Latest Odisha News

BREAKING NEWS

Browsing Category

ଫିଚର

ଲୋକସଭାରୁ ଇସ୍ତଫା ଦେଲେ ଅଖିଳେଶ ଓ ଆଜମ ଖାନ୍

ଲକ୍ଷ୍ମୌ: ଉତ୍ତରପ୍ରଦେଶ ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ ଆଜି (ମଙ୍ଗଳବାର) ଲୋକସଭାରୁ ଇସ୍ତଫା ଦେଇଛନ୍ତି। ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ​​ଅଖିଳେଶ ଯାଦବ କରହଲ ଆସନରୁ ବିଧାୟକ ଭାବରେ ନିର୍ବାଚିତ ହୋଇଛନ୍ତି। ତାଙ୍କ ସହିତ ଅଖିଳେଶ ଯାଦବ ୨୦୧୯ରେ ଆଜାମଗଡ ଲୋକସଭା ଆସନରୁ…

ଭୁବନେଶ୍ୱର କୋର୍ଟରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଟ୍ରାଞ୍ଜିଟ ରିମାଣ୍ଡରେ ନେବ ପୋଲିସ

ଭୁବନେଶ୍ୱର: ଗତ ୧୨ ତାରିଖ ଦିନ ବ୍ଲକ ଅଧ୍ୟକ୍ଷ ନିର୍ବାଚନ ବେଳେ ଲୋକଙ୍କୁ ଗାଡି ମଡାଇ ଦେବା, ପରେ ଲୋକଙ୍କ ମାଡରେ ଲହୁଲୁହାଣ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଆଜି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ସ୍ଥାନାନ୍ତର ହୋଇଛନ୍ତି । ଏହାପରେ ପୁଲିସ ଏହି ବାହୁବଳୀ ବିଧାୟକଙ୍କୁ…

ଟିଏମସି ନେତାଙ୍କୁ ହତ୍ୟା ପରେ ଗାଁରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୧୦ ଜୀବନ୍ତଦଗ୍ଧ

କୋଲକାତା: ପଶ୍ଚିମବଙ୍ଗରେ ପୁଣି ଥରେ ହିଂସା। ଶାସକ ଦଳ ତୃଣମୂଳ କଂଗ୍ରେସ (ଟିଏମସି) ନେତାଙ୍କୁ ହତ୍ୟା ପରେ ଗତକାଲି ରାତିରେ ବୀରଭୂମର ରାମପୁରହାଟର ବୋଗତୁଇ ଗାଁରେ କିଛି ଲୋକ ନିଆଁ ଲଗାଇ ଦେଇଥିଲେ। ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୩୮ ଜଣ ଆହତ ହୋଇଥିବା କୁହାଯାଉଛି।…

[ଭିଡିଓ] ଭାରସାମ୍ୟ ହରାଇ ଓଲଟିଲା ବସ୍ , ୩୦ ଆହତ

ଢେଙ୍କାନାଳ : ଭାରସାମ୍ୟ ହରାଇ ଓଲଟି ପଡିଲା ବସ୍ । ଢେଙ୍କାନାଳ ଜିଲ୍ଲାର ବଣସିଂହ ନିକଟସ୍ଥ ମା’ ପାଟରାଣୀଙ୍କ ମନ୍ଦିର ପାଖରେ ସମଲେଇ ନାମକ ଯାତ୍ରୀବାହୀ ବସ୍ ଓଲଟି ପଡିଛି । ଏହି ଦୁର୍ଘଟଣାରେ ୩୦ ରୁ ଅଧିକ ଛାତ୍ରଛାତ୍ରୀ ଓ ଯାତ୍ରୀ ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ସେମାନଙ୍କୁ…

ସମ୍ ହସ୍ପିଟାଲରେ ‘ଛ’ ମାସର ଶିଶୁର ହୃଦ୍ ସମସ୍ୟାର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର : ସମ୍ ହସ୍ପିଟାଲରେ 'ଛ' ମାସର ଶିଶୁର ସଫଳ ହୃଦ୍ ଅସ୍ତ୍ରୋପଚାର ।  ଶିଶୁର ଶରୀରରେ ଥିବା ଜଟିଳ ହୃଦ ସମସ୍ୟାର ସଫଳ ଅସ୍ତ୍ରୋପଚାର ସମ୍ଭବ ହୋଇପାରିଛି । ନୟାଗଡ ଜିଲ୍ଲା ଦଶପଲ୍ଲା ଅଞ୍ଚଳର ସୁବାସ ଚନ୍ଦ୍ର ବେହେରାଙ୍କ  ଛ’ମାସର ଶିଶୁ ପୁତ୍ରଟି ହୃଦ୍ ପଲମୁନାରୀ ଓ ଲାଇଭ୍…

ଆଜି ବିଶ୍ୱ ଜଳ ଦିବସ : ଜଳ ହିଁ ଜୀବନ

ଭୁବନେଶ୍ୱର : ଆଜି ବିଶ୍ୱ ଜଳ ଦିବସ । ମାନବ କଲ୍ୟାଣର ମୂଳ ଆଧାର ହେଉଛି ଜଳ । ଜଳ ବିନା ପୃଥିବୀପୃଷ୍ଠରେ ପ୍ରାଣୀ,ବୃକ୍ଷଲତା ମନୁଷ୍ୟ ତିଷ୍ଠିବା ଅସମ୍ଭବ । ଜଳ ଆମର ସବୁଠାରୁ ମୂଲ୍ୟବାନ ପ୍ରାକୃତିକ ବନ୍ଧୁ ।ଜଳ ବିନା ଦୁବ ବି କଅଁଳିବା ଅସମ୍ଭବ । ଜଳ ଅଛି ତ ଏ ଜୀବନ ବି ଅଛି ।ଆମ ଦୈନନ୍ଦିନ…

ଦିବଂଗତ ବିଧାୟକଙ୍କ ପୁଅ ନା ମନ୍ତ୍ରୀଙ୍କ ଝିଅ, କିଏ ହେବେ ବ୍ରଜରାଜନଗର ବିଧାନସଭାର ପ୍ରାର୍ଥୀ ?

ଝାରସୁଗୁଡା: କିଶୋର ମହାନ୍ତିଙ୍କ ବିୟୋଗ ପରେ ଖାଲି ପଡିଛି ଝାରସୁଗୁଡାର ବ୍ରଜରାଜନଗର ବିଧାନସଭା ଆସନ । ପୌର ନିର୍ବାଚନ ପରେ ପରେ ଖୁବଶୀଘ୍ର ଉପ ନିର୍ବାଚନ ତାରିଖ ଘୋଷଣା ହେବ ବୋଲି ସୂଚନା ରହିଛି । ତେଣୁ ବ୍ରଜରାଜନଗର ବିଧାନସଭା ଆସନରୁ କିଏ ହେବେ ପ୍ରାର୍ଥୀ ସେ ନେଇ ରାଜନୈତିକ ଦଳଙ୍କ…

ଆନନ୍ଦପୁର ବୈତରଣୀ ଡିଭିଜନର ସହକାରୀ ଯନ୍ତ୍ରୀଙ୍କର ୧୧ଟି ପ୍ଲଟ୍ ଠାବ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ପଡ଼ିଥିବା କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବୈତରଣୀ ଡିଭିଜନର ସହକାରୀ ଯନ୍ତ୍ରୀ ଉମେଶ ଚନ୍ଦ୍ର ଶାସିନୀଙ୍କର ୧୧ଟି ପ୍ଲଟ୍ ଠାବ । ଭୁବନେଶ୍ୱର, ଭଦ୍ରକ, ଯାଜପୁର, ଆନନ୍ଦପୁର, କେନ୍ଦୁଝର ଅଞ୍ଚଳରେ ରହିଛି ଏସବୁ ପ୍ଲଟ । ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ମୌଜାରେ ଏକ…

[ଦେଖନ୍ତୁ ଭିଡିଓ] ଯୁଦ୍ଧ ବିରୋଧରେ ଧାରଣା ବେଳେ ରୁଷ୍ ସେନାର ଆଖିବୁଜା ଗୁଳିମାଡ଼

ଓଡ଼ିଶା ସମ୍ବାଦ ବ୍ୟୁରୋ: ୟୁକ୍ରେନରେ ଆତଙ୍କ ଖେଳାଉଛି ରୁଷ୍ ସେନା । ଏବେ ସାଧାରଣ ଲୋକଙ୍କୁ ଟାର୍ଗେଟ କରୁଛି । ଆବାସିକ ସ୍ଥଳୀ ଉପରେ ହମଲା କରୁଛି । ଯୁଦ୍ଧ ବିରୋଧରେ ଧାରଣ ବେଳେ ଲୋକଙ୍କ ଉପରେ ବି ଗୁଳିମାଡ଼ କରୁଛି । ଖେରସୋନରୁ ଏଭଳି ଚିତ୍ର ସାମନାକୁ ଆସିଛି । ସୋସିଆଲ୍ ମିଡିଆରେ ଭାଇରାଲ୍…

NATO ବିରୋଧରେ ବଡ଼ ବୟାନ ଦେଲେ ଜେଲେନସ୍କି

ଓଡ଼ିଶା ସମ୍ବାଦ ବ୍ୟୁରୋ: ୨୭ ଦିନରେ ପହଞ୍ଚିଲାଣି ରୁ୍ଷ୍-ୟୁକ୍ରେନ୍ ଲଢ଼େଇ । ରୁଷ୍ ଜୋରଦାର ହମଲା କରୁଛି । ଶକ୍ତିଶାଳୀ ପୁଟିନ୍ ସେନା ଆଗରେ ମୁଣ୍ଡ ନୁଆଇବା ସ୍ଥିତିରେ ନାହିଁ ଯୁକ୍ରେନ୍ । ଏଭଳି ସ୍ଥିତିରେ ନାଟୋ ବିରୋଧରେ ବଡ଼ ବୟାନ ରଖିଛନ୍ତି ୟୁକ୍ରେନ୍ ରାଷ୍ଟ୍ରପତି ଜେଲେନସ୍କି । ନାଟୋ…