Latest Odisha News

BREAKING NEWS

Browsing Category

ଫିଚର

ଇସ୍ତଫା ଦେବେ ନାହିଁ ଇମ୍ରାନ୍, କ୍ରିକେଟରଙ୍କ ଭଳି ଶେଷ ବଲ୍ ପର୍ଯ୍ୟନ୍ତ ଲଢ଼େଇ କରିବେ

ଇସଲାମାବାଦ୍: ପାକିସ୍ତାନରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଗୁରୁବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ପାକିସ୍ତାନ ସଂସଦର ନିମ୍ନ ସଦନ ନ୍ୟାସନାଲ ଆସେମ୍ବଲିରେ ତାଙ୍କ ବିରୋଧରେ ବିରୋଧୀଙ୍କ ଦ୍ୱାରା ଆଗତ ଅନାସ୍ଥା ପ୍ରସ୍ତାବ ଉପରେ ବିତର୍କ ଏବଂ…

ମାନସ ସ୍ୱାଇଁ ହତ୍ୟା ମାମଲା: ଶର୍ମିଷ୍ଠାଙ୍କୁ ଧରି କ୍ରାଇମସିନ୍ ରିକ୍ରିଏସନ୍ କରିବ କ୍ରାଇମବ୍ରାଞ୍ଚ

କଟକ: କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ରହସ୍ୟ ଭେଦୁଛି କ୍ରାଇମବ୍ରାଞ୍ଚ । ଅଧିକ ଖୋଳତାଡ ଚଳାଇଛି । ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ, ଷଡ଼ଯନ୍ତ୍ରକାରୀ ନିରଞ୍ଜନ ସେଠୀ ସମେତ ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣି ଜେରା ଚାଲିଛି । ତିନି ଦିନର ମାରାଥନ୍ ଜେରାରେ କ୍ରାଇମବ୍ରାଞ୍ଚ…

ଆଜି ଉତ୍କଳ ଦିବସ: ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶାକୁ ମିଳିଥିଲା ମାନ୍ୟତା

ଭୁବନେଶ୍ୱର: ଆଜି ହେଉଛି ଉତ୍କଳ ଦିବସ । ୧୯୩୬ ମସିହା ଆଜିର ଦିନରେ ଦେଶରେ ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବରେ ଓଡ଼ିଶାକୁ ମାନ୍ୟତା ମିଳିଥିଲା । ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ମନେ ରଖିବା ପାଇଁ ପ୍ରତିବର୍ଷ ଆଜିର ଦିନକୁ ଉତ୍କଳ ଦିବସ ଭାବରେ ପାଳନ କରାଯାଉଛି ।…

୧୧ ଦିନରେ ଦ୍ୱିତୀୟ ଥର ତେଲ ଦର ଅପରିବର୍ତ୍ତିତ, ବଢ଼ିଲା ରୋଷେଇ ଗ୍ୟାସର ଦାମ

ଭୁବନେଶ୍ୱର: ନୂଆ ଆର୍ଥିକ ବର୍ଷ ଆରମ୍ଭରୁ ବ୍ୟବସାୟୀଙ୍କ ଉପରେ ମହଙ୍ଗା ମାଡ଼ ଆରମ୍ଭ ହୋଇଛି । ଯାହାର ପ୍ରଭାବ ସାଧାରଣ ଲୋକଙ୍କ ଉପରେ ମଧ୍ୟ ପଡ଼ିବ । ନିକଟରେ ଘରୋଇ ସିଲିଣ୍ଡର ଦାମ ବଢ଼ିଥିଲା ଆଜି ୧୯ କେଜି ବ୍ୟବସାୟିକ ଏଲପିଜି ସିଲିଣ୍ଡର ମୂଲ୍ୟ ୨୫୦ ଟଙ୍କା ବୃଦ୍ଧି ହୋଇଛି। ଦିଲ୍ଲୀରେ…

ଯୌନ ଉତ୍ପୀଡନ ମାମଲା: ଗଣେଶ ଆଚାର୍ଯ୍ୟଙ୍କ ବିରୋଧରେ ରୁଜୁ ହେଲା ଚାର୍ଜଶିଟ

ମୁମ୍ବାଇ:କୋରିଓଗ୍ରାଫର ଗଣେଶ ଆଚାର୍ଯ୍ୟଙ୍କ ବିପକ୍ଷରେ ଯୌନ ଉତ୍ପୀଡନ ଓ ଧମକ ମାମଲାରେ ଗୁରୁବାର ପୋଲିସ ଚାର୍ଜଶିଟ ଦାଖଲ କରିଛି । ଗଣେଷଙ୍କ ବିରୋଧରେ ତାଙ୍କ ସହ କାମ କରୁଥିବା ଜଣେ ମହିଳା ଡ୍ୟାନ୍ସର ଏହି ଅଭିଯୋଗ ଆଣିଥିଲେ । ଓଶବିରା ପୋଲିସ ଅଧିକାରୀ ସନ୍ଦୀପ ଶିନ୍ଦେଙ୍କ ଅନୁସାରେ ଧାରା…

ବଲିଉଡରେ ଗୋଟିଏ ପରେ ଗୋଟିଏ ହିଟ୍ ଫିଲ୍ମ ଦେଇ ଦାମୀ ହିରୋଇନ ଲିଷ୍ଟରେ ଆଲିଆ ଭଟ୍ଟଙ୍କ ନାଁ

ମୁମ୍ବାଇ : ବଲିଉଡରେ ବେଶ୍ ଚର୍ଚ୍ଚା ହେଉଛି ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ନାଁ । ଗୋଟିଏ ପରେ ଗୋଟିଏ ହିଟ୍ ଫିଲ୍ମ ଦେଇ ଫ୍ୟାନ ମାନଙ୍କ ପ୍ରଶଂସା ସାଉଁଟୁଛନ୍ତି ଆଲିଆ । ଫିଲ୍ମ ''ଗଙ୍ଗୁବାଇ କାଠିଆୱାଡି'' ପରେ ''ଆରଆରଆର'' ବି ହିଟ୍ । ଏବେ ବିଲିଉଡର ସବୁଠାରୁ ଦାମୀ ହିରୋଇନ ବନିଯାଇଛନ୍ତି…

ସିକେ ନାୟୁଡୁ ଟ୍ରଫି: ଓଡିଶାକୁ ଗୁରୁତ୍ୱପୂର୍ଣ୍ଣ ପ୍ରଥମ ଇନିଂସ ଅଗ୍ରଣୀ

ଭୁବନେଶ୍ୱର: ତ୍ରିଭେନ୍ଦ୍ରମରେ ଚାଲିଥିବା ସିକେ ନାୟୁଡୁ ଟ୍ରଫି କ୍ରିକେଟ ଟୁର୍ଣ୍ଣାମେଂଟରେ ଗୁରୁବାର ମଧ୍ୟପ୍ରଦେଶ ବିପକ୍ଷରେ ଓଡିଶା ୬୯ ରନର ଗୁରୁତ୍ୱପୂର୍ଣ୍ଣ ପ୍ରଥମ ଇନିଂସ ଅଗ୍ରଣୀ ହାସଲ କରିଛି । ମଧ୍ୟପ୍ରଦେଶର ପ୍ରଥମ ଇନିଂସ ସ୍କୋର ୩୩୧ ରନ ଜବାବରେ ଓଡିଶା ୪୦୦ ରନ ସଂଗ୍ରହ କରିଛି ।…

ଡିଜେଲ୍ ଶୂନ୍ୟ ଶ୍ରୀଲଙ୍କା, ରାସ୍ତାକୁ ଓହ୍ଲାଇଲେ ଲୋକେ

ଭୁବନେଶ୍ୱର: ଡିଜେଲ୍ ମରୁଡି ଦେଇ ଗତି କରୁଛି ଶ୍ରୀଲଙ୍କା । ଦିନ ତମାମ୍ ତେଲ ଟାଙ୍କିରେ ଆଉଟ୍ ଅ୍ରଫ୍ ଷ୍ଟକ୍ ବୋର୍ଡ ଝୁଲିଥିବାବେଳେ ପ୍ରଭାବିତ ହୋଇଛନ୍ତି ୨୨ ମିଲିଅନ୍ ଲୋକେ । ଡିଜେଲ୍ ଅଭାବ ଯୋଗୁଁ ଯାତାୟତ ଓ ମାଲ ପରିବହନ ମଧ୍ୟ ଠପ୍ ପଡିଛି । ସ୍ୱାଧୀନତା ପରଠୁ ଏହି ଦକ୍ଷିଣ ଏସୀୟ ଦେଶ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ : ଅନୁଧ୍ୟାନ ପାଇଁ ବିଧାନସଭାରେ ୮ ଜଣିଆ ଗୃହ କମିଟି ଗଠିତ

ଭୁବନେଶ୍ୱର : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଗୃହ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର । ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ୮ ଜଣିଆ ଟିମ ଗଠନ ହୋଇଛି । ଏହିି କମିଟିରେ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର…

ପୁଣି ଖାରଜ ହେଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ

ବାଣପୁର : ପୁଣି ଖାରଜ ହେଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବେଦନ । ଦୌରା ଜଜଙ୍କ ନିଟକରେ ୨୮ ତାରିଖ ଦିନ ଜାମିନ ଆବେଦନ କରାଯାଇଥିବା ବେଳେ ଆଜି ତାହାର ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରାଯାଇଥିଲା ।ଏହି ଶୁଣାଣି ସମୟରେ ଉଭୟ ବିଧାୟକଙ୍କ ଓକିଲ ଓ ସରକାରୀ ଓକିଲ ଯୁକ୍ତି…