Latest Odisha News

BREAKING NEWS

Browsing Category

ଫିଚର

ଶ୍ରୀମନ୍ଦିର ଐତିହ୍ୟ କରିଡର ବେଆଇନ ନିର୍ମାଣ; ଫୌଜଦାରୀ ମାମଲା ପାଇଁ କୋର୍ଟରେ ଆବେଦନ କଲା ଜିଲ୍ଲା ଓକିଲ ସଂଘ

ପୁରୀ: ଶ୍ରୀମନ୍ଦିର ଐତିହ୍ୟ ପରିକ୍ରମା ମାର୍ଗରେ ଖନନ ଓ ବେଆଇନ ନିର୍ମାଣ ବିରୋଧରେ ପୁରୀ ଜିଲ୍ଲା ଓକିଲ ସଂଘ ଏସଡିଜେଏମ(ସବ୍-ଡିଭିଜନାଲ ଜୁଡିସିଆଲ ମାଜିଷ୍ଟ୍ରେଟ)ଙ୍କ ଅଦାଲତରେ ଆଜି ଏକ ମାମଲା ରୁଜୁ କରିବାକୁ ଆବେଦନ କରିଛି । ନିର୍ମାଣକାରୀ ସଂସ୍ଥା ଟାଟା, ଓବିସିସି ଓ ପୁରୀ ଜିଲ୍ଲାପାଳଙ୍କ…

ରାଜଧାନୀ ପ୍ରତିଷ୍ଠା ଦିବସକୁ କାହିଁକି ଡକାଗଲାନି, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଜବାବ ମାଗିଲେ ସାଂସଦ ଅପରାଜିତା…

ଭୁବନେଶ୍ୱର : ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହରେ ଅପରାଜିତାଙ୍କୁ ନଡକାଯିବା ଘଟଣା ନେଇ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି । ଅପରାଜିତା ଭୁବନେଶ୍ୱର ସାଂସଦ ହୋଇଥିବା ବେଳେ ତାଙ୍କୁ କାହିଁକି ଡକାଗଲା ନାହିଁ ବୋଲି…

ମାନସ ସ୍ୱାଇଁ ହତ୍ୟା ମାମଲାରେ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ରେକର୍ଡ ସହ ଅଭିଯୁକ୍ତଙ୍କ ଟି ଆଇ ପ୍ୟାରେଡ ହେବ :…

ଭୁବନେଶ୍ୱର : ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟାକାଣ୍ଡ ମାମଲା ଦିନକୁ ଦିନ ଭିନ୍ନ ମୋଡ ନେଉଛି । ଏହି ଘଟଣାରେ କ୍ରାଇମବ୍ରାଞ୍ଚ ଟିମ୍ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ଓ ଝୁନାଙ୍କୁ ପଚରାଉଚରା ଜାରି ରଖିଛି । ହେଲେ ଏବେ ପୁଣି ଏହି ଘଟଣାରେ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ରେକର୍ଡ…

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି : ଆହୁରି ୩ଦିନ ଯାଏ କଲବଲ କରିବ ମୁଣ୍ଡଫଟା ଖରା

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ । ତତଲା କଡେଇରେ ସିଝୁଛି ଓଡିଶା  ।ଅସହ୍ୟ ଗରମ ଓ ଗୁଳୁଗୁଳିରେ ଲୋକେ ହନ୍ତସନ୍ତ । ସେପଟେ ରାଜ୍ୟରେ ୧୨ଟି ଉତ୍ତପ୍ତ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ବଲାଙ୍ଗୀରରେ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଛି ।ସେହିଭଳି…

ଜହ୍ନରୁ ଚୋରୀ କରିବା ଲକ୍ଷ୍ୟରେ ଚୀନ, ରୁଷ

ମସ୍କୋ: ପୃଥିବୀ ପରେ ମଙ୍ଗଳ ଏବଂ ଚନ୍ଦ୍ରର ପ୍ରାକୃତିକ ସମ୍ପଦ ଉପରେ ରୁଷ ଓ ଚୀନର ଲୋଲୁପ ଆଖି ପଡିଛି । ଆମେରିକା ଗୋଇନ୍ଦା ବିଭାଗ ଏବଂ ସ୍ପେଶ ଆଣ୍ଡ କାଉଂଟର ସ୍ପେଶର ବରିଷ୍ଠ ରକ୍ଷା ବିଶ୍ଲେଷକ କୀଥ ରାଇଡର ଏକ ରିପୋର୍ଟରେ ଏହା ଉଲ୍ଲେଖ କରିଛନ୍ତି । ଚୀନ ଓ ରୁଷ ମିଳିତ ଭାବେ ମହାକାଶରେ…

ଆଜି ବାହୁଡିବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ

ଭୁବନେଶ୍ୱର : ଆଜି ବାବା ଲିଙ୍ଗରାଜଙ୍କ ବାହୁଡା ଯାତ୍ରା । ଆଜି ବାହୁଡିବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ । ଅପରାହ୍ନ ୩.୩୦ରେ ରଥଟଣା ଆରମ୍ଭ ହେବ ବୋଲି ସୂଚନା ମିଳିଛି । ଏଥିପାଇଁ ସମସ୍ତ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଁଞ୍ଚିଛି । ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

ଯୋଡାରେ ଲାଗି ରହିଛି ଉତ୍ତେଜନା, ଉଭୟ ଗୋଷ୍ଠୀ ମଧ୍ୟରେ ପଥର ମାଡ ,୧୬ ପ୍ଲାଟୁନ ପୋଲିସ ଫୋର୍ସ ମୃତୟନ

କେନ୍ଦୁଝର : କେନ୍ଦୁଝର ଯୋଡାରେ ରାମ ନବମୀ ଝଣ୍ଡାକୁ ନେଇ ଆରମ୍ଭ ହୋଇଥିବା ବିବାଦ ଥମିବାରେ ନା ନେଉନି । ଗତକାଲି ରାତିରେ ଯୋଡାରେ ଉଭୟ ଗୋଷ୍ଠୀର ଲୋକମାନେ ପରଷ୍ପରକୁ ପଥର ଫିଙ୍ଗୁଥିବା ଘଟଣା ସାମ୍ନାକୁ ଆସିଛି ।ଏହି ଘଟଣାରେ ଜଣେ ଆହତ ହୋଇଛନ୍ତି । ଏନେଇ ଯୋଡା ବନେଇକଳା ରାସ୍ତା ଅବରୋଧ…

ନୂଆପଡାରେ ସିରିଜ ଦୁର୍ଘଟଣା , ୩ ଟି ଟ୍ରକ ଧକ୍କା , ୨ ଗୁରୁତର

ନୂଆପଡା : ନୂଆପଡାରେ ସିରିଜ ଦୁର୍ଘଟଣା । ନୂଆପଡା ଜାତୀୟ ରାଜପଥ ୩୫୩ ଝାଲକୁସୁମ ଛକରେ ସିରିଜ ଦୁର୍ଘଟଣା ଘଟିିଛିା ମାଲବାହୀ ଟ୍ରକ ବିରରୀତ ଦିଗରୁ ଦ୍ରୁତ ବେଗରେ ଆସୁଥିବା ଏକ ଟ୍ରକ ଧକ୍କା ହୋଇଥିଲା । ଫଳରେ ପାଖରେ ଥିବା ଆଉ ଏକ ଟ୍ରକ ମଧ୍ୟ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରେ ଗୋଟିଏ…

ମୋବାଇଲ ଫ୍ଲାସ ଲାଇଟ୍ ଜଳାଇ ପରୀକ୍ଷା ଖାତାରେ ଉତ୍ତର ଲେଖିଲେ ଛାତ୍ରଛାତ୍ରୀ

ଥିରୁଅନନ୍ତପୁରମ: ପରୀକ୍ଷାରେ ବଡ ବିଭ୍ରାଟ । ପରୀକ୍ଷା ହଲ ଭିତରେ ମୋବାଇଲ ଧରି ବିଦ୍ୟାର୍ଥୀ ପ୍ରଶ୍ନ ପତ୍ରରର ଉତ୍ତର ଲେଖିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କେରଳରେ । ଏର୍ଣ୍ଣାକୁଲମର ମହାରାଜା କଲେଜରେ ବିଜୁଳି ବିଭ୍ରାଟ ପରେ ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କୁ ମୋବାଇଲ୍ ଫୋନ୍…

ରାଜଧାନୀ ପ୍ରତିଷ୍ଠା ଦିବସ, ସାଂସଦ ଅପରାଜିତାଙ୍କୁ ନାହିଁ ସରକାରୀ କାର୍ଯ୍ୟକ୍ରମରେ ନିମନ୍ତ୍ରଣ

ଭୁବନେଶ୍ୱର: ଆଜି ରାଜଧାନୀର 74 ତମ ପ୍ରତିଷ୍ଠା ଦିବସ । ଏଥିପାଇଁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ ହେବାକୁ ଯାଉଛି। ଏହିସବୁ କାର୍ଯ୍ୟକ୍ରମରେ ନିର୍ବାଚିତ ପ୍ରତିନିଧିଙ୍କ ନାଁ ଅତିଥି ତାଲିକାରେ ରହିଛି । କିନ୍ତୁ ରାଜ୍ୟ ସରକାର ଭୁବନେଶ୍ୱର ସାଂସଦଙ୍କ ନାଁକୁ ଏଥିରୁ ବାଦ୍ ଦେଇଛନ୍ତି।…