Latest Odisha News

BREAKING NEWS

Browsing Category

ଫିଚର

ବୁଲ୍ଲିବାଇ ଆପର ଓଡ଼ିଶା ଲିଙ୍କ: ଝାରସୁଗୁଡ଼ାରୁ ଗିରଫ ଯୁବକଙ୍କୁ ଟ୍ରାନଜିଟ ରିମାଣ୍ଡରେ ନେବ ମୁମ୍ବାଇ ପୋଲିସ

ଝାରସୁଗୁଡ଼ା: ବିବାଦୀୟ ବୁଲ୍ଲିବାଇ ଆପ ଲିଙ୍କରେ ସାମ୍ନାକୁ ଆସିଛି ଓଡ଼ିଶା ଲିଙ୍କ। ଆସାମରୁ ଝାରସୁଗୁଡ଼ା ଯାଏ ଲମ୍ବିଛି ଚେର। ବ୍ରଜରାଜନଗରରୁ ଜଣେ ଯୁବକଙ୍କୁ ଗିରଫ କରିଛି ମୁମ୍ବାଇ କ୍ରାଇମବ୍ରାଞ୍ଚ । ତାଙ୍କ ନାଁ ନୀରଜ ସିଂ। ବ୍ରଜରାଜନଗର ଇବ ପିଟରେ ତାଙ୍କ ଘର। ସେ ଜଣେ ଏମବିଏ ଡିଗ୍ରୀଧାରୀ…

ଚତୁର୍ଥ ଦିନରେ ୫୮ ହଜାର ୫୮୮ ଜଣ ପ୍ରାର୍ଥୀଙ୍କ ନାମାଙ୍କନ, କାଲି ସରୁଛି ତାରିଖ

ଭୁବନେଶ୍ବର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜାରି ରହିଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ଚତୁର୍ଥ ଦିନରେ ଜିଲ୍ଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଏବଂ ଓ୍ବାର୍ଡ ମେମ୍ବର ସେମାନଙ୍କ ନାମାଙ୍କନ ଦାଖଲ କରିଛନ୍ତି । ଆସନ୍ତାକାଲି ନାମାଙ୍କନ ଦାଖଲର ଶେଷ ଦିନ ଥିବା ବେଳେ, ଆଜି…

କୋହଲିଙ୍କୁ କାରଣ ଦର୍ଶାଅ ନୋଟିସ ପଠାଇଥାନ୍ତେ ଗାଙ୍ଗୁଲି !

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଖେଳାଳି ବିରାଟ କୋହଲିଙ୍କ ଅଧିନାୟକ ପଦକୁ ନେଇ ଏବେ ବେଶ କିଛି ଦିନ ହେବ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା । ଏପରିକି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏବଂ କୋହଲି ମୁହାଁମୁହିଁ ପରିସ୍ଥିତିକୁ ଆସି ଯାଇଥିଲେ । ଏକ ନ୍ୟୁଜ ସାଇଟରେ ପ୍ରକାଶିତ ଖବର…

କୋଟିଆରେ ଇଲେକ୍ସନ ନୁହେଁ ସିଲେକ୍ସନ, ସହମତି ଭିତ୍ତିରେ ବଛା ହେବେ ପ୍ରତିନିଧି

କୋରାପୁଟ : କୋଟିଆରେ ହେବନି ନିର୍ବାଚନ । ସହମତି ଭିତ୍ତିରେ ବଛା ହେବେ ଜନ ପ୍ରତିନିଧି । ଆଜି ସର୍ବଦଳୀୟ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । କୋଟିଆ ନିର୍ବାଚନରେ ତିନି ଦଳ ପକ୍ଷରୁ ଗୋଟିଏ ପ୍ରାର୍ଥୀ ଭାବେ ଜିଲ୍ଲା ପରିଷଦ ସଭ୍ୟ ପାଇଁ ନାମାଙ୍କନ ପତ୍ର ଦାଖଲ ପାଇଁ ନିଷ୍ପତ୍ତି ହୋଇଛି ।…

ବେଆଇନ ଭ୍ରୁଣ ନିରୁପଣ ଘଟଣାରେ ତନାଘନା, ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

କଟକ : କଟକରେ ବେଆଇନ୍ ଡାଇଗ୍ନୋଷ୍ଟିକ୍ ଲ୍ୟାବ୍ ରେଡ୍ ଘଟଣାରେ ତନାଘନା । ରେଡ୍ ବେଳେ ୨ ଜଣଙ୍କୁ ଗିରଫ କରାଯାଇଥିବା ବେଳେ, ପୋଲିସ ସେମାନଙ୍କୁ କୋର୍ଟ ଚାଲାଣ କରିଛି । ଭ୍ରୁଣର ଲିଙ୍ଗ ନିରୁପଣ ପାଇଁ ମହିଳାଙ୍କୁ କଟକ କାଠଗୋଲା ସାହିରେ ଥିବା ଆଲଫା ଡାଇଗ୍ନୋଷ୍ଟିକ୍ ଲ୍ୟାବକୁ ପଠାଯାଉଥିଲା…

କରହାଲରୁ ନିର୍ବାଚନ ଲଢ଼ି ପାରନ୍ତି ଅଖିଳେଶ !

ଲକ୍ଷ୍ନୌ: ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି । ୟୁପି ନିର୍ବାଚନରେ ସେ ସମାଜବାଦୀ ପାର୍ଟିର ଦୁର୍ଗ କୁହାଯାଉଥିବା ମୈନପୁର ଅନ୍ତର୍ଗତ କରହାଲ ନିର୍ବାଚନୀ ମଣ୍ଡଳୀରୁ ଛିଡା ହେବେ ବୋଲି ଜଣାପଡିଛି । ପାର୍ଟି ପକ୍ଷରୁ ବିଧିବଦ୍ଧ…

ବିଡବ୍ଳ୍ୟୁଏଫ ୱାର୍ଲ୍ଡ ଟୁର ସୁପର ୩୦୦: ପ୍ରଥମ ଓଡିଆ ମହିଳା ଖେଳାଳି ଭାବେ କ୍ୱାର୍ଟରରେ ପ୍ରବେଶ କଲେ ଶ୍ୱେତପର୍ଣ୍ଣା

ଭୁବନେଶ୍ୱର: ଲକ୍ଷ୍ନୌରେ ଅନୁଷ୍ଠିତ ସୟେଦ ମୋଦି ଇଣ୍ଡିଆ ଇଂଟରନ୍ୟାଶନାଲ ୨୦୨୨ର ଏଚଏସବିସି ବିଡବ୍ଲ୍ୟୁଏଫ ୱାର୍ଲ୍ଡ ଟୁର ସୁପର ୩୦୦ ବ୍ୟାଡମିଂଟନ ମୁକାବିଲାରେ ଇତିହାସ ରଚିଛନ୍ତି ଓଡିଆ ଝିଅ ଶ୍ୱେତପର୍ଣ୍ଣା ପଣ୍ଡା । ମାତ୍ର ୧୬ ବର୍ଷ ବୟସରେ ପ୍ରଥମ ଓଡିଆ ବ୍ୟାଡମିଂଟନ ଖେଳାଳି ଭାବେ ସେ ଏହି…

ବିଡବ୍ଲ୍ୟୁଏଫ ଓଡିଶା ଓପନ ୨୦୨୨ ପାଇଁ ସମସ୍ତ ପ୍ରସ୍ତୁତି ଶେଷ

ଭୁବନେଶ୍ୱର: ବିଡବ୍ଲ୍ୟୁଏଫ ଓଡିଶା ଓପନ ୨୦୨୨ ପାଇଁ ଓଡିଶା ସରକାର ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । କଟକର ଜବାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ୨୫ରୁ ୩୦ ଜାନୁୟାରୀ ପର୍ଯ୍ୟନ୍ତ ହେବାକୁ ଥିବା ଏହି ମେଗା ବ୍ୟାଡମିଂଟନ ମୁକାବିଲାରେ ୧୮ ଦେଶର ୩୦୦ ଖେଳାଳି ଅଂଶଗ୍ରହଣ କରିବେ । ତେବେ…

ଭାରତ ବିରୋଧରେ ମିଛ ଖବର ପ୍ରସାରଣ କରୁଥିବା ୱେବସାଇଟକୁ ବନ୍ଦ କରାଯିବା ଜାରୀ ରହିବ: ଅନୁରାଗ ଠାକୁର

ନୂଆଦିଲ୍ଲୀ: ଭାରତ ବିରୋଧରେ ସୁଚିନ୍ତିତ ଷଡଯନ୍ତ୍ର ଅନୁସାରେ ମିଥ୍ୟା ଖବର ପ୍ରସାରଣ କରୁଥିବା ୱେବସାଇଟ ଓ ୟୁଟ୍ୟୁବ ଚ୍ୟାନେଲକୁ ବନ୍ଦ କରାଯିବା ଜାରୀ ରହିବ ବୋଲି ଗୁରୁବାର ସୂଚନା ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଚେତାବନୀ ଦେଇଛନ୍ତି । ୨୦୨୧ରେ ଏ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ୨୦…

ମହିଳାଙ୍କ ପେଟରୁ ୧୦କେଜି ଓଜନର ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ସମ୍‌ ହସ୍ପିଟାଲର ସର୍ଜନ

ଭୁବନେଶ୍ୱର :ସମ କର୍କଟ ବିଭାଗରେ ବିରଳ ଅସ୍ତ୍ରୋପୋଚାର । ମହିଳାଙ୍କ ପେଟରୁ ବାହାରିଲା ୧୦ କେଜି ଓଜନର ଟ୍ୟୁମର । ଏହି ଅପରେସନ କରିବାରେ ସଫଳ ହୋଇଛନ୍ତି ସମ୍ ହସ୍ପିଟାଲ ସର୍ଜନ ମାନେ । ଶିକ୍ଷା ଓ ଅନୁସନ୍ଧାନ ସୋଆ ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲର…