Latest Odisha News

BREAKING NEWS

Browsing Category

ଫିଚର

ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ ୪ଟାରୁ ରାତି ୮ଟା ପର୍ୟ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କର ଏହା ଏକ ଗୁପ୍ତ ନୀତି । ଏଥିପାଇଁ ୪ଘଣ୍ଟା ପାଇଁ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ । ଏେଇ…

ଗୁଳି ମାରି ଗୋରୁ ବ୍ୟବସାୟୀଙ୍କୁ ହତ୍ୟା, ୨୦ ଲକ୍ଷ ଲୁଟ୍ ଅଭିଯୋଗ

ରାଇରଙ୍ଗପୁର: ଗୁଳି ମାରି ଗୋରୁ ବ୍ୟବସାୟୀଙ୍କୁ ହତ୍ୟା । ଏହାପରେ ୨୦ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ମୟୂରଭଞ୍ଜ ଜିଲ୍ଲା ଗ୍ରାମାଞ୍ଚଳ ଥାନା ହାଟବାଦଡା ଗୋରୁହାଟରେ ଏହି ଘଟଣା ଘଟିଛି । ପଶ୍ଚିମବଙ୍ଗରୁ ଆସିଥିବା ୨ ବେପାରୀଙ୍କୁ ଗୁଳି କରି ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ମୃତକ ହେଲେ…

ଆମେରିକାର ସ୍କୁଲ ଭିତରେ ଆଖିବୁଜା ଗୁଳିମାଡ଼, ୨୧ ମୃତ

ଓ୍ୱାଶିଂଟନ୍: ଆମେରିକା ଟେକ୍ସାସର ଏକ ସ୍କୁଲରେ ଗୁଳିକାଣ୍ଡ । ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡ଼ରେ ୨୧ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରେ ଅଛନ୍ତି ୧୮ ଜଣ ସ୍କୁଲ ପିଲା । ସେମାନଙ୍କର ବୟସ ୭ରୁ ୧୦ ବର୍ଷ ଭିତରେ ହୋଇଥିବା ସୂଚନା ମିଳିଛି । ଜଣେ ୧୮ ବର୍ଷୀୟ ବନ୍ଧୁକଧାରୀ ସ୍କୁଲ ଭିତରେ…

କଳିଙ୍ଗା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍: ୬ ମୃତ, ୪୫ ଆହତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା କଳିଙ୍ଗା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭଞ୍ଜନଗର ଦୁର୍ଗାପ୍ରସାଦରେ ଓଲଟିଲା ପଶ୍ଚିମବଙ୍ଗ ଟୁରିଷ୍ଟ ବସ୍ । ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୫ରୁ ଅଧିକ ପର୍ଯ୍ୟଟକ ଆହତ ହୋଇଛନ୍ତି । ମୃତକଙ୍କ ଭିତରେ ୬ ଜଣ ମହିଳା ଓ ୨ ଜଣ ପୁରୁଷ ଥିବା ସୂଚନା…

ପ୍ରାଥମିକ ସ୍କୁଲରେ ଗର୍ଜିଲା ବନ୍ଧୁକ: ୧୪ ଛାତ୍ର ଏବଂ ଜଣେ ଶିକ୍ଷକଙ୍କ ମୃତ୍ୟୁ

ଟେକ୍ସାସ: ଆମେରିକାର ଟେକ୍ସାସର ଏକ ସ୍କୁଲରେ ଗୁଳିକାଣ୍ଡ । ଜଣେ ୧୮ ବର୍ଷୀୟ ସୁଟର ୧୪ ଜଣ ଛାତ୍ର ଏବଂ ଜଣେ ଶିକ୍ଷକଙ୍କୁ ଗୁଳି କରି ହତ୍ୟା କରିଛି । ଆମେରିକାର ଟେକ୍ସାସର ଗଭର୍ଣ୍ଣର ଗ୍ରେଗ ଆବଟ ଏହି ସୂଚନା ଦେଇଛନ୍ତି। ସେ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ସମସ୍ତଙ୍କୁ ହତ୍ୟା କରିବା…

ବିଶ୍ୱ ସ୍ୱାସ୍ଥ୍ୟ ପରିଷଦର ଅଧ୍ୟକ୍ଷ ହେଲେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣଙ୍କୁ 75ତମ ବିଶ୍ୱ ସ୍ୱାସ୍ଥ୍ୟ ପରିଷଦର ଏକ ଗୁରୁତ୍ୱପୂର୍ଣ୍ଣ କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ସ୍ୱିଜରଲାଣ୍ଡର ଜେନେଭାଠାରେ ମେ 22ରୁ 28 ତାରିଖ ଯାଏ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ବାର୍ଷିକ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି।…

ରାଫେଲ୍ ଉଡ଼ାଇଲେ ଓଡ଼ିଆ ପାଇଲଟ ଡିକେ ପଟ୍ଟନାୟକ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ଇଷ୍ଟର୍ଣ୍ଣ ଏୟାର କମାଣ୍ଡ ମୁଖ୍ୟ ଏୟାର ମାର୍ଶାଲ ଦିଲ୍ଲୀପ କୁମାର ପଟ୍ଟନାୟକ ସୋମବାର ରାଫେଲ ଯୁଦ୍ଧ ବିମାନ ଉଡ଼ାଇଛନ୍ତି। ପ୍ରଥମ ଓଡ଼ିଆ ଭାବେ ସେ ରାଫେଲ୍ ଯୁଦ୍ଧ ବିମାନ ଉଡ଼ାଇଛନ୍ତି। ଭାରତୀୟ ବାୟୁସେନାରୁ ମିଳିଥିବା ସୂଚନା ଅନୁଯାୟୀ ଡିକେ ପଟ୍ଟନାୟକ…

କ୍ୱାଡ୍ ବୈଠକରେ ଆତଙ୍କବାଦ ନିପାତ ଉପରେ ଗୁରୁତ୍ବ ଦେଲେ ଆମେରିକା ସମେତ ତିନି ଦେଶ

ଟୋକିଓ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଜାପାନର ଟୋକିଓ ଠାରେ ଆୟୋଜିତ ଦ୍ୱିତୀୟ କ୍ୱାଡ୍ ନେତୃ ସମ୍ମିଳନୀରେ ଅଂଶଗ୍ରହଣ କରିଛନ୍ତି । ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା, ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଯୋଶେଫ୍…

ପୁରୀ ଐତିହ୍ୟ କରିଡର ପ୍ରକଳ୍ପ, ଆରଟିଆଇ ଖୋଲିଲା ଆଉ ଏକ ଗୁମର

ବଲାଙ୍ଗୀର: ଶ୍ରୀଜଗନ୍ନାଥ ମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପକୁ ନେଇ ସୃଷ୍ଟି ହୋଇଥିବା ବିବାଦ ମଧ୍ୟରେ ଏହି ପ୍ରକଳ୍ପକୁ ନେଇ ଆଉ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ସୂଚନା ଅଧିକାର ଆଇନ ବଳରେ ମିଳିଥିବା ସୂଚନା ଅନୁୟାୟୀ, ଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ବରେ ଥିବା 100 ମିଟର…

ପ୍ରେମିକଙ୍କ ଆତ୍ମହତ୍ୟାର କିଛି ସମୟ ପରେ ପ୍ରେମିକାଙ୍କ ଆତ୍ମହତ୍ୟା

ବ୍ରହ୍ମପୁର: ଗଂଜାମ ଜିଲା ଜରଡା ଥାନା ଇଲାକାରେ ମଙ୍ଗଳବାର ସକାଳୁ ଏକ ପ୍ରେମୀ ଯୁଗଳ ଭିନ୍ନଭିନ୍ନ ସ୍ଥାନରେ ଆତ୍ମହତ୍ୟା କରିଛନ୍ତି । ପ୍ରଥମେ ପ୍ରେମିକ ଆତ୍ମହତ୍ୟା କରିଥିଲେ। ଏହାର କିଛି ସମୟ ପରେ ପ୍ରେମିକା ଆତ୍ମହତ୍ୟା କରିଛନ୍ତି । ଘଟଣାଟି ଜରଡା ଥାନା ଠାରୁ ମାତ୍ର ଦୁଇ କିଲୋମିଟର ଦୂର…