Latest Odisha News

BREAKING NEWS

Browsing Category

ଫିଚର

ଓଡ଼ିଶାର ୧୦ ଜିଲ୍ଲା ଦେଇ ଛତିଶଗଡ଼ ଯିବ ରାହୁଲଙ୍କ ନ୍ୟାୟ ଯାତ୍ରା!

ଭୁବନେଶ୍ୱର: କଂଗ୍ରେସର ଶୀର୍ଷ ନେତା ରାହୁଲ ଗାନ୍ଧୀଙ୍କ 'ଭାରତ ନ୍ୟାୟ ଯାତ୍ରା'କୁ ଓଡ଼ିଶା ଦେଇ ଯିବାର ଯୋଜନା ରହିଛି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି)ର ସଭାପତି ଶରତ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି। ଏହି ଯାତ୍ରାରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା…

ଗୋଟିଏ ଦିନରେ ପଡିଲା ୨୩ ୱିକେଟ, ଭାରତ ଏବେ ବି ୩୬ ରନରେ ଅଗ୍ରଣୀ

କେପଟାଉନ: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ବୁଧବାରଠାରୁ ଦ୍ୱିତୀୟ କ୍ରିକେଟ ଟେଷ୍ଟ ଆରମ୍ଭ ହୋଇଛି । ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ଭାରତ ୩୬ ରନରେ ଅଗ୍ରଣୀ ରହିଛି । ଗୋଟିଏ ଦିନରେ ୨୩ଟି ୱିକେଟର ପତନ ଘଟିଛି । ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୫୫ରନ କରି ଅଲଆଉଟ ହୋଇ ଯାଇଥିଲା ।…

ଭାରତୀୟ ଇନିଂସର ନାଟକୀୟ ପତନ: ୧୧ ବଲ, ୦ରନ, ୬ ୱିକେଟ

କେପଟାଉନ: ଚଳିତ ଭାରତ ଓ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ନାଟକୀୟ ଢ଼ଙ୍ଗରେ ୱିକେଟ ପତନ ହେବାରେ ଲାଗିଛି । ଏ ପର୍ଯ୍ୟନ୍ତ ୨୦ଟି ୱିକେଟର ପତନ ହୋଇସାରିଛି । ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ଭାରତୀୟ ବୋଲରଙ୍କ ଉଚିତ ମୁକାବିଲା କରି ନ ପାରି ୫୫ ରନରେ…

ରାମ ଭଜନ ବାଜିବା ମାତ୍ରେ ନାଚିଲେ କୋହଲି

କେପଟାଉନ: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟ ଅବସରରେ ବିରାଟ କୋହଲି ରାମ ସିୟା ରାମ ଭଜନରେ ନାଚୁଥିବା ଦେଖିବାକୁ ମିଳିଥିଲା । ଜାନୁୟାରୀ ୨୨ରେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ହେବ । ଏହି ଦିବ୍ୟ ବାତାବରଣ ନେଇ ସାରା ଦେଶ ଝୁମି ଉଠିଛି । କୋହଲି ବି ଏଥିରୁ ବାଦ…

କରନ ନିଜେ ମାନିଲେ, ଫିଲ୍ମର ନେଗେଟିଭ ରେଟିଂରୁ ବଂଚିବା ପାଇଁ ନକଲି ରିଭ୍ୟୁ କରାଇଥାନ୍ତି

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଓ ବିବାଦୀୟ ଫିଲ୍ମମେକର କରନ ଜୋହରଙ୍କ ଏକ ବୟାନ ଏବେ ଚର୍ଚ୍ଚାର କାରଣ ସାଜିଛି । ଫିଲ୍ମର ନେଗେଟିମ ରେଟିଂରୁ ବଂଚିବା ପାଇଁ ନକଲି ରିଭ୍ୟୁ କରାଇଥାଏ ବୋଲି ସେ ଏକ କାର୍ଯ୍ୟକ୍ରମରେ ନିଜେ ସ୍ୱୀକାର କରିଛନ୍ତି । ଏହା ଫଳରେ ଫିଲ୍ମ ଭଲ ହୋଇ ନ ଥିଲେ ମଧ୍ୟ ଦର୍ଶକ…

ଭାରତ ବିପକ୍ଷରେ ଦକ୍ଷିଣ ଆଫ୍ରିକାର ଟେଷ୍ଟରେ ସର୍ବନିମ୍ନ ସ୍କୋର: ସିରାଜଙ୍କ ଘାତକ ବୋଲିଂରେ ୫୫ରେ ଅଲଆଉଟ

କେପଟାଉନ: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଭାରତୀୟ ପେସ ବୋଲିଂ ବାହିନୀ ଘାତକ ବୋଲିଂ କରିଛନ୍ତି । ମହମ୍ମଦ ସିରାଜଙ୍କ ୬ ୱିକେଟ ବଳରେ ଟିମ ଇଣ୍ଡିଆ ୫୫ ରନରେ ଦକ୍ଷିଣ ଆଫ୍ରିକାକୁ ଅଲଆଉଟ କରି ଦେଇଛି । ଯଶପ୍ରୀତ ବୁମରାହ ଓ ମୁକେଶ କୁମାର ୨ଟି ଲେଖାଁଏ ୱିକେଟ ନେଇଥିଲେ ।…

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଯାଉ: ବିଜେପି

ଭୁବନେଶ୍ୱର: ଓଡ଼ିଶାର ଅନ୍ୟତମ ପ୍ରଜ୍ଞାପୁରୁଷ ତଥା ଲକ୍ଷ ଲକ୍ଷ ଆଦିବାସୀମାନଙ୍କର ଆଶାର ପ୍ରାଣକେନ୍ଦ୍ର ଥିବା ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାକୁ ଆଜି ୧୫ବର୍ଷ ବିତିଗଲାଣି । କିନ୍ତୁ ବଡ ଆଶ୍ଚର୍ଯ୍ୟର ବିଷୟ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାର ତଦନ୍ତ କମିଶନ ରିପୋର୍ଟ…

ପାହାଡ଼ି ଗ୍ୟାଙ୍ଗର ୮ ଲୁଟେରା ଗିରଫ, ମୋବାଇଲ ଚୋରି କରି ଖାଲି କରୁଥିଲେ ଆକାଉଣ୍ଟ

ଭୁବନେଶ୍ବର: ପୋଲିସ ହାତରେ ପାହାଡି ଗ୍ୟାଙ୍ଗ । ୨୨ ଟି ମୋବାଇଲ୍‌ ସହ ୧ ଲକ୍ଷ ୩୦ ହଜାର ଟଙ୍କା ଜବତ କଲା କମିଶନରେଟ ପୋଲିସ । ତେବେ ଗିରଫ ସମସ୍ତ ୮ ଜଣ ଲୁଟେରା ଝାଡ଼ଖଣ୍ଡର ହୋଇଥିବା ସୂଚନା ଦେଇଛି ପୋଲିସ । ସୂଚନା ଅନୂସାରେ, ଏହି ପାହାଡି ଗ୍ୟାଙ୍ଗ ଦୀର୍ଘ କିଛି ଦିନ ହେବ ମୋ ବସ୍ ଓ…

ବୈଦେଶିକ ମନ୍ତ୍ରଣାଳୟର ନୂଆ ମୁଖପାତ୍ର ହେଲେ ରଣଧୀର ଜୈସୱାଲ, ଅରିନ୍ଦମ ବାଗଚିଙ୍କୁ ଏହି ବଡ ଦାୟିତ୍ୱ

ନୂଆଦିଲ୍ଲୀ: ଭାରତୀୟ ବୈଦେଶିକ ମନ୍ତ୍ରଣାଳୟର ନୂଆ ମୁଖପାତ୍ର ହେଲେ ରଣଧୀର ଜୈସୱାଲ । ସେହିପରି ବର୍ତ୍ତମାନ ପର୍ଯ୍ୟନ୍ତ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟରେ ମୁଖପାତ୍ର ଭାବରେ କାର୍ଯ୍ୟ କରୁଥିବା ଅରିନ୍ଦମ ବାଗଚି ଙ୍କୁ ଆଉ ଏକ ନୂତନ ଦାୟିତ୍ବ ପ୍ରଦାନ କରାଯାଇଛି । ଏନେଇ ଅରିନ୍ଦମ ବାଗଚି ତାଙ୍କ…

ରାଜ୍ୟରେ ଆଉ ୫ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୭ କୁ ବୃଦ୍ଧି

ଭୁବନେଶ୍ବର: ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ଦିନ କୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ମଧ୍ୟ ଧୀରେ ଧୀରେ ଉପରମୁହାଁ ହେଉଛି ସଂକ୍ରମିତଙ୍କ ଗ୍ରାଫ । ଆଜି ମଧ୍ୟ ରାଜ୍ୟରେ ଆଉ ୫ ନୂଆ ଆକ୍ତାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ବର୍ତ୍ତମାନ ରାଜ୍ୟରେ କୋରୋନା ସଂକ୍ରମିତଙ୍କ…