Latest Odisha News

BREAKING NEWS

Browsing Category

ଫିଚର

ଏଭରେଷ୍ଟ ଚଢ଼ିଲେ ପ୍ରଥମ ଓକିଲ ବିଷ୍ଣୁ ଭୂଷଲ

ଭୁବନେଶ୍ୱର: ଏଭରେଷ୍ଟ ଚଢ଼ିବା ପାଇଁ ବିଶ୍ୱର ପ୍ରାୟ ଦେଶର ପର୍ବତାରୋହୀ ପ୍ରସ୍ତୁତ ହୋଇସାରିଲେଣି । ତେବେ ଧାର୍ଯ୍ୟ ତାରିଖ ନେଇ ସବୁ ଆରୋହଣକାରୀ ସହଯୋଗୀଙ୍କୁ ଧରି ରେକର୍ଡ ସ୍ଥାପନ କରୁଛନ୍ତି ଏବଂ କରିବା ଅପେକ୍ଷାରେ । ଆରୋହଣ କରିବାକୁ ଥିବା ସମସ୍ତ ପର୍ବତାରୋହୀ ତାଙ୍କ ଦେଶ ଏବଂ ନିଜ ପାଇଁ…

ଅମୀର ପରେ ଭଣଜା ଇମ୍ରାନ ଦେବେ ପତ୍ନୀଙ୍କୁ ଛାଡପତ୍ର

ମୁମ୍ବାଇ: ମାମୁଁଙ୍କ ରାସ୍ତାରେ ଭଣଜା । ବଲିଉଡର ସିନିୟର ଅଭିନେତା ଅମୀର ଖାଁ ତାଙ୍କ ପତ୍ନୀଙ୍କୁ ଇସ୍ତଫା ଦେବା ପରେ ଏବେ ଭଣଜା ଇମ୍ରାନ ଖାଁ ୧୧ ବର୍ଷ ପରେ ଅବନ୍ତିକା ମଲିକଙ୍କଠାରୁ ସମ୍ପୂର୍ଣ୍ଣ ଭାବେ ଅଲଗା ହେବା ପାଇଁ ନିଷ୍ପତି ନେଇଛନ୍ତି । ଅମୀର, ଅରବାଜ, ସୋହେଲଙ୍କ ପରେ ଆଉ ଏକ ଖାଁ…

ଗୁଜରାଟରେ ଖସୁଛି ରହସ୍ୟମୟ ବଲ

ଅହମ୍ମଦାବାଦ: ଗୁଜରାଟରେ ଏବେ ଆକାଶରୁ ରହସ୍ୟମୟ ବଲ ଖସୁଛି । ୫ଟି ଜିଲାରେ ଏ ଭଳି ଘଟଣା ଘଟୁଥିବାରୁ ସ୍ଥାନୀୟ ଲୋକ ଭୟଭୀତ ହୋଇ ପଡିଛନ୍ତି । ବୈଜ୍ଞାନିକମାନେ ଏହାକୁ ମହାକାଶର ଆବର୍ଜନା କହୁଥିଲେ ମଧ୍ୟ ଏ ନେଇ ସ୍ପଷ୍ଟ ଭାବେ କୌଣସି ତଥ୍ୟ ପ୍ରଦାନ କରି ନାହାନ୍ତି । ଭାଲେଜ, ଖମ୍ବୋଲଜ ଓ…

ସ୍ତ୍ରୀଙ୍କୁ ଭିଜିଲାନ୍ସ ଗିରଫ କରିବା ପରେ ସ୍ୱାମୀ ତଥା ମାହାଙ୍ଗା ଥାନା ଅଧିକାରୀଙ୍କୁ ବଦଳି

ଭୁବନେଶ୍ୱର: ଟଙ୍କା ସହ ଭିଜିଲାନ୍ସ ଜାଲରେ ପଡ଼ିଥିଲେ ରାୟଗଡ଼ା ଅବକାରୀ ଅଧୀକ୍ଷକ ନିନା ବେଉରା । ଗାଡ଼ିରୁ ମିଳିଥିବା ୬ ଲକ୍ଷରୁ ଅଧିକ ଟଙ୍କାର ସେ ହିସାବ ଦେଇ ପାରି ନଥିଲେ । ତାଙ୍କୁ ଭିଜିଲାନ୍ସ ଗିରଫ କରିବେ ପରେ ଏବେ ନିନାଙ୍କ ସ୍ୱାମୀ ତଥା ମାହାଙ୍ଗା ଥାନା ଅଧିକାରୀ ନିହାର ରଞ୍ଜନ…

ପିଶାଚ ପୁଅ: ମାଆକୁ ପିଟିପିଟି ମାରିଦେଲା

ଅନୁଗୋଳ: ପୁଅ ସାଜିଲା ପିଶାଚ । ମାଆକୁ ପିଟିପିଟି ମାରିଦେଲା । ଅନୁଗୋଳ ଜିଲ୍ଲା ଛେଣ୍ତିପଦା ବ୍ଲକ ଅନ୍ତର୍ଗତ ବାଗଡିଆ ବିଟ ହାଉସ ନିକଟସ୍ଥ ଦେହୁରୀସାହିରେ ଏହି ଅଭାବନୀୟ ଘଟଣା ଘଟିଛି । ଟଙ୍କା ନଦବାରୁ ବୃଦ୍ଧା ମାଆକୁ ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । । ମୃତକ ହେଲେ ୬୨ ବର୍ଷୀୟ…

ଜୁନ୍ ୬ କିମ୍ବା ୭ ତାରିଖ ବେଳକୁ ଓଡିଶା ଛୁଇଁପାରେ ମୌସୁମୀ ବାୟୁ

ଭୁବନେଶ୍ୱର: ଏବର୍ଷ ଶୀଘ୍ର ଆସିପାରେ ମୌସୁମୀ ବାୟୁ । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହେବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆସନ୍ତା ୧୭ ତାରିଖ ସୁଦ୍ଧା କେରଳରେ ପହଞ୍ଚିପାରେ । ପାଗ ଅନୁକୂଳ ଓ ସବୁ ଠିକଠାକ୍…

ଆସାମରେ ଭୟଙ୍କର ବନ୍ୟା ସ୍ଥିତି, ପାଣିଘେରରେ ୨୨୨ ଗାଁ

ନୂଆଦିଲ୍ଲୀ: ଆସାମରେ ଲଗାଣ ବର୍ଷା ଆଣିଛି ବନ୍ୟା । ଚାରିଆଡ଼େ ଖାଲି ପାଣି ଆଉ ପାଣି । ଘରଦ୍ୱାର, ଚାଷ ଜମି ବୁଡ଼ିଛି । ଲୋକ ଘରୁ ପାଦ କାଢ଼ି ପାରୁ ନାହାନ୍ତି । ବନ୍ୟା ପାଣିଘେରରେ ଅଛନ୍ତି ୫୭ ହଜାର ଲୋକ । ୨୨୨ଟି ଗାଁ ପ୍ରଭାବିତ ହୋଇଛି । ୧୦ହଜାରରୁ ଅଧିକ ହେକ୍ଟର ଚାଷଜମିରେ ନଷ୍ଟ ହୋଇଛି…

ଚନ୍ଦକା ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ନନ୍ଦ

ଭୁବନେଶ୍ୱର: ଚନ୍ଦକା ଡଁପଡ଼ା ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ନନ୍ଦ । ଅସୁସ୍ଥ ନନ୍ଦକୁ ବଞ୍ଚାଇବାକୁ ଚିକିତ୍ସକଙ୍କ ସମସ୍ତ ଉଦ୍ୟମ ବିଫଳ ହୋଇଛି । ନନ୍ଦର ଅସୁସ୍ଥତାର କାରଣ ସ୍ପଷ୍ଟ ହୋଇନାହିଁ । ଏବେ ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା କରାଯାଇଛି । ଆଜି ଭୋର୍ ୩ଟା ବେଳେ ନନ୍ଦର…

ଇନଷ୍ଟାଣ୍ଟ ଲୋନ ଠକେଇ: ଜଣେ ଗିରଫ, ୬.୭୫ କୋଟି ଜବତ

ଭୁବନେଶ୍ୱର: ଇନଷ୍ଟାଣ୍ଟ ଲୋନ୍ ଆପ୍ ଠକେଇରେ ଧରାପଡ଼ିଲା ଆହୁରି ଅନେକ ଆପ୍ । ଏହା ସହିତ ଜଣେ ଠକ ତରୁଣ ଦୁଡେଜାକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଇଓଡବ୍ଲୁ । ଡିଜିଟାଲ୍ ବଟୁଆ, ସ୍ୱିଚ୍ ଇନଫୋଟେକ୍ ବଚତ ଅନଲାଇନ, ଆଇପଇସା ଇନଫୋଟେକ୍, ମିଲେନିୟମ, ବଜାରପେ ଉପରେ ଚଢ଼ଉ କରିଛି ଇଓଡବ୍ଲୁ । ଏସବୁ ର…

ଭୁବନେଶ୍ୱରରୁ ୯ ଲୁଟେରା ଗିରଫ, ୩୬ ମୋବାଇଲ୍ ଜବତ

ଭୁବନେଶ୍ୱର: ବିଗତ କେଇ ସପ୍ତାହ ଭିତରେ ରାଜଧାନୀ ଭୁବନେଶ୍ୱରରେ ବଢ଼ିଥିଲା ମୋବାଇଲ୍ ଲୁଟ୍ । ରାସ୍ତାରୁ ଝାମ୍ପୁଥିଲେ ଲୁଟେରା । ରାତି ନୁହେଁ କି ସଂଧ୍ୟା ନୁହେଁ । ଦିନ ଦି ପ୍ରହରରେ ବି ଟାଣି ନେଉଥିଲେ ମୋବାଇଲ୍ ଆଉ ସୁନା ଚେନ୍ । ତେବେ ରବିବାର ଧରାପଡ଼ିଛନ୍ତି ୯ ଲୁଟେରା । କମିଶନରେଟ…