ମିଳିବ ଫାଇଦା

ନୂଆଦିଲ୍ଲୀ: ଦେଶରେ ବଢ଼ିବ ନିଯୁକ୍ତି ସୁଯୋଗ । କେନ୍ଦ୍ର ସରକାର ଆରମ୍ଭ କରିଛନ୍ତି ଅଗ୍ନିପଥ ସ୍କିମ୍ । ଏହି ସ୍କିମ୍ ଜରିଆରେ ଭର୍ତ୍ତି ଲାଗି ଯୁବବର୍ଗଙ୍କ ବୟସ ୧୭ ବର୍ଷ ୬ ମାସରୁ ନେଇ ୨୧ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ଭର୍ତ୍ତି ଯୁବକଙ୍କୁ ଟ୍ରେନିଂରୁ ନେଇ ୪ ବର୍ଷ ଯାଏ ସେନାରେ ସେବାର…

ପ୍ରାକ୍-ମୌସୁମୀ ବର୍ଷା ଆରମ୍ଭ, ଆସନ୍ତା ୫ ଦିନ ଯାଏ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ଆଶଙ୍କା

ଭୁବନେଶ୍ୱର: ରଜରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ପ୍ରାକ୍-ମୌସୁମୀ ବର୍ଷା । ଅନ୍ୟପଟେ ଆସନ୍ତା ୫ ଦିନ ଯାଏ ରାଜ୍ୟରେ ଘଡ଼ଘଡ଼ି ଓ ବଜ୍ରପାତ ଆଶଙ୍କା ରହିଛି । ୧୮ ତାରିଖ ଯାଏ ଏଭଳି ସ୍ଥିତି ବିଭିନ୍ନ ଜିଲ୍ଲାରେ ଲାଗି ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ଗଜାନନ ବେଶ ଏବଂ ଏହାର କିମ୍ଵଦନ୍ତୀ

- ଦେବଦତ୍ତ ରଥ ଶ୍ରୀମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରା ମଧ୍ୟରୁ ସ୍ନାନ ଯାତ୍ରା ଅନ୍ୟତମ । ଏହାକୁ ଦେବସ୍ନାନ ପୂର୍ଣ୍ଣିମା କୁହାଯାଏ। ପ୍ରତି ବର୍ଷ ଜ୍ୟୈଷ୍ଠ ମାସ ପୂର୍ଣ୍ଣିମା ତିଥିରେ ଏହା ପାଳିତ ହୋଇଥାଏ । ଏହି ଅବସରରେ ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେରେ ଆନନ୍ଦବଜାର ସ୍ଥିତ…