Latest Odisha News

BREAKING NEWS

Browsing Category

ଫିଚର

[ଭିଡିଓ] ବିଧାନସଭା ଅଧିବେସନରେ ଅଖିଳେଶଙ୍କ ସହ ହାତ ମିଶାଇଲେ ଯୋଗୀ

ଲକ୍ଷ୍ନୌ : ଉତ୍ତରପ୍ରଦେଶରେ ସୋମବାର ବିଧାନସଭା ଅଧିବେସନ ଆରମ୍ଭ ହୋଇଛି ।ଏହି ଅଧିବେସନରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦତ୍ୟନାଥ ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବଙ୍କ ସହ ହାତ ମିଳାଉଥିବା ନଜର ଆସିଛନ୍ତି । ଯୋଗୀ ଅଖିଳେଶଙ୍କ କାନ୍ଧରେ ହାତ ପକାଉଥିବା ଭିଡିଓ ଏବେ ସୋସିଆଲ…

ବିଧାନସଭାରେ ଶ୍ରୀମନ୍ଦିର ପ୍ରସଙ୍ଗ: ଶ୍ରୀମନ୍ଦିର ପ୍ରାଚୀରକୁ ଲାଗି ହୋଇଥିବା ଗର୍ତ୍ତକୁ ପୋତିବାକୁ ଦାବି କଲେ ସୁର…

ଭୁବନେଶ୍ୱର : ବିଧାନସଭାରେ ଉଠିଲା ଶ୍ରୀମନ୍ଦିର ପ୍ରସଙ୍ଗ । ବିଧାନସଭା ଶୂନ୍ୟ କାଳରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ଲାଗିରହିଥିବା ବିବାଦ ପ୍ରସଙ୍ଗରେ ପ୍ରଶ୍ନ ଉଠାଇଛନ୍ତି କଂଗ୍ରେସ ବିଧାୟକ ସୁର ରାଉତରାୟ । ଶ୍ରୀମନ୍ଦିର ପାଚେରୀକୁ ଲାଗି ଯେଉଁ ବଡ ବଡ ଗାତ ଖୋଳାଯାଇଛି ସେଗୁଡିକୁ…

ଦେଶରେ ୨୪ ଘଣ୍ଟାରେ ୧୨୭୦ ନୂଆ ଆକ୍ରାନ୍ତ ଚିହ୍ନଟ , ୩୧ ମୃତ

ଦିଲ୍ଲୀ : ଦେଶରେ କିଛି ଦିନ ହେଲା କରୋନା ସଂକ୍ରମଣ ହାର ହ୍ରାସ ପାଇବାରେ ଲାଗିଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟ ଅନୁସାରେ ୨୪ ଘଣ୍ଟା ମଧ୍ୟରେ ୧୨୭୦ ନୂତନ କରୋନା ସଂକ୍ରମିତ ଚିହ୍ନଟ  ହୋଇଥିବା ରେକର୍ଡ କରାଯାଇଛି । ଦିନକରେ ୩୧ ଜଣଙ୍କ ମୃତ୍ୟୁ ହୋଇଯାଇଛି । ସଂକ୍ରମଣ ହ୍ରାସ…

କେନ୍ଦୁଝରରେ ଭାରତ ବନ୍ଦର ପ୍ରଭାବ : ରାଜପଥ ଅବରୋଧ ,ଗାଡି ମଟର ଚଳାଚଳ ବାଧାପ୍ରାପ୍ତ

କେନ୍ଦୁଝର : ବିଭିନ୍ନ ଦାବି ନେଇ ଆଜି ଠାରୁ ଦୁଇ ଦିନ ଭାରତ ବନ୍ଦ ଡାକରା ଦିଆଯାଇଛି ।ୟୁନାଇଟେଡ ଟ୍ରେଡ ୟୁନିୟନ ପକ୍ଷରୁ ଏହି ବନ୍ଦ ଡାକାରା ଦିଆଯାଇଛି ।ଏଥିରେ ସାମିଲ ହୋଇଛନ୍ତି କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଙ୍ଗଠନ । କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବିଭିନ୍ନ ଦାବି ନେଇ ଦୁଇଦିନ ଭାରତ…

ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀଙ୍କୁ ଅଫିସର ଭେଟିବା ପ୍ରସଙ୍ଗରେ ବିଜେପି-ବିଜେଡି ବାକଯୁଦ୍ଧ

ଭୁବନେଶ୍ୱର: ପଞ୍ଚାୟତ ଓ ପୌର ନିର୍ବାଚନରେ ବିପୁଳ ବିଜୟ ପରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶାସନିକ ଅଧିକାରୀ ଭେଟିବା ପ୍ରସଙ୍ଗରେ ଜୋର ଧରିଛି ରାଜନୀତି । ଅଫିସରଙ୍କୁ ଟାର୍ଗେଟ କରିଛି ବିଜେପି । ଆଜି ସାମ୍ବାଦିକ ସମ୍ମିଳନୀରେ ପ୍ରଶାସନିକ ଅଧିକାରୀଙ୍କୁ…

ଆଜି ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦାମ୍

ଭୁବନେଶ୍ୱର: ବେଲଗାମ ହେଉଛି ତୈଳ ଦର । ଆଜି ପୁଣି ଥରେ ବଢ଼ିଛି ପେଟ୍ରୋଲ୍ ଓ ଡିଜେଲ୍ ଦାମ୍ । ସପ୍ତମ ଦିନରେ ଲଗାତାର ଷଷ୍ଠ ଥର ବଢ଼ିଛି ତୈଳ ଦର । ଆଜି ପେଟ୍ରୋଲ୍ ଦାମ୍ ଲିଟର ପିଛା ୩୦ ଓ ଡିଜେଲ୍ ଲିଟର ପ୍ରତି ଦର ୩୫ ପଇସା ମହଙ୍ଗା ହୋଇଛି । ବର୍ଦ୍ଧିତ ଦର ଲାଗୁ ହେବା ପରେ ଓଡ଼ିଶାରେ ପେଟ୍ରୋଲ…

ଆଜିଠୁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ମରେ ଦିଲ୍ଲୀ ଅଭିମୁଖେ ବାହାରିବେ । ତିନି ଦିନର ରହଣି କାର୍ଯ୍ୟକ୍ରମ ରହିଛି । ଆଜି ସନ୍ଧ୍ୟା ସାଢ଼େ ୬ଟାରେ ବିବିସି ସ୍ପୋର୍ଟସ ଆଓ୍ୱାର୍ଡ ଉତ୍ସବରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ସଂସଦର…

ପେଟ୍ରୋଲ ପମ୍ପରେ ଫୁଟିଲା ଗୁଳି, ଜଣେ କର୍ମଚାରୀ ଗୁରୁତର

ଭୁବନେଶ୍ୱର: ରାଜଧାନୀରେ ଗୁଳିମାଡ଼ । ପେଟ୍ରୋଲ ପମ୍ପରେ ଫୁଟିଲା ଗୁଳି । ଏଥିରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଭୁବନେଶ୍ୱର ଲକ୍ଷ୍ମୀସାଗର ଅଞ୍ଚଳରେ ଥିବା ପେଟ୍ରୋଲ ପମ୍ପରେ ଗତକାଲି ରାତିରେ ଏହି ଗୁଳିମାଡ଼ ହୋଇଛି । ଗୁରୁତର ଯୁବକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତକାଲି ରାତିରେ…

ଶ୍ରମିକ ସଂଗଠନର ଧର୍ମଘଟରେ ସାମିଲ ହେଲାନି ପେଟ୍ରୋଲିୟମ୍ ଡିଲର୍ସ ସଂଘ

ଭୁବନେଶ୍ୱର: ଟ୍ରେଡ୍ ୟୁନିଅନର ଧର୍ମଘଟରେ ସାମିଲ୍ ହେଲାନି ପେଟ୍ରୋଲିୟମ୍ ଡିଲର୍ସ ସଂଘ । ଏନେଇ ସୂଚନା ଦେଇଛି ପେଟ୍ରୋଲିୟମ୍ ମହାସଂଘ । ପିକେଟିଂ ଯୋଗୁଁ ଆଜି ପ୍ରଥମାର୍ଦ୍ଧରେ ଭୁବନେଶ୍ୱରରେ ପେଟ୍ରୋଲ ପମ୍ପ ବନ୍ଦ ରହିବ ।  ଦ୍ୱିତୀୟାର୍ଦ୍ଧରେ ଖୋଲା ରହିବ ପେଟ୍ରୋଲ୍ ପମ୍ପ । ରାଜ୍ୟର ଅନ୍ୟ ସବୁ…

ଦୁଇ ଦିନିଆ ସର୍ବଭାରତୀୟ ଧର୍ମଘଟ କରୁଛି ଶ୍ରମିକ ସଂଗଠନ

ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ସର୍ବଭାରତୀୟ ଧର୍ମଘଟ କରୁଛି ଶ୍ରମିକ ସଂଗଠନ । ବିଭିନ୍ନ ସ୍ଥାନରେ ପିକେଟିଂ ସହ ବନ୍ଦ ପାଳନ କରୁଛନ୍ତି । ୧୨ ଦଫା ଦାବିରେ ବନ୍ଦ ଡାକରା ଦେଇଛି କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ । ଏହାର ପ୍ରଭାବ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି । ଭୁବନେଶ୍ୱର…