Latest Odisha News

BREAKING NEWS

Browsing Category

ଫିଚର

ଏଟିଏମକୁ କାଟି ୧୭ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଭୁବନେଶ୍ୱର : ଭୁବନେଶ୍ୱର ନିକଟସ୍ଥ ଶିଶୁପାଳଗଡରେ ଏଟିଏମ୍ ଲୁଟ୍ । ଏଟିଏମକୁ କାଟି ୧୭ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଦୁର୍ବୃତ୍ତ ମାନେ ଟଙ୍କା ଲୁଟିନେଇଥିବା ଘଟଣାକୁ ନେଇ ଚାରିଆଡେ ଚାଞ୍ଚଲ୍ୟ ଖେଳିଯାଇଛି । ଶିଶୁପାଳଗଡ ଇନ୍ଦିରା କଲୋନୀରେ ଥିବା ଏସବିଆଇ ଏଟିଏମରୁ ଦୁର୍ବୃତ୍ତ ମାନେ…

ସମ୍ମୁଖକୁ ଆସିଲା ଯୁଦ୍ଧର ଆଉ ଏକ କରୁଣ ଚିତ୍ର:ମାଆମାନେ ପିଲାଙ୍କ ପିଠିରେ ଲେଖୁଛନ୍ତି ଠିକଣା

କୀଭ: ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ କେତେକ ଭୟଙ୍କର ତାହାର ଆଉ ଏକ ନଗ୍ନ ଚିତ୍ର ସମ୍ମୁଖକୁ ଆସିଛି । କିପରି ମାଆମାନେ ପିଲାମାନଙ୍କୁ ବଂଚାଇବା ପାଇଁ ସେମାନଙ୍କ ପିଠିରେ ଠିକଣା ଲେଖୁଛନ୍ତି ତାର ଫଟୋ ସୋସିଆଲ ମିଡିଆରେ ଶେୟାର ହେବା ପରେ ଏହା ଭାଇରାଲ ହୋଇଛି । ଯଦି ରୁଷ ସେନା ଆକ୍ରମଣରେ…

ସମବାୟ ନିର୍ବାଚନ ପାଇଁ ବାଜିଲା ବିଗୁଲ୍ : ଜୁନ ୧୯ ଓ ୨୬ ତାରିଖରେ ନିର୍ବାଚନ

ଭୁବନେଶ୍ୱର : ପଞ୍ଚାୟତ ଓ ପୌର ନିର୍ବାଚନ ସରିବା ପରେ ସମବାୟ ନିର୍ବାଚନ ପାଇଁ ବାଜିଲା ବିଗୁଲ । ଆସନ୍ତା ଜୁନ୍ ୧୯ ଓ ୨୬ ତାରିଖରେ ସମବାୟ ସମିତି ନିର୍ବାଚନ ହେବା ନେଇ ସମବାୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ନିର୍ବାଚନରେ କୌଣସି ଦଳୀୟ ଚିହ୍ନ ରହିବ ନାହିଁ । ଆସନ୍ତା ଜୁନ ୧୯…

ରସିକିଆ ନକଲି ଡାକ୍ତର ରମେଶ ସ୍ୱାଇଁଙ୍କ ପତ୍ନୀ ଗିରଫ , ଝାଡଖଣ୍ଡରୁ ଧରିଲା କମିଶନରେଟ ପୋଲିସ

ଭୁବନେଶ୍ୱର : ନକଲି ଡାକ୍ତର ରମେଶ ସ୍ୱାଇଁଙ୍କ ପତ୍ନୀ ଗିରଫ । ରମେଶ ସ୍ୱାଇଁଙ୍କ ଦ୍ୱିତୀୟ ପତ୍ନୀ କମଳାଙ୍କୁ ଝାଡଖଣ୍ଡରୁ ଗିରଫ କରିଛି କମିଶନରେଟ ପୋଲିସ । ବହୁ ଚର୍ଚ୍ଚିତ ଠକେଇ ମାମଲାର ମାଷ୍ଟର ମାଇଣ୍ଡ ଥିଲେ କମଳା । କମଳାଙ୍କୁ ରିମାଣ୍ଡରେ ଆଣିବାକୁ କମିଶନରେଟ ପୋଲିସ ଯୋଜନା କରୁଛି ।…

ଚଢେଇ ପଞ୍ଜୁରୀରେ ତମ୍ପ ,୨ ପକ୍ଷୀଙ୍କୁ ଗିଳିଦେଲା ସାପ

ବାଳକାଟି : ଚଢେଇ ପଞ୍ଜୁରୀରେ ତମ୍ପ ସାପ । ଆଖି ପିଛୁଳାକେ ଖାଇଦେଲା ପିଞ୍ଜରାରେ ଥିବା ଚଢେଇଙ୍କୁ । ବାଳକାଟି ନିକଟସ୍ଥ ବସନ୍ତପେଡି ଗାଁରେ ମଳୟ ରଞ୍ଜନ ପାତ୍ରଙ୍କ ଘରେ ଥିବା ଚଢେଇ ପଞ୍ଜୁରୀରେ ସାପ ପଶିଥିବା ଦେଖିବାକୁ ମିଳିଥିଲା ।ସାପଟି ପଞ୍ଜୁରୀ ଭିତରେ ଥିବା ଦୁଇଟି ବିଦେଶୀ ବଜରଙ୍ଗୀ…

ଧୀରେ ଧୀରେ ହୋଇ ଲିଟର ପିଛା ୧୦ ଟଙ୍କା ବଢିଲାଣି ପେଟ୍ରୋଲ ଦର, ଆଜି କେତେ?

ଭୁବନେଶ୍ୱର: ଆଜି ପୁଣି ବଢ଼ିଲା ପେଟ୍ରୋଲ, ଡିଜେଲ ଦର। ଭୁବନେଶ୍ୱରରେ ଲିଟର ପିଛା ୮୫ ପଇସା ବୃଦ୍ଧି ହୋଇଛି।  ରାଜଧାନୀ ଭୁବନେଶ୍ୱରରେ ୧୫ ଦିନରେ ପେଟ୍ରୋଲ ୯.୮୪ ଟଙ୍କା ବୃଦ୍ଧି  ପାଇ ୧୧୧.୬୪ ଟଙ୍କା ହୋଇଥିବା ବେଳେ ଡିଜେଲ ୯.୭୬ ବୃଦ୍ଧି ପାଇ ୧୦୧.୩୯ ଟଙ୍କା ହୋଇଛି। ଆଜି ଦିଲ୍ଲୀରେ…

ବଦଳିବେ ବିରୋଧୀ ଦଳ ନେତା !

ଭୁବନେଶ୍ୱର: ବିରୋଧୀ ଦଳର ନେତା ପ୍ରଦୀପ୍ତ ନାୟକ ଦୀର୍ଘ ଦିନ ଧରି ଅସୁସ୍ଥ ରହିଛନ୍ତି । ତେଣୁ ତାଙ୍କ ସ୍ଥାନରେ ନୂଆ ବିରୋଧୀ ଦଳର ନେତା କିଏ ହେବ ସେ ନେଇ ବିଜେପି ବିଧାୟକ ଦଳର ଏକ ବୈଠକ ହୋଇଛି । ଦିଲ୍ଲୀ ଗସ୍ତରେ ଏହି  ସମସ୍ତ ବିଧାୟକ ଥିବା ବେଳେ ଶୀର୍ଷ ନେତୃତ୍ୱଙ୍କୁ ଭେଟି ବିରୋଧୀ ଦଳର…

ପୁଟିନଙ୍କୁ ପୁଣିଥରେ ‘ଯୁଦ୍ଧ ଅପରାଧୀ’ କହିଲେ ଜୋ ବାଇଡେନ୍

ନ୍ୟୁୟର୍କ: ରୁଷ ଏବଂ ୟୁକ୍ରେନ ଯୁଦ୍ଧ ୪୦ଦିନରେ ପହଞ୍ଚିଛି । ଏହି ୪୦ ଦିନ ମଧ୍ୟରେ ରୁଷ ୟୁକ୍ରେନର ଅନେକ ସହରକୁ ଧ୍ୱଂସ କରିଛି । ୟୁକ୍ରେନ ରାଜଧାନୀ କିଭ ପାଖରେ ଥିବା ବୁଚା ସହରରେ କୁଢ କୁଢ ଶବ ଦେଖିବାକୁ ମିଳିଛି । ଏହା ଉପରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି, ପୁଟିନଙ୍କୁ…

ରାଜ୍ୟସଭାକୁ ଯିବା ଚର୍ଚ୍ଚାରେ ଜବାବ ରଖିଲେ ନୀତୀଶ କୁମାର

ପାଟଣା: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭାକୁ ଯିବାକୁ ଇଚ୍ଛୁକ ବୋଲି ଯେଉଁ କଳ୍ପନା ଜଳ୍ପନା ହେଉଥିଲା ତାର ପୂର୍ଣ୍ଣଛେଦ ପକାଇଛନ୍ତି । ସେ ଏହି ଚର୍ଚ୍ଚାକୁ ଖାରଜ କରି କହିଛନ୍ତି । ନୀତୀଶ କୁମାର କହିଛନ୍ତି, ମୁଁ ରାଜ୍ୟସଭା ଯାଉଥିବା କଥା ଶୁଣି ଆଶ୍ଚର୍ଯ୍ୟ। ଗତ ସପ୍ତାହରେ…

ଆତଙ୍କବାଦୀଙ୍କ ଗୁଳିରେ କଶ୍ମୀର ପଣ୍ଡିତ ଆହତ

ଶ୍ରୀନଗର: ଦୀର୍ଘ ଦିନର ଘଟଣାକୁ ନେଇ ପରଦାରେ ଦ କଶ୍ମୀର ଫାଇଲ୍ସ ସିନେମା ରିଲିଜ ହୋଇଛି । ଏହାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆତଙ୍କବାଦୀମାନେ କଶ୍ମୀରର ଶୋପିଆନ୍‌ରେ ଜଣେ କଶ୍ମୀରୀ ପଣ୍ଡିତଙ୍କୁ ଗୁଳି ମାଡ କରିଛନ୍ତି। ଏବେ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…