Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟରେ ୩୪୫୩ କେନ୍ଦ୍ରରେ ଚାଲିଛି ଟିକାକରଣ : ବିଜୟ ପାଣିଗ୍ରାହୀ

ଭୁବନେଶ୍ୱର : ରାଜ୍ୟରେ ଚାଲିଥିବା ଟିକାକରଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ରାଜ୍ୟରେ ୩୪୫୩ କେନ୍ଦ୍ରରେ ଚାଲିଛି ଟିକାକରଣ ଶାନ୍ତି ଶୃଙ୍ଖଳାର ସହ ଚାଲିଛି । ୧୧୯୧ କେନ୍ଦ୍ରରେ ୧୫ ରୁ ୧୮ ବର୍ଷ ପିଲାଙ୍କ ଟିକାକରଣ ଚାଲିଛି । ହେଲଥ କେୟାର…

ଜମ୍ମୁକଶ୍ମୀର ବଡଗାମ ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ

ଜମ୍ମୁକଶ୍ମୀର : ଜମ୍ମୁ କାଶ୍ମୀରରେ ସୁରକ୍ଷା ବାହିନୀକୁ ବଡ ସଫଳତା । ଜମ୍ମୁକଶ୍ମୀର ବଡଗାମ ଜିଲ୍ଲାରେ ସୁରକ୍ଷା କର୍ମୀଙ୍କ ଏନକାଉଣ୍ଟରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।ସୂଚନା ଅନୁସାରେ ଜୋଲୱା ଗାଁ ରେ ଏହି ଏନକାଉଣ୍ଟର ହୋଇଥିଲା । ଗତକାଲି ରାତିରୁ ଚାଲିଥିବା ଏନକାଉଣ୍ଟର ତିନି ଜଣ…

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କରୋନା ପଜିଟିଭ , ଟ୍ୱିଟ କରି ଦେଲେ ସୂଚନା

ଭୁବନେଶ୍ୱର : ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କରୋନା ସଂକ୍ରମିତ ହୋଇଛନ୍ତି  । ସେ ଏବେ ହୋମ ଆଇସୋଲେସନରେ ଅଛନ୍ତି । ଗତ ତିନି ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ମାନଙ୍କୁ ହୋମ ଆଇସୋଲେସନରେ ରହିବାକୁ ଟ୍ୱିଟ କରି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ।

ରାଜ୍ୟରେ ୨୪ଘଣ୍ଟାରେ ୨୭୦୩ କୋଭିଡ଼୍ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ..

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତଗତିରେ ମାଡ଼ିଚାଲିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୨୭୦୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୧୫୭୯ ଓ ସ୍ଥାନୀୟ ସଂକ୍ରମଣରୁ ୧୧୨୪ଜଣ ଆକ୍ଟିଭ୍ କେସ୍ ରହିଛି । ୧୮ବର୍ଷ ମଧ୍ୟରେ ୪୦୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।…

ଆସନ୍ତା ୧୦ରୁ ୧୧ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ମଧ୍ୟରେ ପୁଣି ବର୍ଷା ସମ୍ଭାବନା । ଆସନ୍ତା ୧୦ରେ ୧୧ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଉପାନ୍ତରୁ ଉପକୂଳ ସବୁଠି ବର୍ଷା ହେବ । ଧୀରେ ଧୀରେ ରାତିର ତାପମାତ୍ରା ବଢ଼ିବ ଓ ଶୀତ…

ରାଜ୍ୟରେ ଆଜିଠୁ ନୂଆ କଟକଣା, ରାତି ୯ଟାରୁ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: ବଢ଼ୁଛି ଓମିକ୍ରନ ଭୟ । ରାଜ୍ୟରେ ଆଜିଠୁ ଲାଗୁ ହେବାକୁ ଯାଉଛି ନୂଆ କରୋନା କଟକଣା । ଆଜି ରାତି ୯ଟାରୁ ସବୁ ସହରାଞ୍ଚଳରେ ଲାଗିବ ନାଇଟ୍ କର୍ଫ୍ୟୁ । ସକାଳ ୫ଟା ପର୍ଯ୍ୟନ୍ତ କର୍ଫ୍ୟୁ ରହିବ । ଏହି ସମୟରେ ମୋବାଇଲ ଓ ପାଟ୍ରୋଲିଂ କଡ଼ାକଡ଼ି କରାଯିବ । ଦୋକାନ, ବଜାର ବନ୍ଦ ସହ ଯେମିତି…

ରାଜ୍ୟରେ କୋଭିଡ ମୁକାବିଲା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର : ସମ୍ଭାବ୍ୟ କୋଭିଡ୍ ଲହରର ମୁକାବିଲା ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଜିଲ୍ଲା, ପୌରାଞ୍ଚଳ ଏବଂ ହସପିଟାଲ ସ୍ତରୀୟ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । ଲୋକସେବା ଭବନରୁ ଭିଡିଓ କନଫରେନ୍ସ ଜରିଆରେ ବିଭିନ୍ନ…

ପୁରୀ-ହାତିଆ ତପସ୍ବିନୀ ଏକ୍ସପ୍ରେସର ଶୁଭାରମ୍ଭ କଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ଭୁବନେଶ୍ବର : ଅତ୍ୟାଧୁନିକ ବଗି ବିଶିଷ୍ଟ ପୁରୀ -ହାତିଆ ତପସ୍ବିନୀ ଏକ୍ସପ୍ରେସର ଶୁଭାରମ୍ଭ କଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଭୁବନେଶ୍ବର ରେଳ ଷ୍ଟେସନରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମନ୍ତ୍ରୀ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହାଦ୍ବାରା ୧୨ଟି ଜିଲ୍ଲାର ଯାତ୍ରୀ ସୁବିଧା…

୨୦୨୧ ମସିହା ପାଇଁ ଓଡ଼ିଶା ଅଗ୍ନିଶମ ସେବା ସଂସ୍ଥା ସର୍ବଭାରତୀୟ ସ୍ତରରେ ପ୍ରଥମ

ଭୁବନେଶ୍ବର : ଓଡ଼ିଶା ଅଗ୍ନିଶମ ସେବା ସଂସ୍ଥାକୁ ୨୦୨୧ ମସିହାର ସର୍ବଭାରତୀୟ ସ୍ତରରେ ‘ସର୍ବଶ୍ରେଷ୍ଠ ଅଗ୍ନିଶମ ସେବା ସଂସ୍ଥା’ ଭାବରେ ବିବେଚନା କରାଯାଇଛି । ଦିଲ୍ଲୀର ନୋଇଡାରେ ଡିସେମ୍ବର ୨ରୁ ୫ ତାରିଖ ପର୍ଯ୍ୟନ୍ତ Institution Of Fire Engineers (India) ଦ୍ବାରା ଆୟୋଜିତ…

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା ବିଭ୍ରାଟ: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ୨୭ ଆଇପିଏସ ଅଧିକାରୀ

ନୂଆଦିଲ୍ଲୀ: ପଂଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାରେ ଅବହେଳା ନେଇ ସାରା ଦେଶରେ ଚର୍ଚ୍ଚା ଜୋର ଧରିଛି । ୨୭ ଆଇପିଏସ ଅଧିକାରୀ ଗୁରୁବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଏ ନେଇ ପତ୍ର ଲେଖିଛନ୍ତି । ଏହି ମାମଲାକୁ ଗୁରୁତ୍ୱ ସହକାରେ ନେବା ପାଇଁ ସେମାନେ ଅନୁରୋଧ…