Latest Odisha News

BREAKING NEWS

Browsing Category

ଫିଚର

ଦୋଳ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ପ୍ରବଳ ଭିଡ , ବ୍ୟାରିକେଡ ଭାଙ୍ଗି ଧସେଇ ପଶିଲେ ଭକ୍ତ

ପୁରୀ : ପୁରୀରେ ଆଜି ପବିତ୍ର ଦୋଳ ପୂର୍ଣ୍ଣିମା ।ମହାପ୍ରଭୁଙ୍କ ରାଜାରାଜେଶ୍ୱର ବେଶ ଅର୍ଥାତ୍ ସୁନେବେଶ ଥିବାରୁ ପ୍ରବଳ ଭକ୍ତଙ୍କ ସମାଗମ ହୋଇଥିଲା । ଏହି ସମୟରେ ନୀତିକାନ୍ତି ବିଳମ୍ବ ହେବାରୁ ଶ୍ରୀମନ୍ଦିର ଭିତରକୁ ବ୍ୟାରିକେଟ ଭାଙ୍ଗି ଧସେଇ ପସିଛନ୍ତି ଭକ୍ତମାନେ । ସିଂହଦ୍ୱାର ସମ୍ମୁଖ…

ଆଦିବାସୀଙ୍କ ଅଜବ ଗଜବ ହୋଲି ପରମ୍ପରା

ପୁରୀ: ହୋଲି ଭାରତର ଏକ ଲୋକପ୍ରିୟ ପର୍ବ । ବିଭିନ୍ନ ସ୍ଥାନରେ ଏହା ଭିନ୍ନ ଭିନ୍ନ ଶୈଳୀରେ ପାଳନ କରାଯାଇଥାଏ । ଆଦିବାସୀମାନେ ମଧ୍ୟ ହୋଲିକୁ ସେମାନଙ୍କ ସ୍ୱତନ୍ତ୍ର ଶୈଳୀରେ ମନେଇଥାନ୍ତି । ଆସନ୍ତୁ ଜାଣିବା ଏ ଭଳି କିଛି ପରମ୍ପରା ସମ୍ପର୍କରେ.. ରଙ୍ଗ ବଦଳରେ ଅଙ୍ଗାର: ବିଶ୍ୱାସ ନ ହେଲେ ବି ସତ…

ରାଉରକେଲାରେ ନିର୍ମାଣାଧୀନ ହକି ଷ୍ଟାଡିୟମର ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ

ରାଉରକେଲା  : ରାଉରକେଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ୫- ଟି ସଚିବ ଭିକେ ପାଣ୍ଡିଆନ୍ ।ରାଉରକେଲାର ବିପିୟୁଟି ପରିସରରେ ନିର୍ମାଣାଧିନ ବିର୍ସାମୁଣ୍ଡା ହକି ଷ୍ଟାଡିୟମ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟ ଶାସନ ଓ ୫- ଟି ସଚିବ । ଷ୍ଟାଡିୟମ୍ ପରିସର ବୁଲିଦେଖିବା…

ଦିନକ ପରେ ରଙ୍ଗର ପର୍ବ ହୋଲି , ଚାରିଆଡେ ଉତ୍ସବର ମାହୋଲ

ଭୁବନେଶ୍ୱର : ଦିନକ ପରେ ହୋଲି ।ଏନେଇ ଉତ୍ସବ ମୁଖର ରାଜଧାନୀ । ଚାରିଆଡେ ଉତ୍ସବର ମାହୋଲ । କେମିତି ରାତି ପାହିବ ଆଉ ହୋଲି ଖେଳ ହେବ। ଏନେଇ ଚାଲିଛି ଜୋରସୋରରେ ପ୍ରସ୍ତୁତି । ମହାମାରୀ କରୋନା ହୋଲି ଖେଳକୁ ଫିକା ପକାଇଦେଇଥିଲା । ହେଲେ ଚଳିତ ଥର ସଂକ୍ରମଣ ହ୍ରାସ ପାଇଛିା ତେଣୁ ଭଲକରି ହୋଲିଖେଳ…

ଦୋଳ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ହେଉଛି ପବିତ୍ର ଦୋଳ ପୂର୍ଣ୍ଣିମା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କୁ ଦୋଳ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ।ଏନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ…

ବିବେକଙ୍କ ଆଗାମୀ ଫିଲ୍ମରେ ଅଭିନୟ କରିବେ କଙ୍ଗନା !

ମୁମ୍ବାଇ: ନିର୍ଦ୍ଦେଶକ ବିବେକ ରଞ୍ଜନ ଅଗ୍ନିହୋତ୍ରୀ ଏବେ ସାରା ଭାରତରେ ଚର୍ଚ୍ଚିତ ଚେହେରା ପାଲଟିଛନ୍ତି । ତାଙ୍କ ନିର୍ଦ୍ଦେଶିତ ଦି କଶ୍ମୀର ଫାଇଲ୍ସ ଏବେ ସାରା ଭାରତରେ ସଫଳତାର ନୂତନ ଅଧ୍ୟାୟ ସୃଷ୍ଟି କରିଛି । ବିବେକ, ଅନୁପମ ଖେର ଓ ମିଥୁନ ଚକ୍ରବର୍ତିଙ୍କ କମ୍ବିନେଶନ ଫିଲ୍ମକୁ ଜୀବନ୍ତ…

ନିଆରା ପରମ୍ପରା, ହୋଲିରେ ଗଧ ଉପରେ ବସନ୍ତି ନବବିବାହିତ ଜ୍ୱାଇଁ ପୁଅ

ଭୁବନେଶ୍ୱର: ଶୀତ ଋତୁର ଅନ୍ତ ଓ ଗ୍ରୀଷ୍ଣ ଋତୁର ପ୍ରାରମ୍ଭରେ ପଡିଥାଏ ହୋଲି ପର୍ବ । ଭାରତର କୋଟିକୋଟି ହିନ୍ଦୁଧର୍ମୀ ଏହି ଦିନ ପରସ୍ପର ଦେହରେ ରଙ୍ଗ ବୋଳି ନିଜ ପରମ୍ପରାକୁ ବଜାୟ ରଖିଆସିଛନ୍ତି । ତେବେ ରାଜ୍ୟକୁ ରାଜ୍ୟ ଓ ଜିଲ୍ଲାକୁ ଜିଲ୍ଲା ହୋଲି ପର୍ବ ପାଳନ କରିବା ନେଇ ଭିନ୍ନଭିନ୍ନ…

ପୋଲାଣ୍ଡର କ୍ୟାରୋଲିନା ହେଲେ ନୂତନ ବିଶ୍ୱ ସୁନ୍ଦରୀ

ନୂଆଦିଲ୍ଲୀ: ପୋଲାଣ୍ଡର କ୍ୟାରୋଲିନା ବିଲାୱସ୍କା ମିସ ୱାର୍ଲ୍ଡ (ବିଶ୍ୱ ସୁନ୍ଦରୀ) ୨୦୨୧ ଟାଇଟଲ ନିଜ ନାମରେ କରିଛନ୍ତି । ଜାମାଇକାର ଟୋନୀ ଏନ ସିଂ ତାଙ୍କୁ ବିଶ୍ୱ ସୁନ୍ଦରୀ ମୁକୁଟ ପିନ୍ଧାଇଥିଲେ । ଆମେରିକାରେ ରହୁଥିବା ଭାରତୀୟ ବଂଶୋଦ୍ଭବ ଶ୍ରୀ ସୈନୀ ପ୍ରଥମ ରନର୍ସଅପ ଏବଂ ଆଇଭରୀ କୋଷ୍ଟର…

ଭାରତରେ ବିକ୍ରୟ ହେଉଛି ୟୁକ୍ରେନ୍ ରାଷ୍ଟ୍ରପତିଙ୍କ ନାଁରେ ଚା’ ପତି

ଭୁବନେଶ୍ୱର: ୟୁକ୍ରେନ୍ ଓ ଋଷିଆର ମଧ୍ୟରେ ଯୁଦ୍ଧ ସମଗ୍ର ବିଶ୍ୱର ଧ୍ୟାନ ଆକର୍ଷଣ କରିଛି । ଆଖି ଆଗରେ ୟୁକ୍ରେନ୍‌କୁ ଧ୍ୱସ୍ତ କରିବାରେ ଲାଗିପଡିଛି ପୁତିନଙ୍କ ନୃଶଂସ ସେନା । ଏପରି ସ୍ଥିତିରେ ବି ୟୁକ୍ରେନ୍ ରାଷ୍ଟ୍ରପତି ଭଲ୍‌ଡିମିର୍ ଜିଲେନ୍‌ସ୍କି ବିଚଳିତ ନହୋଇ ନିଜ ଜନତାଙ୍କ ସହ ଠିଆ…

ପ୍ରଥମ ଶ୍ରେଣୀ କ୍ରିକେଟରେ ଝାଡଖଣ୍ଡର ବିଶ୍ୱରେକର୍ଡ

କୋଲକାତା: ଚଳିତ ରଣଜୀ ଟ୍ରଫି କ୍ରିକେଟରେ ଝାଡଖଣ୍ଡ ନୂତନ କୀର୍ତିମାନ ସ୍ଥାପନ କରିଛି । ପ୍ରଥମ ଇନିଂସରେ ୧୦୦୮ ରନର ଅଗ୍ରଣୀ ହାସଲ କରି ଝାଡଖଣ୍ଡ ଟିମ ନାମରେ ବିଶ୍ୱରେକର୍ଡ ସ୍ଥାପନ ହୋଇଛି । ଏ ପର୍ଯ୍ୟନ୍ତ କୌଣସି ଟିମ ଏତେ ରନର ଅଗ୍ରଣୀ ହାସଲ କରି ନାହାନ୍ତି । ଏଠାରେ ଅନୁଷ୍ଠିତ ନାଗାଲାଣ୍ଡ…