Latest Odisha News

BREAKING NEWS

Browsing Category

ଫିଚର

ଏକଚ୍ଛତ୍ରବାଦ ଶାସକ କିମ ଜୋଙ୍ଗଙ୍କ ଆଉ ଏକ ପାଗଳାମୀ: ହାଡଭଙ୍ଗା ଶୀତରେ ଲୋକଙ୍କୁ ଛିଡା କରାଇଲେ

ସିଓଲ: ଉତର କୋରିଆର ଏକଚ୍ଛତ୍ରବାଦ ଶାସକ କିମ ଜୋଙ୍ଗ ଉନଙ୍କ ଆଉ ଏକ ନିଷ୍ଠୁରତା ଦେଖିବାକୁ ମିଳିଛି । ବାପାଙ୍କ ୮୦ତମ ଜୟନ୍ତୀ ଅବସରରେ ସେ ହାଡଭଙ୍ଗା ଶୀତରେ ଲୋକଙ୍କୁ ଛିଡା କରାଇଥିଲେ । ସେମାନେ ବିନା ହାତ ଗ୍ଲୋଭସ ଓ ଟୋପିରେ ଜୋଙ୍ଗ ପରିବାରର ଆତ୍ମ ପ୍ରଶଂସା ଶୁଣିଥିଲେ । ପାଣି ଭିତରେ ମହିଳା…

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର: କାଲି ସରିଲା ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । କାଲି ସନ୍ଧ୍ୟାରେ ପ୍ରଚାର ସରିଥିଲା । ୩୦ଜିଲ୍ଲାର ୬୮ଟି ବ୍ଲକରେ ୧୮୬ଟି ଜିଲ୍ଲା ପରିଷଦ ଜୋନ୍‌ ଲାଗି ନିର୍ବାଚନ ହେବ । ୧୫୧୪…

ଓଡ଼ିଶା-ଗୋଆ ରଣଜୀ ମୁକାବିଲା: ଟସ୍ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଲା ଓଡ଼ିଶା

ଅହମ୍ମଦାବାଦ: ଆଜିଠାରୁ ଆରମ୍ଭ ହୋଇଛି ଓଡ଼ିଶା-ଗୋଆ ରଣଜୀ ଲଢ଼େଇ । ଅହମ୍ମଦାବାଦ ମୋଟେରା ସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି ମ୍ୟାଚ୍ । ଟସ୍ ଜିତି ପ୍ରଥମେ ଫିଲଡିଂ ନିଷ୍ପତ୍ତି ନେଇଛି ଓଡ଼ିଶା । ନୂଆ ମୁହଁ ଭାବରେ ଦଳରେ ସାମିଲ ହୋଇଛନ୍ତି ଆଶିଷ ରାୟ । ଚଳିତ ସିଜିନର…

କୋଟିପତି ଡାକ୍ତର ସୁକାନ୍ତ ଜେନା ଗିରଫ

ଭୁବନେଶ୍ୱର: ଗିରଫ ହେଲେ କୋଟିପତି ଡାକ୍ତର ସୁକାନ୍ତ ଜେନା । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ପୁରୀ ଜିଲ୍ଲା ଚାରିଛକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରସୂତୀ ଓ ସ୍ତ୍ରୀ ରୋଗ ବିଭାଗ ଡାକ୍ତପ ସୁକାନ୍ତ ଜେନା ଗିରଫ ହୋଇଛନ୍ତି । ପ୍ରସବ ପାଇଁ ଜଣେ ପ୍ରସୂତୀଙ୍କ…

କ୍ରମାଗତ ଚତୁର୍ଥ ଦିନରେ ରାଜ୍ୟରେ ହଜାରେ ତଳେ ଦୈନିକ କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣରେ ରହିଛି କରୋନା ସଂକ୍ରମଣ । ଦୈନିକ କେସ୍ ତଳକୁ ତଳକୁ ଖସୁଛି । କ୍ରମାଗତ ଚତୁର୍ଥ ଦିନରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହଜାରେ ତଳେ ରହିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୮୮୬ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୫୧୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୮ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୀ: କଣାସ ଗଡ଼ିଶାଗଦା ଥାନା ଅନ୍ତର୍ଗତ ବାଦଲ ଗ୍ରାମ ପଞ୍ଚାୟତରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୮ ଜଣ ଗିରଫ ।  ସେମାନଙ୍କ ନାଁରେ ଆଇପିସିର ଧାରା ୩୪୧, ୩୨୩, ୩୨୫, ୨୯୪, ୫୦୬, ୩୦୭, ୩୯୫, ୩୪ରେ ସଙ୍ଗୀନ ଦଫା ଲାଗିଛି । ଅତିରିକ୍ତ ଏସପି ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଓ ଏସଡିପିଓ କିଶୋର…

ରାଜ୍ୟରୁ କରୋନା ନେଲା ଆଉ ୧୬ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଉ ୧୬ ଜଣ ସଂକ୍ରମିତ ପ୍ରାଣ ହରାଉଛନ୍ତି । ଅଡିଟ୍ ପ୍ରୋସେସରେ ସେମାନଙ୍କର କରୋନାରେ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ମୃତକଙ୍କ ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।…

ରାଜଧାନୀରେ ଲୁଟେରା ରାଜ: ମହିଳାଙ୍କୁ ଆକ୍ରମଣ କରି ଝାମ୍ପି ନେଲେ ସୁନା ଚେନ୍

ଭୁବନେଶ୍ୱର: ରାଜଧାନୀରେ ଲୁଟେରାଙ୍କ ଆତଙ୍କରାଜ । ବାଟଘାଟରୁ ଲୁଟ୍ । ସୈନିକ ସ୍କୁଲ-ଭିଏସଏସ ନଗର ରାସ୍ତାରେ ମହିଳାଙ୍କ ବେକରୁ ଲୁଟି ନେଲେ ସୁନା ଚେନ୍ । ଆଜି ସକାଳୁ ସକାଳୁ ମନ୍ଦିରରୁ ଫେରିବା ବେଳେ ମହିଳାଙ୍କୁ ମାଡ଼ ମାରି ତାଙ୍କ ବେକୁ ସୁନା ଚେନ୍ ଝାମ୍ପି ନେଇଛନ୍ତି ଲୁଟେରା । ସକାଳ ସାଢେ…

ଏମିତି ଆସେ ମୃତ୍ୟୁ: ହଳଦି ସେରିମୋନୀ ବେଳେ କୂଳରେ ଖସି ପଡ଼ି ୧୩ ମହିଳାଙ୍କ ମୃତ୍ୟୁ

ଲକ୍ଷ୍ନୌ: ହଳଦି ସେରିମୋନୀ ବେଳେ ଅସାବଧାନତାରୁ କୂଳରେ ଖସି ପଡ଼ି ୧୩ ଜଣ ମହିଳାଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ କୁଶୀନଗର ଜିଲ୍ଲାରେ । ଟିକେ ପୂର୍ବରୁ ଯେଉଁଠି ହସଖୁସିରେ ପୂରା ଅଞ୍ଚଳ ଫାଟି ପଡୁଥିଲା ସେଠାରେ ଦୁଃଖର ଛାୟା ଖେଳିଗଲା । ଫିକା…

T20 ଲଢେଇ: ୱେଷ୍ଟଇଣ୍ଡିଜକୁ ୬ ୱିକେଟରେ ହରାଇଲା ଟିମ୍ ଇଣ୍ଡିଆ

କୋଲକାତା: ବିଜୟରୁ ଟି-ଟ୍ୱେଣ୍ଟି ଅଭିଯାନ ଆରମ୍ଭ । ପ୍ରଥମ ଟି-ଟ୍ୱେଣ୍ଟିରେ ୱେଷ୍ଟଇଣ୍ଡିଜକୁ ୬ ୱିକେଟରେ ହରାଇଛି ଟିମ୍ ଇଣ୍ଡିଆ । ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ୧୫୮ ରନ୍ ବିଜୟ ଲକ୍ଷ୍ୟ ଦେଇଥିଲା । ପ୍ରଥମରୁ ପ୍ରହାର ଆରମ୍ଭ କରିଥିଲେ କ୍ୟାପଟେନ୍ ରୋହିତ ଶର୍ମା । ତାଙ୍କୁ ସାଥ ଦେଇଥିଲେ…