Latest Odisha News

BREAKING NEWS

Browsing Category

ଫିଚର

[ଦେଖନ୍ତୁ ଭିଡିଓ] ୭ ବର୍ଷ ହେଲା ଶିକୁଳିରେ ବନ୍ଧା ଜୀବନ

ସୁବର୍ଣ୍ଣପୁର  : ଘରର ଏକ ମାତ୍ର ରୋଜଗାରିଆ ପୁଅ । ବୟସ ଅଧା ବି ହୋଇନି । ହେଲେ ଶିକୁଳିରେ ବନ୍ଧା ହୋଇପଡ଼ିରହିଛନ୍ତି । ବର୍ଷେ କି ଦୁଇ ବର୍ଷ ନୁହେଁ ଦୀର୍ଘ ୭ବର୍ଷ ହେଲା ଶିକୁଳିରେ ବନ୍ଧା ହୋଇରହିଛନ୍ତି । ଏ ହେଉଛନ୍ତି ସୁବର୍ଣ୍ଣପୁରର ଖାରି ପଂଚାୟତ ଉପରଫବସୀ ଗାଁର କିଶୋର ବିିନ୍ଧାଣୀ। ଅଭାବ…

ପୁନମ ଢ଼ିଲୋଁଙ୍କ ଝିଅ ପଲୋମା, ସନ୍ନୀ ଦେଓଲଙ୍କ ପୁଅ ରାଜବୀରଙ୍କୁ ନେଇ ଫିଲ୍ମ କରିବ ରାଜଶ୍ରୀ ପ୍ରଡକ୍ସନ

ମୁମ୍ବାଇ: ରାଜଶ୍ରୀ ପ୍ରଡକ୍ସନ ସନ୍ନି ଦେଓଲଙ୍କ ପୁତ୍ର ରାଜବୀର ଦେଓଲ ଓ ପୁନମ ଢ଼ିଲୋଁଙ୍କ ଝିଅ ପଲୋମାଙ୍କୁ ନେଇ ଏକ ଫିଲ୍ମ କରିବାକୁ ଯାଉଛି । ବଲିଉଡ ହଙ୍ଗାମାରେ ପ୍ରକାଶିତ ଖବର ଅନୁସାରେ ଏହି ଫିଲ୍ମର ନିର୍ଦ୍ଦେଶନା ସୁରଜ ବଡଜାତ୍ୟାଙ୍କ ପୁତ୍ର ଅବନୀଶ ଦେବେ । ଫିଲ୍ମର ଟାଇଟଲ ଘୋଷଣା କରାଯାଇ ନ…

ଜନ୍ମ ଦିନରେ କେଜିଏଫ ଫେମ ପ୍ରଶାନ୍ତଙ୍କ ଫିଲ୍ମ ସାଇନ କଲେ ଜୁନିୟର ଏନଟିଆର

ମୁମ୍ବାଇ: ଫିଲ୍ମ ପ୍ରେମୀମାନଙ୍କ ପାଇଁ ଖୁସି ଖବର । ଆରଆରଆର ଓ କେଜିଏଫ ଚ୍ୟାପ୍ଟର ୨ ଫିଲ୍ମର ସଫଳତା ପରେ ଜୁନିୟର ଏନଟିଆର ଓ ପ୍ରଶାନ୍ତ ନୀଲ ଏକତ୍ର ହୋଇଛନ୍ତି । ଜୁନିୟର ଏନଟିଆରଙ୍କ ଜନ୍ମ ଦିିବସ ଅବସରରେ ଏହି ଫିଲ୍ମର ଘୋଷଣା କରାଯାଇଥିଲା । ଏନଟିଆର ୩୧ ଲେଖା ସହ ଏହାର ଫାର୍ଷ୍ଟ ଲୁକ ଜାରୀ…

ଓଡିଶାରେ ଡିଜନୀ ଷ୍ଟାର୍ ଲଂଚ କଲା ମନୋରଂଜନ ଟିଭି ଚ୍ୟାନେଲ୍ “ଷ୍ଟାର୍ କିରଣ”

ଭୁବନେଶ୍ୱର: ବିଶ୍ୱର ଅନ୍ୟତମ ବୃହତ ତଥା ମନୋରଂଜନ ଧର୍ମୀ ଟିଭି ନେଟୱାର୍କ ଡିଜନୀ ଷ୍ଟାର୍ । ଏହି ସଂସ୍ଥା ଓଡିଶାରେ ଏଣ୍ଟରଟେନମେଣ୍ଟ ଟିଭି ଚ୍ୟାନେଲ୍ ଷ୍ଟାର୍ କିରଣ ଲଂଚ କରିବା ନେଇ ଗତକାଲି ଘୋଷଣା କରିଥିଲା । ଆସନ୍ତା ମାସ ତଥା ଜୁନ୍ ୬ ତାରିଖଠୁ ଏହି ଟିଭି ଚ୍ୟାନେଲ୍ ଜରିଆରେ ଦର୍ଶକମାନେ…

ଥାଇଲାଣ୍ଡ ଓପନ ବ୍ୟାଡମିଂଟନ: ସେମିରେ ସିନ୍ଧୁ

ନୂଆଦିଲ୍ଲୀ: ଥାଇଲାଣ୍ଡ ଓପନ ବ୍ୟାଡମିଂଟନ ଟୁର୍ଣ୍ଣାମେଂଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି ଭାରତର ଷ୍ଟାର ଖେଳାଳି ପିଭି ସିନ୍ଧୁ । ଶୁକ୍ରବାର ଅନୁଷ୍ଠିତ ମହିଳା ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର ଖେଳାଳି ଅକାନେ ୟାମାଗୁଚିଙ୍କୁ ସେ ୨୧-୧୫, ୨୦-୨୨ ଓ ୨୧-୧୩ରେ…

ଆସନ୍ତୁ ଜାଣିବା କେଉଁ ଗ୍ରାମର ସମସ୍ତ ଲୋକଙ୍କ ସାଜ୍ଞା ସମାନ

ଯୋଧପୁର: ରାଜସ୍ଥାନର କରୌଲୀ, ଯୋଧପୁର ଓ ଭୀଲୱାଡା ଗ୍ରାମରେ ସାମ୍ପ୍ରଦାୟିକ ହିଂସା ବେଳେ ଏଠାରେ ଏପରି ଏକ ଗ୍ରାମ ଅଛି ଯାହାକି ସମସ୍ତ ଜାତିର ଲୋକଙ୍କୁ ଗୋଟିଏ ସୂତ୍ରରେ ବାନ୍ଧିଛି । ଏହି ଗ୍ରାମର ଲୋକମାନେ ନିଜ ନାମ ଆଗରେ କୌଣସି ଜାତିର ସାଜ୍ଞା ଲଗାନ୍ତି ନାହିଁ । ସମସ୍ତଙ୍କ ନାମ ଶେଷରେ…

ଟମାଟୋ ଫ୍ଲୁ ଭୟ: ଖୁବଶୀଘ୍ର ଜାରି ହେବ ନମୁନା ସଂଗ୍ରହ ଗାଇଡଲାଇନ୍

ଭୁବନେଶ୍ବର : ଟମାଟୋ ଫ୍ଲୁକୁ ନେଇ ଆଗୁଆ ସତର୍କ ହୋଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।  ଗତକାଲି ଏ ସଂପର୍କରେ ରାଜ୍ୟର ଶିଶୁରୋଗ ବିଶେଜ୍ଞମାନଙ୍କ ସହିତ ବିସ୍ତୃତ ଆଲୋଚନା ପରେ ଜିଲ୍ଲାମାନଙ୍କୁ ଏହି ଆକ୍ରାନ୍ତ ଶିଶୁଙ୍କ ନମୁନା ପଠାଇବାକୁ ନିର୍ଦେଶ ଦିଆଯାଇଛି। ତେବେ କିଭଳି ଢଙ୍ଗରେ ନମୁନା…

ରାଜଧାନୀରେ ପୁଣି ଫୁଟିଲା ବୋମା

ଭୁବନେଶ୍ୱର: ଅଶାନ୍ତ ହୋଇପଡ଼ିଛି ରାଜଧାନୀ । ଭୁବନେଶ୍ୱରରେ ପୁଣି ଫୁଟିଲା ବୋମା । ଗତକାଲି ବିଳମ୍ବିତ ରାତିରେ ପଳାଶୁଣୀ ଜଗନ୍ନାଥ ବିହାରରେ ଥିବା ନିର୍ମାଣାଧୀନ ଆପାର୍ଟମେଣ୍ଟ ଉପରେ ବୋମାମାଡ଼ କରିଛନ୍ତି ଦୁର୍ବୃତ୍ତ । ସେମାନେ ୩ଟି ବୋମା ମାଡ଼ କରିଥିବା ସୂଚନା ମିଳିଛି । ତେବେ ଏଥିରେ କାହାର…

ବଢ଼ିଲା ଲାଲୁଙ୍କ ଅଡୁଆ: ନୂଆ ଦୁର୍ନୀତି ମାମଲାରେ ଛନ୍ଦି ହେଲେ, ୧୫ଟି ସ୍ଥାନରେ ସିବିଆଇର ରେଡ୍

ନୂଆଦିଲ୍ଲୀ: ଆରଜେଡି ସୁପ୍ରିମୋ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଅଡୁଆ ବଢ଼ିଲା । ଗୋଖାଦ୍ୟ ଦୁର୍ନୀତି ମାମଲାରେ ବେଲ୍ ମିଳିବାର ସପ୍ତାହେ ପରେ ତାଙ୍କ ନାଁରେ ନୂଆ ଦୁର୍ନୀତି ମାମଲା ରୁଜୁ କରିଛି ସିବିଆଇ । ବିହାରରେ ମୁଖ୍ୟମନ୍ତ୍ରୀ ଥିବା ବେଳେ ନିଯୁକ୍ତିରେ…

ଟ୍ରେନ୍ ଧକ୍କାରେ ଗଲା ୩ ହାତୀଙ୍କ ଜୀବନ

କେନ୍ଦୁଝର: ବିପଦରେ ଗଜରାଜ । ମାଲବାହୀ ଟ୍ରେନ୍ ଧକ୍କାରେ ଗଲା ୩ ହାତୀଙ୍କର ଜୀବନ । କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଂଶପାଣି ବେହେରା ହାଟିଂ ନିକଟରେ ଏହି ଦୁର୍ଘଟଣା ଘଟିଛି । ଗତକାଲି ଗୋଟିଏ ହାତୀ ଛୁଆର ମୃତ୍ୟୁ ହୋଇଥିଲା । ଆଜି ଆହତ ଆଉ ୨ଟି ହାତୀ ମୃତ୍ୟୁବରଣ କରିଛନ୍ତି ।…