Latest Odisha News

BREAKING NEWS

Browsing Category

ଫିଚର

୨୦୨୪ରେ କିମଙ୍କ ମାଷ୍ଟର ପ୍ଲାନ: ଆଉ ୩ଟି ‘ସ୍ପାଇ ସାଟେଲାଇଟ୍’ ଛାଡ଼ିବା ସହ ଓ ଆଣବିକ ଶକ୍ତି ବୃଦ୍ଧି କରିବ ନର୍ଥ କୋରିଆ 

ପ୍ୟୋଙ୍ଗୟାଙ୍ଗ: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ୍ ଉନ୍ ୨୦୨୪ ପାଇଁ ତାଙ୍କର ମାଷ୍ଟର ପ୍ଳାନ ପ୍ରସ୍ତୁତ କରିଛନ୍ତି। କିମ୍ ନୂଆ ବର୍ଷରେ ଆହୁରି ୩ଟି ଗୁପ୍ତଚର ଉପଗ୍ରହ ଉତକ୍ଷେପଣ କରିବାକୁ ଯୋଜନା କରୁଛନ୍ତି। ଉତ୍ତର କୋରିଆର ୟୋନହାପ ନ୍ୟୁଜ୍ ଏଜେନ୍ସି ଅନୁଯାୟୀ ଉତ୍ତର କୋରିଆ…

ଜାନୁଆରୀ ୪ରୁ ଚିଲିକାରେ ବିଦେଶାଗତ ପକ୍ଷୀ ଗଣନା

ଭୁବନେଶ୍ବର: ଚିଲିକାରେ ଜାନୁୟାରୀ ୪ ତାରିଖରେ ଶୀତକାଳୀନ ପକ୍ଷୀ ଗଣନା କରାଯିବ । ଏଥି ପାଇଁ ବନବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ତେବେ ସକାଳ ୬ଟାରୁ ଗଣନା କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ସ୍ୱତନ୍ତ୍ର ଟିମ୍‌ ନିଯୁକ୍ତ ହେବେ ବୋଲି ଚିଲିକା ବନ୍ୟପ୍ରାଣୀ ଡିଭିଜନ ଡିଏଫ୍‌ଓ ସୂଚନା…

ଇଟାଲୀର ରହସ୍ୟମୟ ଆଇସଲାଣ୍ଡ..ଯିଏ ଏହାକୁ କିଣିଲା ସେ ଚାଲିଗଲା ଆରପାରିକୁ

ଇଟାଲୀକୁ ବୁଲିଯିବାକୁ କିଏ ବା ଭଲ ନ ପାଏ । ଏଠାରେ ଏପରି ସ୍ଥାନ ଅଛି ଯାହାକି ସ୍ୱର୍ଗ ସହିତ ମଧ୍ୟ ତୁଳନା କରାଯାଏ । ତେବେ ଏଠାରେ ଏପରି ଏକ ଦ୍ୱୀପ ଅଛି ଯାହାକୁ ନେଇ ରହିଛି ରହସ୍ୟମୟ କାହାଣୀ । ଏହି ଦ୍ୱୀପ ଅଶୁଭ । ଏହାକୁ ଯିଏ କିଣିଛି ସେ ଆରପାରିକୁ ଯାଇଛି କିମ୍ବା ତାର ପରିବାର ବର୍ବାଦ ହୋଇ…

ବାଲୁକା କଳାରେ ନବବର୍ଷ ଶୁଭେଚ୍ଛା ଜଣାଇଲେ ବାଲୁକା ଶିଳ୍ପୀ ମାନସ ସାହୁ 

ଭୁବନେଶ୍ବର: ବାଲୁକା କଳାରେ ନବବର୍ଷର ଶୁଭେଚ୍ଛା ଜଣାଇଲେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ। ୨୦ ଫୁଟ ଓସାର ବିଶିଷ୍ଟ ବାଲୁକା କଳା ପ୍ରସ୍ତୁତ କରି ସାରା ବିଶ୍ୱକୁ ଇଂରାଜୀ ନୂତନବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ୧୫ ଟନ୍ ବାଲିରେ ସେ ଗଢ଼ିଛନ୍ତି ସୁନ୍ଦର ବାଲୁକା କଳା। ଯାହାକୁ…

ଜାନୁଆରୀ ୧ରେ କାହିଁକି ପାଳନ କରାଯାଏ ନୂଆବର୍ଷ? 

ନୂଆଦିଲ୍ଲୀ: ଆଜି ରାତି ୧୨ଟା ପରେ ସମଗ୍ର ବିଶ୍ୱରେ ଆରମ୍ଭ ହେବ ନୂଆବର୍ଷ । ସମସ୍ତେ ରାତି ୧୨ଟା ପରେ ନୂଆବର୍ଷକୁ ଧୁମଧାମରେ ପାଳନ କରିବେ । ହେଲେ ଜାନୁଆରୀ ୧କୁ କାହିଁକି ନୂଆବର୍ଷ ଭାବେ ପାଳନ କରାଯାଏ? ଏହି ପ୍ରଶ୍ନ ମନକୁ ଆନ୍ଦୋଳିତ କରେ। ଏହା ପଛରେ ରହିଛି ଏକ ବିଶେଷ କାରଣ। ଆଜି କି…

ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି, ଭିତର ଭିଡିଓ ଭାଇରାଲ

ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ପରିଲକ୍ଷିତ ହୋଇଛି । ଶ୍ରୀମନ୍ଦିର ଭିତର ଭିଡିଓ ସୋସିଆଲ୍ ଭାଇରାଲ ହେବାରେ ଲାଗିଛି । ଜଣେ ଯୁବତୀ ଶ୍ରୀମନ୍ଦିର ଭିତରେ ଥିବା ନିର୍ମାଲ୍ୟ ଖଳାରେ ଠିଆ ରିଲ୍ସ କରି ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି । ଏହା ଜଣାପଡ଼ିବା ପରେ ବିଭିନ୍ନ…

ବାଲେଶ୍ଵରରେ ପୂର୍ବତନ ବିଜେଡି ନେତା ତନ୍ମୟ ମହାନ୍ତିଙ୍କୁ ଛୁରାମାଡ଼

ବାଲେଶ୍ଵର: ବାଲେଶ୍ଵର ସହଦେବ ଖୁଣ୍ଟାର ପୂର୍ବତନ ବିଜେଡି ନେତା ତନ୍ମୟ ମହାନ୍ତିଙ୍କୁ ଛୁରାମାଡ଼ । ଛୁରାମାଡ଼ ପଛରେ ବିଜେଡି ରୁ ବହିଷ୍କୃତ ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା ଓ ସ୍ଥାନୀୟ ଠିକାଦାର ପ୍ରଭାତ ବିଶ୍ଵାଳ ଙ୍କ ହାତ ଥିବା ନେଇ କହିଛନ୍ତି ତନ୍ମୟ । ଆଜି ସକାଳୁ ତନ୍ମୟ ଘରୁ ବାହାରି…

ସାହିତ୍ୟ ପରିକ୍ରମା – ୨୦୨୩

ପରିବର୍ତ୍ତନ ହିଁ ସୃଷ୍ଟିର ନିୟମ। ପ୍ରତି ମୁହୂର୍ତ୍ତରେ ପୃଥିବୀର କୋଣ ଅନୁକୋଣରେ କିଛି ନା କିଛି ପରିବର୍ତ୍ତନ ଘଟୁଥାଏ। ସମୟ ସହ ନୂଆ ନୂଆ ଘଟଣାବଳୀର ଫର୍ଦ୍ଦସବୁ ଯୋଡ଼ି ହେଉଥାଏ ପୁଣି କିଛି ଇହିହାସର ପୃଷ୍ଠାରେ ପରିବର୍ତ୍ତିତ ହେଉଥାଏ। ଆଜି ୨୦୨୩ର ଶେଷ ଦିନ। ଗୋଟିଏ ବର୍ଷ ଭିତରେ ଓଡ଼ିଆ…

ଭାବନାକୁ ଶବ୍ଦର ରୂପ ଦେବା ପ୍ରୟାସରେ ମୁଁ ସାହିତ୍ୟ ପ୍ରତି ଆକୃଷ୍ଟ ହେଲି : ସଂଗ୍ରାମ କେଶରୀ ସେନାପତି

ଓଡ଼ିଆ ସାହିତ୍ୟ ଜଗତରେ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନଟିଏ ସଂରକ୍ଷିତ କରିସାରିଥିବା ସଂଗ୍ରାମ କେଶରୀ ସେନାପତି ଜଣେ ଅନନ୍ୟ ପ୍ରତିଭା । ଗଳ୍ପ ଓ କବିତା, ପ୍ରବନ୍ଧ ବିଭାଗରେ ତାଙ୍କ ଲେଖନୀ ଖୁବ ଚଳ-ଚଞ୍ଚଳ । ଓଡ଼ିଶାର ଅନେକ ପତ୍ର-ପତ୍ରିକାରେ ତାଙ୍କ ସାହିତ୍ୟ କୃତି ପ୍ରକାଶିତ । ଜଣେ ସସହିତ୍ୟ…

ବାହାରିଲା ଏଏସଓ ପରୀକ୍ଷା ଫଳ: ୭୮୭ କୃତକାର୍ଯ୍ୟ, ପ୍ରଥମ ୧୦ ଜଣଙ୍କ ମଧ୍ୟରେ ଜଣେ ଝିଅ

ଭୁବନେଶ୍ୱର:ଓଡ଼ିଶା ଲୋକସେବା ଆୟୋଗ ବା ଓପିଏସସିଙ୍କ ପକ୍ଷରୁ ହୋଇଥିବା ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏଏସଓ) ପରୀକ୍ଷା ଫଳ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ସଫଳ ହୋଇଥିବା ୭୮୭ ଜଣ ପରୀକ୍ଷାର୍ଥୀଙ୍କୁ ଏଏସଓ ପଦବୀରେ ନିଯୁକ୍ତି ଦିଆଯିବା ନେଇ ଓପିଏସସିଙ୍କ ପକ୍ଷରୁ ଜାରି ଏକ ରିଲିଜରେ…