Latest Odisha News

BREAKING NEWS

Browsing Category

ଫିଚର

ହାଇକୋର୍ଟରେ ଆଗୁଆ ଜାମିନ ଲୋଡ଼ିଲେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

କଟକ: ସରକାରୀ କର୍ମଚାରୀଙ୍କୁ ମାଡ଼ ମାରିବା ଅଭିଯୋଗ ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ୍ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । ସରକାରୀ ଅଧିକାରୀଙ୍କୁ ଦଳୀୟ କାର୍ଯ୍ୟାଳୟରେ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା । ଏହି ମାମଲାରେ ଆଗୁଆ ଜାମିନ ଲୋଡ଼ି ହାଇକୋର୍ଟଙ୍କ ଦ୍ୱାରସ୍ଥ…

ଦେଶରେ ଦେଢ଼ ଲକ୍ଷ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା କାୟା । ଦେଢ଼ ଲକ୍ଷ ତଳକୁ ଦୈନିକ ଖସିଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୪୯ହଜାର ୩୯୪ ଆକ୍ରାନ୍ତ । ଗତକାଲି ଅପେକ୍ଷା ୧୩ ପ୍ରତିଶତ କମ୍ ପଜିଟିଭ୍ ବାହାରିଛନ୍ତି । ଦେଶରେ ଦୈନିକ ପଜିଟିଭ୍ ହାର ରହିଛି ୯.୨୭ ପ୍ରତିଶତ । ସାପ୍ତାହିକ…

ପ୍ରବଳ ବର୍ଷା ପାଇଁ ଆଜି ଶିମିଳିପାଳ ବନ୍ଦ

ବାରିପଦା: ଆଜି ପର୍ୟ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ । ପଶ୍ଚିମା ଝଡ଼ ପ୍ରଭାବରେ ଶିମିଳିପାଳରେ ପ୍ରବଳ ବର୍ଷା ହେଉଛି । କୌଣସି ଅଘଟଣ ଘଟିବା ଆଶଙ୍କା କରାଯାଇ ଏବଂ ପର୍ୟ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି । ସୂଚନାଯୋଗ୍ୟ, କରୋନା ସଂକ୍ରମଣକୁ…

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନା କାୟା । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଆଜି ୩ ହଜାର ତଳକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୬୯୭ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୧୫୬୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୧୨୯ । ୧୮ ବର୍ଷ ଭିତରେ ଆଉ ୪୩୫ ସଂକ୍ରମିତ…

ପଞ୍ଜାବ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଚନିଙ୍କ ପୁତୁରାଙ୍କୁ ଗିରଫ କଲା ଇଡି

ଅମୃତସର: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନିଙ୍କୁ ଝଟକା । ତାଙ୍କ ପୁତୁରା ଭୂପିନ୍ଦର ସିଂହ ହନିଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ବେଆଇନ ବାଲି ଖନନ ମାମଲାରେ ଆର୍ଥିକ ଅନିୟମିତତା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି ।…

ରାଜ୍ୟରେ ପଶ୍ଚିମା ଝଡ଼ ସକ୍ରିୟ: ଆଜି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ପଶ୍ଚିମା ଝଡ଼ । ଏହାର ପ୍ରଭାବରେ ଆଜି କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । କିଛି ଜିଲ୍ଲାରେ କୁଆ-ପଥର ସହ ବର୍ଷା ମଧ୍ୟ ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪…

୫ ବର୍ଷ ପୁଅକୁ ଦଳି ମାରିଲା ଦନ୍ତା, ବାପା ଗୁରୁତର

କାମାକ୍ଷାନଗର: ବାପ-ପୁଅଙ୍କୁ ଦଳିଲା ଦନ୍ତା । ହାତୀ ଆକ୍ରମଣର ୫ ବର୍ଷ ପୁଅର ଜୀବନ ଯାଇଛି । ବାପାଙ୍କର ଅବସ୍ଥା ଗୁରୁତର ରହିଛି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଅନ୍ତର୍ଗତ ମହୁଲଡଗର ଗାଁରେ ଏହି ଘଟଣା ଘଟିଛି । ମୃତକ ହେଲେ ରସାନନ୍ଦ ଜେରେଇଙ୍କ ୫ବର୍ଷର ପୁଅ ଋଷି ଜେରେଇ । ଗତ କିଛି ଦିନ…

ନିର୍ମାଣଧୀନ କୋଠାରୁ ଖସିଲା ଲୁହା ସ୍ଲାବ, ୭ ଶ୍ରମିକଙ୍କ ମୃତ୍ୟୁ

ପୁଣେ: ନିର୍ମାଣଧୀନ କୋଠାରୁ ଖସିଲା ଲୁହା ସ୍ଲାବ । ଏଥିରେ ୭ ଜ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ର ପୁଣେର ୟେରଓ୍ୱାଡା ଥାନା ଅଞ୍ଚଳରେ ଏହି ଅଘଟଣ ଘଟିଛି । ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି । ୟେରୱାଡାର ଶାସ୍ତ୍ରୀ ୱାଡିଆ ବଙ୍ଗଳା ନିକଟରେ ଗତକାଲି ବିଳମ୍ବିତ ରାତି ଯାଏ କାମ ଚାଲିଥିଲା ।…

ଘୋଷଣା ହେଲା ରଣଜୀ ଟ୍ରଫିର ନୂତନ କାର୍ଯ୍ୟସୂଚୀ: ଗ୍ରୁପ ଡିରେ ଓଡିଶା

ଭୁବନେଶ୍ୱର: ବିସିସିଆଇ ଆଗାମୀ ରଣଜୀ ଟ୍ରଫି କ୍ରିକେଟର କାର୍ଯ୍ୟସୂଚୀ ଘୋଷଣା କରିଛି । ପୂର୍ବରୁ ଏହା ୨ଟି ପର୍ଯାୟରେ ହେବ ବୋଲି ସୂଚନା ଦିଆଯାଇଥିଲା, ଯାହା କି ବଳବତର ରହିଛି । ପ୍ରଥମ ପର୍ଯ୍ୟାୟ ଆଇପିଏଲ ୨୦୨୨ ସଂସ୍କରଣ ପୂର୍ବରୁ ଏବଂ ଦ୍ୱିତୀୟ ପର୍ଯ୍ୟାୟ ଏହା ପରେ ଆୟୋଜିତ ହେବ । ବିସିସିଆଇ…

[ଭିଡ଼ିଓ] ହାସ୍ୟ ରସାତ୍ମକ ଲେଖାରେ ସାମାଜିକ ବିପ୍ଲବ

ପୁରୀ : ସେ ଜଣେ ବିପ୍ଲବୀ କବି । ମନରେ ଅନେକ ବୈପ୍ଲବିକ ଚିନ୍ତା ନେଇ ଲେଖନୀ ନିଃସୃତ ଅନେକ ଲେଖା ସାହିତ୍ୟ ପୃଷ୍ଠା ମଣ୍ଡନ କରୁଥିଲା । ଲେଖାର ଧାରା ବଜାୟ ରହିଲା ହେଲେ ବଦଳିଗଲା ଲେଖିବାର ମୋଡ । ହାସ୍ୟରସାତ୍ମକ ବ୍ୟଙ୍ଗ କବିତା ଯୋଗୁ ତାଙ୍କ ମିଳିଲା ନୂଆ ଏକ ପରିଚୟ । କବି ରତ୍ନାକର ବେହେରାରୁ…