Latest Odisha News

BREAKING NEWS

Browsing Category

ଫିଚର

ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କେମିତି ତିଆରି କରିବେ ଡିଏଲ୍

ନୂଆଦିଲ୍ଲୀ: କେନ୍ଦ୍ର ସରକାର ମୋଟର ଯାନ ଆଇନ ୨୦୧୭ରେ ସଂଶୋଧନ କରି ଏହାକୁ ଅଧିକ କଡ଼ାକଡ଼ି କରିଛନ୍ତି । ଏଣିିକି ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍) ପାଇବାକୁ ସରକାର ସହଜ କରିଦେଇଛନ୍ତି। ଲମ୍ବା ଧାଡିରେ ଛିଡା ହେବାର କୌଣସି ଆବଶ୍ୟକତା ନାହିଁ। ତେଣୁ କେନ୍ଦ୍ର ସରକାର ଡ୍ରାଇଭିଂ ଲାଇସେନ୍ସ ଅନୁମତି…

ବିପ୍ଳବ ଦେବଙ୍କ ପରେ ମାଣିକ ଶାହ ହେବେ ତ୍ରିପୁରାର ମୁଖ୍ୟମନ୍ତ୍ରୀ

ଅଗରତାଲା: ବିପ୍ଲବ ଦେବ ତ୍ରିପୁରା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଡକ୍ଟର ମାଣିକ ଶାହ ତ୍ରିପୁରାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ମନୋନୀତ ହୋଇଛନ୍ତି । ସଂଧ୍ୟାରେ ସେ ଶାସକ ଦଳର ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି । ମାଣିକ ଶାହ ତ୍ରିପୁରା ବିଜେପିର ସଭାପତି ଏବଂ ସେ…

ଇସ୍ତଫା ଦେଲେ ତ୍ରିପୁରା ମୁଖ୍ୟମନ୍ତ୍ରୀ

ଅଗରତାଲା: ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ ଦେବ ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ଯାହାକୁ ନେଇ ସେଠାରେ ରାଜନୀତି ସରଗରମ ହୋଇ ଉଠିଛି । ୨୦୨୩ ଫେବୃୟାରୀରେ ତ୍ରିପୁରା ବିଧାନସଭା ନିର୍ବାଚନ ହେବ । ଆଉ ଅଳ୍ପ ଦିନ ନିର୍ବାଚନ ଥିବା ବେଳେ ସେ ହଠାତ କାହିଁକି ଇସ୍ତଫା ଦେଲେ ତାହା…

ଅମ୍ବାତି ରାୟୁଡୁଙ୍କ ଟୁଇଟକୁ ନେଇ ସସପେନ୍ସ : ଅବସର ଘୋଷଣା ପରେ ଡିଲିଟ ହେଲା ଟୁଇଟ

ମାଡ୍ରାସ: ଚେନ୍ନାଇ ସୁପର କିଙ୍ଗସର ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁଙ୍କ ଅବସର ଟୁଇଟ ନେଇ ସସପେନ୍ସ ବଢ଼ିଛି । ରାୟୁଡୁଙ୍କ ପ୍ରଥମ ଟୁଇଟରେ ଏହା ତାଙ୍କ ଶେଷ ଆଇପିଏଲ ବୋଲି ଘୋଷଣା କରିଥିଲେ । ମୋ ପାଇଁ ଏହା ଏକ ସୁଖଦ ଯାତ୍ରା ଥିଲା । ମୁମ୍ବାଇ ଓ ଚେନ୍ନାଇ ଟିମକୁ ମୁଁ ଏଥିନେଇ…

‘କର୍ମସ୍ଥଳୀରେ ‘ଚନ୍ଦା’ ବୋଲି ଆକ୍ଷେପ କରିବା ଯୌନ ଉତ୍ପୀଡନତା ସହିତ ସମାନ’

ଲଣ୍ଡନ: କର୍ମସ୍ଥଳୀରେେ କାହାକୁ ଚନ୍ଦା ବୋଲି ଆକ୍ଷେପ କରିବା କୌଣସି ମହିଳାର ସ୍ତନ ଉପରେ ମନ୍ତବ୍ୟ ଦେବା ସହ ସମାନ । ଯିଏ ଚନ୍ଦା ବୋଲି ଅନ୍ୟକୁ ଆକ୍ଷେପ କରିବ ସେ ଯୌନ ଉତ୍ପୀଡ଼ନ ମାମଲାର ଶିକାର ହେବ । ବ୍ରିଟେନର ଏକ କୋର୍ଟ ଏପରି ରାୟ ଶୁଣାଣି କରିଛନ୍ତି । ଏହି ମାମଲା ବର୍ଷକ ତଳର ।…

ଥମାସ କପ ବ୍ୟାଡମିଂଟନ: ଇତିହାସ ରଚିଲା ଭାରତ, ରବିବାର ଫାଇନାଲ

ନୂଆଦିଲ୍ଲୀ:ଭାରତୀୟ ପୁରୁଷ ବ୍ୟାଡମିଂଟନ ଦଳ ୭୩ ବର୍ଷ ପରେ ଥମାସ କପର ଫାଇନାଲରେ ପ୍ରବେଶ କରି ଇତିହାସ ରଚିଛି । ଭାରତ ଏଥିସହ ପଦକ ନିଶ୍ଚିତ କରିଛି । ରବିବାର ଭାରତ ଓ ଇଣ୍ଡୋନେସିଆ ମଧ୍ୟରେ ଫାଇନାଲ ମ୍ୟାଚ ଖେଳାଯିବ । ୧୯୪୯ରୁ ଆରମ୍ଭ ହୋଇଥିବା ଥମାସ କପରେ ପ୍ରଥମ ଥର ପାଇଁ ଭାରତ ଫାଇନାଲରେ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା INTACH । ମାମଲା ହାଇକୋର୍ଟରେ ବିଚାରାଧୀନ ଥିବାରୁ କାମ ସ୍ଥଗିତ ରହୁ ବୋଲି ଦାବି କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଭକ୍ତଙ୍କ…

କୃଷ୍ଣସାର ମୃଗ ଶିକାର ବେଳେ ପୋଲିସ ସହ ଏନକାଉଣ୍ଟର: ଟଳିଲେ ୩ ପୋଲିସ କର୍ମୀ

ମଧ୍ୟପ୍ରଦେଶ  : ଶିକାରୀଙ୍କୁ ଗୁଳିରେ ଟଳିଲେ ୩ ପୋଲିସ କର୍ମଚାରୀ । ମଧ୍ୟପ୍ରଦେଶରେ ଗୁନାରେ ଘଟିଛି ଏପରି ଅଘଟଣ । କୃଷ୍ଣସାର ମୃଗ ଶିକାରୀ ଓ ପୋଲିସ ମଧ୍ୟରେ ଗୁଳିକାଣ୍ଡ ଘଟି ଏପରି ଘଟିଛି । ଏଠାରେ ଶିକାରୀ ଓ ଓ ପୋଲିସ ମଧ୍ୟରେ ଏନକାଉଣ୍ଟର ହୋଇଥିଲା ଯେଉଁଥିରେ ତିନି ଜଣ ପୋଲିସ କର୍ମୀଙ୍କ…

ରାୟଗଡା ଅବକାରୀ ଅଧୀକ୍ଷକ ନିନା ବେଉରା ଗିରଫ :୬ ଲକ୍ଷ ନେଇ ଆସୁଥିବା ବେଳେ ଧରିଲା ଭିଜିଲାନ୍ସ

ରାୟଗଡା  : ରାୟଗଡା ଅବକାରୀ ଅଧୀକ୍ଷକ ନିନା ବେଉରା ଗିରଫ । ରାୟଗଡାରୁ ଭୁବନଶ୍ୱେରକୁ ଆସିବା ସମୟରେ ଗିରଫ ହୋଇଛନ୍ତି । ଅବକାରୀ ଅଧୀକ୍ଷକ ନିନାଙ୍କ ଠାରୁ ୬ଲକ୍ଷ ଟଙ୍କା ଜବତ କରାଯାଇଛି । ଟଙ୍କା ସମ୍ପର୍କରେ ପଚାରିବାରୁ ନିନା ସନ୍ତୋଷଜନକ ଉତ୍ତର ହେଇପାରି ନଥିଲେ । ନିନା ଏବଂ ସମ୍ପର୍କୀୟଙ୍କ…

ପ୍ରାକ୍‌ ମୌସୁମୀ ସୂଚନା: ବିଭିନ୍ନ ରାଜ୍ୟରେ ବାତ୍ୟା, ବନ୍ୟା ମୁକାବିଲାର ହେଲା ସମୀକ୍ଷା

ନୂଆଦିଲ୍ଲୀ: ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସ୍ବଭାବିକ ରହିବାର ସମ୍ଭାବନା ରହିଛି । ଏହାପରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗମନ ପୂର୍ବରୁ ପ୍ରାକ୍‌ ମୌସୁମୀ ବା ମୌସୁମୀ ପରିସ୍ଥିତିର ସମୀକ୍ଷା ଲାଗି ଜାତୀୟ ବିପର୍ଯ୍ୟୟ ପ୍ରଶମନ…