Latest Odisha News

BREAKING NEWS

Browsing Category

ଫିଚର

[ଦେଖନ୍ତୁ ଭିଡିଓ] ତିର୍ତ୍ତୋଲ ବିଧାୟକଙ୍କ ପ୍ରେମ କାହାଣୀ ନେଇ ହାଇପ୍ରୋଫାଇଲ ଡ୍ରାମା: ବିଧାୟକଙ୍କୁ ହତ୍ୟା ଧମକ ଅଡ଼ିଓ…

ଜଗତସିଂହପୁର : ବିଧାୟକଙ୍କ ପ୍ରେମ କାହାଣୀ ନେଇ ହାଇପ୍ରୋଫାଇଲ ଡ୍ରାମା। ବିଧାୟକ ପ୍ରେମରେ ଧୋକା ଦେଇ ଠକିବାର ଅଭିଯୋଗ ପରେ ଏବେ ତାଙ୍କ ନାଁରେ ସେକ୍ସ ରାକେଟ ଚଳାଉଥିବା ସଙ୍ଗୀନ୍ ଅଭିଯୋଗ। ଖାଲି ସେିତିକି ନୁହେଁ ବିଚ୍ ରାସ୍ତାରେ ବିଜୟଙ୍କୁ ହତ୍ୟା କରାଯିବାର ଧମକ ବି ଦିଆଯାଇଛି ପ୍ରେମିକା…

ଅଗ୍ନିବୀର ଅବସର ନେବା ପରେ ମହିନ୍ଦ୍ରା ଗ୍ରୁପରେ ନିଯୁକ୍ତି ସୁଯୋଗ: ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ: ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ଚାଲିଥିବା ହିଂସାକାଣ୍ଡରେ ଦୁଃଖି ପ୍ରକାଶ କରିଛନ୍ତି ମହିନ୍ଦ୍ରା ଗ୍ରୁପ୍ର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ।  ସୋମବାର ଏହି ପ୍ରସଙ୍ଗରେ ଟୁଇଟ୍ କରି ନିଜର ଦୁଃଖ ପ୍ରକାଶ କରିବା ସହିତ ଏହି ଅଗ୍ନିବୀର ଅବସର ନେଲା ପରେ ତାଙ୍କ ଦ୍ୱାରା ପରିଚାଳିତ…

ପୂରା ରାଜ୍ୟକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ୨୪ ଯାଏ ବର୍ଷିବ

ଭୁବନେଶ୍ୱର: ରାଜ୍ୟର ସବୁ ଅଞ୍ଚଳକୁ ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସାରା ରାଜ୍ୟକୁ ମୌସୁମୀ ଛୁଇଁଥିବା ବେଳେ ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା । ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ କନ୍ଧମାଳ, ଗଞ୍ଜାମ,…

[ଦେଖନ୍ତୁ ଭିଡିଓ] ଜ୍ୱରରୁ ଉପଶମ ପାଇଁ ମହାପ୍ରଭୁଙ୍କୁ ଫୁଲୁରୀ ତେଲ ଲାଗି

ପୁରୀ : ସ୍ନାନ ପୂର୍ଣ୍ଣିମାରେ ଅତ୍ୟଧିକ ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ପିଡିତ ଚତୁର୍ଦ୍ଧା ମୁର୍ତ୍ତି । ଅଣସର ଘରେ ଦଇତାପତି ଓ ପତିମହାପାତ୍ର ସେବକମାନେ ନିଷ୍ଠାର ସହ ମହାପ୍ରଭୁଙ୍କୁ ଆୟୁର୍ବେଦୀୟ ଉପଚାର କରୁଛନ୍ତି। ଏବେ ମହାପ୍ରଭୁଙ୍କୁ ଗରମ ଚିକିତ୍ସା କରାଯାଉଥିବା ବେଳେ ଆଜି…

ଚତୁର୍ଥ ଥର ପାଇଁ ଇଡି ଅଫିସରେ ହାଜର ହୋଇ ପକ୍ଷ ରଖୁଛନ୍ତି ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ : ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ଚତୁର୍ଥ ଥର ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଫିସରେ ହାଜର ହୋଇ ପକ୍ଷ ରଖୁଛନ୍ତି। ସକାଳ ୧୧ଟା ୫ ମିନିଟରେ କଡା ସୁରକ୍ଷା ମଧ୍ୟରେ ଆସି ଦିଲ୍ଲୀର ଏପିଜେ ଅବଦୁଲ କାଲାମ ରୋଡସ୍ଥିତ ଇଡି ମୁଖ୍ୟାଳୟରେ…

ଅଗ୍ନିପଥକୁ ବିରୋଧ: ୧୮୧ଟି ଏକ୍ସପ୍ରେସ୍ ଟ୍ରେନ୍ ଓ ୩୪୮ଟି ପାସେଞ୍ଜର ଟ୍ରେନକୁ ବାତିଲ୍

ନୂଆଦିଲ୍ଲୀ: ସେନାରେ ନିଯୁକ୍ତି ନେଇ କେନ୍ଦ୍ରର ଅଗ୍ନିପଥ ନିଯୁକ୍ତି ଯୋଜନାକୁ ବିରୋଧ ପ୍ରଦର୍ଶନ ଜାରି ରହିଛି । ବିଭିନ୍ନ ସଂଗଠନ ଏହି ଯୋଜନାକୁ ବିରୋଧ କରି ଆଜି ଭାରତ ବନ୍ଦ ଡାକରା ଦେଇଛନ୍ତି। ଯାହାର ପ୍ରଭାବ ଆଜି ସୋମବାର ଦେଖିବାକୁ ମିଳିଛି। ହିଂସା ଏବଂ ଆଇନ ଶୃଙ୍ଖଳାକୁ ଆଖି ଆଗରେ ରଖି…

ଓଡ଼ିଆ ଟେଲି ଅଭିନେତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍ ନୋଟରେ ଲେଖିଲେ ଏମିତି କଥା…

ଭୁବନେଶ୍ୱର: ଓଡ଼ିଆ ଟେଲି ସିରିଏଲ୍ ଅଭିନେତ୍ରୀଙ୍କ ଆତ୍ମହତ୍ୟା । ୧୮ ତାରିଖ ବିଳମ୍ବିତ ରାତିରେ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝା ଆତ୍ମହତ୍ୟା କରିଛନ୍ତି । ନୟାପଲ୍ଲୀ ସ୍ଥିତ ଗଡ଼ସାହି ଭଡ଼ା ଘରୁ ମିଳିଛି ରଶ୍ମିରେଖାଙ୍କ ଝୁଲନ୍ତା ମୃତଦେହ । ତେବେ ରଶ୍ମିରେଖା କାହିଁକି ଓ କେଉଁ ପରିସ୍ଥିତିରେ…

ଭୁବନେଶ୍ୱରକୁ ବ୍ୟାପିପାରେ ‘ଅଗ୍ନିପଥ’ ନିଆଁ, ସହର ସାରା ଖାକିମୟ

ଭୁବନେଶ୍ୱର: ରାଜଧାନୀରେ ପୋଲିସର କଡ଼ା ପ୍ରସ୍ତୁତି । ‘ଅଗ୍ନିପଥ’କୁ ନେଇ ‌ବିରୋଧୀ ଭାରତ ବନ୍ଦ ଡାକରା ଦେଇଥିବା ବେଳେ ରାଜଧାନୀରେ ପୋଲିସ ସଜାଗ ରହିଛନ୍ତି । ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ମୁକାବିଲା ପାଇଁ ସହର ସାରା ମୁତୟନ ହୋଇଛନ୍ତି ପୋଲିସ । ବିଶେଷ କରି ବିଭିନ୍ନ ଟ୍ରାଫିକ ପୋଷ୍ଟ ସହ…

ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ, ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ

ଭୁବନେଶ୍ୱର: ରାଜ୍ୟ ଯୋଗାଣ ବିଭାଗର ମୁଖ୍ୟାଳୟର ଯୋଗାଣ ଅଧିକାରୀ ଆନନ୍ଦ ଚରଣ ସେଠୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଯୋଗାଣ ଅଧିକାରୀ ଅନାଦି ଚରଣ ସେଠୀଙ୍କ ଅଫିସ୍ ସହ ଆଉ ୫ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ । ବ୍ରହ୍ମପୁର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ନିର୍ଦ୍ଦେଶରେ ଚାଲିଥିବା…

ବିଦେଶ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ: ବହୁଦିନ ପରେ ବିଦେଶ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀରୁ ରୋମ୍ ଅଭିମୁଖେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ନିଜ ନେତାଙ୍କୁ ନନେଇ ଅଫିସରଙ୍କନେଇ ଭୋର ୪ଟା ୧୫ରେ ଦିଲ୍ଲୀ ଅନ୍ତଜାର୍ତୀୟ ବିମାନ ବନ୍ଦରରୁ ବିଦେଶ ଯାତ୍ରା ଆରମ୍ଭ କରିଛନ୍ତି । ରୋମ ରହଣୀ ସମୟରେ…