Latest Odisha News
Browsing Category

ଫିଚର

ବାଲେଶ୍ୱରରେ BSKY ସ୍ମାର୍ଟ କାର୍ଡ଼ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର: ବାଲେଶ୍ୱରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ଼ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କାର୍ଡ଼ ଦ୍ୱାରା ଜିଲ୍ଲାର ୨୦ଲକ୍ଷ ଲୋକ ଉପକୃତ ହେବେ । ବାଲେଶ୍ୱରବାସୀଙ୍କୁ ୧୪୭୬କୋଟି ଟଙ୍କାର ପ୍ରକଳ୍ପ ଭେଟିଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୩୭୬କୋଟି…

ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ଜଣେ ଯବାନ ଗୁରୁତର

ମାଲକାନଗିରି: ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଏଥିରେ ଜଣେ ଯବାନ ଗୁରୁତର ହୋଇଥିବା ସୂଚନା ମିଳିଛି । ଜିଲ୍ଲାର ମଦେଡ଼ ଥାନା ଜଙ୍ଗଲରେ ମାଓ କ୍ୟାମ୍ପ ଚାଲିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ଡ଼ିଆରଜି ବାହିନୀ ପକ୍ଷରୁ…

ଏଠି ଖଟରେ ଶୋଇବା ମନା, ବିଶ୍ୱାସ ନା ଅନ୍ଧବିଶ୍ୱାସ ?

ନୂଆପଡ଼ା: ଧନୀ ହେଉ କି ଗରିବ ମଣିଷକୁ ନିଦ ଲାଗିଲେ ଶୋଇବାକୁ ଖଟ କିମ୍ବା ପଲଙ୍କ ଖୋଜେ । ହେଲେ ଏବେବି ଏମିତି ଏକ ଗାଁ ଅଛି ଯେଉଁଠି କାହିଁ କେଉଁ କାଳରୁ ଖଟ ବ୍ୟବହାର ହୁଏନାହିଁ । ଯାହାକୁ ଦେଖିଲେ ଆଶ୍ଚର୍ଯ୍ୟ ଲାଗେ । ନୂଆପଡ଼ା ଜିଲ୍ଲାର କୋଟଗାଁ । ଜିଲ୍ଲା ସଦର ମହକୁମାଠାରୁ ଶହେ ପାଞ୍ଚ କି.ମି…

୬୪ ବର୍ଷ ପରେ ଜଣେ ପେସ ବୋଲର ଭାବେ ଅଷ୍ଟ୍ରେଲିଆ ଅଧିନାୟକ ହେଲେ କୁମିନ୍ସ

ମେଲବୋର୍ଣ୍ଣ: ଡିସେମ୍ବରରୁ ଆରମ୍ଭ ହେବାକୁ ଯାଉଥିବା ଆଶେସ ସିରିଜ ପାଇଁ ପେସ ବୋଲର ପ୍ୟାଟ କୁମିନ୍ସଙ୍କୁ ଅଷ୍ଟ୍ରେଲିଆ କ୍ରିକେଟ ଦଳର ଅଧିନାୟକ ଭାବେ ନିୟୋଜିତ କରାଯାଇଛି । ୬୪ ବର୍ଷ ପରେ ଜଣେ ପେସ ବୋଲର ଭାବେ ସେ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ସମ୍ଭାଳିବାକୁ ଯାଉଛନ୍ତି । ୧୯୫୬ରେ ରେ…

ଡେବ୍ୟୁ ଟେଷ୍ଟରେ ସେଞ୍ଚୁରୀ ମାରିଲେ ଶ୍ରେୟସ

କାନପୁର: ନ୍ୟୁଜିଲାଣ୍ଡ ଆଗରେ ପାଚେରୀ ହୋଇ ଠିଆ ହେଲେ ଶ୍ରେୟସ ଆୟାର । ପ୍ରଥମ ଟେଷ୍ଟରେ ମାରିଲେ ଶତକ । ଡେବ୍ୟୁ ମ୍ୟାଚରେ ସେଞ୍ଚୁରୀ ମାରିଛନ୍ତି ଶ୍ରେୟସ ଆୟାର୍ । ମାତ୍ର ୧୫୭ ବଲ୍ ଖେଳି ଟେଷ୍ଟ କ୍ୟାରିୟରରେ ପ୍ରଥମ ଶତକ ନିଜ ନାଁରେ କରିଛନ୍ତି । ଗତକାଲି ୭୫ ରନ୍ କି ନଟଆଉଟ୍ ଥିଲେ ଶ୍ରେୟସ ।…

ବାରିପଦା ITDA ସହକାରୀ ଯନ୍ତ୍ରୀଙ୍କ ଘରୁ ୪୧ ଲକ୍ଷ ଟଙ୍କା, ୬୫୯ ଗ୍ରାମ୍ ସୁନା ଜବତ

ବାରିପଦା: ଭିଜିଲାନ୍ସ ଜାଲରେ ପଡ଼ିଥିବା ବାରିପଦା ଆଇଟିଡିଏ ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାସଙ୍କ ଆୟ ବର୍ହିଭୂତ ସମ୍ପତ୍ତିର ହିସାବ ଚାଲିଛି । ରେଡ୍ ବେଳେ ତାଙ୍କ ଘରୁ ଜବତ ହୋଇଛି ନଗଦ ୪୧ଲକ୍ଷ ୭୭ହଜାର ଟଙ୍କା । ଗତକାଲି ୧୩ ଲକ୍ଷ ୬୦ହଜାର ଟଙ୍କା ମିଳିଥିଲା । ୬୫୯ଗ୍ରାମ ସୁନା ଜବତ ହୋଇଛି…

ଏହି ୩ ଦେଶରୁ ଭାରତ ଫେରିଲେ ଏଣିକି ଯାଞ୍ଚ କଡ଼ାକଡ଼ି

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାରୁ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ପରେ ହାଇ ଆଲର୍ଟରେ ସାରା ବିଶ୍ୱ । ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଆଡଭାଇଜରୀ ଜାରି କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଚିଠି ଲେଖି ସତର୍କ କରାଇଛନ୍ତି । ଦକ୍ଷିଣ ଆଫ୍ରିକା,…

ଘାତକ କରୋନାର ନୂଆ ଭାରିଆଣ୍ଟ: ଡେଲଟାଠୁ ଅଧିକ ମାରାତ୍ମକ

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ନେଇ ପୁଣି ଥରେ ସାରା ବିଶ୍ୱରେ ହଇଚଇ । ଦକ୍ଷିଣ ଆଫ୍ରିକାରୁ ଚିହ୍ନଟ ନୂଆ ଭାରିଆଣ୍ଟ ଚିନ୍ତା ବଢ଼ାଇଛି । ଏହାର ନାଁ ରହିଛି B.୧.୧.୫୨୯ । ଏହା ଦ୍ରୁତଗତରେ ବ୍ୟାପୁଛି । ଡେଲଟା ଭାରିଆଣ୍ଟଠାରୁ ଅଧିକ ମାରାତ୍ମକ । ଅଧିକ ସଂକ୍ରାମକ ବୋଲି କହୁଛନ୍ତି ବିଶେଷଜ୍ଞ ।…

ଆଜିଠୁ ନବମ ଶ୍ରେଣୀ ସମ୍ମେଟିଭ୍ ଆସେସମେଣ୍ଟ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ନବମ ଶ୍ରେଣୀ ସମ୍ମେଟିଭ୍ ଆସେସମେଣ୍ଟ(ଏସ୍.ଏ)-୧ ପରୀକ୍ଷା । ଏହା ୨୬ତାରିଖରୁ ଆରମ୍ଭ ହୋଇ ୩୦ତାରିଖ ପର୍ଯ୍ୟନ୍ତ ଚାଲିବ । ପରୀକ୍ଷାର୍ଥୀମାନେ ନିଜ ସ୍କୁଲରେ ପରୀକ୍ଷା ଦେବେ । ଦିନକୁ ଦୁଇଟି ବିଷୟରେ ପରୀକ୍ଷା ହେବ । ପ୍ରତି ବିଷୟରେ ମୋଟ୍ ୪୦ ନମ୍ବର ପରୀକ୍ଷା କରାଯିବ…

ଆଜିଠୁ ଶିମିଳିପାଳରେ ବାଘ ଗଣନା

ବାରିପଦା: ଶିମିଳିପାଳ ଅଭୟାରଣ୍ୟରେ କେତେ ବାଘ ଅଛନ୍ତି ? ଆଜିଠୁ ଆରମ୍ଭ ହୋଇଛି ବ୍ୟାଘ୍ର ଗଣନା । ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଉତ୍ତର, ଶିମିଳିପାଳ ଦକ୍ଷିଣ, କରଞ୍ଜିଆ, ରାଇରଙ୍ଗପୁର, ବାଙ୍ଗରିପୋଷି, ଦେଉଳି, ଉଦଳା, କପ୍ତିପଦା, ରାସଗୋବିନ୍ଦପୁର ରେଞ୍ଜ ଅଧିନ ଜଙ୍ଗଲରେ ଗଣନା ଚାଲିଛି ।…