Latest Odisha News

BREAKING NEWS

Browsing Category

ଫିଚର

ବ୍ରହ୍ମପୁର ସହରରେ ଭାଲୁ ଆତଙ୍କ

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଜଙ୍ଗଲି ଭାଲୁ ଆତଙ୍କ ଦେଖିବାକୁ ମିଳିଛି । ସହର ନିକଟରେ ଗତକାଲି ରାତିରେ ଏକ ଭାଲୁ ବୁଲୁଥିବା ଦେଖି ସେ ଅଞ୍ଚଳର ଲୋକମାନେ ଭୟଭୀତ ହୋଇଯାଇଛନ୍ତି। ବଡବଜାର ଥାନା ଅନ୍ତର୍ଗତ ପ୍ରହଲାଦନଗର ନିକଟ ମାଳୁଆଣି ଶ୍ମଶାନ ନିକଟରେ ଗତ କାଲି ରାତି ୩ଟା ବେଳେ ଏହି ଭାଲୁଟି…

ଏମ୍‌କେସିଜିରେ ଅଚଳାବସ୍ଥା:୧୧୩ ଡାକ୍ତର ପଦବୀ ଖାଲି

ବ୍ରହ୍ମପୁର : ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ ଉପରେ କେବଳ ଦକ୍ଷିଣ ଓଡ଼ିଶା ନୁହଁ, ବରଂ ପଡ଼ୋଶୀ ଆନ୍ଧ୍ରପ୍ରଦେଶର ଲୋକମାନେ ମଧ୍ୟ ନିର୍ଭର କରୁଛନ୍ତି । ହେଲେ ଦକ୍ଷିଣ ଓଡ଼ିଶାର ଏହି ପ୍ରମୁଖ ଚିକିତ୍ସାଳୟରେ ଡାକ୍ତର ଅଭାବ ଯୋଗୁ ଏକ ପ୍ରକାର…

ହୀରାକୁଦ କେଜ୍ ଫିସ୍ କଲ୍ଚର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ, ସିଏଫସି ଏବଂ ଜେଟ୍ଟି ଶୀଘ୍ର ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ହୀରାକୁଦ ଜଳଭଣ୍ଡାରରେ ଆବଦ୍ଧ ମାଛ ଚାଷ (କେଜ୍ ଫିସ୍ କଲ୍ଚର) ଏକ ସଫଳ ମଡେଲ୍। ଏହା ଖୁବ୍ ଶୀଘ୍ର ରାଜ୍ୟର ମଧୁର ପାଣି ମାଛ ଉତ୍ପାଦନକୁ ବହୁ ପରିମାଣରେ ବୃଦ୍ଧି କରିବ। ରବିବାର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଉଭୟ କ୍ଷେତ୍ର ପରିଦର୍ଶନ ଏବଂ ଉଚ୍ଚ ସ୍ତରୀୟ ବୈଠକ କରି ଏହି…

ନିଫ୍ଟ ଆଡ଼ମିଶନ ଯୋଗ୍ୟତା ପାଇଲେ ୬ ଓଡ଼ିଆ; ସର୍ବାଗ୍ରେ ମାମାଲି ମିଶ୍ର

ଭୁବନେଶ୍ୱର: ଗତ ନିଫ୍ଟ(ନେଶନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଫେଶନ ଟେକ୍ନୋଲୋଜି)-୨୦୨୨ ପ୍ରବେଶିକା ପରୀକ୍ଷାରେ ଓଡ଼ିଆ ଛାତ୍ରୀ ଚମକିଛନ୍ତି । ଭୁବନେଶ୍ୱରର ମାମାଲି ମିଶ୍ର ସର୍ବ ଭାରତୀୟ ର୍ୟାଙ୍କ-୧୧ ରଖି ରାଜ୍ୟରେ ଟପ୍ ର୍ୟାଙ୍କ ହାସଲ କରିଛନ୍ତି । ସେପଟେ ‘ଦ ଏକାଡେମୀ ଅଫ୍ ଫେଶନ ଆଣ୍ଡ ଆର୍ଟ’…

ଫ୍ଲୋରେନ୍ସ ନାଇଟଏ​‌ଙ୍ଗେଲ ପୁରସ୍କାର ପାଇବେ ଏମକେସିଜି ନର୍ସ ଶିବାନୀ ଦାଶ

ବ୍ରହ୍ମପୁର: ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ କାର୍ଯ୍ୟରତ ନର୍ସ ଶିବାନୀ ଦାଶ ଜାତୀୟ ଫ୍ଲୋରେନ୍ସ ନାଇଟଏଙ୍ଗେଲ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ୨୦୨୧ ବର୍ଷ ପାଇଁ ଏହି ସମ୍ମାନସ୍ପଦ ପୁରସ୍କାର ଦେବାକୁ ଭାରତୀୟ ନର୍ସିଂ ପରିଷଦ ପକ୍ଷରୁ ଶିବାନୀଙ୍କ…

ଗ୍ୟାସ୍ ଲଗେଇ ଆତ୍ମହତ୍ୟା କଲେ ପୂରା ପରିବାର; ମିଳିଲା ଛାତିଥରା ସୁଇସାଇଡ ନୋଟ୍

ଭୁବନେଶ୍ୱର: ଜାତୀୟ ରାଜଧାନୀ ଦିଲ୍ଲୀର ବସନ୍ତ ବିହାରରେ ଶନିବାର ଗୋଟିଏ ପରିବାର ଏକତ୍ର ଆତ୍ମହତ୍ୟା କରିଛନ୍ତି । ଜଣେ ୫୦ ବର୍ଷୀୟ ମହିଳା ଏବଂ ତାଙ୍କର ଦୁଇ ଝିଅ ଏକା ସାଙ୍ଗେ ଆତ୍ମହତ୍ୟା କରିଛନ୍ତି । ସେମାନେ ହେଉଛନ୍ତି- ମଞ୍ଜୁ ଶ୍ରୀବାସ୍ତବ ଏବଂ ତାଙ୍କ ଝିଅ ଅଂଶିକା ଓ ଅଙ୍କୁ । ଆତ୍ମହତ୍ୟାର…

ଝାରସୁଗୁଡା ଶୁଖାସୋଡ଼ାରେ ଉଚ୍ଛୁଳା ପାଣି ବଦଳରେ ବାଲି, ମରିଯିବ କି ମହାନଦୀ ?

ଭୁବନେଶ୍ୱର: ଖରା ଦିନରେ ଓଡିଶା ପଟରେ ମହାନଦୀ ଶୁଖିଲା ପଡିଛି । ଅଣ ମୌସୁମୀ ସମୟରେ ମହାନଦୀରେ ଯେଉଁ ଜଳ ପ୍ରବାହ ରହିବା କଥା, ତାହା ନ ରହିବା ଚିନ୍ତାଜନକ ବିଷୟ । ଝାରସୁଗୁଡା ଜିଲ୍ଲା ଶୁଖାସୋଡ଼ାରେ ମରୁଭୂମିର ଚିତ୍ର ସାମ୍ନାକୁ ଆସିବାପରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି ନେତା…

ସାଂସଦ ଅନୁଭବ ମହାନ୍ତି କହିଲେ କାହିଁକି ସେ ପତ୍ନୀ ବର୍ଷାଙ୍କୁ ଛାଡପତ୍ର ଦେଲେ

ଭୁବନେଶ୍ୱର: ଅଭିନେତ୍ରୀ ତଥା ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ କାହିଁକି ଛାଡ଼ପତ୍ର ଦେବାକୁ ଆବେଦନ କଲେ ସେ ନେଇ ଶନିବାର ଦ୍ୱିତୀୟ ଭିଡିଓ ଜାରି କରି ସାଂସଦ ଅନୁଭବ ମହାନ୍ତି କହିଛନ୍ତି। ଅନୁଭବ ଭିଡିଓ ଜାରି କହିଛନ୍ତି ଯେ ବର୍ଷାଙ୍କୁ ସେ ପ୍ରେମ କରୁଥିଲେ। 2014 ଫେବୃଆରୀ 8 ତାରିଖରେ ବିବାହ…

ଜୁଆଖେଳ ଉପରେ ଚଢ଼ାଉ: ଉତ୍ତ୍ୟକ୍ତ ଲୋକେ ନିର୍ଦ୍ଧୁମ ପିଟିଲେ ପୋଲିସଙ୍କୁ

ନିଆଳି: ଭୁବନେଶ୍ୱର ଉପକଣ୍ଠ ତଥା ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ରାଜସ ପଞ୍ଚାୟତ କୃଷ୍ଣପୁର ଯାତ୍ରାରେ ଜୁଆ ଖେଳ ଉପରେ ଚଢଉ ବେଳେ ନିର୍ଧୁମ ମାଡ଼ ଖାଇଛନ୍ତି ପୁଲିସର ସ୍ପେଶାଲ ସ୍କ୍ୱାର୍ଡ଼ କର୍ମଚାରୀ। ଲୋକଙ୍କ ସଙ୍ଘବଦ୍ଧ ଆକ୍ରମଣରେ ଭୟଭୀତ ହୋଇ ପୋଲିସ କର୍ମଚାରୀ ଗାଡି ଛାଡି ପଳାଇଥିଲେ।…

ଟ୍ରମ୍ପ, ନେତାନ୍ୟାହୁଙ୍କ ପରେ ଆଉ ଜଣେ ମୋଦୀଙ୍କ ସାଙ୍ଗ ହାରିଗଲେ ନିର୍ବାଚନ

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ୍ ନିର୍ବାଚନରେ ​​ହାରିଛନ୍ତି। ନିର୍ବାଚନରେ ​​ଜିତିଥିବା ଲେବର ପାର୍ଟିର ଆନ୍ଥୋନୀ ଆଲବାନେ ବର୍ତ୍ତମାନ ଅଷ୍ଟ୍ରେଲିଆର ନୂଆ ପ୍ରଧାନମନ୍ତ୍ରୀ ହେବେ। ନିର୍ବାଚନ ଫଳାଫଳ ବାହାରିବା ପରେ ମୋରିସନ୍ କହିଛନ୍ତି ଯେ ସେ ଲିବରାଲ୍ ପାର୍ଟିର…