Latest Odisha News
Browsing Category

ଫିଚର

ତାଳଚେର-ବିମଳାଗଡ଼ ରେଳ ପ୍ରକଳ୍ପ କାମ ତ୍ୱରାନ୍ୱିତ ପାଇଁ ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ…

ଭୁବନେଶ୍ୱର: ବହୁ ପ୍ରତିକ୍ଷୀତ ତାଳଚେର-ବିମଳାଗଡ଼ ରେଳ ପ୍ରକଳ୍ପ କାମ ତ୍ୱରାନ୍ୱିତ ପାଇଁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି, ମୋଦି ସରକାରଙ୍କ ନେତୃତ୍ୱରେ…

ନ୍ୟୁଜିଲାଣ୍ଡକୁ ୨୮୪ ରନର ଟାର୍ଗେଟ ଦେଲା ଟିମ ଇଣ୍ଡିଆ

କାନୁପର: ପ୍ରଥମ କ୍ରିକେଟ ଟେଷ୍ଟର ୪ର୍ଥ ଦିବସରେ ଟିମ ଇଣ୍ଡିଆ ୨୮୪ ରନର ଟାର୍ଗେଟ ନ୍ୟୁଜିଲାଣ୍ଡ ସମ୍ମୁଖରେ ରହିଛି । ଏହାର ଜବାବରେ ଷ୍ଟମ୍ପ୍ସ ଅପସାରଣ ବେଳକୁ ଭ୍ରମଣକାରୀ ଦଳ ଗୋଟିଏ ଉଇକେଟ ହରାଇ ୪ରନ ସଂଗ୍ରହ କରିଛି । ଭାରତ ଦ୍ୱିତୀୟ ଇନିଂସରେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲେ…

କରୋନା ଯାଇନାହିଁ, ସାବଧାନ ରହିବା ସମସ୍ତଙ୍କ ଦାୟିତ୍ୱ: ‘ମନ କି ବାତ୍’ରେ କହିଲେ ପ୍ରଧାନମନ୍ତ୍ରୀ

ଦିଲ୍ଲୀ: ମୁଁ ଆଜି ମଧ୍ୟ ଶାସନ କ୍ଷମତାରେ ନାହିଁ । ଭବିଷ୍ୟତରେ ମଧ୍ୟ ଶାସନ କରିବାକୁ ଚାହୁଁନି । ମୁଁ କେବଳ ସେବା କରିବାକୁ ଚାହୁଁଛି । ମୋ ଅନୁସାରେ ଏହି ପ୍ରଧାନମନ୍ତ୍ରୀ ପଦ ଶାସନ ପାଇଁ ନୁହେଁ, ଏହା ସେବା ପାଇଁ ଉଦ୍ଦିଷ୍ଟ । ୮୩ତମ ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ଦେଶବାସୀଙ୍କ ସମ୍ବୋଧିତ…

ଗୌତମଙ୍କୁ ବାରମ୍ବାର ହତ୍ୟା ଧମକ, ସ୍ଥିତି ଗମ୍ଭୀର

ନୂଆଦିଲ୍ଲୀ: ବିଜେପି ସାଂସଦ ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କୁ ବାରମ୍ବାର ହତ୍ୟା ଧମକ ଆସୁଛି । ତୃତୀୟ ଥର ପାଇଁ ଏହି ଧମକ ଦିଆଯାଇଛି । ସୁରକ୍ଷାକର୍ମୀ କିମ୍ବା ପୋଲିସ ଆମର କିଛି କରିପାରିବେ ନାହିଁ ବୋଲି ଏଥିରେ ଉଲ୍ଲେଖ ରହିଛି । ଆଇଏସଆଇଏସଆଟୟାହୁ.କମରୁ ଏହି ଇ-ମେଲ ଆସିଛି ।…

ରାସ୍ତାକଡ଼ରୁ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର

ପୁରୀ: ପୁଣି ଅଲୋଡ଼ା ହେଲା ଶିଶୁକନ୍ୟା । ଜନ୍ମ କଲା ଶିଶୁକୁ ରାସ୍ତାକଡ଼ରେ ଫୋପାଡ଼ିଦେଇ ଚାଲିଗଲା ମା’ । କନ୍ୟା ଭ୍ରୁଣ ହତ୍ୟା ରୋକିବାକୁ ସରକାର ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି । ହେଲେ ଆଜିବି ଅନେକ ସ୍ଥାନରେ ଶିଶୁକନ୍ୟାଙ୍କୁ ରାସ୍ତାକଡ଼ରେ ଫୋପାଡ଼ି ଦେଇ ଚାଲିଯାଉଥିବା ଦୃଶ୍ୟ…

ଗତ ୨୪ଘଣ୍ଟାରେ ରାଜ୍ୟରେ ୧୯୧ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ଘଣ୍ଟା ମଧ୍ୟରେ ୧୯୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୯ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିମଧ୍ୟରୁ…

କର୍ଣ୍ଣାଟକ ଏସଡ଼ିଏମ୍ କଲେଜରେ କୋଭିଡ଼-୧୯ ସଂକ୍ରମିତ ସଂଖ୍ୟା ୩୦୬କୁ ବୃଦ୍ଧି

କର୍ଣ୍ଣାଟକ: କର୍ଣ୍ଣାଟକର ଧରୱାଡ଼ସ୍ଥିତ ଏସଡ଼ିଏମ୍ କଲେଜ ଅଫ୍ ମେଡ଼ିକାଲ ସାଇନ୍ସରେ କୋଭିଡ଼ ଆକ୍ରାନ୍ତଙ୍କ ସଂଖ୍ୟା ୩୦୬କୁ ବୃଦ୍ଧି ପାଇଛି । କଲେଜ ପରିସରରେ ଥିବା ଦୁଇଟି ହଷ୍ଟେଲକୁ ସିଲ୍ କରିଦିଆଯାଇଛି । ସଂକ୍ରମିତ ଶିକ୍ଷାର୍ଥୀମାନେ ସେମାନଙ୍କ ହଷ୍ଟେଲ ରୁମରେ ଚିକିତ୍ସିତ ହେଉଛନ୍ତି । ଧରୱାଡ଼…

‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନ ‘ମନ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ଏହା ହେବ ପ୍ରଧାନମନ୍ତ୍ରୀଙ୍କ ୮୩ତମ ମନ କି ବାତ୍ କାର୍ଯ୍ୟକ୍ରମ । ଏହା ଜରିଆରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧିତ କରିବା ନେଇ ପିଏମଓ କାର୍ଯ୍ୟାଳୟ ପକ୍ଷରୁ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା:୧୮ ମୃତ, ୫ଗୁରୁତର ଆହତ

କୋଲକାତା: ପଶ୍ଚିମବଙ୍ଗର ନଦିୟା ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୧୮ଜଣଙ୍କ ମୃତ୍ୟୁ ହୋଇଛି । ୫ଜଣ ଗୁରୁତର ଆହତ ହୋଇଛନ୍ତି । ନଦିୟା ଜିଲ୍ଲାର ହଂସଖାଲି ଫୁଲବାଡ଼ିରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା । ସୂଚନା ଅନୁସାରେ, ରାସ୍ତାକଡ଼ରେ ଠିଆ ହୋଇଥିବା…

ବଲାଙ୍ଗିରରେ ପୋଲିସ ଗୁଳିରେ ଜଣେ ନକ୍ସଲ ନିହତ

ବଲାଙ୍ଗିର: ଏନକାଉଣ୍ଟରରେ ଗଡ଼ିଲା ନକ୍ସଲ ମୁଣ୍ଡ । ବଲାଙ୍ଗିର ଜିଲ୍ଲାରେ ପୋଲିସ-ମାଓବାଦୀ ଗୁଳି ବିନିମୟ ହୋଇଛି । ଗତକାଲି ରାତିରେ ଉଭୟ ପକ୍ଷ ମୁହାଁମୁହିଁ ହୋଇଥିଲା । ଖପ୍ରାଖୋଲ ବ୍ଲକ ତେଲେନପାଲି ପଞ୍ଚାୟତ ଅନ୍ତର୍ଗତ ଜୁନାନିବାହାଲରେ ଗୁଳି ବିନିମୟ ହୋଇଥିଲା । ସୁରକ୍ଷାବାହିନୀ ଗୁଳିରେ ଜଣେ…