Latest Odisha News

BREAKING NEWS

Browsing Category

ଫିଚର

୫ ନକଲି ମାଓବାଦୀ ଗିରଫ

ରାୟଗଡ଼ା: ୫ ଜଣ ନକଲି ମାଓବାଦୀ ଗିରଫ । ରାୟଗଡ଼ା ଜିଲ୍ଲା କାଶୀପୁର ଅଞ୍ଚଳରୁ ୪ ଜଣ ଓ ଶେଷଖାଲରୁ ଜଣେ ନକଲି ମାଓବାଦୀ ଗିରଫ ହୋଇଛନ୍ତି । ମାଓବାଦୀଙ୍କ ନାଁରେ ଗାଡ଼ି ପୋଡିବା ସହ ପୋଷ୍ଟର ଲଗାଇବା ଅଭିଯୋଗରେ ଗିରଫ କରିଛି ପୋଲିସ । ଗତ ଜାନୁଆରୀ ୨୨ରେ ବୁଡ଼ାଗୁଡ଼ା ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦୁଇ ଦିନ ପରେ କମିବ ଶୀତ, ପଶ୍ଚିମା ଝଡ଼ ପ୍ରଭାବରେ ୧୬ରୁ ବର୍ଷା

ଭୁବନେଶ୍ୱର: ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା । ଆସନ୍ତା ୧୬ ତାରିଖରୁ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ନୂଆପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ଟ୍ରକ-ଭ୍ୟାନ୍ ଧକ୍କାରେ ୪ ମୃତ, ୫ ଗୁରୁତର

ଫୁଲବାଣୀ: ଭୋଜି ଖାଇ ଫେରିବା ବାଟରେ ଛକିଥିଲା ମୃତ୍ୟୁ । ଦୁର୍ଘଟଣା ନେଲା ୪ ଜୀବନ । ଆଉ ୫ ଜଣ ଗୁରୁତର ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଫୁଲବାଣୀ ସଦର ଥାନା ଲାହାବାଡ଼ିରେ ଭ୍ୟାନ୍‌ ଓ ଟ୍ରକ୍‌ ମଧ୍ୟରେ ଦୁର୍ଘଟଣାରେ ୪ ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଦୁଇ ଜଣ ଶିଶୁ…

ଶିମିଳିପାଳରୁ ବିସ୍ଥାପିତ ହେଲେ ୯ ପରିବାର

ମୟୂରଭଞ୍ଜ : ଜାତୀୟ ଉଦ୍ୟାନ ମାନ୍ୟତା ପାଇବ ଶିମିଳିପାଳ । ଯାହାକୁ ନେଇ ପୂର୍ବରୁ ମଧ୍ୟ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଇଥିବା ବେଳେ, ଏବେ ପୁଣି ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ ବସବାସ କରୁଥିବା ପରିବାରଙ୍କୁ ବିସ୍ଥାପିତ କରାଯାଇଛି । ଶିମିଳିପାଳ କୋର ଏରିଆ ଯମୁନାଗଡରେ ରହୁଥିବା ୯ଟି…

ସର୍ବସାଧାରଣଙ୍କ ଲାଗି ଖୋଲିଲା ମୁଗଲ ଗାର୍ଡେନ

ନୂଆଦିଲ୍ଲୀ : ଆଜିଠାରୁ ସର୍ବସାଧାରଣଙ୍କ ଲାଗି ଖୋଲିଛି ମୁଗଲ ଗାର୍ଡେନ । ଆସନ୍ତା ମାର୍ଚ୍ଚ ୧୬ ତାରିଖ ପର୍ଯ୍ୟନ୍ତ ଖୋଲା ରହିବ ରାଷ୍ଟ୍ରପତି ଭବନ ଅନ୍ତର୍ଗତ ପୁଷ୍ପ ଉଦ୍ୟାନ । ମୁଗଲ ଗାର୍ଡେନକୁ ପ୍ରବେଶ କରିବାକୁ ହେଲେ କେବଳ ଅନଲାଇନ ଜରିଆରେ ଟିକେଟ ବୁକିଂ କରିବାକୁ କୁହାଯାଇଛି । ଚଳିତବର୍ଷର…

ଭାରତକୁ ଆମେରିକାର ଚେତାବନୀ, ଏଲଏସିରେ ଆକ୍ରମଣ କରିପାରେ ଚୀନ୍

ନୂଆଦିଲ୍ଲୀ : ଭାରତକୁ ଆମେରିକାର ଚେତାବନୀ । ଚୀନ ପଟୁ ମାଡି ଆସିପାରେ ବିପଦ । ଏନେଇ ଭାରତକୁ ସତର୍କ କରାଇଛି ଆମେରିକା । ବିଶେଷ କରି ପ୍ରକୃତ ନିୟନ୍ତ୍ରଣ ରେଖା ନିକଟରେ ଚୀନ ନିଜର ଦବଦବା ଜାହିର କରିବା ସହ ଭାରତ ଉପରେ ଆକ୍ରମଣ କରିପାରେ ବୋଲି କହିଛି ଆମେରିକା । ହ୍ବାଇଟ ହାଉସ ପକ୍ଷରୁ…

ଯେକୌଣସି ମୁହୂର୍ତ୍ତରେ ୟୁକ୍ରେନ୍ ଉପରେ ଆକ୍ରମଣ କରିପାରେ ଋଷ

ଓ୍ବାସିଙ୍ଗଟନ୍ : ଦିନକୁ ଦିନ ତୀବ୍ର ହେଉଛି ଋଷ ଓ ୟୁକ୍ରେନ୍ ମଧ୍ୟରେ ବିବାଦ । ଯେକୌଣସି ମୁହୂର୍ତ୍ତରେ ୟୁକ୍ରେନ୍ ଉପରେ ଆକ୍ରମଣ କରିପାରେ ଋଷ । ଏନେଇ ସତର୍କ କରିଛି ଆମେରିକା । ଏହାସହ ଯେତେଶୀଘ୍ର ୟୁକ୍ରେନ୍ ଛାଡିବାକୁ ଆମେରିକୀୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହ୍ବାଇଟ୍ ହାଉସ ଜାତୀୟ…

ପଞ୍ଚାୟତ ନିର୍ବାଚନ ପୂର୍ବରୁ ଚୂଡାନ୍ତ ପ୍ରସ୍ତୁତି, ସମ୍ବେଦନଶୀଳ ବୁଥ୍ ଉପରେ କଡ଼ା ନଜର

ଭୁବନେଶ୍ବର : ପାଖଉଛି ପଞ୍ଚାୟତ ନିର୍ବାଚନ ତାରିଖ । ଦିନ ଯେତିକି କମି କମି ଆସୁଛି ସେତିକି ସରଗରମ ହେଉଛି ମାହୋଲ । ଏହାରି ଭିତରେ ପଞ୍ଚାୟତ ନିର୍ବାଚନକୁ ନେଇ ଚୂଡାନ୍ତ ପ୍ରସ୍ତୁତି କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର । ସବିଶେଷ ସୂଚନା ଅନୁସାରେ, ପଞ୍ଚାୟତ ନିର୍ବାଚନର ୩୬ ଘଣ୍ଟା ପୂର୍ବରୁ…

ଖୁବ ଶୀଘ୍ର ୟୁକ୍ରେନ ଉପରେ ଆକ୍ରମଣ କରିପାରେ ରୁଷିଆ

ମସ୍କୋ: ଚୀନରେ ହେବାକୁ ଥିବା ଶୀତକାଳୀନ ଅଲିମ୍ପିକ୍ସ ପୂର୍ବରୁ ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ କରିପାରେ ବୋଲି ଆମେରିକା ଚେତାଇ ଦେଇଛି । ଏହି ପରିପ୍ରେକ୍ଷୀରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆଜି ଭ୍ଲାଡିମିର ପୁତିନଙ୍କ ସହ ଫୋନରେ କଥା ହୋଇ ପାରନ୍ତି । ୟୁକ୍ରେନ ସୀମାକୁ ରୁଷ ସେନା ଘେରି…

ଟ୍ରେଲର ସହ ପିଟି ହେଲା ଆମ୍ବୁଲାନ୍ସ: ଜଣେ ମୃତ, ୨ ଗୁରୁତର

ବାଲେଶ୍ୱର: ମର୍ମନ୍ତୁଦ ଦୁର୍ଘଟଣା । ଟ୍ରେଲର ସହ ପିଟି ହେଲା ଆମ୍ବୁଲାନ୍ସ । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ୧୬ନମ୍ବର ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଦାଣ୍ଡକାଳୀ ମନ୍ଦିର ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।…