Latest Odisha News

BREAKING NEWS

Browsing Category

ଫିଚର

ବାଲୁଚିସ୍ତାନର କେଚ୍ ଜିଲ୍ଲାରେ ଆତଙ୍କବାଦୀ ଆକ୍ରମଣ, ୧୦ ପାକିସ୍ତାନୀ ସୈନିକ ନିହତ

ଇସ୍‌ଲାମାବାଦ: ବାଲୁଚିସ୍ତାନ ଚେକ୍ ପୋଷ୍ଟ ନିକଟରେ ଆତଙ୍କୀ ହମଲା । ବାଲୁଚିସ୍ତାନ କେଚ ଜିଲ୍ଲାରେ ଆତଙ୍କବାଦୀ ଆକ୍ରମଣ ହେବା ଫଳରେ ଏକାଥରକେ ୧୦ ଜଣ ପାକିସ୍ତାନୀ ସୈନିକଙ୍କ ମୃତ୍ୟୁ ହୋଇଯାଇଛି । କେଚ୍ ଜିଲ୍ଲାରେ ଥିବା ଚେକ୍ ପୋଷ୍ଟକୁ ଟାର୍ଗେଟ କରି ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ । ସେନାର…

ବିବାଦୀୟ ବୟାନ ଦେଇ ଅଡୁଆରେ ଶ୍ୱେତା: ରୁଜୁ ହେଲା ଏଫଆଇଆର

ମୁମ୍ବାଇ: ବିବାଦୀୟ ବୟାନ ଦେଇ ଅଡୁଆରେ ପଡିଛନ୍ତି ଟିଭି ଅଭିନେତ୍ରୀ ଶ୍ୱେତା ତିୱାରୀ । ମଙ୍ଗଳବାର ତାଙ୍କ ବିରୋଧରେ ଭୋପାଳର ଶ୍ୟାମଳା ପୋଲିସ ଷ୍ଟେସନରେ ଏଫଆଇଆର ରୁଜୁ କରାଯାଇଛି । ପୂର୍ବରୁ ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତମ ମିଶ୍ର ଘଟଣାର ଯାଂଚ ପାଇଁ ନିର୍ଦ୍ଦେଶ ଦେଇଥିଲେ । କଣ କହିଥିଲେ…

ନିଓକୋଭ ଭାଇରସ ନେଇ ଉହାନ ବୈଜ୍ଞାନିକଙ୍କ ଚେତାବନୀ: ସଂକ୍ରମିତ ହେଲେ ୩ ଜଣରୁ ଜଣେ ମରିବା ନିଶ୍ଚିତ

ଉହାନ: କରୋନା ଭାଇରସର ଉତ୍ପତି ସ୍ଥଳ ବିବେଚନା କରାଯାଉଥିବା ଉହାନର ବୈଜ୍ଞାନିକମାନେ କରୋନା ଭାଇରସର ନୂତନ ଭ୍ୟାରିଏଂଟ ନେଇ ଚେତାଇ ଦେଇଛନ୍ତି । ଏହାର ନାମ ନିଓକୋଭ ଏବଂ ଏଥିରେ ସଂକ୍ରମିତ ହେଲେ ୩ ଜଣରୁ ଜଣେ ମରିବା ନିଶ୍ଚିତ । ଏହା ପୃଥିବୀ ପୃଷ୍ଠରେ ବ୍ୟାପିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ମଣିଷକୁ…

ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ପରିଚାଳନା ନିର୍ଦ୍ଦେଶକ

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ପରିଚାଳନା ନିର୍ଦ୍ଦେଶକ । ରାଜଗାଙ୍ଗପୁର ବ୍ଲକ କୁକୁଡ଼ା ସମବାୟ ସମିତି ପରିଚାଳନା ନିର୍ଦ୍ଦେଶକ ପରୀକ୍ଷିତ ସାହୁଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାସଭବନ ସମେତ ଅଫିସରେ ଚାଲିଛି ଏକକାଳୀନ ଚଢ଼ାଉ ।…

ଖସୁଛି କରୋନା ଗ୍ରାଫ: ଆଜି ରାଜ୍ୟରୁ ୫୦୫୭ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଖସୁଛି ଦୈନିକ କରୋନା କେସ୍ । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୫ ହଜାର ରହୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୫ହଜାର ୫୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୨୯୩୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୧୨୫ । ୧୮ ବର୍ଷ ଭିତରେ ଆଉ ୬୬୭ ଜଣ…

ଫେରିଲା ଜାଡ଼: ୪୮ ଘଣ୍ଟାରେ ୩-୪ ଡିଗ୍ରୀ ଖସିବ ରାତିର ତାପମାତ୍ରା

ଭୁବନେଶ୍ୱର: ରାଜ୍ୟକୁ ପୁଣି ଫେରିଲା ଶୀତ । ଆଜିଠାରୁ ୩୦ ତାରିଖ ଯାଏ ରାଜ୍ୟରେ ଜାରି ରହିବ ଶୀତ ଲହରି । ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଆଜିଠୁ ଆହୁରି ଖସିବ ରାତିର ତାପମାତ୍ରା । ରାଜ୍ୟକୁ ପ୍ରବେଶ କରୁଛି ଉତ୍ତରା-ପଶ୍ଚିମା ଥଣ୍ଡା-ଶୁଷ୍କ ବାୟୁ । ଏହାର ପ୍ରଭାବରେ ୪୮…

ସର୍ବସାଧାରଣ ଦର୍ଶନ ପାଇଁ ଖୋଲିବ କି ଶ୍ରୀମନ୍ଦିର, ଆଜି ନିଷ୍ପତ୍ତି

ପୁରୀ: ସର୍ବସାଧାରଣ ଦର୍ଶନ ପାଇଁ ଖୋଲିବ କି ଶ୍ରୀମନ୍ଦିର ? ଆଜି ହୋଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଶ୍ରୀମନ୍ଦିର ଖୋଲିବା ନେଇ ଆଜି ପୁରୀରେ ବସୁଛି ଛତିଶା ନିଯୋଗ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାରଙ୍କ ଅଧ୍ୟକ୍ଷତାରେ ଅପରାହ୍ଣ ସାଢ଼େ ୪ଟାରେ ଏହି ବୈଠକ…

ଦେଶରୁ ୨ଲକ୍ଷ ୫୧ ହଜାର କରୋନା ଆକ୍ରାନ୍ତ ଚିହ୍ନଟ, ୬୨୭ ମୃତ

ନୂଆଦିଲ୍ଲୀ: ଦେଶରେ ଅଢ଼େଇ ଲକ୍ଷ ଉପରେ ରହୁଛି ଦୈନିକ କରୋନା ସଂକ୍ରମଣ । ଗତକାଲି ଅପେକ୍ଷା ଆଜି ସଂକ୍ରମିତଙ୍କ ସଂଖ୍ୟା ୧୨ ପ୍ରତିଶତ କମିଛି । ଆଜି ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨ଲକ୍ଷ ୫୧ହଜାର ୨୦୯ ଆକ୍ରାନ୍ତ । ଗତକାଲି ଅପେକ୍ଷା ୩୫ ହଜାର କମ୍ ପଜିଟିଭ୍ ବାହାରିଛନ୍ତି । ଦେଶରେ ପଜିଟିଭ୍…

ଯାଜପୁରରେ ଲଜ୍ଜା: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ୬୦ବର୍ଷୀୟ ବୃଦ୍ଧ ଗିରଫ

ଯାଜପୁର: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ୬୦ ବର୍ଷୀୟ ବୃଦ୍ଧ ଗିରଫ । ଯାଜପୁର ଜିଲ୍ଲା ବିଞ୍ଝାପୁର ଥାନା ଅଞ୍ଚଳରେ ଏଭଳି ଲଜ୍ଜାଜନକ ଘଟଣା ଘଟିଛି । ୯ ବର୍ଷର ନାବାଳିକାକୁ ଅପହରଣ କରି ଦୁଷ୍କର୍ମ କରିବା ଅଭିଯୋଗରେ ବୃଦ୍ଧଙ୍କୁ ଗିରଫ କରିଛି ପୋଲିସ । ପୀଡ଼ିତାଙ୍କୁ ଗୁରୁତର ଅବସ୍ଥାରେ…

କେଉଁ ଦଳରୁ କେତେ ଜିଲ୍ଲା ପରିଷଦ ପ୍ରାର୍ଥୀ, ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ବର : ପଞ୍ଚାୟତ ନିର୍ବାଚନ ପ୍ରଶ ପ୍ରକାଶ ପାଇସାରିଛି ଚୂଡାନ୍ତ ପ୍ରାର୍ଥୀ ତାଲିକା । କେତେ ସରପଞ୍ଚ, ସମିତି ସଭ୍ୟ ଓ ଓ୍ବାର୍ଡ ଲଢ଼ୁଛନ୍ତି ସ୍ପଷ୍ଟ ହୋଇ ସାରିଛି । ଆଉ ଆଉ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନ କେଉଁ ଦଳରୁ କେତେ ଜିଲ୍ଲା ପରିଷଦ ପ୍ରାର୍ଥୀ ଅଛନ୍ତି ତାହାର ତାଲିକା ଜାରି…