Latest Odisha News

BREAKING NEWS

Browsing Category

ଫିଚର

୫ ମିନିଟ ମଧ୍ୟରେ ବିକ୍ରି ହୋଇଗଲା ଭାରତ-ପାକ ବିଶ୍ୱକପ ଟି୨୦ ମ୍ୟାଚର ଟିକେଟ

ମେଲବୋର୍ଣ୍ଣ: ଟି୨୦ ବିଶ୍ୱକପ କ୍ରିକେଟ ପାଇଁ ଆଉ ୮ ମାସ ସମୟ ରହିଛି । ମେଲବୋର୍ଣ୍ଣରେ ହେବାକୁ ଥିବା ଭାରତ-ପାକିସ୍ତାନ ମୁକାବିଲା ପାଇଁ ମଙ୍ଗଳବାର ମାତ୍ର ୫ ମିନିଟ ମଧ୍ୟରେ ସମସ୍ତ ଟିକେଟ ବିକ୍ରି ହୋଇ ଯାଇଥିଲା । ଭାରତ ଏବଂ ପାକିସ୍ତାନ ଉଭୟ ଟିମ ଗ୍ରୁପ ୨ରେ ସ୍ଥାନ ପାଇଛନ୍ତି । ଏହା ବ୍ୟତୀତ…

ଅହମ୍ମଦାବାଦ ସିରିଏଲ ବୋମା ବିସ୍ଫୋରଣ ମାମଲା: ୪୯ ଦୋଷୀ ସାବ୍ୟସ୍ତ

ଅହମ୍ମଦାବାଦ: ଗୁଜରାଟର ସ୍ପେଶାଲ କୋର୍ଟ ବହୁ ଚର୍ଚ୍ଚିତ ଅହମ୍ମଦାବାଦ ସିରିଏଲ ବୋମା ବିସ୍ଫୋରଣର ଶୁଣାଣୀ କରିଛନ୍ତି । ୪୯ଜଣଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିବା ବେଳେ ୨୮ଜଣଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛି । ୨୦୦୮ ଜୁଲାଇ ୨୬ରେ ଅହମ୍ମଦାବାଦର ୨୦ ସ୍ଥାନରେ ବିସ୍ଫୋରଣ ହୋଇଥିଲା । ଏଥିରେ…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ୨୦ ଜଣିଆ ତାରକା ପ୍ରଚାରକ ତାଲିକା ଘୋଷଣା କଲା କଂଗ୍ରେସ

ଭୁବନେଶ୍ବର : ପଞ୍ଚାୟତ ନିର୍ବାଚନ ପାଇଁ ଷ୍ଟାର କ୍ୟାମ୍ପେନର ତାଲିକା ଘୋଷଣା କରିଛି କଂଗ୍ରେସ । ପିସିସି ପକ୍ଷରୁ ଏକ ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରାଯାଇଛି । ଏହି ତାଲିକାରେ ଓଡ଼ିଶା କଂଗ୍ରେସ ପ୍ରଭାରୀ ତଥା ସାଂସଦ ଡ. ଏ ଚେଲ୍ଲା କୁମାରଙ୍କ ସହିତ ପିସିସି ସଭାପତି ନିରଞ୍ଜନ…

ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା, ସ୍କୁଲ ଖୋଲିଲା, ପିଲାଙ୍କ ଖୁସିରେ ମୁଁ ବି ବହୁତ ଖୁସି

ଭୁବନେଶ୍ବର : ପ୍ରାୟ ଦୁଇ ବର୍ଷ ପରେ ଆଜି ରାଜ୍ୟରେ ସ୍କୁଲ ଖୋଲିଛି । ଅଷ୍ଟମ ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିଥିବା ବେଳେ, ପ୍ରଥମରୁ ସପ୍ତମ ପର୍ଯ୍ୟନ୍ତ ୧୪ ତାରିଖରେ ଖୋଲିବ । ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ଏବଂ ଶିକ୍ଷକଙ୍କୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…

ରାଜ୍ୟ ବିଜେପି ଘୋଷଣା କଲା ମୋର୍ଚ୍ଚା ପ୍ରଭାରୀ ତାଲିକା

ଭୁବନେଶ୍ବର : ରାଜ୍ୟରେ ବିଜେପି ଘୋଷଣା କରିଛି ବିଭିନ୍ନ ମୋର୍ଚ୍ଚା ପ୍ରଭାରୀ ତାଲିକା । ଦଳୀୟ ସଙ୍ଗଠନକୁ ଆହୁରି ସୁଦୃଢ଼ କରିବା ଓ ସଙ୍ଗଠନରେ ମୋର୍ଚ୍ଚାମାନଙ୍କ ସଙ୍ଗଠନାତ୍ମକ, ରଚନାତ୍ମକ ଓ ଆନ୍ଦୋଳନାତ୍ମକ କାର୍ଯ୍ୟାଧାରକୁ ତ୍ବରାନ୍ବିତ କରିବା ପାଇଁ ରାଜ୍ୟ ବିଜେପିର ବିଭିନ୍ନ ମୋର୍ଚ୍ଚା…

ଜେଏସଡବ୍ଲୁ ପ୍ରକଳ୍ପ ପାଇଁ ଢିଙ୍କିଆ ପଞ୍ଚାୟତରେ ଶେଷ ପର୍ଯ୍ୟାୟରେ ପାନବରଜ ମାପଚୁପ ଓ ଭଙ୍ଗା କାର୍ଯ୍ୟ

ପାରାଦୀପ : ଜେଏସଡବ୍ଲୁ ପ୍ରକଳ୍ପ ପାଇଁ ଢିଙ୍କିଆ ପଞ୍ଚାୟତରେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପାନବରଜ ମାପଚୁପ ଓ ଭଙ୍ଗା କାର୍ଯ୍ୟ । ଡିସେମ୍ବର ମାସ ୨୨ ତାରିଖରେ ଗୋବିନ୍ଦପୁର ଗାଁରୁ ରଞ୍ଜନ ବେହେରାଙ୍କ ପ୍ରଥମ ପାନବରଜ ଭଙ୍ଗା ଯାଇଥିଲା । ଏହାପରେ ପର୍ଯ୍ୟାୟକ୍ରମେ ପାଟଣା ଓ ମାହାଳ ଗାଁରେ ପାନବରଜ…

କଟକ କମିଶନରେଟ ପୋଲିସ ହାତରେ ପେସାଦାର ଲୁଟେରା

କଟକ : କଟକ କମିଶନରେଟ ପୋଲିସ ହାତରେ ପେସାଦାର ଲୁଟେରା । ବାଦାମବାଡ଼ି ଥାନା ପୋଲିସ ଜଣେ କୁଖ୍ୟାତ ସୁନା ଅଳଙ୍କାର ଲୁଟେରାକୁ ଗିରଫ କରିବାରେ ସଫଳ ହୋଇଛି । ଗିରଫ ଲୁଟେରା ଜଣକ ହେଲା ହେମନ୍ତ ଦାସ । ତା ନାଁରେ ବିଭିନ୍ନ ଥାନାରେ ୧୦୦ରୁ ଅଧିକ ମାମଲା ରହିଛି । ସୂଚନା ମୁତାବକ, ଗତ ୨୯…

ରାଜ୍ୟରେ ଦୁଇ ହଜାର ତଳକୁ ଖସିଲା ଦୈନିକ କରୋନା କେସ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ଦୈନିକ କରୋନା ସଂକ୍ରମଣ। ଦୁଇ ହଜାର ତଳକୁ ଖସିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୪୯୭ ନୂଆ ଆକ୍ରାନ୍ତ। କ୍ୱାରେଣ୍ଟିନରୁ ୮୭୪ ଓ ଲୋକାଲ କଣ୍ଟାକ କେସ ରହିଛି ୬୨୩ । ୧୮ ବର୍ଷ ଭିତରେ ଆଉ ୨୮୩ ନୂଆ ଆକ୍ରାନ୍ତ…

ଦେଶରେ ଲକ୍ଷେ ତଳକୁ ଖସିଲା କରୋନା କେସ, ଗତକାଲି ଅପେକ୍ଷା ୨୨% କମ୍

ନୂଆଦିଲ୍ଲୀ: ଦେଶରେ କମୁଛ କାରୋନା କାୟା। ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଖସୁଛି। ଆଜି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ତଳକୁ ଖସିଛି। ୨୪ ଘଣ୍ଟାରେ ଦେଶରୁ ଚିହ୍ନଟ ହୋଇଛନ୍ତି ୮୩ ହଜାର ୮୭୬ ଆକ୍ରାନ୍ତ। ଗତକାଲି ଅପେକ୍ଷା ୨୨% ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କେରଳରୁ ଚିହ୍ନଟ…

ରାଜ୍ୟରୁ କରୋନା ନେଲା ଆଉ ୨୦ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁ ସଂଖ୍ୟା । ଆଉ ୨୦ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଅଡିଟ୍ ପ୍ରୋସେସରେ ଏସମସ୍ତ ସଂକ୍ରମିତ ପ୍ରାଣ ହରାଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକଙ୍କ ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ସଂକ୍ରମିତ ପ୍ରାଣ…