Latest Odisha News

BREAKING NEWS

Browsing Category

ଫିଚର

ବାପା ହେଲେ ୱେଷ୍ଟଇଣ୍ଡିଜ ଅଲରାଉଣ୍ଡର ବ୍ରାଥୱେଟ, ଝିଅର ନାମ ରଖିଲେ ଇଡେନ ରୋଜ

କୋଲକାତା: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳର ଅଲରାଉଣ୍ଡର କାର୍ଲସ ବ୍ରାଥୱେଟ କନ୍ୟା ସନ୍ତାନର ବାପା ହୋଇଛନ୍ତି । ତାଙ୍କ ପତ୍ନୀ ଜେସିକା ଫେଲିକ୍ସ ଆଜି ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ । ବ୍ରାଥୱେଟ ଏହି ଖୁସି ଖବର ଇନଷ୍ଟାଗ୍ରାମରେ ଶେୟାର କରିଥିଲେ । ସେ ତାଙ୍କ ଝିଅର ନାନ ଇଡେନ ରୋଜ ରଖିଛନ୍ତି ।…

ଓଡିଶା ମହିଳା ଲିଗ ଫୁଟବଲ: ଉନ୍ମୋଚିତ ହେଲା ଜର୍ସି

ଭୁବନେଶ୍ୱର: ଓଡିଶା ଫୁଟବଲ ଆସୋସିଏଶନ ଓ କ୍ରୀଡା ଏବଂ ଯୁବ ବ୍ୟାପାର ମନ୍ତ୍ରଣାଳୟ ମିଳିତ ସହାୟତାରେ ଓଡିଶା ମହିଳା ଲିଗ ଫୁଟବଲ ଫେବୃୟାରୀ ୧୨ରୁ ଆରମ୍ଭ ହେବ । କଳିଙ୍ଗ ଷ୍ଟାଡିୟମରେ ଗୁରୁବାର ଏହାର ଜର୍ସି ଉନ୍ମୋଚିତ ହୋଇଥିଲା । କ୍ରୀଡା ଏବଂ ଯୁବ ବ୍ୟାପାର ବିଭାଗର ସେକ୍ରେଟାରୀ ଆର.ଭିନିଲ…

ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ଭଦ୍ରକରେ ଛାତ୍ରଛାତ୍ରୀଙ୍କ ଜାତୀୟ ରାଜପଥ ଅବରୋଧ

ଭଦ୍ରକ : ଜୋର ଧରିଲା ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବି । ଏହାସହ କ୍ବାଟର୍ଲି ପରୀକ୍ଷା ଅନୁଯାୟୀ ମାର୍କ ଦେବାକୁ ଦାବି କରିଛନ୍ତି ଛାତ୍ରଛାତ୍ରୀ । ପୂର୍ବରୁ ଏନେଇ ୪ ଥର ଆନ୍ଦୋଳନ ହୋଇଥିବା ବେଳେ, ସରକାରଙ୍କ ପକ୍ଷରୁ କୌଣସି କୌଣସି ନିଷ୍ପତ୍ତି ନିଆଯାଉନାହିଁ । ଯାହାକୁ ନେଇ ଆଜି ଭଦ୍ରକ…

ରୋହିତଙ୍କ ଆଙ୍ଗ୍ରୀ ଅବତାର

ଅହମ୍ମଦାବାଦ: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ବିଜୟ ହାସଲ କରିବା ସହ ୩ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ର ଅଗ୍ରଣୀ ହାସଲ କରିନେଇଛି । ତେବେ ଏହି ମ୍ୟାଚରେ ଅଧିନାୟକ ରୋହିତ ଶର୍ମାଙ୍କ ଆଙ୍ଗ୍ରୀ ଅବତାର ଦେଖିବାକୁ ମିଳିଛି । ୱେଷ୍ଟଇଣ୍ଡିଜର ବ୍ୟାଟିଂ ସମୟରେ…

ଭୋଟ ବର୍ଜନ ପାଇଁ ଢେଙ୍କାନାଳ ପାକଟମୁଣ୍ଡା ଗ୍ରାମବାସୀଙ୍କ ଶପଥ ପାଠ, ରାସ୍ତା ନାହିଁ ତ ଭୋଟ ନାହିଁ

ଢେଙ୍କାନାଳ : ରାସ୍ତା ନାହିଁ ତ ଭୋଟ ନାହିଁ । ଏନେଇ ଗ୍ରାମବାସୀ ରୋକଠୋକ୍ ଶୁଣାଇବା ସହ ଗ୍ରାମଦେବୀଙ୍କ ନିକଟରେ ଶପଥ ପାଠ କରିଛନ୍ତି । ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ ବାମ୍ ପଞ୍ଚାୟତ ଅନ୍ତର୍ଗତ ପାକଟମୁଣ୍ଡା ଗାଁରେ ଦେଖିବାକୁ ମିଳିଛି ଏଭଳି ଘଟଣା । ଗାଁରେ ପ୍ରାୟ ଶହେରୁ ଅଧିକ…

ରିଷଭ ପନ୍ଥ କାହିଁକି ଓପେନିଂ କରିଥିଲେ, ରୋହିତ କହିଲେ କାରଣ

ଅହମ୍ମଦାବାଦ: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଶର୍ମାଙ୍କ ସହ ଇନିଂସ ଓପନ୍ କରିଥିଲେ ରିଷଭ ପନ୍ଥ । ଇନଫର୍ମ ଲୋକେଶ ରାହୁଲ ଥାଇ ବି କାହିଁକି ପନ୍ଥ ଓପେନିଂ କଲେ ? ଏହାକୁ ନେଇ ଚର୍ଚ୍ଚା ଚାଲିଥିଲା । ମ୍ୟାଚ୍ ଜିତିବା ପରେ କ୍ୟାପଟେନ୍ ରୋହିତ ଶର୍ମା ଏହା ପଛର କାରଣ…

୨୦ ମାସ ହେବ ରେପୋ ରେଟ୍ ଅପରିବର୍ତ୍ତିତ

ନୂଆଦିଲ୍ଲୀ: ମୁଦ୍ରାନୀତୀ ସମୀକ୍ଷା କରି ସୁଧହାରରେ ହାତ ମାରି ନାହାନ୍ତି ଭାରତୀୟ ରିଜର୍ଭ ବ୍ୟାଙ୍କ । ରେପୋ ରେଟ୍ ୪ ପ୍ରତିଶତରେ ଅପରିବର୍ତ୍ତିତ ରହିଛି । ସେହିପରି ରିଭର୍ସ ରେପୋ ରେଚ୍ ୩.୩୫ ପ୍ରତିଶତରେ ଅପରିବର୍ତ୍ତିତ ରହିଛି । ମୁଦ୍ରାନୀତି ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ଆରବିଆଇ…

ପୌର ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ପ୍ରାଥମିକ ଭୋଟର ତାଲିକା

ଭୁବନେଶ୍ୱର: ପଞ୍ଚାୟତ ପରେ ପୌର ନିର୍ବାଚନ ନେଇ ସଜବାଜ ଆରମ୍ଭ ହେଲାଣି । ଆଜି ପ୍ରକାଶ ପାଇବ ପ୍ରାଥମିକ ଭୋଟର ତାଲିକା । ଚଳିତ ମାସ ଶେଷ ସୁଦ୍ଧା ସରିବ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପ୍ରକ୍ରିୟା ଶେଷ ହେବ । ପୌର ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଉପରେ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ…

ଭିଜିଲାନ୍ସ ଜାଲରେ କେ. ନୂଆଗାଁ ଫରେଷ୍ଟ ରେଞ୍ଜ ଅଫିସର

ଫୁଲବାଣୀ: ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲ୍ଲା କେ. ନୂଆଗାଁ ଫରେଷ୍ଟ ରେଞ୍ଜ ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରାଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ୭ଟି ସ୍ଥାନରେ ଚଢ଼ାଉ ଜାରି…

ଦେଶରେ ଚିନ୍ତା ବଢ଼ାଉଛି କରୋନା ମୃତ୍ୟୁସଂଖ୍ୟା, ସଂକ୍ରମଣ କମୁଛି

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ତଳକୁ ତଳକୁ ଖସୁଛି । ଲଗାତାର ଚତୁର୍ଥ ଦିନ ପାଇଁ ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ତଳେ ରହିଛି । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ଆଉ ୬୭ହଜାର ୮୪ ଆକ୍ରାନ୍ତ । ପଜିଟିଭ୍ ହାର ରହିଛି ୪.୪୪ପ୍ରତିଶତ । ସଂକ୍ରମଣ କମୁଛି । କିନ୍ତୁ…