Latest Odisha News
Browsing Category

ଫିଚର

ବାଲେଶ୍ୱରବାସୀଙ୍କୁ ଆଜି ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର: ସ୍ମାର୍ଟ ସ୍ୱାସ୍ଥ୍ୟସେବାରେ ଆଜି ଯୋଡ଼ି ହେବ ବାଲେଶ୍ୱର ଜିଲ୍ଲା । ଆଜି ବାଲେଶ୍ୱର ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ପୋଲସ୍ ଲାଇନ୍ ପଡ଼ିଆରେ ଆୟୋଜିତ ହୋଇଛି ସ୍ୱତନ୍ତ୍ର…

ମହାନଦୀରେ ୪ ଛାତ୍ରଙ୍କ ସଲିଳ ସମାଧି

କଟକ: କୋଳି ତୋଳିବାକୁ ଯାଇ ମହାନଦୀରେ ଭାସିଗଲେ ୪ ସ୍କୁଲ ଛାତ୍ର । ବହୁ ଖୋଜାକୋଜି ପରେ ଆଜି ସମସ୍ତଙ୍କର ମୃତଦେହ ଉଦ୍ଧାର ହୋଇଛି । କଟକ ଗାନ୍ଧିପଲ୍ଲୀ ବାଲିଗଡ଼ା ନିକଟରେ ଗତକାଲି ଏହି ଅଘଟଣ ଘଟିଥିଲା । ଗତକାଲି କହ୍ନେଇପୁର ଉଦିମୂଳ ଘାଟରୁ ଜଣେ ଛାତ୍ରର ମୃତଦେହ ଉଦ୍ଧାର ହୋଇଛି । ତାଙ୍କ ନାଁ…

ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ପତ୍ନୀଙ୍କୁ କାରଣ ଦର୍ଶାଅ ନୋଟିସ

ଅମ୍ରିତସର : ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ପତ୍ନୀ ତଥା କଂଗ୍ରେସ ସାଂସଦ ପ୍ରିନୀତ କୌରଙ୍କୁ କାରଣ ଦର୍ଶାଅ ନୋଟିସ । ଦଳ ବିରୋଧୀ କାର୍ଯ୍ୟରେ ସେ ସମ୍ପୃକ୍ତ ଥିବା ନେଇ ଅଭିଯୋଗ ପରେ ତାଙ୍କୁ ଏହି ନୋଟିସ ଜାରି କରିଛନ୍ତି ପଞ୍ଜାବ ପ୍ରଭାରୀ ହରିଶ ଚୌଧୁରୀ । କ୍ରମାଗତ ଭାବେ…

ନୋଷ୍ଟ୍ରାଡମସଙ୍କ ଭବିଷ୍ୟବାଣୀ: ୨୦୨୨ରେ ଆସିବ ପ୍ରଳୟ !

ପୁରୀ: ଫ୍ରାନ୍ସର ପ୍ରଖ୍ୟାତ ଭବିଷ୍ୟଦ୍ରଷ୍ଟା ମାଇକେଲ ଡି ନୋଷ୍ଟ୍ରାଡମସଙ୍କ ଭବିଷ୍ୟବାଣୀ ସର୍ବଦା ସତ୍ୟ ହୋଇ ଆସିଛି । ଆଜତକ, ଜୀ ନ୍ୟୁଜ ଓ ଅମର ଉଜାଲା ପରି ପ୍ରତିଷ୍ଠିତ ଖବର ସଂସ୍ଥା ନୋଷ୍ଟ୍ରାଡମସଙ୍କ ୨୦୨୨ ଭବିଷ୍ୟବାଣୀ ଭୟଙ୍କର ହେବ ବୋଲି ଗୁରୁବାର ଉଲ୍ଲେଖ କରିଛନ୍ତି । ସବୁଠାରୁ…

ଦେଶରେ କମିଲା ପ୍ରଜନନ ହାର

ନୂଆଦିଲ୍ଲୀ : ଦେଶରେ କମିଲା ମୋଟ ପ୍ରଜନନ ହାର । ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ ବା ଏନଏଫଏଚଏସ-୫ର ରିପୋର୍ଟରେ ଏହା ପ୍ରକାଶ ପାଇଛି ​। ଏଥିରେ ଦର୍ଶାଯାଇଛି ମହିଳା ପିଛା ହାରାହାରି ଶିଶୁ ହାର ୨.୨ରୁ ୨.୦କୁ ଖସିଛି । ପ୍ରଜନନ ହାର, ଶିଶୁ ସ୍ବାସ୍ଥ୍ୟ, ପରିବାର କଲ୍ୟାଣ, ପୁଷ୍ଟି ଓ…

ଆରଆରଆରରେ ଅଜୟଙ୍କୁ ୧୫ ଓ ଆଲିୟାଙ୍କୁ ମିଳିଛି ୮ମିନିଟର ଭୂମିକା !

ମୁମ୍ବାଇ: ରାଜାମୌଲୀଙ୍କ ବହୁ ଚର୍ଚ୍ଚିତ ଫିଲ୍ମ ଆରଆରଆର ଫିଲ୍ମ ଖୁବ୍ ଶୀଘ୍ର ରିଲିଜ ହେବାକୁ ଯାଉଛି । ଏହି ଫିଲ୍ମ ମାଧ୍ୟମରେ ଆଲିୟା ଭଟ୍ଟ ଦକ୍ଷିଣ ଭାରତ ଫିଲ୍ମରେ ପଦାର୍ପଣ କରିବାକୁ ଯାଉଛନ୍ତି । ବଲିଉଡ ହଙ୍ଗାମାରେ ପ୍ରକାଶିତ ଖବର ଅନୁସାରେ ଏହି ଫିଲ୍ମରେ ତାଙ୍କୁ ମାତ୍ର ୮ ମିନିଟର ରୋଲ…

ତଦନ୍ତ ପରେ ସାଂସଦ ଅନୁଭବ ମହାନ୍ତିଙ୍କ ବାପାଙ୍କ ପଦୋନ୍ନତି ବାତିଲ

ଭୁବନେଶ୍ୱର : ମିଛ ଯୋଗ୍ୟତା ପ୍ରମାଣ ପତ୍ର ମାମଲାରେ ସାଂସଦ ଅନୁଭବ ମହାନ୍ତିଙ୍କ ବାପାଙ୍କ ପଦୋନ୍ନତି ବାତିଲ। ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ବାପା ଅଭୟ କୁମାର ମହାନ୍ତିଙ୍କ ପଦୋନ୍ନତି ବାତିଲ କରିଛନ୍ତି। ପଦୋନ୍ନତି ବାତିଲ କରିବା ପୂର୍ବରୁ…

ବୌଦ୍ଧ ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବୌଦ୍ଧ ଜିଲ୍ଲାରେ ସ୍ବାସ୍ଥ୍ୟସେବାରେ ବିପ୍ଲବ । ଭିଡିଓ କନଫରେନ୍ସିଂ ଜରିଆରେ ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୩ ଲକ୍ଷ ୭୨ ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହାସହିତ ରାଜ୍ୟର ୧୯ଟି ଜିଲ୍ଲାର…

ସମାଜସେବୀ ଆନ୍ନା ହଜାରେ ଅସୁସ୍ଥ

ପୁଣେ: ସମାଜସେବୀ ତଥା ଗାନ୍ଧିବାଦୀ ନେତା ଆନ୍ନା ହଜାରେ ଆଜି ଅସୁସ୍ଥ ହୋଇ ପଡିଛନ୍ତି । ସେ ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତି କରାଯାଇଛି । ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି । ୮୪…

ଭୁବନେଶ୍ୱରରୁ ଦୁବାଇ ସିଧାସଳଖ ବିମାନ ସେବା ପାଇଁ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଦିଲ୍ଲୀ : ଭୁବନେଶ୍ୱରରୁ ସିଧାସଳଖ ଦୁବାଇ ବିମାନ ସେବା ଆରମ୍ଭ କରିବା ପାଇଁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱରରୁ ଦୁବାଇ ସିଧାସଳଖ ବିମାନ ଉଡାଣ ଲୋକମାନଙ୍କ ଦୀର୍ଘ ଦିନର…