Latest Odisha News

BREAKING NEWS

Browsing Category

ଫିଚର

ନବୀନ କରିବେ ସଂଗଠନରେ ଅଦଳବଦଳ: ବିବାଦୀୟଙ୍କୁ ମିଳିବ ସଂଗଠନ ଦାୟିତ୍ୱ

ଭୁବନେଶ୍ବର: ଓଡ଼ିଶା ରାଜନୀତିରେ ବହୁଦିନରୁ ଲାଗିରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି । ନବୀନ ସରକାରଙ୍କ ମୁଣ୍ଡବିନ୍ଧା ସାଜିଥିବା ମନ୍ତ୍ରୀମାନଙ୍କୁ ମନ୍ତ୍ରୀମଣ୍ଡଳରୁ ବାହାର କରି ନୂଆ ମନ୍ତୀମଣ୍ଡଳ ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସବୁଠୁ ବଡ଼ କଥା ହେଉଛି…

ନୂପୁର ଶର୍ମାଙ୍କ ମନ୍ତବ୍ୟ ନୂଆଦିଲ୍ଲୀ ମତାମତର ପ୍ରତିଫଳନ ନୁହେଁ :  ଭାରତ

ନୂଆଦିଲ୍ଲୀ: ଟିଭିରେ ଜ୍ଞାନବାପି  ପ୍ରସଙ୍ଗରେ  ଡିବେଟ୍ ଚାଲିଥିବା ବେଳେ  ମହାପୁରଷ ମହମ୍ମଦଙ୍କ ବିଷୟରେ କିଛି ବିବାଦୀୟ ମନ୍ତ୍ରବ୍ୟ ଦେଇଥିଲେ ବିଜେପି ନେତ୍ରୀ ନୂପୁର ଶର୍ମା । ଏହାକୁ ନେଇ ବିବାଦ ଉଠିବା ପରେ ବିଜେପି ତାଙ୍କୁ ଦଳରୁ ନିଲମ୍ବନ କରିଛି ।  ନୂପୁର ଶର୍ମାଙ୍କ ମନ୍ତବ୍ୟ ବିଜେପିର…

ଋଣ ସୁଝିପାରୁନାହାନ୍ତି ଅନାଥ ପିଲା, ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ ଦେଲେ ସୀତାରମଣ

ଭୋପାଳ: କୋଭିଡ ମହାମାରୀ ଯୋଗୁ ଅନେକ ପିଲା ପରିବାର ଓ ପିତାମାତା ହରାଇଛନ୍ତି। ତେଣୁ ସେମାନଙ୍କ ଦୈନନ୍ଦିନ ଜୀବନ ସଂଘର୍ଷମୟ ହୋଇପଡ଼ିଛି। ଭୋପାଳର ଜଣେ 17 ବର୍ଷୀୟା ଝିଅ ବାଣୀଶା ପାଠକଙ୍କ କାହାଣୀ ଏମିତି, ଯିଏ କରୋନା ମହାମାରୀରେ ଉଭୟ ବାପାମାଆଙ୍କୁ ହରାଇଛନ୍ତି। ମଧ୍ୟପ୍ରଦେଶ ଭୋପାଳରେ ଦଶମ…

ନୂଆ ମନ୍ତ୍ରିମଣ୍ଡଳ ଗଠନ ପରେ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ବିଦେଶ ଯିବେ ନବୀନ । ନୂଆ ମନ୍ତ୍ରିମଣ୍ଡଳ ଗଠନ ପରେ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ମାସ ଶେଷ ଆଡ଼କୁ ଅର୍ଥାତ୍ ଜୁନ୍ ୨୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁବାଇ ଯାଉଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ସେଠାରେ ଇନଭେଷ୍ଟର୍ସ ମିଟରେ…

ବଟି ନେଉଛି ପୁରୀ ପୁଲିସ: ମନ୍ତ୍ରୀ କହିଲେ ‘ଅବକାରୀ ବାବଦରେ ମୁଁ ନୂଆ’

କଟକ: ପୁରୀ ଅବକାରୀ ଇନସ୍‌ପେକ୍ଟର୍‌ ସଞ୍ଜୟ କୁମାର ପଣ୍ଡାଙ୍କ ଚିଠି ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇଥିବା ବେଳେ ଅବକାରୀ କମିଶନର ଆଶିଷ ପଣ୍ଡା କିନ୍ତୁ କହିଛନ୍ତି, ତାଙ୍କୁ ଏ ଚିଠି ଆସିନି । ଯାହାକି ବିଡମ୍ବନାର ବିଷୟ। ଆଶିଷ ସିଂ ଜଣେ ଭଲ ଅଫିସର। ତାଙ୍କ ପାଖରୁ ପ୍ରେରଣା ପାଇ ସେ ଭଲ କାମ…

କୋଟିପତି ନିଶା ବେପାରୀଙ୍କ ୬ କୋଟିର ସ୍ଥାବର ଅସ୍ଥାବର ସମ୍ପତି ବ୍ୟାଜ୍ୟାପ୍ତ

ବ୍ରହ୍ମପୁର : କୋଟିପତି ନିଶା ବେପାରୀର ସ୍ଥାବର ଅସ୍ଥାବର ସମ୍ପତି ବ୍ୟାଜ୍ୟାପ୍ତ । ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇ ଜେଲରେ ଥିବା ଗଂଜାମ ଖଲ୍ଲିକୋଟର ରଜନୀକାନ୍ତ ପଟ୍ଟନାୟକଙ୍କ ପାଖାପାଖି ୬ କୋଟି ଟଙ୍କାର ସମ୍ପତି ଜବତ  । ବତ ହୋଇଥିବା ସମ୍ପତି ମଧ୍ୟରେ ୪.୫୨ କୋଟି ଟଙ୍କାର ସୁନା…

ଜମି ବିବାଦକୁ ନେଇ ଦୁଇ ଗାଁ ମଧ୍ୟରେ ସଂଘର୍ଷ, ୨୨ ଆହତ, ୯ ଗୁରୁତର

ଗଜପତି : ଜମି ବିବାଦକୁ କେନ୍ଦ୍ର କରି ଦୁଇ ଗାଁ ମଧ୍ୟରେ ସଂଘର୍ଷ । ଏଥିରେ ୨୨ ଜଣ ଆହତ ହୋଇଥିବା ବେଳେ ୯ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଗଜପତି ଜିଲ୍ଲା ମୋହନା ଥାନା ଚରିଆବାଡ଼ରେ ଥିବା ଏକ ସରକାରୀ ଜମିକୁ ନେଇ ଉଭୟ ବିଜିପୁର ଓ ବାହାଡ଼ାପଦା ଗ୍ରାମବସୀଙ୍କ ମଧ୍ୟରେ ସଂଘର୍ଷ ଦେଖାଦେଇଛି । ଉଭୟ…

ଇଣ୍ଡିଆ ଟିମକୁ ଘାଇଲା କରିବେ କି ରାବଡା ?

ନୂଆଦିଲ୍ଲୀ: ଆଉ ଦୁଇ ଦିନ ପରେ ଭାରତ –ଦକ୍ଷିଣ ଆଫ୍ରିକା ମଧ୍ୟରେ ମଇଦାନରେ ହେବ ଲଢ଼େଇ ।  ଦିଲ୍ଲୀର ଅୁରଣ ଜେଟଲି ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ  ପୁଣି ଚାଲିକ କ୍ରିକେଟ ଟକ୍କର ।  କେ.ଏଲ୍ ରାହୁଲଙ୍କ ଅଧିନାୟକତ୍ୱରେ ଭାରତୀୟ ଟି -20 ଦଳ ଦକ୍ଷିଣ ଆଫ୍ରିକା ସହ  ଖେଳିବ ପ୍ରଥମ ମ୍ୟାଚ ।  ପାଞ୍ଚ…

କମିବ ପେଟ୍ରୋଲ ଦର, ମାଲାମାଲ ହେବେ ଆଖୁ ଚାଷୀ !

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଦ୍ୱାରା ଗ୍ରହଣ କରାଯାଉଥିବା ସମସ୍ତ ପ୍ରକାର ପ୍ରୟାସ ଫଳରେ ପେଟ୍ରୋଲରେ ଇଥାନଲ ମିଶ୍ରଣ କାର୍ଯ୍ୟକ୍ରମ ଠିକ୍ ବାଟରେ ଚାଲିଛି । ଏହାଫଳରେ ଧାର୍ଯ୍ୟ ସମୟ ୨୦୨୫-୨୬ ସୁଦ୍ଧା ଭାରତ ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ ଲକ୍ଷ୍ୟ ପୂରଣ କରିପାରିବ ବୋଲି କେନ୍ଦ୍ର…

ଉତ୍ତରକାଶୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨୫ ମୃତ

ଡେରାଡୁନ: ଚାରିଧାମ ଯାତ୍ରାରେ ବାହାରିଥିବା ଏକ ତୀର୍ଥଯାତ୍ରୀ ବସ  ଯମୁନେତ୍ରି  ଯାଉଥିବା ବେଳେ ବସ୍ ଗଭୀର ଖାତକୁ ଖସିପଡ଼ିବାରୁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ମଧ୍ୟପ୍ରଦେଶର  ୨୫ ଜଣ ଯାତ୍ରୀ ମୃତ୍ୟୁ ହୋଇଥିବା କୁହାଯାଉଛି ।  ଏହି ଦୁର୍ଘଟଣା ଯମୁନେତ୍ରୀ ହାଇଓ୍ବେର ଡାମଟା…