Latest Odisha News

BREAKING NEWS

Browsing Category

ଫିଚର

ଓଡ଼ିଶାରେ ଲ୍ୟାଣ୍ଡଫଲ କରିବନି ବାତ୍ୟା: ଆଇଏମଡି ଡିଜି

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସମୁଦ୍ରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ମେ' ୮ ସନ୍ଧ୍ୟା ସୁଦ୍ଧା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ହେଲେ ଆସୁଥିବା ଏହି ବାତ୍ୟା ଓଡ଼ିଶା କିମ୍ବା ଆନ୍ଧ୍ର ପ୍ରଦେଶରେ ସ୍ଥଳଭାଗ ଛୁଇଁବ ନାହିଁ। ଆଇଏମଡି ଡିଜି…

ପଞ୍ଜାବକୁ ହରାଇଲା ରାଜସ୍ଥାନ

ମୁମ୍ବାଇ: ଚଳିତ ଆଇପିଏଲରେ ଶନିବାର ୱାଙ୍ଖେଡ ଷ୍ଟାଡିୟମରେ ଅନୁଷ୍ଠିତ ମୁକାବିଲାରେ ରାଜସ୍ଥାନ ରୟାଲ୍ସ ୬ ୱିକେଟରେ ପଞ୍ଜାବ କିଙ୍ଗସକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ପଞ୍ଜାବ ୨୦ ଓଭରରେ ୫ ୱିକେଟ ହରାଇ ୧୮୯ ରନ କରିଥିଲା । ଜନୀ ବେୟାରଷ୍ଟୋ ୫୬ ଓ ଜିତେଶ ଶର୍ମା ୩୮ ରନ କରିଥିଲେ ।…

ରାଜମୌଲୀଙ୍କ ଆଗାମୀ ଫିଲ୍ମରେ ମହେଶ ବାବୁଙ୍କ ସହ ରହିବେନି କୌଣସି ବଲିଉଡ ହିରୋଇନ

ମାଡ୍ରାସ: ବାହୁବଳୀ ଏବଂ ଆରଆରଆର ପରେ ଏସଏସ ରାଜମୌଲୀ ତାଙ୍କ ଆଗାମୀ ଫିଲ୍ମ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କଲେଣି । ଏହି ଫିଲ୍ମରେ ମହେଶ ବାବୁ ମୂଖ୍ୟ ଭୂମିକାରେ ଅବତୀର୍ଣ୍ଣ ହେବେ । ତେବେ ତାଙ୍କ ସହ ବଲିଉଡର କୌଣସି ହିରୋଇନ ରହିବେ ନାହିଁ ବୋଲି ଆୟୋଜକ ଟିମ ପକ୍ଷରୁ ସ୍ପଷ୍ଟ କରାଯାଇଛି ।…

ଦେବାଶିଷଙ୍କ କଟା ଘା’ରେ ଚୂନ ମାରିଲେ ଦାମ ରାଉତ

ଭୁବନେଶ୍ୱର: କଟକ ବାରାବାଟିର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ପାରାଦୀପ ବିଧାନସଭା ଆସନରେ ନିର୍ବାଚନ ଲଢିବାକୁ ଇଚ୍ଛା ରଖିଛନ୍ତି ବୋଲି ଏକ ସଭାରେ କହିବା ପରେ ଜବାବ ରଖିଛନ୍ତି ପାରାଦୀପର ପୂର୍ବତନ ବିଧାୟକ ତଥା ଏବେର ବିଧାୟକ ସମ୍ବିତ ରାଉତରାୟଙ୍କ ବାପା  ଦାମୋଦର ରାଉତ । ସେ…

ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ କେବେ ଆରମ୍ଭ ହେବ, କହିଲେ ବୋର୍ଡ ସଭାପତି

ଭୁବନେଶ୍ୱର: ଶେଷ ହେଲା ମାଟ୍ରିକ ପରୀକ୍ଷା । ହେଲେ ଫର୍ମ ପୂରଣ କରିଥିବା ଅଧିକାଂଶ ଛାତ୍ରଛାତ୍ରୀ ପରୀକ୍ଷା ନଦେବା ପଛର କାରଣ କଣ ହୋଇପାରେ । ପରୀକ୍ଷା ଶେଷ ହେବା ପରେ ଗଣଣାଧ୍ୟମ ପ୍ରତିନିଧିଙ୍କର ଏପରି ପ୍ରଶ୍ନର ଜବାବ ରଖିଛନ୍ତି ମାଧ୍ୟମିକ ଶିକ୍ଷା ବୋର୍ଡର ସଭାପତି ରାମାସିସି ହାଜିରା।…

ବାତ୍ୟା ପାଇଁ ବ୍ଳକ୍ ଏବଂ ପୌର କାର୍ଯ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା 'ଆସାନି'କୁ ନେଇ ସମୀକ୍ଷା କରିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା । ବାତ୍ୟା ବେଳେ ଗଛ ଭାଙ୍ଗିବାର ଏବଂ ବିଜୁଳି ସେବା ପ୍ରଭାବିତ ହେବାର ସମ୍ଭାବନା ରହିଛି। ସେହିପରି ପ୍ରଭାବିତ ହେବାକୁ ଥିବା ଲୋକଙ୍କୁ କିପରି ସୁରକ୍ଷିତ ସ୍ଥାନକୁ ଉଦ୍ଧାର କରି…

ତିନି ଘଣ୍ଟାରେ ଅବପାତର ରୂପ ନେବ ସୃଷ୍ଟ ଘୁର୍ଣ୍ଣିବଳୟ

ଭୁବନେଶ୍ୱର: ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ବର୍ତ୍ତମାନ ଏହା ସ୍ପଷ୍ଟ ଲଘୁଚାପର ରୂପ ନେଇ ଦକ୍ଷିଣ–ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ କେନ୍ଦ୍ରୀଭୂତ ହୋଇଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ…

ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ଜାମିନ୍

ଦେଓଗଡ: ବିଧାୟକ ସୁବାସ ପାଣିଗ୍ରାହୀ ପାଇଲେ ଜାମିନ । ଜିଲ୍ଲା କୋର୍ଟ ବିଧାୟକଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ତିଳେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ମାଡ଼ ମାରିବା ଅଭିଯୋଗରେ ବିଧାୟକ ଏବଂ ତାଙ୍କର ଦୁଇ ସହଯୋଗୀ ଗିରଫ ହୋଇଥିଲେ। ଏବେ 7 ଦିନ ପରେ କୋର୍ଟ ଜାମିନ…

୫୦୦୦ ମିଟର ଦୌଡରେ ୩୦ ବର୍ଷ ତଳର ରେକର୍ଡ ଭାଙ୍ଗିଲେ ଅବିନାଶ

ନୂଆଦିଲ୍ଲୀ: ଆମେରିକାର କାଲିଫୋର୍ଣ୍ଣିଆରେ ଆୟୋଜିତ ଏକ ପ୍ରତିଯୋଗିତାର ୫୦୦୦ ମିଟର ଦୌଡରେ ଭାରତର ଅବିନାଶ ସାୱଲେ ନୂତନ ଜାତୀୟ ରେକର୍ଡ ସ୍ଥାପନ କରିଛନ୍ତି । ୩୦ ବର୍ଷ ତଳେ ବାହାଦୂର ପ୍ରସାଦ(୧୩:୨୯.୭୦ ସେକେଣ୍ଡ)ଙ୍କ ନାମରେ ଏହି ରେକର୍ଡ ରହିଥିଲା । ୩୦୦୦ ମିଟର ଷ୍ଟିପଲଚେଜରେ ଜାତୀୟ…

କିମଙ୍କ ସହ ତୃତୀୟ ବିବାହ କରିବେ ପେସ୍‌

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କିମ ଶର୍ମା ଓ ଭେଟେରାନ ଟେନିସ ଖେଳାଳି ଲିଆଣ୍ଡର ପେସ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି । ଦୀର୍ଘ ସମୟ ହେବ ଉଭୟଙ୍କ ବନ୍ଧୁତାକୁ ନେଇ ଚର୍ଚ୍ଚା ଜୋର ଧରିଥିଲା । ଉଭୟ କୋର୍ଟ ମ୍ୟାରେଜ କରିବେ ବୋଲି ରିପୋର୍ଟରେ ଉଲ୍ଲେଖ ରହିଛି । କିମ ଶର୍ମାଙ୍କ ଏହା…