Latest Odisha News

BREAKING NEWS

Browsing Category

ଫିଚର

ପ୍ରଥମ ଥର ପାଇଁ ୩ଟି ଦେଶ ମିଳିତ ଭାବେ ଆୟୋଜନ କରିବେ ଫିଫା ବିଶ୍ୱକପ

ଜ୍ୟୁରିକ: ୨୦୨୬ ଫିଫା ବିଶ୍ୱକପ ଆମେରିକା, ମେକ୍ସିକୋ ଓ କାନାଡା ମିଳିତ ଭାବେ ଆୟୋଜନ କରିବେ । ଫିଫା (ଇଂଟରନ୍ୟାଶନାଲ ଫେଡେରେଶନ ଅଫ ଆସୋସିଏଶନ ଫୁଟବଲ) ଇତିହାସରେ ପ୍ରଥମ ଥର ପାଇଁ ୩ଟି ଦେଶକୁ ଆୟୋଜନ ଅଧିକାର ପ୍ରଦାନ କରାଯାଇଛି । ଆୟୋଜକ ଦେଶ ପକ୍ଷରୁ ୧୬ ସହରର ନାମ ମଧ୍ୟ ଘୋଷଣା କରାଯାଇଛି ।…

ଫଡନାଭିସଙ୍କ ମିଶନ 45, ଶିବସେନାକୁ ଟକ୍କର ଦେବ ବିଜେପି!

ମୁମ୍ବାଇ:  ମହାରାଷ୍ଟ୍ରରେ ବିଜେପି ଠିଆ ହେବ ନିଜ ଗୋଡରେ । ସେଥିପାଇଁ ରାତିଦିନ ପରିଶ୍ରମ କରୁଛି ବିଜେପି ।  ନିଜ ଗୋଡ଼ରେ ଠିଆ ହେବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି ଫଡନାଭିସ । ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଆଗାମୀ 2024 ନିର୍ବାଚନ ପାଇଁ ମିଶନ 45 ଲକ୍ଷ୍ୟ…

ରଜନୀକାନ୍ତଙ୍କ ଆଗାମୀ ଫିଲ୍ମର ନାମ ଜେଲର, ପ୍ରଶଂସକ ଉତ୍ସାହିତ

ମାଡ୍ରାସ: ଭାରତୀୟ ଫିଲ୍ମ ଦୁନିଆର ଲୋକପ୍ରିୟ ହୀରୋ ରଜନୀକାନ୍ତଙ୍କ ଆଗାମୀ ଫିଲ୍ମର ନାମ ଆଜି ଘୋଷଣା କରାଯାଇଛି । ଏହାର ନାମ ଜେଲର ରଖାଯାଇଛି । ପୋଷ୍ଟରରେ ଏକ ରକ୍ତ ଭିଜା ଛୁରୀ ଦେଖିବାକୁ ମିଳିଛି । ପୂର୍ବରୁ ନେଲସନ ଦିଲୀପ କୁମାର ନିର୍ଦ୍ଦେଶିତ ଏହି ଫିଲ୍ମର ନାମ ଥାଲାଇଭା ୧୬୯ ରଖା ଯାଇଥିଲା…

ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟର ସବୁଠାରୁ ବଡ ସ୍କୋର କଲା ଇଂଲଣ୍ଡ

ଲଣ୍ଡନ: ନେଦରଲାଣ୍ଡ ବିପକ୍ଷରେ ଆଜି ଇଂଲଣ୍ଡ କ୍ରିକେଟ ଦଳ ବିଶ୍ୱରେକର୍ଡ ସ୍ଥାପନ କରିଛନ୍ତି । ଇଂଲଣ୍ଡ ୪ ୱିକେଟ ବିନିମୟରେ ୪୯୮ ରନ କରି ଆନ୍ତର୍ଜାତୀୟ କ୍ରିକେଟର ସବୁଠାରୁ ବଡ ସ୍କୋର କରିବା ଗୌରବ ଅର୍ଜନ କରିଛି । ଫିଲ ସାଲ୍ଟ (୧୨୨), ଡେଭିଡ ମଲାନ (୧୨୫) ଓ ଜୋସ ବଟଲର ୧୬୨ ରନର ଇନିଂସ…

କୋହଲି, ବାବର ଗୋଟିଏ ଟିମରୁ ଖେଳିବେ !

ମୁମ୍ବାଇ: ବିରାଟ କୋହଲି ଓ ବାବର ଆଜାମ ଗୋଟିଏ ଟିମ ପକ୍ଷରୁ ଖେଳିବେ । ବିଶ୍ୱାସ ନ ହେଲେ ବି ଏହା ସତ୍ୟ । ୨୦୨୩ରେ ଏସିଆ ଓ ଆଫ୍ରିକା ଏକାଦଶ ମଧ୍ୟରେ ଏକା ମ୍ୟାଚ ଖେଳାଯିବା ନେଇ ଯୋଜନା ଚାଲିଛି । ଭାରତ ଓ ପାକିସ୍ତାନର ଏହି ଦୁଇ ଷ୍ଟାର ଖେଳାଳି ଏସିଆ ଏକାଦଶ ପକ୍ଷରୁ ପ୍ରତିନିଧିତ୍ୱ କରିବେ ।…

ଅଗ୍ନିପଥ ଯୋଜନା କ’ଣ?  ଯୁବ ବର୍ଗଙ୍କ ପାଇଁ ରହିଛି ଦେଶସେବା ସୁଯୋଗ

ଅଗ୍ନିପଥ ଯୋଜନାକୁ ନେଇ ଏବେ ସାରା ଦେଶରେ ଚର୍ଚା । ଅଧିକାଂଶ ଯୁବଗୋଷ୍ଠୀ ଏହାକୁ ସମର୍ଥନ କରୁଥିବାବେଳେ ଅନେକ ସ୍ଥାନରେ ଏହାକୁ କିନ୍ତୁ ବିରୋଧ କରାଯାଉଛି  । ତେବେ ଏହି ଯୋଜନାକୁ ବୁଝିଥିବା ଲୋକମାନେ ଏହା ସପକ୍ଷରେ କହୁଛନ୍ତି । ଏହା ଦ୍ବାରା ଦେଶରେ ସେନାବାହିନୀରେ ବୈପ୍ଲବିକ…

ବିରୋଧ ଭିତରେ ସେନାର ବଡ଼ ଘୋଷଣା, ଆସନ୍ତା ଶୁକ୍ରବାର ଠାରୁ ‘ଅଗ୍ନିପଥ’ ଯୋଜନାରେ ଆରମ୍ଭ ହେବ ଭର୍ତ୍ତି

ନୂଆଦିଲ୍ଲୀ: ଦେଶବ୍ୟାପୀ ‘ଅଗ୍ନିପଥ’ ଯୋଜନାକୁ ବିରୋଧ ଜାରି ରହିଛି । ବିରୋଧ ଭିତରେ ସ୍ଥଳ ସେନା ପ୍ରମୁଖ ଜେନରାଲ୍ ମନୋଜ ପାଣ୍ଡେ ବଡ଼ ଘୋଷଣା କରିଛନ୍ତି । ଖୁବଶୀଘ୍ର ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ ବୋଲି ସେ କହିଛନ୍ତି । ୨୦୨୨ ‘ଅଗ୍ନିପଥ’ ଯୋଜନା ଅନୁସାରେ, ବୟସ ସୀମା ୨୧ରୁ ୨୩କୁ ବୃଦ୍ଧି…

[ଦେଖନ୍ତୁ ଭିଡିଓ] ନବରଙ୍ଗପୁରରେ ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର, ୧୫ ଲକ୍ଷ ଲୋକଙ୍କ ପାଇଁ ଅଛନ୍ତି ମାତ୍ର ୧୦୩ ଜଣ…

ନବରଙ୍ଗପୁର: ଭଲ ନାହିଁ ନବରଙ୍ଗପୁର ଜିଲ୍ଲାର ସ୍ୱାସ୍ଥ୍ୟ । ରହିବ ବା କେମିତି ? ଏଠି ୧୫ ଲକ୍ଷ ଲୋକଙ୍କ ପାଇଁ ଅଛନ୍ତି ମାତ୍ର ୧୦୩ ଜଣ ଡାକ୍ତର । ଜିଲ୍ଲାରେ ୨୬୫ ଅନୁମୋଦିତ ଡାକ୍ତର ପଦବୀ ରହିଥିବା ବେଳେ ଅଧାରୁ ଅଧିକ ପଦ ଖାଲି । ଧର୍ମକୁ ଆଖିଠାର ଭଳି ନବରଙ୍ଗପୁର ଜିଲ୍ଲାରେ ନାଁକୁ ମାତ୍ର…

[ଦେଖନ୍ତୁ ଭିଡିଓ] କେନ୍ଦ୍ରର ‘ଅଗ୍ନିପଥ’ ଯୋଜନାକୁ ନେଇ କଟକରେ ଆକ୍ରୋଶ

କଟକ: ‘ଅଗ୍ନିପଥ’କୁ ନେଇ ନିଆଁ ଜଳୁଛି । ବିହାର, ରାଜସ୍ଥାନ ଓ ହରିୟାଣା ପରେ ଓଡ଼ିଶାରେ ବି ‘ଅଗ୍ନିପଥ’ ସ୍କିମକୁ ନେଇ ଆକ୍ରୋଶ ଦେଖିବାକୁ ମିଳିଛି । ଆଜି କଟକ ଆର୍ମି ନିଯୁକ୍ତି ଅଫିସ୍ ପାଖରେ ‘ଅଗ୍ନିପଥ’କୁ ବିରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଯୁବଗୋଷ୍ଠୀ । ଶତାଧିକ ଯୁବକ ରାସ୍ତା…

ବନ୍ୟା ଜଳରେ ଭାସୁଛି ଆସାମ, ୧୧ ଲକ୍ଷ ଲୋକ ପ୍ରଭାବିତ

ଗୌହାଟି: ଆସାମରେ ଜଳ ପ୍ରଳୟ । ବନ୍ୟା ଯୋଗୁଁ ଏକାଧିକ ନଦୀର ଜଳସ୍ତର ବୃଦ୍ଧି ପାଇଥିବା ବେଳେ ୪ ଜଣଙ୍କ ଜୀବନ ଯାଇଛି । ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଧସିବାରେ ଲାଗିଛି ମାଟି ଅତଡ଼ା । ବନ୍ୟାରେ ଆସାମର ୨୫ ଜିଲ୍ଲାର ୧୧ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି । ବଜଲି ଜିଲ୍ଲା…