Latest Odisha News

BREAKING NEWS

Browsing Category

ଫିଚର

ଶଙ୍ଖ ଛାଡ଼ି ହାତ ଧରିଲେ ବଳଭଦ୍ର ମାଝୀ

ଭବାନୀପାଟଣା: ଶଙ୍ଖ ଛାଡ଼ି ହାତ ଧରିଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ। ଦୁଇ ସପ୍ତାହ ତଳେ ବିଜେଡି ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ଭବାନୀପାଟଣାରେ  କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ…

କୋଚିଂ ସେଣ୍ଟର ପଞ୍ଜିକରଣ ସହ ନୂଆ ଗାଇଡଲାଇନ ଲାଗୁ କରାଯାଉ: ଓଡ଼ିଶା ଅଭିଭାବକ ମହାସଂଘ

ଭୁବନେଶ୍ୱର: କୋଚିଂ ସେଣ୍ଟର ପଞ୍ଜିକରଣ ସହ ନୂଆ ଗାଇଡଲାଇନ ଲାଗୁ ପାଇଁ ଦାବି କରିଛି ଓଡ଼ିଶା ଅଭିଭାବକ ମହାସଂଘ। ଏଗୁଡିକୁ ନିୟନ୍ତ୍ରଣ କରିବାପାଇଁ ଓଡିଶା ଅଭିଭାବକ ମହାସଂଘ ଦୀର୍ଘ ଦିନ ଲଢେଇ କରିଆସୁଥିଲା। ପ୍ରାୟ ୪ବରର୍ଷ ପରେ କେନ୍ଦ୍ର ସରକାର କୋଚିଂ ସେଣ୍ଟର ଉପରେ ସ୍ୱତନ୍ତ୍ର ଗାଇଡ଼ ଲାଇନ…

ପଶ୍ଚିମବଙ୍ଗ ପରେ ପଞ୍ଜାବରେ ଇଣ୍ଡିଆ ମେଣ୍ଟକୁ ବଡ଼ ଝଟକା

ପଞ୍ଜାବ: ଇଣ୍ଡିଆ ମେଣ୍ଟକୁ ପୁଣି ଏକ ଝଟକା। ମମତା ବାନାର୍ଜୀଙ୍କ ପରେ ମେଣ୍ଟରେ ଚାଲିଥିବା ଆସନ ବୁଝାମଣାକୁ ନେଇ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ୍ ବଡ଼ ବୟାନ ଦେଇଛନ୍ତି। ପଞ୍ଜାବରେ ଦଳ କେବଳ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ ବୋଲି ଆପ୍ ସ୍ପଷ୍ଟ କରିଛି। ମାନ୍ କହିଛନ୍ତି…

ଯାତ୍ରାପାର୍ଟି ଗାଡି ଓଲଟିବା ଘଟଣା, ମୃତକଙ୍କ ପରିବାରକୁ ୩ଲକ୍ଷ ଟଙ୍କାର ସହାୟତା ଘୋଷଣା

ଭୁବନେଶ୍ଵର: ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ…

ପ୍ରଥମେ କାହାକୁ ମିଳିଥିଲା ଭାରତ ରତ୍ନ, ଜାଣନ୍ତୁ ବର୍ଷକୁ କେତୋଟି ଲୋକଙ୍କୁ ମିଳିପାରିବ ଏହି ସମ୍ମାନ

ଭୁବନେଶ୍ଵର: ଦେଶର ସର୍ବଚ୍ଚୋ ନାଗରିକ ସମ୍ମାନ ‘ଭାରତ ରତ୍ନ’ର ପ୍ରଥା ପ୍ରଥମ ରାଷ୍ଟ୍ରପତି ଡା.ରାଜେନ୍ଦ୍ର ପ୍ରସାଦଙ୍କ ନେତୃତ୍ଵରେ ଆରମ୍ଭ ହୋଇଥିଲା । କୌଣସି ବି କ୍ଷେତ୍ରରେ ଜଣେ ବ୍ୟକ୍ତିର ଅତୁଳନୀୟ ସେବା ପାଇଁ ଏହି ସମ୍ମାନ ପ୍ରଦାନ କରାଯାଏ । ୧୯୫୪ ମସିହାରେ ଏହି ସମ୍ମାନ କେବଳ ଜୀବିତ…

ଲୋକାର୍ପିତ ହେଲା ଓଡ଼ିଆ ବିଶ୍ବବିଦ୍ୟାଳୟ, ଭର୍ଚ୍ଚୁଆଲ ମୋଡରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଓଡ଼ିଶା ଇତିହାସରେ ଯୋଡ଼ିହେଲା ପୁଣି ଏକ ନୂତନ ଅଧ୍ୟାୟ । ପୂରଣ ହେଲା କୋଟିକୋଟି ଓଡ଼ିଆଙ୍କର ସ୍ୱପ୍ନ । ଉଦଘାଟନ ହେଲା ସତ୍ୟବାଦୀ ଓଡିଆ ବିଶ୍ବ ବିଦ୍ୟାଳୟର ନୁଆ ବିଲଡିଂ । ପଞ୍ଚସଖା ଖେଳ ପଡିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଏହି ବିଲଡିଂର ଲୋକାର୍ପଣ କରିଛନ୍ତି ।…

ରାମ ମନ୍ଦିରରେ ଆଲୌକିକ ଘଟଣା, ଭଗବାନଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ମନ୍ଦିରରେ ହାଜିର ହେଲେ ଭକ୍ତ ହନୁମାନ

ଅଯୋଧ୍ୟା: ଚମତ୍କାର ଓ ଅଲୌକିକ । ୩ଦିନ ହେବ ଜନ୍ମସ୍ଥାନରେ ବିରାଜିଲେଣି ଭଗବାନ । କେତେ ବା ଆଉ ନିଜକୁ ସମ୍ଭାଳି ରଖିଥାନ୍ତେ ଭକ୍ତ । ମନରେ ଥିଲା ଭଗବାନଙ୍କ ଦର୍ଶନ କରି କୃତାର୍ଥ କରିବେ ମନ ଓ ହୃଦୟ । ସେଥିପାଇଁ ସକାଳୁ ସକାଳୁ ପ୍ରଭୁଙ୍କ ଦର୍ଶନ ପାଇଁ କାହିଁ କେତେ ଦୁରରୁ ଚାଲିଆସିଲେ ପ୍ରଭୁ…

ଇଣ୍ଡିଆ ମେଣ୍ଟରୁ ଅଲଗା ହୋଇ ଏକାକୀ ଲଢ଼ିବେ ଦିଦି!

କୋଲକାତା: ଇଣ୍ଡିଆ ମେଣ୍ଟରୁ ଅଲଗା ହେବେ ମମତା ବାନର୍ଜୀ। ଆଉ ଏକାକୀ ଲଢ଼ିବେ ଲୋକସଭା ନିର୍ବାଚନ। କିଛି ଦିନ ହେବ ଆସନ ବୁଝାମଣାକୁ ନେଇ ଦେଖାଦେଇଥିବା ବିବାଦ ପରେ ଆଜି ଏପରି ଏକ ଖବର ଆସିଛି । ଯାହା କେନ୍ଦ୍ରର ଶାସକ ଦଳ ଏନଡିଏ ବିପକ୍ଷରେ ତିଆରି ହୋଇଥିବା ଇଣ୍ଡିଆ ମେଣ୍ଟ ପାଇଁ ଏକ ଝଟକା।…

ଓଲଟିଲା ଯାତ୍ରାପାର୍ଟି ଟ୍ରକ, ୫ମୃତ

ବାରିପଦା: ଭାରସ୍ୟାମ ହରାଇ ଘାଟିରେ ଓଲଟିଲା ଯାତ୍ରାପାର୍ଟି ଟ୍ରକ । ଚାଲିଗଲା ୫ଜଣଙ୍କ ଜୀବନ । ମୟୂରଭଞ୍ଜ ଜିଲ୍ଲା ବାରିପଦା ୪୯ନଂ ଜାତୀୟ ରାଜପଥରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ଜଣ ଆହତ ହୋଇଛନ୍ତି । ସୂଚନା ଅନୁସାରେ,…

ଦେଶ ପାଳୁଛି ଜାତୀୟ ବାଳିକା ଦିବସ

ନୂଆଦିଲ୍ଲୀ: ଭାରତୀୟ ସମାଜରେ ଝିଅମାନେ ସମ୍ମୁଖୀନ ହେଉଥିବା ଅସମାନତା ତଥା ବାଳିକା ଶିଶୁର ଅଧିକାର ତଥା ମହିଳା ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ପୁଷ୍ଟିକର ମହତ୍ତ୍ୱ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଏହା ୨୪ ଜାନୁଆରୀରେ ପାଳନ କରାଯାଏ। ଏହି ଦିନଟି ବେଟି ବଚାଓ, ବେଟି ପଢାଓ ଏବଂ ବେଟି ବାଚାଓ…