Latest Odisha News

BREAKING NEWS

Browsing Category

ଫିଚର

ରୋଡ ଶୋ ବେଳେ ଭଗୱନ୍ତ ମାନଙ୍କ ଉପରକୁ ଟେକାମାଡ, ଡାକ୍ତରଖାନରେ ଭର୍ତି

ଚଣ୍ଡୀଗଡ: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ସମସ୍ତ ଦଳ ଜୋରଦାର ପ୍ରସ୍ତୁତି କରିଛନ୍ତି । ତେବେ ଶୁକ୍ରବାର ଆମ ଆଦମୀ ପାର୍ଟିର ମୁଖ୍ୟମନ୍ତ୍ରୀ ଭାଗୱନ୍ତ ମାନ ଏକ ରୋଡ ଶୋ କରୁଥିବା ବେଳେ ତାଙ୍କ ଉପରକୁ ଟେକାମାଡ ହୋଇଛି । ଏଥିରେ ତାଙ୍କ ମୁଣ୍ଡ ଫାଟିଯାଇଛି । ତାଙ୍କୁ ଡାକ୍ତରଖାନା ଚିକିତ୍ସା…

ଆର ପାରିରେ ରବୀନାଙ୍କ ବାପା ରବି ଟଣ୍ଡନ

ମୁମ୍ବାଇ: ବଲିଉଡର ପ୍ରତିଷ୍ଠିତ ଅଭିନେତ୍ରୀ ରବୀନା ଟଣ୍ଡନଙ୍କ ବାପା ରବି ଟଣ୍ଡନଙ୍କ ଆଜି ପରଲୋକ ହୋଇଯାଇଛି । ସୁପରଷ୍ଟାର ଅମିତାଭ ବଚ୍ଚନଙ୍କୁ ନେଇ ସେ ମଜୁବର ଓ ଖୁଦ୍ଦାର ପରି ହିଟ ଫିଲ୍ମର ନିର୍ଦ୍ଦେଶନା ଦେଇଥିଲେ । ଆରକେ ନାୟାରଙ୍କ ସହଯୋଗୀ ଭାବେ ସେ ଲଭ ଇନ ଶିମଲା ଓ ୟେ ରାସ୍ତେ ହେ ପ୍ୟାର…

ଦିଲ୍ଲୀରୁ ଲଣ୍ଡନ ଚାଲିବ ବସ

ନୂଆଦିଲ୍ଲୀ: ୪୬ ବର୍ଷ ପରେ ଦିଲ୍ଲୀରୁ ଲଣ୍ଡନ ବସ ଗଡିପାରେ । ଭାରତ-ମ୍ୟାନମାର ସୀମାରେ ସ୍ଥିତି ସାମାନ୍ୟ ହେବା ପରେ ସେପ୍ଟେମ୍ବରରେ ଏହାକୁ ଚାଲୁ କରିବା ପାଇଁ ଯୋଜନା ପ୍ରସ୍ତୁତ କରାଯିବ । ୧୫ ଲକ୍ଷ ଟଙ୍କା ପ୍ୟାକେଜରେ ଟିକେଟ, ଭିସା, ବିଭିନ୍ନ ଦେଶରେ ରହିବା ପାଇଁ ସମସ୍ତ ସୁବିଧା ସୁଯୋଗ…

କୋରାପୁଟରେ ପୋଲିସ ଡିଜି: ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ଓ ମାଓ ମୁକାବିଲାର ସମୀକ୍ଷା

କୋରାପୁଟ: ଦିନିକିଆ କୋରାପୁଟ ଗସ୍ତରେ ପୋଲିସ ଡିଜି ସୁନୀଲ କୁମାର ବଂଶଲ । ସୁନାବେଡାରେ ପହଞ୍ଚି କୋରାପୁଟ ଜିଲ୍ଲାରେ ମାଓ ସ୍ଥିତିର ସମୀକ୍ଷା କରିଛନ୍ତି । ଏଥିସହ ଶାନ୍ତିପୂର୍ଣ୍ଣ ପଞ୍ଚାୟତ ନିର୍ବାଚନ ନେଇ ସମୀକ୍ଷା କରିଛନ୍ତି ପୋଲିସ ଡିଜି । କୋଟିଆକୁ ନେଇ ଓଡ଼ିଶା ଓ ଆନ୍ଧ୍ର ମଧ୍ୟରେ ସୀମା…

ଅବସର ନେଲେ ବୋଲ୍ଟଙ୍କୁ ହରାଇଥିବା ଆମେରିକାର କିମ୍ବଦନ୍ତୀ ଆଥଲେଟ ଗାଟଲିନ

ଲସ ଆଞ୍ଜେଲସ: ବିଶ୍ୱର ମହାନ ଆଥଲେଟ ଶ୍ରେଣୀରେ ପରିଗଣିତ ଆମେରିକାର ଜଷ୍ଟିନ ଗାଟଲିନ ଆଥଲେଟିକ୍ସରୁ ଅବସର ଘୋଷଣା କରିଛନ୍ତି । ୨୦୧୭ ବିଶ୍ୱ ଚାମ୍ପିୟନଶିପରେ ଜାମାଇକାର ଉସେନ ବୋଲ୍ଟଙ୍କୁ ହରାଇ ଗାଟଲିନ ଚର୍ଚ୍ଚିତ ହୋଇ ଉଠିଥିଲେ । ଡୋପିଂ ବିବାଦ ଯୋଗୁ ଗାଟଲିନଙ୍କ କ୍ୟାରିୟର ବାଧାପ୍ରାପ୍ତ…

ରାଜ୍ୟରେ କରୋନା ନେଲା ଆଉ ୨୦ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ନେଲା ଆଉ ୨୦ ଜୀବନ । ଯାଜପୁରରୁ ସର୍ବାଧିକ ୪ ଜଣ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା, ବାଲେଶ୍ୱର ଓ କେନ୍ଦ୍ରାପଡା ଜିଲ୍ଲାରୁ ୩ ଲେଖାଏ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ମୟୁରଭଞ୍ଜରୁ ଆଉ ୨ଜଣ ପ୍ରାଣ ହରାଇଛନ୍ତି । ସେହିପରି ନବରଙ୍ଗପୁର, କେନ୍ଦୁଝର,…

ଯୁଦ୍ଧ ଆଶଙ୍କା ବଢ଼ିଲା: ନାଗରିକଙ୍କୁ ୟୁକ୍ରେନ ଛାଡିବା ପାଇଁ ନିର୍ଦ୍ଦେଶ ଦେଲା ଆମେରିକା

ମସ୍କୋ: ରୁଷିଆ ଓ ୟୁକ୍ରେନ ବିବାଦ କମିବାରେ ନାମ ଧରୁନି । ବର୍ତମାନ ରୁଷ ସେନା ଓ ନାଟୋ ଫୋର୍ସେସ ମୁହାଁ ମୁହିଁ ଅବସ୍ଥାକୁ ଆସି ଯାଇଛନ୍ତି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ୟୁକ୍ରେନ ତୁରନ୍ତ ଛାଡିବା ପାଇଁ ନିଜ ନାଗରିକଙ୍କୁ କହିଛନ୍ତି । ୟୁକ୍ରେନକୁ ରୁଷିଆ ସେନା ପଠାଇବା ମାନେ…

ରାଜ୍ୟରେ ସ୍ଥିର ରହିଛି ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି ଦୈନିକ କରୋନା ସଂକ୍ରମଣ । ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ହଜାର ଭିତରେ ରହୁଛି । ଗତକାଲି ଅପେକ୍ଷା ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ୟା ସାମାମନ୍ୟ ବଢ଼ିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୫୭୨ ପଜିଟିଭ୍ । କ୍ୱାରେଣ୍ଟିନରୁ ୯୧୮ ଓ ଲୋକାଲ୍ କଣ୍ଟାକ୍ଟ…

ଦେଶରେ ୬୦ ହଜାର ତଳେ ଦୈନିକ କରୋନା କେସ୍

ନୂଆଦିଲ୍ଲୀ: ଦେଶରେ ଧୀରେ ଧୀରେ କରୋନା କାୟ କମୁଛି । ଦୈନିକ ସଂକ୍ରମଣ ଏବେ ୬୦ ହଜାର ତଳକୁ ଖସିଲାଣି । କ୍ରମାଗତ ଭାବରେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୫୮ହଜାର ୭୭ ଆକ୍ରାନ୍ତ । ଗତକାଲି ଅପେକ୍ଷା ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୧୩.୪ ପ୍ରତିଶତ କମ୍ ।…

ସୁନ୍ଦରଗଡ଼ ଏଡିଏମଙ୍କ ଘରେ ଭିଜିଲାନ୍ସ ରେଡ୍, ୭ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼: ଭିଜିଲାନ୍ସ ପଞ୍ଝାରେ ସୁନ୍ଦରଗଡ଼ ଏଡିଏମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ରଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ଏକକାଳୀନ ୭ଟି ସ୍ଥାନରେ ରେଡ୍ ଚାଲିଛି । ସୁନ୍ଦରଗଡ଼, ଭୁବନେଶ୍ୱର ଓ ଜଗତସିଂହପୁର ଜିଲ୍ଲାର…