Latest Odisha News

BREAKING NEWS

Browsing Category

ଫିଚର

ପୁରୀରେ ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କୁ ଭେଟିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଆଜି ପୁରୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଭେଟିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ପୁରୀ ଅଭିମୁଖେ ଯାଇଛନ୍ତି । ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କୁ ସେ ସୌଜନ୍ୟମୂଳକ ସାକ୍ଷାତ କରିବେ ଧର୍ମେନ୍ଦ୍ର…

ରାଜ୍ୟରେ ପାଞ୍ଚ ଶହ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା ସଂକ୍ରମଣ । ଦୈନିକ କେସ୍ ତଳକୁ ତଳକୁ ଖସୁଛି । ପାଞ୍ଚ ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୯୨ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୨୮୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୦୩ । ୧୮ ବର୍ଷ…

ପୁରୀରେ ବିଶ୍ଵ ବୈଷ୍ଣବ ସମ୍ମିଳନୀକୁ ଉଦଘାଟନ କରିବେ ରାଷ୍ଟ୍ରପତି

ପୁରୀ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଗତକାଲ ସେ ଶ୍ରୀକ୍ଷେତ୍ରରେ ରାତ୍ରିଯାପନ କରିଥିଲେ । ଆଜି ସକାଳ ୧୦ଟା ୩୫ରେ ପୁରୀ ବଡ଼ଦାଣ୍ଡ ସ୍ଥିତ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ପରିଦର୍ଶନରେ ଯିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୧୧ଟାରେ ଶରଧାବାଲିରେ ହେବାକୁ…

ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି

ଅମୃତସର: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ଚାଲିଛି ମତଦାନ । ଆଜି ଗୋଟିଏ ପର୍ୟ୍ୟାୟରେ ୧୧୭ ଆସନ ପାଇଁ ଭୋଟ୍ ନିଆଯାଉଛି । ମୈଦାନେ ଅଚନ୍ତି ୧ହଜାର ୩୦୪ ପ୍ରାର୍ଥୀ । ଏମାନଙ୍କ ଭିତରେ ୯୩ ଜଣ ମହିଳା । ପଞ୍ଜାବର ମୋଟ୍ ୨ କୋଟି ୧୪ ଲକ୍ଷରୁ ଅଧିକ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ…

ଭୋଟ୍ ଦେଉଛି ଓଡ଼ିଶା: ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ଚାଲିଛି ମତଦାନ

ଭୁବନେଶ୍ୱର: ପଞ୍ଚାୟତ  ନିର୍ବାଚନ ପାଇଁ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଛି । ସକାଳ ୭ଟାରୁ ଆରମ୍ଭ ହୋଇଠି ଭୋଟ୍ ଗ୍ରହଣ । ଦିନ ଗୋଟାଏ ଯାଏ ଚାଲିବ । ୨୯ ଜିଲ୍ଲାର ୬୩ ବ୍ଲକରେ ୧୭୧ ଜିଲ୍ଲା ପରିଷଦ ଓ ୧୩୮୨ ପଞ୍ଚାୟତରେ ମତଦାନ ଚାଲିଛି । ୧୮ହଜାର ୪୯୫ ବୁଥରେ ଭୋଟ୍ ଦେବେ ୫୬ ଲକ୍ଷ ୫୩ ହଜାର…

କେଜ୍ରିୱାଲଙ୍କ ବିରୋଧରେ ଏଫଆଇଆର ରୁଜୁ କରିବାକୁ ନିର୍ଦ୍ଦେଶ

ଚଣ୍ଡୀଗଡ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ଏଫଆଇଆର ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପଞ୍ଜାବର ମୁଖ୍ୟ ନିର୍ବାଚନ ଅଧିକାରୀ । ଅନ୍ୟ ଦଳ ବିରୋଧରେ ଅପମାନଜନକ ଟିପ୍ପଣୀ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।…

ଏସିଆନ ଗେମ୍ସ: ଟି୨୦ କ୍ରିକେଟରେ ଅଂଶଗ୍ରହଣ କରିବେନି ଭାରତର ପୁରୁଷ, ମହିଳା ଟିମ

ନୂଆଦିଲ୍ଲୀ: ଚୀନର ହାଙ୍ଗଝୋଉରେ ଚଳିତ ବର୍ଷ ହେବାକୁ ଥିବା ଏସିଆନ ଗେମ୍ସରେ ଏଥର ଟି୨୦ କ୍ରିକେଟକୁ ସାମିଲ କରାଯାଇଛି । ତେବେ ଭାରତର ଉଭୟ ପୁରୁଷ ଓ ମହିଳା ଟିମ ଏହି ଇଂଭେଟରେ ଅଂଶଗ୍ରହଣ କରିବେ ନାହିଁ ବୋଲି ଜଣାପଡିଛି । ଅକ୍ଟୋବରରେ ପୁରୁଷ ଟିମ ଟି୨୦ ବିଶ୍ୱକପ ଖେଳିବା ପାଇଁ ଅଷ୍ଟ୍ରେଲିଆ…

ଆନ୍ତର୍ଜାତିକ ଅଲିମ୍ପିକ୍ସ କମିଟିର ଆଗାମୀ ଅଧିବେଶନ ଆୟୋଜନ କରିବ ଭାରତ, ପ୍ରସ୍ତାବ ସପକ୍ଷରେ ନୀତା ଅମ୍ବାନିଙ୍କ ଦୃଢ଼…

ମୁମ୍ବାଇ : ଆନ୍ତର୍ଜାତିକ ଅଲିମ୍ପିକ୍ସ କମିଟିର ଆଗାମୀ ବୈଠକ ମୁମ୍ବାଇର ‘ଜିଓ ଓ୍ବାର୍ଲଡ କନଭେନ୍‌ସନ ସେଣ୍ଟରରେ ଅନୁଷ୍ଠିତ ହେବ । ୨୦୨୩ରେ ହେବାକୁ ଥିବା ଏହି ବାର୍ଷିକ ବୈଠକ ଆୟୋଜନ ସ୍ଥଳକୁ ନେଇ ହୋଇଥିବା ମତଦାନରେ ଭାରତକୁ ବୈଧ ୭୬ ମତ ମଧ୍ୟରୁ ୭୫ ଜଣଙ୍କ ସମର୍ଥନ ମିଳିଛି । ବହୁମତ ହାସଲ…

ରଣଜୀ ଟ୍ରଫି କ୍ରିକେଟ: ଅନ୍ତିମ ଦିବସରେ ବିଜୟ ପାଇଁ ଓଡିଶାକୁ ଆବଶ୍ୟକ ୩୬୫ରନ

ଭୁବନେଶ୍ୱର: ଅହମ୍ମଦାବାଦରେ ଚାଲିଥିବା ରଣଜୀ ଟ୍ରଫି କ୍ରିକେଟର ଗୋଆ ବିପକ୍ଷ ମୁକାବିଲାରେ ଅନ୍ତିମ ଦିବସରେ ବିଜୟ ପାଇଁ ଓଡିଶା ୩୬୫ ରନ ଆବଶ୍ୟକ କରୁଛି । ଗୋଆର ପ୍ରଥମ ଇନିଂସ ସ୍କୋର ୧୮୧ ରନ ଜବାବରେ ଓଡିଶା ୧୮୯ ରନ ସଂଗ୍ରହ କରିଥିଲା । ପ୍ରଥମ ଇନିଂସରେ ଓଡିଶା ୮ରନର ଗୁରୁତ୍ୱପୂର୍ଣ୍ଣ ଅଗ୍ରଣୀ…

ଆସନ୍ତାକାଲି ଉତ୍ତରପ୍ରଦେଶରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ, ୧୬ ଜିଲ୍ଲାର ୫୯ ଆସନରେ ହେବ ଭୋଟ

ଉତ୍ତରପ୍ରଦେଶ : ଆସନ୍ତାକାଲି ଉତ୍ତରପ୍ରଦେଶରେ ହେବ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ୧୬ ଜିଲ୍ଲାର ୫୯ ଆସନରେ ହେବ ମତଦାନ । ସବୁଠାରୁ ଚର୍ଚ୍ଚିତ ଆସନ କରହାଲରେ ହେବ ଭୋଟ । ଏହି ଆସନରୁ ଲଢୁଛନ୍ତି ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବ । ଯଶୋବନ୍ତନଗରରୁ ମଧ୍ୟ ଲଢୁଛନ୍ତି ଅଖିଳେଶଙ୍କ କାକା…