Latest Odisha News

BREAKING NEWS

Browsing Category

ଫିଚର

ସୀମା ଟପିଲା ନୃଂଶସତା: ବିଷ ଇଞ୍ଜେକସନ୍ ଦେଇ ୧୦୦ କୁକୁରଙ୍କୁ ମାରିଦେଲେ

ଓଡ଼ିଶା ସମ୍ବାଦ ବ୍ୟୁରୋ: ବର୍ବରତାର ସବୁ ସୀମା ଟପିଲା ମଣିଷ । ମରଗଲା ମଣିଷ ପଣିଆ । ମଣିଷ ଭୁଲିଗଲା ହିତାହିତ ଜ୍ଞାନ । ପଶୁଙ୍କ ଉପରେ ଭୟଙ୍କର ପ୍ରତିଶୋଧ ନେଇଛି ମଣିଷ । ଶହେ କୁକୁରଙ୍କୁ ବିଷ ଇଞ୍ଜେକସନ୍ ଦେଇ ହତ୍ୟା । ଏଭଳି ସଙ୍ଗୀନ ଘଟଣା ତେଲେଙ୍ଗାନାରୁ ସାମନାକୁ ଆସିଛି । ଗାଁର ସରପଞ୍ଚ…

ବୀଭତ୍ସ ହତ୍ୟା: ଯୁବକଙ୍କ ମୁଣ୍ଡକୁ ଶାବଳରେ ପିଟିପିଟି ମାରିଦେଲା ଅଭିଯୁକ୍ତ

ବାଲେଶ୍ୱର: ସାମାନ୍ୟ ବଚସାରୁ ବୀଭତ୍ସ ହତ୍ୟା । ଯୁବକଙ୍କ ମୁଣ୍ଡକୁ ଶାବଳରେ ପିଟି ପିଟି ହତ୍ୟା ଅଭିଯୋଗ । ବାଲେଶ୍ୱର ଜିଲ୍ଲା ଟାଉନ୍ ଥାନା ଅଞ୍ଚଳରେ ଏଭଳି ବର୍ବର ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ରାକେଶ ପଣ୍ଡା । ସେ ରାସ୍ତାକାମରେ ନିୟୋଜିତ ଠିକାଦାରଙ୍କ ସଂସ୍ଥାରେ ସୁପରଭାଇଜର ଭାବରେ କାମ…

ରାଜ୍ୟରେ ୩ ଦିନ ଗ୍ରୀଷ୍ମ ଲହରି, ଏସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଡେଉଁଛି ପାରଦ । ବଢ଼ୁଛି ତାତି । ଖରା ଅସ୍ତବ୍ୟସ୍ତ କଲାଣି । ଗ୍ରୀଷ୍ମ ଲହରି ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର । ଆଜିଠୁ ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବଢ଼ିବ ତାତି । ହିଟୱେଭ୍ ନେଇ ୱାର୍ଣ୍ଣିଂ ଜାରି ହୋଇଛି । ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ…

ଆଜି ବିଧାନସଭାରେ ଆସିବ କାମଚଳା ବଜେଟ୍

ଭୁବନେଶ୍ୱର: ଆଜି ବିଧାନସଭାରେ ଆସିବ କାମଚଳା ବଜେଟ୍ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୧.୦୬ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଆଜି କାମଚଳା ବଜେଟ୍ ଓ ପରେ ପୂର୍ଣ୍ଣାଙ୍ଗ ବଜେଟ୍ ବିଧାନସଭାରେ ଉପସ୍ଥାପିତ ହେବ । ବଜେଟରେ ଭିତ୍ତିଭୂମି,…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ନୟାଗଡ଼: ଭିଜିଲାନ୍ସ ପଞ୍ଝାରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ରେଡ୍ ଚାଲିଛି । ଏକାସଙ୍ଗେ ୬ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ । ନୟାଗଡ଼, କଟକ,…

୯ ଦିନରେ ପେଟ୍ରୋଲ ଓ ଡିଜେଲ୍ ଦାମ୍ ବଢ଼ିଲାଣି ୬ ଟଙ୍କା

ଭୁବନେଶ୍ୱର: ତୈଳ ବଜାରରେ ନିଆଁ । ଲଗାତାର ବଢୁଛି ପେଟ୍ରୋଲ୍ ଓ ଡିଜେଲ ଦାମ୍ । ପ୍ରତିଦିନ ଗାଡ଼ିରେ ତେଲ ପକାଇବା ବେଳେ ହାତରୁ ଅଧିକ ଟଙ୍କା ଗଣୁଛନ୍ତି ଗ୍ରାହକ । ୨୪ ଘଣ୍ଟାରେ ବଦଳୁଛି ଦାମ୍ । ଗତ ୨୨ ତାରିଖରୁ ଆଜିକୁ ମିଶାଇ ପେଟ୍ରୋଲ ଓ ଡିଜେଲ ଦାମ ୮ ଥର ବଢିଲାଣି । ଭୁବନେଶ୍ୱରରେ ଆଜି…

ପଞ୍ଜାବ ସରକାରର ନିଷ୍ପତ୍ତି ଆଗରୁ ଘରେ ଘରେ ପିଡିଏସ ପହଞ୍ଚାଉଛନ୍ତି ଓଡ଼ିଶାର ସରପଞ୍ଚ

ଭୁବନେଶ୍ୱର: ବଣ ମଲ୍ଲୀ ବଣରେ ମଉଳି ଯାଏ! ଯଦି ଏହି ମଲ୍ଲୀ ସହରରେ ଫୁଟିଥାନ୍ତା ତାହେଲେ ଅନେକ ଯତ୍ନ ଏବଂ ପ୍ରଶଂସା ପାଇଥାନ୍ତା ନିଜ ଗୁଣକୁ ନେଇ । ଏବେ ସମାନ କଥା ଘଟିଛି ଓଡ଼ିଶାର ଜଣେ ସରପଞ୍ଚଙ୍କ କ୍ଷେତ୍ରରେ ଯାହାଙ୍କ ନାମ ବନମାଳି ନାଏକ । ସେ ନିର୍ବାଚନରେ ବିଜୟୀ ହେବା ପରେ ପ୍ରତିଶ୍ରୁତି…

ଋଷ-ୟୁକ୍ରେନ ଯୁଦ୍ଧ ବେଳେ ଭାରତରେ ଜମୁଛି ଅନ୍ତର୍ଜାତୀୟ ନେତାଙ୍କ ଭିଡ଼

ନୂଆଦିଲ୍ଲୀ: ଋଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଆମେରିକା ଋଷିଆ ଉପରେ ଆର୍ଥିକ ପ୍ରତିବନ୍ଧକ ଲଗାଇଛନ୍ତି । ଏହି ଆର୍ଥିକ ପ୍ରତିବନ୍ଧକ ଲଗାଇବା ପଛର ପ୍ରମୁଖ ନାୟକ ହେଉଛନ୍ତି ଆମେରିକାର ଉପ-ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଦଲ୍ଲୀପ ସିଂ । ଏବେ ଦଲ୍ଲୀପ ଚଳିତ ସପ୍ତାହରେ ଭାରତ ଗସ୍ତରେ ଆସିବେ ବୋଲି…

ନିର୍ବାଚନ ଫଳାଫଳ ପରେ ଯାଦବ ପରିବାର ଏବଂ ମେଣ୍ଟରେ ବଢୁଛି ଅସନ୍ତୋଷ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଫଳାଫଳ ପରେ ଦଳର ସର୍ବେସର୍ବା ଯାଦବ ପରିବାର ଏବଂ ମେଣ୍ଟରେ ଥିବା ସହଯୋଗୀ ଦଳ ମଧ୍ୟରେ ତିକ୍ତତା ବଢୁଥିବା ଦେଖିବାକୁ ମିଳିଛି। ନିର୍ବାଚନ ଫଳାଫଳ ପରେ ଲକ୍ଷ୍ନୌରେ ସମାଜବାଦୀ ପାର୍ଟିର ମୁଖିଆ ତଥା ସଭାପତି ଅଖିଳେଶ ଯାଦବଙ୍କ ନେତୃତ୍ୱରେ ଏକ…

କଂଗ୍ରେସରେ ଯୋଗଦେବେ ପ୍ରଶାନ୍ତ କିଶୋର !

ନୂଆଦିଲ୍ଲୀ: ଗୁଜରାଟ ବିଧାନସଭା ନିର୍ବାଚନ ଏବଂ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସର ନିର୍ବାଚନ ଦାୟିତ୍ୱ ତୁଲାଇବା ଅପେକ୍ଷା ଦଳରେ ସାମିଲ ହେବାକୁ ଇଚ୍ଛା ପ୍ରକାଶ କରିଛନ୍ତି ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର । ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ପ୍ରଶାନ୍ତ କିଶୋର…